ବିଧାନସଭା ପ୍ରଶ୍ନୋତ୍ତର: ସରକାରୀ କର୍ମଚାରୀଙ୍କ ଦରମା, ପେନ୍ସନ ୩୮,୮୦୦ କୋଟି
ଭୁବନେଶ୍ୱର,୧୬।୭(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷରେ ସରକାରୀ କର୍ମଚାରୀଙ୍କ ଦରମା ଓ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ୩୮ ହଜାର ୮୦୦ କୋଟି ଟଙ୍କା ଖର୍ଚ୍ଚ କରିବେ। ସରକାରୀ କର୍ମଚାରୀଙ୍କ ଦରମା ବାବଦରେ ୨୫ ହଜାର ୫୦୦ କୋଟି...
ଖର୍ଚ୍ଚ ଦାବି ଆଲୋଚନାରେ ସରକାରଙ୍କୁ ବିରୋଧ
ଭୁବନେଶ୍ୱର, ୧୬।୭(ବ୍ୟୁରୋ): ଗୃହରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ଏବଂ ଅବକାରୀ ବିଭାଗର ଖର୍ଚ୍ଚ ଦାବି ଉପରେ ସୋମବାର ଅପରାହ୍ନରେ ଆଲୋଚନା ହୋଇଥିଲା। ଏହି ଆଲୋଚନାରେ ଉଭୟ ବିରୋଧୀ ଏବଂ ଶାସକ ଦଳର ସଦସ୍ୟ ଭାଗ ନେଇଥିଲେ। ବିରୋଧୀ ସଦସ୍ୟମାନେ...
ବ୍ୟାଘ୍ର ସଂରକ୍ଷିତ ଅଞ୍ଚଳକୁ ନେଇ ଅଡୁଆ ପରିସ୍ଥିତି:କାର୍ଯ୍ୟକାରୀ ହେଲାନି ହାଇକୋର୍ଟ ଆଦେଶ
କଟକ ଅଫିସ,୧୬।୭: ସାତକୋଶିଆ ବ୍ୟାଘ୍ର ସଂରକ୍ଷିତ ଅଞ୍ଚଳକୁ ନେଇ ସ୍ଥାନୀୟ ଅଞ୍ଚଳବାସୀ ପୁଣି ଥରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବେ। ୨୦୧୩ ଜାନୁୟାରୀ ୨୧ରେ ସାତକୋଶିଆ ବ୍ୟାଘ୍ର ସଂରକ୍ଷିତ ଅଞ୍ଚଳ ନିମନ୍ତେ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ତଦନୁଯାୟୀ ସଂରକ୍ଷିତ...
କଟକ ସଭାରେ ଭାଜପାର ଗଣ୍ଡଗୋଳ ପ୍ରସଙ୍ଗ: ଜ୍ୟୋତିରଞ୍ଜନ, ଦେବାଶିଷ ଦଳରୁ ନିଲମ୍ବିତ
ଭୁବନେଶ୍ୱର, ୧୬।୭(ବ୍ୟୁରୋ): କଟକ ନଗର ଭାଜପାର ଦୁଇଗୋଷ୍ଠୀ ମଧ୍ୟରେ ଗତ ରବିବାର ବିବାଦ ଦେଖିବାକୁ ମିଳିଥିଲା। ସ୍ଥାନୀୟ ଟାଉନ ହଲଠାରେ ନଗର ଭାଜପାର ସଭ୍ୟ ସଂଗ୍ରହ ଅଭିଯାନ ପାଇଁ ଏକ ବୈଠକ ଚାଲିଥିଲା ବେଳେ ହଠାତ୍ ଦୁଇ ଗୋଷ୍ଠୀ ଧସ୍ତାଧସ୍ତି...
ଆଜି ୧୧ ଜିଲାରେ ଝଡ଼ତୋଫାନ
ଭୁବନେଶ୍ୱର,୧୬।୭(ବ୍ୟୁରୋ): ମଙ୍ଗଳବାର ୧୧ ଜିଲାକୁ ଝଡ଼ତୋଫାନ ସତର୍କ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ମୁତାବକ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, କନ୍ଧମାଳ, ଗଞ୍ଜାମ...
ବିଧାନସଭା ଷ୍ଟାଣ୍ଡିଂ କମିଟି ରିପୋଟ: ବୃକ୍ଷରୋପଣ ପାଇଁ ଆଉ ୩୨୯.୧୭ କୋଟି ଆବଶ୍ୟକ
ଭୁବନେଶ୍ୱର, ୧୬।୭(ବ୍ୟୁରୋ): ରାଜ୍ୟରେ ଜଳବାୟୁ ପରିବର୍ତ୍ତନ ଜନିତ ସ୍ଥିତିର ମୁକାବିଲା ତଥା ସବୁଜୀକରଣ ପାଇଁ ବହୁ ମାତ୍ରାରେ ବୃକ୍ଷରୋପଣର ଆବଶ୍ୟକତା ରହିଛି। ତେଣୁ ରାଜ୍ୟ ସରକାର ବର୍ତ୍ତମାନ ବୃକ୍ଷରୋପଣକୁ ଅଧିକ ଗୁରୁତ୍ୱ ଦେଉଛନ୍ତି। ଜଙ୍ଗଲ ଓ ପରିବେଶ ବିଭାଗ ଏ...
କେନ୍ଦ୍ର ବଜେଟ ବିରୋଧରେ ଏଆଇଟିୟୁସିର ବିକ୍ଷୋଭ
ଭୁବନେଶ୍ୱର, ୧୬।୭(ବ୍ୟୁରୋ): କେନ୍ଦ୍ର ସରକାର ତାଙ୍କ ବଜେଟରେ ଘରୋଇକରଣ ଓ କର୍ପୋରେଟଙ୍କ ଉପରେ ଗୁରୁତ୍ୱ ଦେଇଛନ୍ତି। ହେଲେ ୪୪ଟି ଶ୍ରମ ଆଇନ୍କୁ ୪ଟି କୋଡ୍ରେ ପରିବର୍ତ୍ତନ କରି ଶ୍ରମିକଙ୍କ ଅଧିକାରକୁ ଖର୍ବ କରିଛନ୍ତି। ଶ୍ରମିକଙ୍କ ପାଇଁ ବଜେଟରେ ସେପରି କିଛି...
ଗୃହରେ ମନ୍ତ୍ରୀ,ଶାସକ ବିଧାୟକଙ୍କ ଅନୁପସ୍ଥିତି ନେଇ ପ୍ରଶ୍ନ ଉଠାଇଲେ ତାରା: ‘ପାଟକୁରା ନିର୍ବାଚନ ପର୍ଯ୍ୟନ୍ତ ଗୃହ ବନ୍ଦ କରିଦିଆଯାଉ’
ଭୁବନେଶ୍ୱର, ୧୬।୭(ବ୍ୟୁରୋ): ବିଧାନସଭାରେ ସୋମବାର ଅପରାହ୍ନରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଏବଂ ଅବକାରୀ ବିଭାଗ ବ୍ୟୟ ବରାଦ ବିଲ୍କୁ ମଞ୍ଜୁରୀ ଦେବା ନେଇ ଆଲୋଚନା ଚାଲିଥିଲା। ଏହି ସମୟରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ପଏଣ୍ଟ...
ଚୋରାମଦ ରୋକିବାକୁ କଡ଼ା ପଦକ୍ଷେପ
ଭୁବନେଶ୍ୱର, ୧୬।୭(ବ୍ୟୁରୋ): ଷୋଡଶ ବିଧାନସଭାର ପ୍ରଥମ ଅଧିବେଶନରେ ଗୃହରେ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ହୋଇଯାଇଛି। ସୋମବାର ଗୃହରେ ଅବକାରୀ ବିଭାଗ ପାଇଁ ୨୦୨୦ ମାର୍ଚ୍ଚ ଶେଷ ସୁଦ୍ଧା ୧୩୧,୨୪,୭୪,୦୦୦ ଟଙ୍କାର ଖର୍ଚ୍ଚ ଦାବିକୁ ମଞ୍ଜୁରୀ ମିଳିଛି। ବିଭାଗୀୟ...
ରାଜସ୍ବ, ଅବକାରୀ ବିଭାଗର ଖର୍ଚ୍ଚଦାବି ମଞ୍ଜୁର
ଭୁବନେଶ୍ୱର, ୧୬।୭(ବ୍ୟୁରୋ): ଷୋଡଶ ବିଧାନସଭାର ପ୍ରଥମ ଅଧିବେଶନରେ ଗୃହରେ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ହୋଇଯାଇଛି। ସୋମବାର ଗୃହରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଏବଂ ଅବକାରୀ ବିଭାଗର ବ୍ୟୟ ବରାଦ ବିଲ୍କୁ ମଞ୍ଜୁରୀ ମିଳିଛି। ଆର୍ଥିକ...
ନନ୍ଦିଘୋଷ ରଥରେ ଚଢ଼ିଲେ ଅଣସେବକ
ପୁରୀ ଅଫିସ, ୧୬।୭: ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଭକ୍ତଙ୍କ ଲାଗି କେତେକ କଟକଣା ଜାରି କରିଥିଲା। ହେଲେ ଏହାକୁ ଅନେକେ ମାନି ନ ଥିଲେ। ସୋମବାର ନୀଳାଦ୍ରିବିଜେ ପହଣ୍ଡି ସମୟରେ ସବୁ କଟକଣାକୁ ଉଲ୍ଲଂଘନ କରି...
କେନ୍ଦ୍ର ବୈଦେଶିକ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର: ଦୁବାଇରେ ଫସିଥିବା ୧୮ ଶ୍ରମିକଙ୍କୁ ଉଦ୍ଧାର କରିବାକୁ ଅନୁରୋଧ
ଭୁବନେଶ୍ୱର, ୧୬।୭(ବ୍ୟୁରୋ): ଦୁବାଇରେ ଫସିଥିବା ୧୮ ଓଡ଼ିଆ ଶ୍ରମିକଙ୍କ ଉଦ୍ଧାର ଲାଗି ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍.ଜୟଶଙ୍କରଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ଧର୍ମେନ୍ଦ୍ର ଏକ ଚିଠି ଲେଖି କହିଛନ୍ତି ଯେ,...
Archives


