ସଫେଇ ନାଁରେ ସରକାରୀ ଅଫିସ୍ ପରିସରରୁ ମୂଲ୍ୟବାନ ଗଛ ଚାଲାଣ
ବାଲେଶ୍ୱର ଅଫିସ, ୧୯।୭-ବାଲେଶ୍ୱର ଜଳସେଚନ ବିଭାଗ ମୁଖ୍ୟ କାର୍ଯ୍ୟାଳୟ ପରିସରରେ ଥିବା ନିମ୍ବ, ଆକାଶୀ, ଶାଗୁଆନ, କଦମ୍ବ, ଆମ୍ବ ଭଳି ୫୦ରୁ ଊର୍ଦ୍ଧ୍ୱ ମୂଲ୍ୟବାନ ଗଛ କାଟି ୪୦୭ ଏବଂ ପିକଅପ୍ ଭ୍ୟାନ୍ ଯୋଗେ ବେଆଇନ ଭାବେ ଚାଲାଣ କରାଯାଉଥିବା...
ମୌସୁମୀ ନିଷ୍କ୍ରିୟ, ଚାଷୀ ହତାଶ:୧୬,୮୪୩ ହେକ୍ଟର ଜମି ପଡ଼ିଆ
ରୂପ୍ସା, ୧୯।୭-ଚଳିତବର୍ଷ ବର୍ଷା ନିୟମିତ ହେଉ ନ ଥିବାରୁ ଧାନ ଅମଳ ହେବାର ସମ୍ଭାବନା କ୍ଷୀଣ ହୋଇଛି। ବର୍ଷା ଅଭାବରୁ ଚାଷୀ ହାତ ବାନ୍ଧି ବସିଛି। ମୌସୁମୀ ସକ୍ରିୟ ହେଉ ନ ଥିବାରୁ ଆଦୌ ବର୍ଷା ହେଉନାହଁି। ଜୁଲାଇ ମାସର...
ଜ୍ୱାଇଁଙ୍କୁ ଶ୍ୱଶୁରଙ୍କ ଛୁରାମାଡ
ଦିଗପହଣ୍ଡି,୧୮ା୭(ଡି.ଏନ୍.ଏ.)- ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକୟଁା ଛକ ନିକଟରେ ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଜ୍ୱାଇଁଙ୍କୁ ଶ୍ବଶୁର ଛୁରାମାଡ କରିଛନ୍ତି। ଆହତ ଯୁବକ ଜଣକ ହେଲେ ଦିଗପହଣ୍ଡି ଥାନା କଲ୍ୟାଣପୁର ଗ୍ରାମର ସଞ୍ଜୟ ଗୌଡ। ସଞ୍ଜୟ ରାସ୍ତା ଉପରେ...
ସ୍କ୍ରାପ୍ରେ ୭୦ ଫୁଟର ଗିଟାର ନିର୍ମାଣ କଲେ ଛାତ୍ରୀଛାତ୍ର
ବ୍ରହ୍ମପୁର ଅଫିସ,୧୮ା୭- ଆବର୍ଜନା ତଥା ସ୍କ୍ରାପ୍ ସାମଗ୍ରୀରୁ ବହୁ କ୍ଷୁଦ୍ର ଓ ବୃହତ୍ ମଡେଲ ପ୍ରସ୍ତୁତ କରି ସାରା ଭାରତରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି ବ୍ରହ୍ମପୁର ଆଇଟିଆଇ ା ୩୨ ଫୁଟ ଉଚ୍ଚତା ମଧ୍ୟରେ ବିଭିନ୍ନ...
ଦାମୋଦରପୁରବାସୀଙ୍କ ରାଜପଥ ଅବରୋଧ
ଗଞ୍ଜାମ,୧୮ା୭(ଡି.ଏନ.ଏ.)- ଗଞ୍ଜାମ ଏନଏସି ଦାମୋଦରପୁର ଗ୍ରାମ ୧୧ନଂ. ଓ୍ବାର୍ଡରେ ଦୀର୍ଘଦିନ ଧରି ପାନୀୟ ଜଳ ସମସ୍ୟା ଲାଗିଛି। ବାରମ୍ବାର ସମସ୍ୟା ନେଇ ଅବଗତ କଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନି। ଏହା ପ୍ରତିବାଦରେ ଗ୍ରାମର ଶତାଧିକ ମହିଳା,...
ଗୋରୁପଲ ଉପରେ ମାଡିଗଲା ଟ୍ରକ୍, ୬ ମୃତ
ହିଞ୍ଜିଳିକାଟୁ,୧୮।୭(ଡି.ଏନ୍.ଏ.)- ହିଞ୍ଜିଳିକାଟୁ ସହରରେ ବୁଧବାର ବିଳମ୍ବିତ ରାତିରେ ଏକ ସିମେଣ୍ଟ ବୋଝେଇ ଟ୍ରକ ରାସ୍ତା ଉପରେ ଶୋଇଥିବା ଗୋରୁପଲଙ୍କ ଉପରେ ମାଡିଯିବାରୁ ୬ଗୋରୁଙ୍କ ମୃତ୍ୟୁ ଘଟିଛି। ପ୍ରକାଶ ଯେ, ଗୁରୁବାର ରାତି ପ୍ରାୟ ସାଢେ ୩ଟାରେ ଏକ ସିମେଣ୍ଟ ବୋଝେଇ...
ସମୟ ପୂର୍ବରୁ ବନ୍ଦ ହେଉଛି ସ୍କୁଲ: ୬୦ ଶିକ୍ଷକଙ୍କୁ କୈଫିୟତ ତଲବ
ପଟ୍ଟାଙ୍ଗି,୧୮ା୭(ଡି.ଏନ୍.ଏ.): ଖରା ଛୁଟି ପରେ ଜୁନ୍ ୨୨ ତାରିଖ ରାଜ୍ୟର ସମସ୍ତ ସ୍କୁଲ ଖୋଲିଥିଲା। କିନ୍ତୁ ପାଠପଢ଼ାରେ କମ୍ ସମୟ ଦେଇ ଛୁଟି ହେବାର ନିର୍ଦ୍ଧାରିତ ସମୟ ପୂର୍ବରୁ ସ୍କୁଲ ବନ୍ଦ କରିଦେଉଥିଲେ ଶିକ୍ଷୟିତ୍ରୀ ଶିକ୍ଷକ। ସେମାନେ ଘରକୁ ସଅଳ...
ପାଟକୁରାରେ ଖବରଦାତାଙ୍କୁ ଦୁର୍ବ୍ୟବହାର ଘଟଣା : ବିଧାନସଭାରେ ହଟ୍ଟଗୋଳ; କେନ୍ଦ୍ରାପଡ଼ା ଏସ୍ପିଙ୍କ ନିଲମ୍ବନ ଦାବି
ଭୁବନେଶ୍ୱର,୧୮।୭(ବ୍ୟୁରୋ) : ଖବରଦାତାଙ୍କୁ ଦୁର୍ବ୍ୟବହାର କରିଥିବା କେନ୍ଦ୍ରାପଡ଼ା ଏସ୍ପିଙ୍କୁ ହଟାଯାଉ, ନଚେତ୍ ଗୃହ ଚଳାଇ ଦେବୁ ନାହିଁ। ଏହି ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ବିଧାନସଭାରେ ହଙ୍ଗାମା କରିଥିଲେ। ପ୍ରସଙ୍ଗ ଗୋଟିଏ ହେଲେ ମଧ୍ୟ ଭାଜପା ଏବଂ କଂଗ୍ରେସ ଭିନ୍ନ...
ଗଣ୍ଡଗୋଳ ପାଇଁ ଲୋୟର ସୁକ୍ତେଲ ୧୯ ବର୍ଷ ପରେ ଅଧା ରହିଛି: ବଲାଙ୍ଗୀରରେ ଚଳିତବର୍ଷ ୧୫ଶହ ଗଭୀର ନଳକୂପ ଖୋଳାଯିବ
ଭୁବନେଶ୍ୱର, ୧୮।୭(ବ୍ୟୁରୋ): ବଲାଙ୍ଗୀର ଜିଲାକୁ ଜଳସେଚନ ସୁବିଧା ମିଳୁ ନାହିଁ। ରାଜ୍ୟ ସରକାର ସବୁ ବ୍ଲକକୁ ୩୫ ପ୍ରତିଶତ ଜଳସେଚନ ସୁବିଧା ଯୋଗାଇ ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ । ହେଲେ ବଲାଙ୍ଗୀର ଜିଲାର ଅନେକ ବ୍ଲକରେ ୧ ପ୍ରତିଶତ...
ଶୀତଳଭଣ୍ଡାର, ଆଳୁମିଶନ ବନ୍ଦ ଆରୋପ ମହାରଥୀଙ୍କୁ ବାଧିଛି
ଭୁବନେଶ୍ୱର,୧୮।୭(ବ୍ୟୁରୋ) : କାଲିଠୁ ମୁଁ ଖାଇନି। ଆପଣ ମନ୍ତ୍ରୀ ହୋଇଥିଲେ କ’ଣ ଏକଥା ସହିପାରିଥାନ୍ତେ! ମୋର ସବୁ ସମ୍ମାନ ଆପଣଙ୍କ ପାଖରେ। ବୁଧବାର ମୋହନ ମାଝିଙ୍କ ପ୍ରଶ୍ନୋତ୍ତର ବେଳେ ଅର୍ଥମନ୍ତ୍ରୀ ଯେଉଁ ମନ୍ତବ୍ୟ ଦେଲେ, ତାହା ମୋତେ ବହୁତ ବାଧିଛି।...
ଏବେବି କ୍ଷତିପୂରଣ ପାଇନାହାନ୍ତି ହୀରାକୁଦ ବିସ୍ଥାପିତ
ଭୁବନେଶ୍ୱର, ୧୮।୭(ବ୍ୟୁରୋ): ହୀରାକୁଦ ବନ୍ଧ ନିର୍ମାଣ ହେବାର ୭୦ ବର୍ଷ ପରେ ମଧ୍ୟ ବିସ୍ଥାପିତଙ୍କୁ ଏଯାଏ କ୍ଷତିପୂରଣ ମିଳିନାହିଁ। ସେମାନେ ରହୁଥିବା ପଡ଼ା ଗ୍ରାମକୁ ଏ ପର୍ଯ୍ୟନ୍ତ ରାଜସ୍ବ ଗ୍ରାମର ମାନ୍ୟତା ମିଳିନାହିଁ। ଏଥିଯୋଗୁ ସେହି ଲୋକମାନେ କୌଣସି ସୁବିଧା...
ପ୍ରାକୃତିକ ବିପର୍ଯ୍ୟୟ ସୂଚନା ଦେବ ‘ସତର୍କ’ ଆପ୍: ବ୍ଲକ, ପଞ୍ଚାୟତରେ ଲାଗିବ ପାଣିପାଗ ଓ ବୃଷ୍ଟିମାପକ ଯନ୍ତ୍ର
ଭୁବନେଶ୍ୱର, ୧୮।୭(ବ୍ୟୁରୋ): ରାଜ୍ୟରେ ପ୍ରାକୃତିକ ବିପର୍ଯ୍ୟୟ ଚିର ସହଚର ହୋଇ ରହିଛି। କେତେବେଳେ ବନ୍ୟା ତ କେତେବେଳେ ବାତ୍ୟା, ମରୁଡ଼ି, ବଜ୍ରପାତ, ଅଂଶୁଘାତ ଭଳି ବିପତ୍ତି ରାଜ୍ୟବାସୀଙ୍କୁ ଅସ୍ତବ୍ୟସ୍ତ କରୁଛି। ପ୍ରାକ୍ ସୂଚନା ଅଭାବରୁ ଅନେକ ଧନ ଜୀବନ ନଷ୍ଟ...
Archives


