ଫୁଲବାଣୀରେ ୮, ଦାରିଙ୍ଗବାଡ଼ିରେ ୬.୫ ଡିଗ୍ରୀ
ଫୁଲବାଣୀ ଅଫିସ/ ଦାରିଙ୍ଗବାଡି (ଡି.ଏନ୍.ଏ.) ୮ା୧୨-କନ୍ଧମାଳ ଜିଲାରେ ଶୀତର ପ୍ରକୋପ ବୃଦ୍ଧି ପାଉଛି। ଗତ ୨ଦିନ ଧରି ଏହାର ପ୍ରକୋପ ବେଶ୍ ଅନୁଭୂତ ହେଉଛି। ବିଶେଷ କରି ସକାଳେ ଅସହ୍ୟ ଥଣ୍ଡା ଅନୁଭୂତ ହେଉଛି। ଅପରାହ୍ନରୁ ଶୀତ ମାଡି ଆସୁଛି, ଖରା…
ବାଲ୍ୟ ବିବାହ ସୂଚନା ଦେଲେ ମିଳିବ ପୁରସ୍କାର
ଛତ୍ରପୁର,୮ା୧୨(ଡି.ଏନ.ଏ)-ବାଲ୍ୟ ବିବାହ ଏକ ବଡ଼ ସାମାଜିକ ସମସ୍ୟା ଓ କୁସଂସ୍କାର। ବାଲ୍ୟ ବିବାହ ସମ୍ପର୍କରେ ଯେ କେହି ସୂଚନା ଦେଲେ ତାଙ୍କୁ ଜିଲା ପ୍ରଶାସନ ପକ୍ଷରୁ ୫ ହଜାର ଟଙ୍କା ପୁରସ୍କାର ଦିଆଯିବ। ଏଥିସହ ସୂଚନାଦାତାଙ୍କ ନାଁ ଗୋପନ ରଖାଯିବ। ନିର୍ଭୟ…
କାର ଧକ୍କାରେ ଛାତ୍ର ମୃତ
କ୍ଷତିପୂରଣ ଦାବିରେ ରାସ୍ତାରୋକୋ ପାଟପୁର,୮ା୧୨-ପାଟପୁର ଥାନା ଟି.ଗୋବିନ୍ଦପୁର ପଞ୍ଚାୟତ ଲକ୍ଷ୍ମୀନାରାୟଣପୁର ମୁଖ୍ୟ ରାସ୍ତାରେ ଶନିବାର ଗଜପତି ଜିଲା ମୋହନାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ କାର ଧକ୍କାରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଜପତି ଜିଲା…
ମହିଳାଙ୍କ ତଣ୍ଟିକାଟି ହତ୍ୟା ଘଟଣାର ପର୍ଦ୍ଦାଫାଶ ଅର୍ଥ ଲୋଭ, ଋଣ ନ ଶୁଝିବାରୁ ହତ୍ୟା
ଶେରଗଡ଼,୮ା୧୨(ଡି.ଏନ୍.ଏ.) -ଶେରଗଡ ବ୍ଲକ ବାରସିଙ୍ଗି ଗ୍ରାମରେ ଗତ ୨୭ ତାରିଖ ରାତିରେ କବିତା ସେଠୀଙ୍କୁ ତଣ୍ଟି କାଟି ହତ୍ୟା କରାଯାଇଥିଲା। ଏହି ଘଟଣାର ଫର୍ଦ୍ଦାଫାସ କରିଛି ବଡଗଡ ପୋଲିସ। ମୁଖ୍ୟ ଅଭିଯୁକ୍ତ ବାରସିଙ୍ଗି ଗ୍ରାମର ଶିବ ସେଠୀ ଶନିବାର ସୁରଟ ଚାଲିଯିବାକୁ…
୭.୫ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ, ଜଣେ ଗିରଫ
ଜଗତ୍ସିଂହପୁର ଅଫିସ, ୮ା୧୨: ଜଗତ୍ସିଂହପୁର ସହରରେ ବ୍ରାଉନ ସୁଗାର ରାକେଟ୍ ସକ୍ରିୟ ରହିଛି। ଅତୀତରେ ପୃଥକ୍ ସ୍ଥାନରେ ଚଢାଉ ହୋଇଥିଲେ ସୁଦ୍ଧା ଆଶାଜନକ ସଫଳତା ମିଳିପାରି ନ ଥିଲା। ମାତ୍ର ଶନିବାର ଜଣେ ବ୍ୟକ୍ତିଙ୍କଠାରୁ ୭୫ ଗ୍ରାମ ବ୍ରାଉନ ସୁଗାର ଜବତ…
ଅଧାରେ ଅଟକିଛି ପାଇପ୍ ବିଛା କାର୍ଯ୍ୟ -୨ ବିଭାଗର ସମନ୍ବୟ ଅଭାବ ଯୋଗୁ ହୋଇପାରୁନି କାର୍ଯ୍ୟ
ନାଉଗଁ। ,୮ା୧୨(ସ୍ବ.ପ୍ର.): ନାଉଗଁ। ବ୍ଲକ ଗଜରାଜପୁର ପଞ୍ଚାୟତ ତୁମ୍ବେଶ୍ୱରଠାରେ ପ୍ରବାହିତ ଦେବୀ ନଦୀରେ ଏକ ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରାଯାଇଛି। ଏହି ପ୍ରକଳ୍ପ ନିର୍ମାଣ ପାଇଁ ୩୬୦ କୋଟି ୬୦ ଲକ୍ଷ ଟଙ୍କା ବ୍ୟୟବରାଦ କରାଯାଇଛି। ପ୍ରକଳ୍ପ ଦ୍ୱାରା…
ବିପଦ୍ ଅବସ୍ତାରେ ସ୍କୁଲ କୁଠା: ଭଡ଼ାରେ ଆବାସ ଘରେ ଚାଲିଛେ ପାଠ୍ପଢ଼ା
ଭବାନୀପାଟଣା, ୮ା୧୨ (ଡି.ଏନ.ଏ.)- କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ତ୍ରିଲୋଚନପୁର ପଁଚେତ୍ ସାପଚଞ୍ଚଡ଼ା ପ୍ରାଥମିକ ସ୍କୁଲ କୁଠା ବିପଦ୍ ଅବସ୍ତାରେ ରହିଛେ। ଏନ୍ତାଥି ପାଖାପାଖି ୨ ବଛର ହେଲା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ତିଆରି ଗୁଟେ ଘରେ ପାଠ୍ପଢ଼ା ଚାଲିଛେ।…
ଦୁରଦିନରେ ବୁରୁଧ୍ ଦମ୍ପତି: ରାଧାଗୋବିନ୍ଦକଁର ଚିକିଛା ଲାଗି ଟଁକା ଅଭାବ୍
ଲୋଇସିଂହା, ୮।୧୨(ଡି.ଏନ.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଦର କୁମ୍ଭାରପଡ଼ାର ରାଧାଗୋବିନ୍ଦ ପୁଟେଲ(୭୦)। ମାଏକିନା ଭଗବତୀ ଆର ପଁାଚ୍ ପୁଓକୁଁ ନେଇ ତାକର ପରିବାର ହସଖୁସିରେ ଚାଲିଥିଲା। ରାଧାଗୋବିନ୍ଦ ଆର ଭଗବତୀ ଦୁଖ୍ସୁଖ କରି କୁଟୁମ ପୁଷୁଥିଲେ। ହେଲେ ଏହେଦେ…
ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି
ଭୁବନେଶ୍ୱର,୭।୧୨(ବ୍ୟୁରୋ) : ଶନିବାର ସନ୍ଧ୍ୟାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତିଙ୍କୁ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆନ୍ଧ୍ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଏମ୍ପି ଜୁଏଲ…
ଚିଠି ଲେଖିଲେ ସ୍ବରାଷ୍ଟ୍ର ସଚିବ: ନାରୀ ସୁରକ୍ଷା ଦିଗରେ ଖିଲାପ କଲେ ଦଣ୍ଡିତ ହେବେ ପୋଲିସ
ଭୁବନେଶ୍ୱର,୭।୧୨(ବ୍ୟୁରୋ): ସାରା ଦେଶରେ ଏବେ ନାରୀ ନିର୍ଯାତନା ପ୍ରମୁଖ ପ୍ରସଙ୍ଗ ହୋଇ ଉଭା ହେଲାଣି। ରାଜ୍ୟଗୁଡ଼ିକରେ ମଧ୍ୟ ମହିଳା ଏବଂ ଶିଶୁମାନଙ୍କ ପ୍ରତି ବଳାତ୍କାର, ଅପହରଣ ପରି ଘଟଣା ବଢ଼ିବାରେ ଲାଗିଛି। ଏନେଇ ଶନିବାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ…
‘ମୋ ସରକାର’ ଟିମ୍ର ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ୬ ଜିଲାର ସ୍ବାସ୍ଥ୍ୟ ଭିତ୍ତିଭୂମିର ହେବ ଉନ୍ନତିକରଣ
ଭୁବନେଶ୍ୱର,୭।୧୨(ବ୍ୟୁରୋ): ସ୍ବାସ୍ଥ୍ୟସେବା କ୍ଷେତ୍ରରେ ‘ମୋ ସରକାର’ କାର୍ଯ୍ୟକ୍ରମକୁ ଅଧିକ ଦକ୍ଷ ଓ ଉତ୍ତରଦାୟୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କେତେକ ଘୋଷଣା କରିଛନ୍ତି। ଏହି ଘୋଷଣାନୁଯାୟୀ, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦ୍ରାପଡ଼ା ଓ ସୋନପୁର ଜିଲାର ସଦର ମହକୁମା…
ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଅଗ୍ନିକାଣ୍ଡ: ପ୍ରାୟ ୧୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ସୂଚନା
କଟକ ଅଫିସ,୭।୧୨: କଟକ ଜିଲା ବିଦ୍ୟାଧରପୁରରେ ଥିବା ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଶନିବାର ଅଗ୍ନିକାଣ୍ଡ ଘଟିଛି। ସର୍ଟଶର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଏଥିରେ କେହି ଆହତ ହୋଇ ନ ଥିବା ବେଳେ ପ୍ରାୟ ୧୦ଲକ୍ଷ ଟଙ୍କାର…
Archives


