ସ୍ୟାଟ୍କୁ ନେଇ ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି: ଜଣିକିଆ ଖଣ୍ଡପୀଠରେ ହେବ ମାମଲାର ଶୁଣାଣି
କଟକ ଅଫିସ, ୬।୧୨ :ସ୍ୟାଟ୍(ରାଜ୍ୟ ପ୍ରଶାସନିକ ଟ୍ରିବ୍ୟୁନାଲ) ଉଚ୍ଛେଦ ଉପରେ କେନ୍ଦ୍ର ମୋହର ଲଗାଇବା ପରେ ଏହା ଏକପ୍ରକାର ଅଚଳ ହୋଇପଡ଼ିଛି। ସ୍ୟାଟ୍ରେ ଅଚଳାବସ୍ଥା ଯୋଗୁ ଏଠାରେ ରୁଜୁ ହୋଇଥିବା ମାମଲାଗୁଡ଼ିକର ବିଚାରରେ ସମସ୍ୟା ଉପୁଜିଛି। ଏଭଳି ସ୍ଥିତିରେ ଗୁରୁବାର ସ୍ୟାଟ୍କୁ ନେଇ…
ରାଜଧାନୀ ମଡେଲ ସ୍କୁଲ ଲାଗି ଖଣ୍ଡଗିରି ନିକଟରେ ଜାଗା ଚିହ୍ନଟ
ଭୁବନେଶ୍ୱର,୬।୧୨ (ବ୍ୟୁରୋ):ରାଜ୍ୟର ବର୍ତ୍ତମାନ ୨୧୪ଟି ବ୍ଲକରେ ମଡେଲ ସ୍କୁଲ ରହିଛି। ଏହିସବୁ ମଡେଲ ସ୍କୁଲରେ ଛାତ୍ରୀନିବାସ ରହିଥିବାବେଳେ ଛାତ୍ର ନିବାସ ଏବଂ ଖେଳପଡ଼ିଆ ବ୍ୟବସ୍ଥା ରହିନାହିଁ। ତେଣୁ ଆଗକୁ ରାଜଧାନୀ ଭୁବନେଶ୍ୱରରେ ଏକ ଇଣ୍ଟିଗ୍ରେଟେଡ ମଡେଲ ସ୍କୁଲ ଖୋଲିବା ଲାଗି ରାଜ୍ୟ ସରକାର…
ସଂସଦୀୟ ବ୍ୟାପାର ବିଭାଗରେ କାର୍ଯ୍ୟକାରୀ ହେବ ୫-ଟି
ଭୁବନେଶ୍ୱର,୬।୧୨ (ବ୍ୟୁରୋ): ସଂସଦୀୟ ବ୍ୟାପାର ବିଭାଗରେ ୫-ଟି କାର୍ଯ୍ୟକାରୀ କରାଯିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି କ୍ରମରେ ୫-ଟି ଆଧାରରେ ବିଭାଗରେ କେତେକ ପଦକ୍ଷେପ ଗ୍ରହଣ କରିବାକୁ ପ୍ରସ୍ତାବ ରହିଛି। ବିଧାନସଭାରେ ଏକକାଳୀନ ବ୍ୟାଖ୍ୟାକରଣ ଓ ସେବାପ୍ରଦାନ ବ୍ୟବସ୍ଥାକୁ ଇଂଲିଶରୁ ଓଡ଼ିଆ…
ଜି.ଉଦୟଗିରିରେ ୭.୬ ଡିଗ୍ରୀକୁ ଖସିଲା ପାରଦ
ଜି.ଉଦୟଗିରି, ୬ା୧୨ (ଡି.ଏନ.ଏ.)- ଜି.ଉଦୟଗିରି ସହର ସମେତ ଆଖପାଖ ଅଞ୍ଚଳରେ ୨ଦିନ ହେବ ପ୍ରବଳ ଶୀତ ଅନୁଭୂତ ହେଉଛି। ସର୍ବନିମ୍ନ ପାରଦ ୭.୬ ଡିଗ୍ରୀ ସେଲସିୟସକୁ ଖସିଆସିଛି ବୋଲି ସ୍ଥାନୀୟ କୃଷି ଗବେଷଣା କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ଅକ୍ଷୟ କୁମାର ସେଠୀ…
ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କୁ ସୁପ୍ରିମକୋର୍ଟରୁ ଜାମିନ
ବାଲିଗୁଡା,୬ା୧୨(ଡି.ଏନ୍.ଏ.)- କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ଜଲେଶପଟ୍ଟା ଆଶ୍ରମରେ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କୁ ୨୦୦୮, ଅଗଷ୍ଟ ୨୩ରେ ହତ୍ୟା କରାଯାଇଥିଲା। ଏହି ମାମଲାରେ ୫ ଅଭିଯୁକ୍ତଙ୍କୁ ଫୁଲବାଣୀ ଜିଲା କୋର୍ଟ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ଫଳରେ…
ଖେଳ ଶିକ୍ଷକଙ୍କ ମାଡ଼ରେ ଛାତ୍ର ଆହତ
ଫିରିଙ୍ଗିଆ/କେଳାପଡା, ୬ା୧୨: ଫିରିଙ୍ଗିଆ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ର ଖେଳ ଶିକ୍ଷକଙ୍କ ମାଡରେ ଆହତ ହୋଇଛନ୍ତି। ଏ ନେଇ ଛାତ୍ରଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଛି ା ବୁଧବାର ଅପରାହ୍ନ ପ୍ରାୟ ୧ଟାରେ ଛାତ୍ର ସଚିଦାନନ୍ଦ…
ଉଚ୍ଛେଦ ନ କରି ପଟ୍ଟା ଦେବାକୁ ଦାବି
ଫୁଲବାଣୀ ଅଫିସ, ୬ା୧୨- ଖଜୁରିପଡା ବ୍ଲକ ପାଖ ସୁରାଦେଇ ଗ୍ରାମରେ ସରକାରୀ ଜାଗା ଜବରଦଖଲ କରିଥିବା ୮୫ ପରିବାରକୁ ଉଚ୍ଛେଦ କରାଯିବ। ତେଣୁ ଜାଗା ଛାଡି ଚାଲି ଯିବାକୁ ତହସିଲଦାର ନିର୍ଦ୍ଦେଶ ଦେଇଛନ୍ତିି। ଏହାକୁ ବିରୋଧ କରି ଗ୍ରାମବାସୀ ଆସି ଜିଲାପାଳଙ୍କୁ…
ରାହୁଲ ଜୈନଙ୍କ ଗୀତରେ ଝୁମିଲେ ଦର୍ଶକ
ଛତ୍ରପୁର,୬ା୧୨(ଡି.ଏନ.ଏ)- ଛତ୍ରପୁର ଷ୍ଟାଡିୟମରେ ଆୟୋଜିତ ଗଞ୍ଜାମ ଜିଲାସ୍ତରୀୟ ଲୋକକଳା ମହୋତ୍ସବ ତଥା ଛତ୍ରପୁର ମହୋତ୍ସବ ଗୁରୁବାର ଦ୍ୱିତୀୟ ଦିନରେ ପହଞ୍ଚିଛି। ଦ୍ୱିତୀୟ ସନ୍ଧ୍ୟାର ଉଦଘାଟନୀ କାର୍ଯ୍ୟକ୍ରମରେ ଅତିଥି ଭାବେ ଦକ୍ଷିଣାଳ ଆର୍ଡିସି ଟି. ଆଓ, ଡିଆରଡିଏ ପିଡି ଇଂ. ସିଦ୍ଧାର୍ଥ ଶଙ୍କର…
ସରକାରୀ ଶୋଷଣର ଶିକାର ହେଉଛନ୍ତି ଚାଷୀ
ବ୍ରହ୍ମପୁର ଅଫିସ୍,୬ା୧୨- ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି କୃଷି ଏବଂ କୃଷକ ଓ ଦେଶ ବଞ୍ଚାଅ ଡାକରା ଦେଇ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର୍ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦେଇଥିଲା। କମିଟି ସଭାପତି ଗୋପାଳ ପାଣିଗ୍ରାହୀ ଏଥିରେ ଅଧ୍ୟକ୍ଷତା କରିଥିଲେ।…
ଦଲାଲଙ୍କ ଗିରଫ ଦାବି କଲେ ଦାଦନ
ବ୍ରହ୍ମପୁର ଅଫିସ୍,୬ା୧୨- କର୍ନାଟକରୁ ଖସି ଆସିଥିବା ୪୨ ଦାଦନ ଗୁରୁବାର ଦକ୍ଷିଣାଞ୍ଚଳ ଡିଆଇଜିଙ୍କ ନିକଟରେ ଦଲାଲଙ୍କୁ ଗିରଫ କରିବାକୁ ଦାବି କରିଛନ୍ତି। ଜଣେ ମୁଖ୍ୟ ଦଲାଲ୍ ଏବଂ ତାଙ୍କର ୩ ସହଯୋଗୀ ଏହି ଦାଦନ ଶ୍ରମିକମାନଙ୍କୁ କର୍ନାଟକ ଚାଲାଣ କରିଥିଲେ। ମାସିକ…
ଭୁଶୁଡିଲା ନିର୍ମାଣାଧୀନ କମ୍ୟୁନିଟି ହଲ୍
ଗଞ୍ଜାମ,୬ା୧୨(ଡି.ଏନ.ଏ.): ଗଞ୍ଜାମ ଏନ୍ଏସି ୱାର୍ଡ ନଂ.୬ ଓଡ଼ିଆ ଢ଼ାମଣା ସାହି ରାମଲିଙ୍ଗେଶ୍ୱର ମନ୍ଦିର ପରିସରରେ ନିର୍ମିତ କମ୍ୟୁନିଟି ହଲ୍ ନିମ୍ଟାଲ୍ ଲେବଲ ତାଜା ଗୁରୁବାର ଭୂଶୁଡି ପଡିଛି। ନିମ୍ନମାନର କାମ ଯୋଗୁ ଏପରି ହୋଇଥିବା ୱାର୍ଡବାସୀ ଅଭିଯୋଗ କରି ହୋହଲ୍ଲା…
କାଳିଆ ଟଙ୍କା ମିଳିବ କହି ଠକେଇ
ଦିଗପହଣ୍ଡି,୬ା୧୨(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ କୈଠଡା ପଞ୍ଚାୟତରେ ଜଣେ ମହିଳାଙ୍କୁ କାଳିଆ ଟଙ୍କା ମିଳିବ କହି ଦୁର୍ବୃତ୍ତ ଟଙ୍କା ଓ ସୁନା ଗହଣା ଠକି ନେଇଛନ୍ତି। ଠକେଇର ଶିକାର ହୋଇଛନ୍ତି ଓଡ଼ସିଙ୍ଗୀ ଗଁାର ଲକ୍ଷ୍ମୀ ରେଡ୍ଡୀ।ଗୁରୁବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ଲକ୍ଷ୍ମୀଙ୍କ…
Archives


