ରାଜ୍ୟ

ସମୁଦ୍ରରେ ଭାସିଯାଇ ବଙ୍ଗୀୟ ପର୍ଯ୍ୟଟକ ନିଖୋଜ

ଭୋଗରାଇ,୧୬।୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ତାଳସାରୀ ସମୁଦ୍ରକୂଳରେ ଜଣେ ବଙ୍ଗୀୟ ପର୍ଯ୍ୟଟକ ବୁଧବାର ମଧ୍ୟାହ୍ନରେ ଗାଧୋଇବାକୁ ଯାଇ ସମୁଦ୍ର ସ୍ରୋତରେ ଭାସିଯାଇ ନିଖୋଜ ଅଛନ୍ତି। ନିଖୋଜ ଥିବା ବଙ୍ଗୀୟ ପର୍ଯ୍ୟଟକ ହେଲେ ହିମାଙ୍କର ବେରା (୨୭)। ତାଙ୍କ ଘର ପଶ୍ଚିମବଙ୍ଗ ହୁଗୁଳି…

ପରୀକ୍ଷାର୍ଥୀଙ୍କ ପାଇଁ ସ୍ବତନ୍ତ୍ର ଟ୍ରେନର ଯୋଜନା

ଭୁବନେଶ୍ୱର,୧୬ା୧୦(ବ୍ୟୁରୋ): ଭୁବନେଶ୍ୱର ସ୍ଥିତ ୧୨୦ ଇନଫାଣ୍ଟରି ବାଟାଲିଅନରେ ଚାଲିଥିବା ଟେରିଟୋରିଆଲ ଆର୍ମି ପରୀକ୍ଷାରେ ଗୁରୁବାର ପାଇଁ ସ୍ବତନ୍ତ୍ର ଟ୍ରେନ ଯୋଜନା କରାଯାଉଛି। ଗୁରୁବାର ପରୀକ୍ଷା ପାଇଁ ଉତ୍ତରାଖଣ୍ଡରୁ ପ୍ରାୟ ୩ ହଜାରରୁ ଅଧିକ ପରୀକ୍ଷାର୍ଥୀ ଯୋଗଦେବେ ବୋଲି ଜଣାପଡ଼ିଛି। ତେବେ ଏମାନେ…

ଆର୍ମି ପରୀକ୍ଷାର୍ଥୀଙ୍କ ପାଇଁ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର, ୧୬ା୧୦(ବ୍ୟୁରୋ): ଆର୍ମି ପରୀକ୍ଷା ପାଇଁ ଟ୍ରେନରେ ମାତ୍ରାଧିକ ଭିଡ଼କୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ବୁଧବାର ଦୁଇଟି ସ୍ବତନ୍ତ୍ର ଟ୍ରେନ ଚଳାଚଳର ବ୍ୟବସ୍ଥା କରାଯାଇଛି। ବୁଧବାର ଓଡ଼ିଶାର ପିଲାମାନଙ୍କ ପରୀକ୍ଷା ଥିବାରୁ ଏହି ଦୁଇଟି ଟ୍ରେନର ବ୍ୟବସ୍ଥା କରାଯାଇଛି। ପରୀକ୍ଷା…

ବିଜେପୁର ଉପନିର୍ବାଚନ: ୪୩ ପଥପ୍ରାନ୍ତ ସଭାରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ବରଗଡ଼ ଅଫିସ, ୧୬।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନରେ ଦଳୀୟ ପ୍ରାର୍ଥିନୀ ରୀତା ସାହୁଙ୍କ ପ୍ରଚାର ପାଇଁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ ଦିନିଆ ଗସ୍ତରେ ବରଗଡ଼ ଆସିବେ। ବିଜେପୁର ବ୍ଳକ ଲାଉମୁଣ୍ଡା ଅସ୍ଥାୟୀ ହେଲିପ୍ୟାଡ୍‌ରେ ଗୁରୁବାର ପ୍ରାୟ ସାଢେ…

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ଝଟକା: ସେବା ଯୋଗାଇବାକୁ ମନା କଲେ ନର୍ସିଂହୋମ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ଜୋରଦାର ଝଟକା ଲାଗିଛି। ସ୍ବାସ୍ଥ୍ୟସେବା ଯୋଗାଉଥିବା ପାଖାପାଖି ୩୦୦ ନର୍ସିଂହୋମ ସେମାନଙ୍କ ସେବା ବନ୍ଦ କରିଦେଇଛନ୍ତି। ବକେୟା ଅର୍ଥ ପାଇଁ ସେବା ବନ୍ଦ କରାଯାଇଥିବା ବୁଧବାର ଅଲ୍‌ ଓଡ଼ିଶା ପ୍ରାଇଭେଟ ମେଡିକାଲ…

ଆର୍ମି ପରୀକ୍ଷାର୍ଥୀଙ୍କ ଉତ୍ପାତ ଘଟଣା: ଆଜିଠୁ ଷ୍ଟେଶନରେ ମୁତୟନ ହେବେ ଫୋର୍ସ, ବିନା ଟିକେଟରେ ଚଢ଼ିପାରିବେନି ଯାତ୍ରୀ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ଭୁବନେଶ୍ୱର ଷ୍ଟେଶନରେ ବୁଧବାରଠାରୁ ମୁତୟନ ହେବେ ୨ ପ୍ଲାଟୁନ ଫୋର୍ସ। ଦିଲ୍ଲୀ ତଥା ଦୂରଗାମୀ ଟ୍ରେନ୍‌ ପାଇଁ ଆର୍‌ପିଏଫ୍‌ ଏବଂ ଜିଆର୍‌ପି ପକ୍ଷରୁ ଫୋର୍ସ ମୁତୟନ ହେବେ। ସେମାନେ ଟିକେଟ ଥିବା ଯାତ୍ରୀଙ୍କୁ ବଗି ଭିତରକୁ ଛାଡ଼ିବେ। ପୁରୁଷୋତ୍ତମ ଏକ୍ସପ୍ରେସ୍‌ରେ…

ଆର୍ମି ପରୀକ୍ଷାର୍ଥୀଙ୍କ ଆତଙ୍କ ନେଇ ରାଜ୍ୟ ସରକାରଙ୍କୁ ଚିଠି ଲେଖିଲେ କମିଶନର: ରାଜଧାନୀ ଏଭଳି ସାକ୍ଷାତକାର ନ କରିବାକୁ ଉଲ୍ଲେଖ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ଆର୍ମିରେ ଭର୍ତ୍ତି ହେବା ପାଇଁ ଭୁବନେଶ୍ୱରସ୍ଥ ୧୨୦ ବାଟାଲିୟନ ରାଲିରେ ଯୋଗଦେବାକୁ ଆସିଥିବା କେତେଜଣ ପରୀକ୍ଷାର୍ଥୀ ମଙ୍ଗଳବାର ଆତଙ୍କ ଖେଳାଇଥିଲେ। ଜୋର ଜବରଦସ୍ତ ଟ୍ରେନ୍‌ ବଗିରେ ପଶି ଉତ୍ପାତ କରିବା ସହ ଭଙ୍ଗାରୁଜା କରିଥିଲେ। ଏହି ଘଟଣା ପରେ ପୋଲିସ…

ବିଜେପୁର ଉପନିର୍ବାଚନ ଏଥର ନିଶ୍ଚୟ ଜିତିବୁ: ଅରୁଣ ସିଂ

ବରଗଡ଼ ଅଫିସ,୧୬।୧୦: ପୂର୍ବ ଉପନିର୍ବାଚନ ଏବଂ ଏଥର ଉପନିର୍ବାଚନ ମଧ୍ୟରେ ବହୁତ ପାର୍ଥକ୍ୟ ରହିଛି। ପୂର୍ବରୁ ସମବେଦନା ଭୋଟ ଥିଲା, କିନ୍ତୁ ଏଥର ଆଉ ତାହା ନାହିଁ। ଅନ୍ୟପଟେ ଗତ ସାଧାରଣ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁର ଆସନରୁ ପ୍ରାର୍ଥୀ…

