ଭୁଲ ଚାଲାଣ କଟିଥିଲେ ଫେରସ୍ତ ମିଳିବ ଟଙ୍କା: ମନ୍ତ୍ରୀ
ଭୁବନେଶ୍ୱର,୬।୧୨(ବ୍ୟୁରୋ): ସଂଶୋଧିତ ଟ୍ରାଫିକ୍ ନିୟମ କଡ଼ାକଡ଼ି କରାଯିବା ପରେ ଉଲ୍ଲଂଘନକାରୀଙ୍କଠାରୁ ଚାଲାଣ କରାଯାଇ ମୋଟା ଅଙ୍କର ଜରିମାନା ଆଦାୟ କରାଯାଉଛି। ହେଲେ କେତେକ କ୍ଷେତ୍ରରେ ଚାଲାଣ କାଟିବାରେ ତ୍ରୁଟି ପରିଲକ୍ଷିତ ହେବାର ନଜିର ରହିଛି। ଅଭିଯୋଗଗୁଡ଼ିକ ଉପରେ ଆଲୋଚନା କରିବା ପରେ…
ଉତ୍ତମ ବ୍ୟବହାର, ସେବା ମନୋଭାବ ରଖ: ଏସ୍ପି
ପୁରୀ ଅଫିସ୍,୬।୧୨: ଓଡ଼ିଶା ପୋଲିସର ଅବିଚ୍ଛେଦ୍ୟ ଅଙ୍ଗ ହେଉଛନ୍ତି ଗୃହରକ୍ଷୀ। ପୁରୀରେ ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ, ରଥଯାତ୍ରା ସମୟରେ ଟ୍ରାଫିକ୍ ନିୟନ୍ତ୍ରଣ ଆଦି ବିଭିନ୍ନ କାର୍ଯ୍ୟକ୍ରମରେ ଗୃହରକ୍ଷୀଙ୍କ କାର୍ଯ୍ୟ ପ୍ରଂଶସନୀୟ। ଉତ୍ତମ ବ୍ୟବହାର ଏବଂ ସେବା ମନୋଭାବ ନେଇ କାର୍ଯ୍ୟକରି ଜନତାଙ୍କ…
ମାଣ ବସେଇଲେ ୧୦୦ ମହିଳା
ଭୁବନେଶ୍ୱର,୬।୧୨(ବ୍ୟୁରୋ):ଲକ୍ଷ୍ମୀପୁରାଣର ବାର୍ତ୍ତାକୁ ବିଶ୍ୱସ୍ତରରେ ପହଞ୍ଚାଇବା ଏବଂ ଯୁବପିଢ଼ି ତଥା ସହରବାସୀଙ୍କ ମଧ୍ୟରେ ମାଣବସା ଗୁରୁବାରର ଲୋକପ୍ରିୟତା ବୃଦ୍ଧି କରିବା ଉଦ୍ଦେଶ୍ୟରେ ‘ଶ୍ରୀ ଉତ୍ସବ’ ଅନୁଷ୍ଠାନ ପକ୍ଷରୁ ସାର୍ବଜନୀନ ମହାଲକ୍ଷ୍ମୀ ପୂଜା ଅନୁଷ୍ଠିତ ହୋଇଯାଇଛି। ଗୁରୁବାର ଶହୀଦନଗର ଦୁର୍ଗାପୂଜା ମଣ୍ଡପଠାରେ ଆୟୋଜିତ ଏହି…
ଦାରିଙ୍ଗବାଡିରେ ବଢିଲା ଶୀତ: ଖସିଲା ପାରଦ, ସର୍ବନିମ୍ନ ୭ଡିଗ୍ରୀ
ଦାରିଙ୍ଗବାଡି,୬।୧୨(ଡି.ଏନ.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଳକ ଅଞ୍ଚଳରେ ଶୁକ୍ରବାର ଶୀତ ବଢିଛି । ସକାଳ ସାଢେ ୮ଟା ସୁଦ୍ଧା ତାପମାତ୍ରା ହ୍ରାସ ପାଇ ୭ଡିଗ୍ରୀରେ ପହଞ୍ଚିଛି । ଚଳିତମାସର ଏହା ସବୁଠାରୁ ସର୍ବନିମ୍ନ ତାପମାତ୍ରା ବୋଲି ଶୀତତାପ ଯନ୍ତ୍ରରୁ ରେକର୍ଡ ସଂଗ୍ରହ କରୁଥିବା…
ଚାଷୀଙ୍କୁ ଠକିଛନ୍ତି ରାଜ୍ୟ ସରକାର: ୧୬ରେ ସବୁ ଜିଲାରେ ଦିଆଯିବ ଏତଲା
ଭୁବନେଶ୍ୱର,୬।୧୨(ବ୍ୟୁରୋ): ଚାଷୀଙ୍କୁ ଠକିଛନ୍ତି ରାଜ୍ୟ ସରକାର ା ଏହି ଅଭିଯୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୋଧରେ ଆସନ୍ତା ୧୬ରେ ରାଜ୍ୟର ସବୁ ଜିଲାର ଏସ୍ପିଙ୍କ ନିକଟରେ ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଏତଲା ଦାଏର କରାଯିବ। ନବ ନିର୍ମାଣ କୃଷକ…
ଦେବାଳିଆ ହେଉଛି ଗ୍ରୀଡ୍କୋ
ଭୁବନେଶ୍ୱର, ୬।୧୨ (ବ୍ୟୁରୋ):ରାଜ୍ୟର ବିଦ୍ୟୁତ୍ ଭିତ୍ତିଭୂମି ଅତ୍ୟନ୍ତ ଦୟନୀୟ ଅବସ୍ଥା ଦେଇ ଗତି କରୁଛି। ଋଣଭାର ସାଙ୍ଗକୁ ବିଦ୍ୟୁତ୍ ସଙ୍କଟ ସମଗ୍ର ବ୍ୟବସ୍ଥାକୁ ଦୋହଲାଇ ଦେଲାଣି। ରାଜ୍ୟର ବିଦ୍ୟୁତ୍ ଭିତ୍ତିଭୂମି, ଉତ୍ପାଦନ ଖର୍ଚ୍ଚ, ଶୁଳ୍କ ଆଦାୟ, ଋଣ ବୋଝ, ବିଦ୍ୟୁତ୍ ବିତରଣ…
ନାରୀ ନିର୍ଯାତନାକୁ ବିରୋଧ କରି କଂଗ୍ରେସର ଶୋଭାଯାତ୍ରା
ଭୁବନେଶ୍ୱର, ୬।୧୨ (ବ୍ୟୁରୋ):ରାଜ୍ୟରେ ନାରୀ ନିର୍ଯାତନା, ବଳାତ୍କାର, ହତ୍ୟା ଓ ଅସଦାଚରଣ ପ୍ରସଙ୍ଗ ବୃଦ୍ଧି ପାଉଥିବା ଘଟଣାକୁ ପିସିସି ପକ୍ଷରୁ ତୀବ୍ର ନିନ୍ଦା କରାଯାଇଛି। ରାଜ୍ୟ ସରକାର ମା’କୁ ସମ୍ମାନ ଡିଣ୍ଡିମ ପିଟୁଥିଲା ବେଳେ ପ୍ରତିଦିନ ନାରୀ ନିର୍ଯାତନା ବଢ଼ିଚାଲିଛି। ଦୋଷୀକୁ ଦଣ୍ଡ…
ଯୁବ ଆଇନଜୀବୀଙ୍କୁ ଷ୍ଟାଇପେଣ୍ଡ ପ୍ରଦାନ ପ୍ରସଙ୍ଗ: ହାଇକୋର୍ଟରେ ମାମଲା ରୁଜୁ
କଟକ ଅଫିସ,୬।୧୨ : ଆଇନକୁ ପେସା କରୁଥିବା ଯୁବ ଆଇନଜୀବୀଙ୍କୁ ଷ୍ଟାଇପେଣ୍ଡ ପ୍ରଦାନ ନେଇ ଆଡଭୋକେଟ ଆଶିଷ କୁମାର ମିଶ୍ର ହାଇକୋର୍ଟରେ ମାମଲା ରୁଜୁ କରିଛନ୍ତି। ଏହି ମାମଲାରେ ସେ ରାଜ୍ୟ ମୁଖ୍ୟ ଶାସନ ସଚିବ, ଆଇନ ଓ ଅର୍ଥ ସଚିବଙ୍କୁ ପକ୍ଷଭୁକ୍ତ…
ମିଶିଲା କାଳିଆ-ପିଏମ୍ କିଷାନ ଯୋଜନା
ଭୁବନେଶ୍ୱର,୬।୧୨ (ବ୍ୟୁରୋ):ରାଜ୍ୟ ସରକାର କାଳିଆ ଯୋଜନାରେ ଲୋକମାନଙ୍କୁ ପ୍ରଥମ କିସ୍ତି ପ୍ରଦାନ କରିସାରିଥିବା ବେଳେ ଏବେ ଦ୍ୱିତୀୟ କିସ୍ତି ପ୍ରଦାନ କରୁଛନ୍ତି। ତେବେ କାଳିଆ ଯୋଜନା ଆରମ୍ଭ ହେବା ପରେ କେନ୍ଦ୍ର ସରକାର ପିଏମ୍ କିଷାନ ଯୋଜନା ଚାଷୀଙ୍କ ପାଇଁ ଆରମ୍ଭ କରିଥିଲେ।…
ବ୍ୟାଙ୍କ ମ୍ୟାନେଜର ରଞ୍ଜିତାଙ୍କ ରହସ୍ୟଜନକ ମୃତ୍ୟୁ
ଭୁବନେଶ୍ୱର,୬।୧୨ (ବ୍ୟୁରୋ):ଖଣ୍ଡଗିରି ଥାନା ବରମୁଣ୍ଡା ହାଉସିଂବୋର୍ଡ କଲୋନୀର ପ୍ଲଟ୍ ନଂ.ଏମ୍ଆଇଜି-୫୧ରେ ଜଣେ ମହିଳା ବ୍ୟାଙ୍କ ମ୍ୟାନେଜରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ନବରଙ୍ଗପୁରର ଆର୍. ରଞ୍ଜିତା ରାଓ(୩୧)। ରଞ୍ଜିତା ଅଶୋକ ନଗର ୟୁକୋ ବ୍ୟାଙ୍କର ସିନିୟର ମ୍ୟାନେଜର ଭାବେ କାର୍ଯ୍ୟ କରିବା…
କୋଇଲା ବୋଝେଇ ଟ୍ରେନ୍ରେ ନିଆଁ
ଜେକେପୁର, ୬।୧୨ :ରାୟଗଡ଼ା ଷ୍ଟେସନରୁ ୧୦କି.ମି. ଦୂର ସିଙ୍ଗାପୁର ରେଳ ଷ୍ଟେସନରେ ଗୁରୁବାର ସନ୍ଧ୍ୟାରେ ଏକ କୋଇଲା ବୋଝେଇ ଟ୍ରେନରେ ନିଆଁ ଲାଗିଥିଲା। ଉକ୍ତ ଟ୍ରେନ୍ଟି ବିଶାଖାପାଟଣାରୁ ଟିଟିଲାଗଡ଼ ଯାଉଥିଲା। ସୂଚନାନୁଯାୟୀ, ଟ୍ରେନଟି ସିଙ୍ଗାପୁର ଷ୍ଟେସନରୁ ଛାଡିବାବେଳେ ଏକ ବଗିରୁ ଧୂଆଁ ବାହାରୁଥିବା…
ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା:ସାମିଲ ହେବେ ଆହୁରି ୨ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀ
ଭୁବନେଶ୍ୱର,୬।୧୨ (ବ୍ୟୁରୋ):ରାଜ୍ୟ ସରକାରଙ୍କ ନିଜସ୍ବ ଖାଦ୍ୟ ସୁରକ୍ଷା ଯୋଜନାରେ ଆଉ ୨ ଲକ୍ଷ ୨ ହଜାର ୮୦୯ ଅନ୍ତର୍ଭୁକ୍ତ କରାଯିବ। ଯେଉଁ ଯୋଗ୍ୟ ହିତାଧିକାରୀ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ହୋଇପାରିନାହାନ୍ତି, ସେମାନଙ୍କୁ ଏହି ତାଲିକାରେ ଅନ୍ତର୍ଭୁକ୍ତ କରିବା ପାଇଁ ଖାଦ୍ୟ…
Archives


