ରାଜ୍ୟ

ପାଠ୍ୟପୁସ୍ତକରେ ବାଲୁକା ଶିଳ୍ପୀ ସୁଦର୍ଶନ

ପୁରୀ ଅଫିସ, ୯ା୧୨:ବାଲୁକା କଳାକୁ ନେଇ ଓଡ଼ିଶାର ଯେଉଁ କେତେଜଣ ବେଶ୍‌ ପ୍ରସିଦ୍ଧି ଲାଭ କରିଛନ୍ତି ସେମାନଙ୍କ ମଧ୍ୟରୁ ପ୍ରମୁଖ ହେଉଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ତାଙ୍କ ବାଲୁକା କଳା କେବଳ ଓଡ଼ିଶା କି ଭାରତ ନୁହେଁ…

ପୋଲିସ ଡିଜିପି ଭାବେ ଦାୟିତ୍ୱ ନେଲେ ଅଭୟ

କଟକ ଅଫିସ୍‌, ୯।୧୨:ସୋମବାର ନୂଆ ପୋଲିସ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଅଭୟ। କଟକ ପୋଲିସ ମୁଖ୍ୟାଳୟରେ ପହଞ୍ଚି ସେ ଦାୟିତ୍ୱଗ୍ରହଣ କରିଛନ୍ତି। ଅନ୍ତରୀଣ ଡିଜି ଭାବେ ଅବସ୍ଥାପିତ ସତ୍ୟଜିତ ମହାନ୍ତି ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ନୂଆ ଡିଜିପିଙ୍କୁ…

ହ୍ରାସ ପାଇବ ପିଆଜ ଦର

ଭୁବନେଶ୍ୱର, ୯।୧୨(ବ୍ୟୁରୋ): ରାଜ୍ୟରେ ପିଆଜର ଅହେତୁକ ଦର ବୃଦ୍ଧି ସାଧାରଣ ଖାଉଟିଙ୍କ ମୁଣ୍ଡବିନ୍ଧାର କାରଣ ପାଲଟିଛି। ଏନେଇ ପିଆଜ ଦର ଲୋକସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି…

ନାଗରିକତ୍ୱ ସଂଶୋଧନ ବିଧେୟକକୁ ସମର୍ଥନ କଲା ବିଜେଡି

ଭୁବନେଶ୍ୱର,୯ା୧୨:(ବ୍ୟୁରୋ): ସୋମବାର ପାର୍ଲାମେଣ୍ଟରେ ନାଗରିକତ୍ୱ ସଂଶୋଧନ ବିଧେୟକ-୨୦୧୯ ଆଗତ ହୋଇଛି। ପୂର୍ବାହ୍ନରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଲୋକ ସଭାରେ ବିବାଦୀୟ ନାଗରିକତ୍ୱ ସଂଶୋଧନ ବିଧେୟକ ଆଗତ କରିଛନ୍ତି। ଏହି ବିଧେୟକକୁ ସମର୍ଥନ ଦେଇଛି ବିଜେଡି। ଗୃହରେ ବିଧେୟକକୁ ଗୃହୀତ କରିବା…

ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ ଆରମ୍ଭ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଲିଙ୍ଗରାଜ ମନ୍ଦିର ପରିସରର ଉନ୍ନତୀକରଣ ଲାଗି ରାଜ୍ୟ ସରକାର ଯୋଜନା କରିଛନ୍ତି। ଏ ନେଇ ସୋମବାର ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ମନ୍ଦିର ସିଂହଦ୍ୱାରରୁ ଭଜନ ମଣ୍ଡପ ଏବଂ ସିଂହଦ୍ୱାରରୁ ସବ୍‌ଷ୍ଟେଶନ…

ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ରେ ଥିବା ମଙ୍ଗୁ ମଠ ଉଚ୍ଛେଦ ଆରମ୍ଭ

ପୁରୀ ଅଫିସ,୯।୧୨: ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ରେ ଥିବା ମଙ୍ଗୁ ମଠ ଉଚ୍ଛେଦ ସୋମବାର ସକାଳୁ ଆରମ୍ଭ ହୋଇଛି। ପୂର୍ବରୁ ଏହି ମଠକୁ ଭାଙ୍ଗିବା ପାଇଁ ପ୍ରଶାସନ ଉଦ୍ୟମ କରିଥିଲା। ପରେ ଏହାକୁ ନେଇ ବିବାଦ ଉପୁଜିବା ସହ ହାଇକୋର୍ଟରେ ମାମଲା ଦାଏର…

ନାଗରିକତ୍ୱ ସଂଶୋଧନ ବିଧେୟକ: ସମର୍ଥନ କରିବ ବିଜେଡି

ଭୁବନେଶ୍ୱର,୯ା୧୨:(ବ୍ୟୁରୋ): କେନ୍ଦ୍ର ସରକାର ସୋମବାର ପାର୍ଲାମେଣ୍ଟରେ ନାଗରିକତ୍ୱ ସଂଶୋଧନ ବିଧେୟକ-୨୦୧୯ ଆଗତ କରିବାକୁ ଯାଉଛନ୍ତି। ଏହି ବିଧେୟକକୁ ଗୃହୀତ କରିବା ପାଇଁ ଭାଜପା ପକ୍ଷରୁ ଉଭୟ ସଦନରେ ବିଭିନ୍ନ ରାଜନୈତିକ ଦଳର ସହଯୋଗ ଲୋଡ଼ାଯାଇଛି। ସେହିକ୍ରମରେ ବିଜେଡିର ସହଯୋଗ ପାଇଁ ମଧ୍ୟ…

ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ: ସରିଛି ୯୨ କି.ମି. ବାକି ରହିଛି ୧୯୭

ଭୁବନେଶ୍ୱର,୯ା୧୨:(ବ୍ୟୁରୋ): ପ୍ରସ୍ତାବିତ ଖୋର୍ଦ୍ଧା-ବଲାଙ୍ଗୀର ରେଳପଥର ମୋଟ ଦୈର୍ଘ୍ୟ-୨୮୯ କିଲୋମିଟର। ତନ୍ମଧ୍ୟରୁ ଏଯାବତ୍‌ ୯୨ କି.ମି କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ କାର୍ଯ୍ୟକ୍ଷମ ହୋଇପାରିଛି। ଆହୁରି ୧୯୭ କି.ମି ରେଳପଥ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ସହ କାର୍ଯ୍ୟକ୍ଷମ ହେବାକୁ ବାକି ରହିଛି। ରେଳବାଇ ମନ୍ତ୍ରୀ…

ସାପକାମୁଡ଼ା ଜାଣିବା ପାଇଁ ନୂଆ ବ୍ୟବସ୍ଥା

କଟକ ଅଫିସ,୯ା୧୨: ସାପ କାମୁଡ଼ାରେ ମୃତ୍ୟୁବରଣ କରୁଥିବା ବ୍ୟକ୍ତିଙ୍କୁ ସରକାରୀ ସହାୟତା ଯୋଗାଇ ଦିଆଯାଉଛି। ତେଣୁ ଏହାର ଫାଇଦା କିଛି ଲୋକ ନେଉଛନ୍ତି। ହୃଦ୍‌ଘାତ କିମ୍ବା ବ୍ରେନ୍‌ ଷ୍ଟ୍ରୋକ୍‌ରେ ମୃତ୍ୟୁବରଣ କରୁଥିବା ରୋଗୀ ସାପ କାମୁଡ଼ାଜନିତ ଦର୍ଶାଇ ସରକାରୀ ସହାୟତା ହାତଉଛନ୍ତି।…

କାଜୁ ଉତ୍ପାଦନ, ପ୍ରକ୍ରିୟାକରଣ, ରପ୍ତାନିକୁ ଗୁରୁତ୍ୱ: ୨୩ରେ ଓଡ଼ିଶାରେ ହେବ ଜାତୀୟ ସମ୍ମିଳନୀ

ଭୁବନେଶ୍ୱର,୯ା୧୨(ବ୍ୟୁରୋ): ସାରା ଦେଶରେ ଓଡ଼ିଶା ଅନ୍ୟତମ ପ୍ରମୁଖ କାଜୁ ବାଦାମ ଉତ୍ପାଦନ କରୁଥିବା ରାଜ୍ୟ। କାଜୁ ପୁଷ୍ଟିସାର ଜାତୀୟ ଖାଦ୍ୟ ହୋଇଥିବାରୁ ଏହାର ଦେଶ,ବିଦେଶରେ ଚାହିଦା ରହିଛି। ତେଣୁ ଏହା ସ୍ଥିର ଅର୍ଥନୈତିକ ଫାଇଦା ଦିଗ ରହିଥିବାରୁ କାଜୁ ଉତ୍ପାଦନ, ପ୍ରକ୍ରିୟାକରଣ…

ରାଜସ୍ଥାନ ଯାଇ ଜିତେନ୍ଦ୍ରଙ୍କୁ ଭେଟିଲା ମହିଳା କଂଗ୍ରେସ ଟିମ୍‌

ଭୁବନେଶ୍ୱର,୯ା୧୨(ବ୍ୟୁରୋ): କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟିବାକୁ ଯାଇଥିବା ଓଡିଶା ମହିଳା କଂଗ୍ରେସ ନେତ୍ରୀମାନେ ରବିବାର ଦଳର ରାଜ୍ୟ ପ୍ରଭାରୀ ଜିତେନ୍ଦ୍ର ସିଂଙ୍କୁ ସାକ୍ଷାତ କରିଛନ୍ତି। ଏହି ଓଡ଼ିଆ ଟିମ୍‌ ଦିଲ୍ଲୀରୁ ରାଜସ୍ଥାନ ଜିତେନ୍ଦ୍ରଙ୍କ ଗାଁକୁ ଗସ୍ତ କରି ତାଙ୍କ ସହ…

ଆଗାମୀ ପୌର ନିର୍ବାଚନରେ ଅଂଶଗ୍ରହଣ କରିବ ଏଏପି

ଭୁବନେଶ୍ୱର,୯ା୧୨(ବ୍ୟୁରୋ): ରାଜ୍ୟ ତଥା ଦେଶର ଜନତାଙ୍କୁ ସର୍ବନିମ୍ନ ମୌଳିକ ଆବଶ୍ୟକତା ଯୋଗାଇଦେବା ଯେ କୌଣସି ସରକାରର ମୂଳ ଦାୟିତ୍ୱ। ହେଲେ ଏହି ମୂଳ ଦାୟିତ୍ୱକୁ ପୂରଣ କରିବା ଦୂରର କଥା, ରାଜ୍ୟର ଅନ୍ୟାନ୍ୟ ଭିତ୍ତିଭୂମି ଏବଂ ଆଇନଶୃଙ୍ଖଳା ପରିସ୍ଥିତି ସଙ୍ଗୀନ ହୋଇପଡିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri