ଅଚଳ ହୋଇପଡ଼ିଛି ବର୍ଷାମାପକ ଓ ପାଗ ନିର୍ଣ୍ଣୟ ଯନ୍ତ୍ର
ଖଣ୍ଡପଡ଼ା,୧୯ା୭(ସ୍ବ.ପ୍ର.)-ଖଣ୍ଡପଡ଼ା ବ୍ଲକ ପରିସରସ୍ଥ ଭାରତୀୟ ପାଣିପାଗ ବିଭାଗ ଦ୍ୱାରା ସ୍ଥାପିତ ବର୍ଷାମାପକ ଯନ୍ତ୍ର ଓ ପାଣିପାଗ ନିର୍ଣ୍ଣୟ ଯନ୍ତ୍ର ଦୀର୍ଘବର୍ଷ ଧରି ଅଚଳ ତଥା ପରିତ୍ୟକ୍ତ ଅବସ୍ଥାରେ ପଡିରହିଛିି ା ସୂଚନାଯୋଗ୍ୟ, ବର୍ଷାର ପରିମାଣ ମାପ ଅଞ୍ଚଳବାସୀଙ୍କୁ ପାଣିପାଗ ସମ୍ପର୍କରେ...
ପଞ୍ଚପଲି ପୋଲରେ କ୍ରିକ୍ ନିର୍ମାଣରେ ବିଳମ୍ବ : ଚାଷୀ ନିରାଶ
ଏରସମା,୧୯ା୭(ସ୍ବ.ପ୍ର.): ଏରସମା ବ୍ଲକ ନାରଦିଆ ପଞ୍ଚାୟତସ୍ଥିତ ପଞ୍ଚପଲି ପୋଲରେ କ୍ରିକ ନିର୍ମାଣ ପାଇଁ ଦୀର୍ଘଦିନ ହେଲା ଦାବି ହୋଇଆସୁଛି। ଇତିମଧ୍ୟରେ ବିଭାଗୀୟ ଅଧିକାରୀ ଓ ଲୋକ ପ୍ରତିନିଧିମାନେ ଘଟଣାସ୍ଥଳକୁ ଆସି ଅନୁଧ୍ୟାନ କରିଥିଲେ ମଧ୍ୟ କ୍ରିକ୍ ନିର୍ମାଣ ହୋଇପାରୁନି। ଏହାକୁ...
ପର୍ବତାରୋହୀ ଲିପିକା ସେଠଙ୍କୁ ସମ୍ବର୍ଦ୍ଧନା
ଭେଡ଼େନ, ୧୯।୭ (ଡ଼ି.ଏନ.ଏ)-ଭେଡ଼େନ ବ୍ଲକ ଡ଼ାଳବ ଗ୍ରାମର ଯୁବ ପର୍ବତାରୋହିଣୀ ଲିପିକା ସେଠଙ୍କୁ ଭେଡ଼େନ ତହସିଲଦାର ସୀମା ସବିତା କୁଲୁ ଗୁରୁବାର ସମ୍ବର୍ଦ୍ଧିତ କରିଛନ୍ତି । ପଶ୍ଚିମ ଓଡ଼ିଶା ଟ୍ରାଫିକ ସଚେତନତା ସଂସ୍ଥା ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ସଂଯୋଜକ...
ବଲାଙ୍ଗୀର ଜିଲାରେ ମରୁଡି ସ୍ଥିତି
ବଲାଙ୍ଗୀର ଅଫିସ, ୧୯ା୭-କ୍ରମାଗତ ମରୁଡି ବଲାଙ୍ଗୀର ଜିଲାର ଚାଷୀଙ୍କ ଆର୍ଥିକ ମେରୁଦଣ୍ଡ ଦୋହଲାଇ ଦେଉଛି ା ଚଳିତବର୍ଷ ପୁଣି ଥରେ ଜିଲାରେ ମରୁଡି ସ୍ଥିତି ଦେଖାଦେଲାଣି ା ଜୁନ୍ ଓ ଜୁଲାଇ ମାସରେ ଅସ୍ବାଭାବିକ ବର୍ଷା ଯୋଗୁଁ ଏଥର ମରୁଡି...
ଓଡିଆର୍ପି ଘରେ ନ ରହିଲେ ତାଲିକାରୁ ବାଦ୍
ଚିକିଟି,୧୯ା୭(ଡି.ଏନ.ଏ.)- ଗଞ୍ଜାମ ଜିଲା ଚିକିଟି ବ୍ଲକ୍ ସମୁଦ୍ର ତଟବର୍ତ୍ତୀ ଚନ୍ଦନବାଡ ଓ ସୋରଳ ଗ୍ରାମରେ ପୃଥକ ପୃଥକ ଭାବେ ଗୁରୁବାର ମଧ୍ୟାହ୍ନରେ ଓଡିଆର୍ପି ଘର ପାଇଥିବା ବ୍ୟକ୍ତି ଓ ପ୍ରଶାସନ ପକ୍ଷରୁ ମିଳିତ ଆଲୋଚନା ସଭା ଆୟୋଜନ କରାଯାଇଥିଲା। ଅତିରିକ୍ତ...
ଆଲୋଚନା ପାଇଁ ଆସିଲେନି କର୍ତ୍ତୃପକ୍ଷ
ବ୍ରହ୍ମପୁର ଅଫିସ,୧୯ା୭- ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅବସରପ୍ରାପ୍ତ କର୍ମଚାରୀଙ୍କ ବିଭିନ୍ନ ଦାବି ପୂରଣ ନେଇ ପ୍ରଶାସନିକ ଭବନ ଆଗରେ ଧାରଣା ଦିଆଯାଇଛି। ୬ ଦଫା ଦାବି ପୂରଣ ନେଇ ସଂଘ ପକ୍ଷରୁ ଦିଆଯାଇଥିବା ଶାନ୍ତିପୂର୍ଣ୍ଣ ଧାରଣା ଗୁରୁବାର ଦ୍ୱିତୀୟ ଦିନରେ ପହଞ୍ଚିଥିଲେ...
ଏସିଆନ ଚାମ୍ପିୟନଶିପରେ ଭାଗ ନେବେ କେନ୍ଦୁଝର ଝିଅ ମଧୁସ୍ମିତା
କେନ୍ଦୁଝର, ୧୯ା୭ (ସ୍ବ.ପ୍ର.)-ଏସିଆନ ତାଏକୋଣ୍ଡୋ ଚାମ୍ପିୟନଶିପରେ ଭାଗ ନେବା ପାଇଁ ଜାତୀୟ ଦଳରେ କେନ୍ଦୁଝର ଝିଅ ମଧୁସ୍ମିତା ମହାନ୍ତି ମନୋନୀତ ହୋଇଛନ୍ତି। ତାଙ୍କ ଘର କେନ୍ଦୁଝର ଶିଶୁଭବନ ରୋଡରେ ା ତାଏକୋଣ୍ଡୋ ଫେଡେରେଶନ ଅଫ ଇଣ୍ଡିଆ ପକ୍ଷରୁ ଜାମ୍ମୁ ଠାରେ...
ବର୍ଷା ପାଇଁ ମାଜଣା: ଠାକୁରାଣୀଙ୍କୁ ପୂଜାକଲେ ଶତାଧିକ ମହିଳା
କେନ୍ଦୁଝର, ୧୯ା୭ (ସ୍ବ.ପ୍ର.)-ଚଳିତ ବର୍ଷା ଅଭାବରୁ ଅନେକ ସ୍ଥାନରେ ଚାଷ କାର୍ଯ୍ୟ ବ୍ୟାହତ ହୋଇଛି ା ଜଳ ଅଭାବରୁ ଅନେକ ଅଞ୍ଚଳରେ ତଳି ମରିବାକୁ ବସଥିବାବେଳେ ଆଉ ଅନ୍ୟ ଅଞ୍ଚଳରେ ତଳି ରୁଆ କାମ ଆରମ୍ଭ ହୋଇ ପାରୁନାହିଁ ା...
ଜଳୁନି ଟୋଲପ୍ଲାଜା ହାଇମାଷ୍ଟ
ଢେଙ୍କିକୋଟ,୧୯ା୭(ଡି.ଏନ୍.ଏ.)- ଜାତୀୟ ରାଜପଥ ୨୦ନଂ. ନବୀକରଣ ପରେ ଢେଙ୍କିକୋଟ ଗ୍ରାମବାସୀଙ୍କ ଦୁଃଖ ବଢ଼ିଯାଇଛି। ଅଧାପନ୍ତରିଆ କରି ଠିକା ସଂସ୍ଥା ଚାଲିଗଲା। ଉଭୟ ପାର୍ଶ୍ୱ ସର୍ଭିସ ରୋଡ୍ ନିର୍ମାଣ ଏପର୍ଯ୍ୟନ୍ତ ହୋଇନାହିଁ। ଓଭରବ୍ରିଜ୍ରେ ୪ ଲେନ୍ କଲାନି ରାସ୍ତା ନ ହେବାରୁ...
ବିଶ୍ୱବ୍ୟାଙ୍କ ଅନୁଦାନ ଅର୍ଥ ମିଳିବାରେ ବିଳମ୍ବ
ତିହିଡ଼ି, ୧୯।୭ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ପାଳିଆବିନ୍ଧାସ୍ଥିତ ବିରଞ୍ଚିନାରାୟଣ ମାଧବ ଅର୍ଜୁନ(ବିଏନ୍ଏମ୍ଏ) କଲେଜର ଭିତ୍ତିଭୂମି ବିକାଶ ପାଇଁ ବିଶ୍ୱବ୍ୟାଙ୍କ ପକ୍ଷରୁ ୧୦ କୋଟି ଟଙ୍କାର ସହାୟତା ରାଶି ମଞ୍ଜୁର ହୋଇଥିଲା। ଏହି ଅନୁଦାନ ଅର୍ଥ...
ପରିବାରକୁ ସହାୟ ହେବାରେ ଆତ୍ମତୃପ୍ତି ନିଆରା
ଭଦ୍ରକ ଅଫିସ,୧୯।୭- ଦାରିଦ୍ର୍ୟ ଓ ଅସହାୟତା ଆଗରେ ହାର୍ ନ ମାନି ମନୋବଳକୁ ଦୃଢ କରି ଏକ ଚା’ ଦୋକାନ କରି ପରିବାର ସମ୍ଭାଳୁଛନ୍ତି ଶୁଭାରାଣୀ। ଦୀର୍ଘ ୧୨ ବର୍ଷ ଧରି ବରପଦା ବଜାରରେ ସେ ଏହି ଦୋକାନ କରି...
‘ବେଆଇନ ବାଲିଚାଲାଣ ଉପରେ ଲଗାମ ଲଗାଯିବ’
ଜଳେଶ୍ୱର, ୧୯।୭(ଡି.ଏନ.ଏ.)-ବାଲେଶ୍ୱର ଜିଲାର ନୂତନ ଜିଲାପାଳ ଭାବେ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଦାୟିତ୍ୱ ନେବା ପରେ ଗୁରୁବାର ପୂର୍ବାହ୍ନରେ ଜଳେଶ୍ୱର ତହସିଲ ପରିସରରେ ଅଚାନକ ପହଞ୍ଚିଥିଲେ। ତହସିଲଦାର ଅଭିମନ୍ୟୁ ପଣ୍ଡା ଉପସ୍ଥିତ ଥିଲେ ମଧ୍ୟ କାର୍ଯ୍ୟାଳୟରେ କେତେକ କର୍ମଚାରୀ ଅନୁପସ୍ଥିତ...
Archives