ଦାମଙ୍କ ଇସ୍ତଫା ଦଳ ଉପରେ ପ୍ରଭାବ ପକାଇବ ନାହିଁ: ଅରୁଣ ସିଂ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ଭାଜପାରେ ଦାମୋଦର ରାଉତଙ୍କୁ ଅଣଦେଖା କରାଯାଇନାହିଁ। ବରଂ ଦଳ ପକ୍ଷରୁ ତାଙ୍କୁ ସୁଯୋଗ ଦିଆଯାଇଥିଲା। ନିର୍ବାଚନ ଲଢ଼ିବାକୁ ଦଳ ତାଙ୍କୁ ଟିକେଟ ଦେଇଥିଲା। ମାତ୍ର ସବୁବେଳେ ଦଳ ଗୋଟିଏ ବ୍ୟକ୍ତିଙ୍କୁ ନିର୍ବାଚନ ଲଢ଼ିବାକୁ ସୁଯୋଗ ଦେଇପାରିବ ନାହିଁ। ତେଣୁ ଦଳ…

ଅତ୍ୟାଧୁନିକ ହେବ ଓଡ଼ିଶା ବିଧାନସଭା

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ଓଡ଼ିଶା ବିଧାନସଭା ହେବ ଭାରତର ସବୁଠାରୁ ଅତ୍ୟାଧୁନିକ ବିଧାନସଭା। ଏଥିପାଇଁ ୪୦୦ କୋଟି ଟଙ୍କା ବ୍ୟୟ ହେବ। ଏନେଇ ସମସ୍ତ ପ୍ରୟାସ ଆରମ୍ଭ ହୋଇଛି ବୋଲି ବୁଧବାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି। ଏଥିସହ ଏମ୍‌ଏଲ୍‌ଏ କଲୋନୀର ରୂପରେଖ…

ସମ୍ବିତଙ୍କ ପରେ ପ୍ରୀତିନନ୍ଦାଙ୍କ ପ୍ରତିକ୍ରିୟା: କହିଲେ ‘ଭାଜପାରେ ଯୋଗ ଦେବା ଭଳି ଛାଡ଼ିବା ମଧ୍ୟ ବାପାଙ୍କ ନିଷ୍ପତ୍ତି’

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ବୁଧବାର ବରିଷ୍ଠ ଭାଜପା ନେତା ଦାମୋଦର ରାଉତ ଦଳରୁ ଇସ୍ତଫା ଦେବା ପରେ ରାଜ୍ୟ ରାଜନୀତି ସରଗରମ। ଏହାକୁ ନେଇ ପୁଅ ତଥା ପାରାଦୀପ ବିଧାୟକ ସମ୍ବିତ ରାଉତରାୟ ପ୍ରତିକ୍ରିୟା ରଖି ଦାମ ଭାଜପାକୁ ଯିବା ନିଷ୍ପତ୍ତି ଭୁଲ ଥିଲା…

ପରଜଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ୭୪ତମ ଜନ୍ମଦିବସ ପାଳିତ, ଗରିବଙ୍କୁ କମ୍ବଳ ବାଣ୍ଟିଲେ ଏମ୍‌ପି

ପରଜଙ୍ଗ,୧୬।୧୦(ଡି.ଏନ୍‌.ଏ)- ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଆଖୁଆପାଳ ପଞ୍ଚାୟତ ରାମେଶ୍ୱର ହାଇସ୍କୁଲ ପଡିଆଠାରେ ବୁଧବାର ଢେଙ୍କାନାଳ-ଅନୁଗୁଳ ଏମ୍‌ପି ମହେଶ ସାହୁଙ୍କ ତତ୍ତ୍ୱବଧାନରେ ବହୁ ନିରାଡ଼ମ୍ବର ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୪ ତମ ଜନ୍ମ ଦିବସ ପାଳିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଜନ୍ମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri