ପୋଲିସ ଡ୍ରେସ୍ ପିନ୍ଧି ଦୁର୍ବ୍ୟବହାର: ଧାରଣାରେ ବସିଲେ ନର୍ସ
କୋରାପୁଟ,୧୬।୭(ସ୍ବ.ପ୍ର): କୋରାପୁଟ ମେଡିକାଲ କଲେଜ ଓ ହସପିଟାଲର ପୁରୁଷ ସର୍ଜରୀ ୱାର୍ଡରେ ରବିବାର ବିଳମ୍ବିତ ରାତିରେ ୨ ଜଣ ଯୁବକ ପୋଲିସ ଡ୍ରେସ ପିନ୍ଧି ନର୍ସମାନଙ୍କୁ ଦୁର୍ବ୍ୟବହାର କରିଥିଲେ ା ଏହାର ପ୍ରତିବାଦରେ ସୋମବାର ସମସ୍ତ ନର୍ସ ମେଡିକାଲର ମୁଖ୍ୟ...
ତଦନ୍ତରେ ସୀମିତ ନ୍ୟାୟିକ କମିଶନ
ଭୁବନେଶ୍ୱର,୧୬।୭(ବ୍ୟୁରୋ) ଗଣ୍ଡଗୋଳ, ବଳାତ୍କାର, ପୋଲିସ ଗୁଳିକାଣ୍ଡ, ଦଳାଚକଟା ଭଳି ଅନେକ ଘଟଣାକୁ ଶାନ୍ତ କରିବାକୁ ରାଜ୍ୟ ସରକାର ବିିଭିନ୍ନ ସମୟରେ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଥାଆନ୍ତି। ଏଥିପାଇଁ ତଦନ୍ତ କମିଶନ ଗଠନ କରାଯାଇଥାଏ। ଘଟଣାର ତଦନ୍ତ ୩ ମାସ...
ରାସ୍ତା ଅବସ୍ଥା ଶୋଚନୀୟଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ
ଝୁମ୍ପୁରା ୧୬।୭(ଡି.ଏନ.ଏ.)-ଝୁମ୍ପୁରା ବ୍ଲକ ଅନ୍ତର୍ଗତ ଫକିରପୁର, ପଦ୍ମକେଶରପୁର, ବାଘିଆନଶା, କଙ୍କଡାଯୋଡି ଗାଁ ଲୋକେ ରାସ୍ତା ନିର୍ମାଣ ପାଇଁ ବାରମ୍ବାର ଦାବି କରିବା ସତ୍ତ୍ୱେ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିଲା। ଏହାକୁ କେନ୍ଦ୍ର କରି ଗାଁ ଲୋକେ...
ବେଧଡ଼କ ଚାଲିଛି ପାଣି ପାଇପ ଚୋରି
କେନ୍ଦୁଝର, ୧୬ା୭ (ସ୍ବ.ପ୍ର.)- ସଦର ଥାନା ଅନ୍ତର୍ଗତ ବଡଘାଗରା ଜଳଭଣ୍ଡାରକୁ ଯାଇଥିବା ରାସ୍ତାକଡରେ ଜଳ ଯୋଗାଣ ପାଇଁ ବିଛାଯାଇଥିବା ପୁରୁଣା ପାଇପ ବେଧଡକ ଚୋରି ହେଉଛି। ସୋମବାର ଦୁର୍ବୃତ୍ତମାନେ ମାଟି ଖୋଳି ପାଇପ ଚୋରି କରୁଥିବା ଘଟଣା ଚର୍ଚ୍ଚାର ବିଷୟ...
ବର୍ଷା ନାହିଁ, ଚାଷ କାର୍ଯ୍ୟରେ ବାଧା ଚାଷୀକୂଳ ହତାଶ
ତେଲକୋଇ, ୧୬।୭(ଡି.ଏନ.ଏ.)-ତେଲକୋଇ ବ୍ଲକର ଚାଷୀ ମାନେ ମୌସୁମୀ ବର୍ଷା ଉପରେ ନିର୍ଭର କରି ଚାଷ କାର୍ଯ୍ୟ କରିଥାନ୍ତି। ତେବେ ମୌସୁମୀ ବର୍ଷାର ଅଭାବ ଯୋଗୁଁ ୯୦ପ୍ରତିଶତ ଚାଷ ଜମି ପଡିଆ ପଡିରହିଛି । ଏପରିକି ଧାନ ତଳି ହଳଦିଆ ହୋଇଯାଇଥିବା...
୨୦ ବର୍ଷରେ ବୁଟୁ-ଲକ୍ଷ୍ମୀଧର ଯୋଡ଼ିଚା’ ଦୋକାନ ଦେଇଛି ସାହାରା :ଏକାଠି ଭଡା ଘର ନେଇ ସପରିବାର ରହୁଛନ୍ତି
କେନ୍ଦୁଝର, ୧୬ା୭ (ସ୍ବ.ପ୍ର.)- ସେମାନେ ଥିଲେ ପରସ୍ପର ଅପରିଚିତ। ଗ୍ରାମ ଅଲଗା ା କାମ ବି ଅଲଗା । ପରିସ୍ଥିତି ସେମାନଙ୍କୁ ଏକାଠି କଲା। ଆଜିକୁ ୨୦ ବର୍ଷ ଧରି ସହଭାଗିତା ଭିତ୍ତିରେ ଏକାଠି ହୋଇ ସେମାନେ ଏକ ଚା’...
ଟାଙ୍ଗିଆରେ ମା’ଙ୍କୁ ହତ୍ୟା
ଚୌଦ୍ୱାର, ୧୬। ୭(ଡି.ଏନ୍.ଏ.): ଚୌଦ୍ୱାର ଥାନା ଅନ୍ତର୍ଗତ କଖଡି ପଞ୍ଚାୟତ ଗୋପୀନାଥପଡା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଜଣେ ଯୁବକ ନିଜ ମା’ଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି। ପରେ ଟାଙ୍ଗିଆ ନେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଏହି ଘଟଣା...
ଫର୍ଜନା ଏବେ ସ୍ବପ୍ନାରାଣୀ
ତିହିଡ଼ି, ୧୬।୭ (ଡି.ଏନ.ଏ.) – ଭଲପାଇବା ମାନେନି ଜାତିଭେଦ କି ସାମାଜିକ ବନ୍ଧନ। ପ୍ରଶାନ୍ତ ଓ ଫର୍ଜନା ଏହା ବିରୋଧରେ ସାହସର ସହ ଲଢ଼ି ଏବେ ବିବାହ ବନ୍ଧନରେ ଆବଦ୍ଧ ହୋଇପାରିଛନ୍ତି। ଏକ ସଂଖ୍ୟାଲଘୁ ସମ୍ପ୍ରଦାୟର ଝିଅ ଫର୍ଜନା ସାଜିଛନ୍ତି...
‘ଅଧ୍ୟବସାୟ, ଉଦ୍ୟମ ବଳରେ ସବୁ କାର୍ଯ୍ୟ ସମ୍ଭବ’
ତିହିଡ଼ି, ୧୬।୭ (ଡି.ଏନ.ଏ.)- ଅଳ୍ପ ପୁଞ୍ଜି ଓ ସୀମିତ ଭିତ୍ତିଭୂମିରେ ଛତୁଚାଷ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ସ୍ବାବଲମ୍ବୀ କରିପାରିବ। ଏଭଳି ବିଶ୍ୱାସ ନେଇ ୬ବର୍ଷ ତଳେ ସେ ଆରମ୍ଭ କରିଥିଲେ ଛତୁ ଚାଷ। ବର୍ଷକୁ ବର୍ଷ ଏହାର ଚାଷ...
ଅବକାରୀ ଭ୍ୟାନ୍କୁ ଧକ୍କା ଲଗାଇ ଖସିଗଲେ ମଦ ବେପାରୀ, ଡ୍ରାଇଭର
ଭଦ୍ରକ ଅଫିସ, ୧୬।୭ – କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗର ଏକ ସ୍ବତନ୍ତ୍ର ଟିମ୍ ସୋମବାର ଭୋର ସମୟରେ ଚଢ଼ାଉ କରି ୧୬ ନମ୍ବର ଜାତୀୟ ରାଜପଥର ରାଣୀତାଲ ନିକଟରୁ ୧୨୫୦ ଲିଟର ଦେଶୀମଦ ବୋଝେଇ ଏକ ଗାଡ଼ିକୁ ଜବତ...
ବାଲି ପରିବହନକାରୀ-ଗ୍ରାମବାସୀଙ୍କ ସଂଘର୍ଷ
ଜଳେଶ୍ୱର,୧୬।୭(ଡି.ଏନ.ଏ.)- ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଶିଖରପୁର ପଞ୍ଚାୟତ ଅନ୍ତର୍ଗତ କଲୋନୀସାହି ନିକଟସ୍ଥ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଅହୋରାତ୍ର ଶତାଧିକ ଟ୍ରାକ୍ଟର ଓ ଡମ୍ପର ଯୋଗେ ବାଲି ଚାଲାଣ ହେଉଥିବାରୁ ସ୍ଥାନୀୟ ଗ୍ରାମବାସୀ ଏହାକୁ ବିରୋଧ କରିଛନ୍ତି। ଏହାକୁ ନେଇ...
ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି: ଆଜି ବିଧାନସଭା ସମ୍ମୁଖରେ ଗଣବିକ୍ଷୋଭ
ବଲାଙ୍ଗୀର ଅଫିସ,୧୬।୭: ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ ମଙ୍ଗଳବାର ଭୁବନେଶ୍ୱରରେ ବିଧାନସଭା ସମ୍ମୁଖରେ ଗଣବିକ୍ଷୋଭ କରାଯିବ। ବଲାଙ୍ଗୀର ଜିଲା ଓକିଲ ସଂଘ ଓ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ହେବାକୁ ଥିବା ଏହି ଗଣବିକ୍ଷୋଭରେ ଜିଲାର...
Archives


