ତିନି ରଥ ଉପରେ ଚାଲିଛି ଅଧରପଣା ନୀତି: ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ଼
ପୁରୀ ଅଫିସ୍, ୧୪।୭: ରଥ ଉପରେ ଶ୍ରୀଜିଉଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି। ଅଧରପଣା ନୀତି ଦେଖିବାକୁ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ ପରିଲକ୍ଷିତ ହୋଇଛି। ସର, କଦଳୀ, ଛେନା, ଗୋଲମରିଚ, ଗୁଣ୍ଡ କର୍ପୁର, ଜାଇଫଳ ଆଦିରେ...
ପରିବେଶ ସୁରକ୍ଷାରେ ଛାତ୍ରୀଛାତ୍ରଙ୍କ ଭୂମିକା ଆଲୋଚନା ଚକ୍ର:କଲାମଙ୍କ ଭଳି ସ୍ବପ୍ନ ଦେଖି ସାକାର କର
ପୁରୀଅଫିସ, ୧୪ା୭ : ଦିନକୁ ଦିନ ପରିବେଶ ନଷ୍ଟ ହେବାରେ ଲାଗିଛି। ରାସ୍ତା ସମ୍ପ୍ରସାରଣ ଲାଗି ରାସ୍ତାକଡରେ ରହିଥିବା ବହୁ ବଡ ବଡ ଗଛ କଟାଯାଉଛି। ତାହା ତୁଳନାରେ ଚାରା ରୋପଣ କରାଯାଉନାହିଁ। ଜଙ୍ଗଲ କ୍ଷୟ ହେଉଛି। ଏହାର ପ୍ରଭାବ...
ନୀଳାଦ୍ରିବିଜେ:ଦିନକ ପାଇଁ ଶ୍ରୀମନ୍ଦିରରେ ହୁଏ ରସଗୋଲା ଭୋଗ
ପୁରୀ ଅଫିସ, ୧୪ା୭: ପରମ୍ପରା ଅନୁଯାୟୀ ଠାକୁରମାନେ ନବଦିନାତ୍ମକ ରଥଯାତ୍ରା ଶେଷ କରି ବାହୁଡାରେ ଫେରିଆସନ୍ତି। ଏହା ପରଦିନ ସିଂହଦ୍ୱାରଠାରେ ରଥ ଉପରେ ସୁନାବେଶରେ ଦର୍ଶନ ଦିଅନ୍ତି। ସୁନାବେଶ ପରଦିନ ଅଧରପଣା ନୀତି ସାରି ତା ପରଦିନ ନୀଳାଦ୍ରିବିଜେ କରିଥାନ୍ତି।...
ଛାତ୍ରୀଛାତ୍ରଙ୍କ ଅଭିନବ ପ୍ରୟାସ:କାଦୁଅ ରାସ୍ତାରେ ଧାନ ତଳି ରୋଇ ଜଣାଇଲେ ପ୍ରତିବାଦ
ମାଲକାନଗିରି,୧୪ା୭(ଡି.ଏନ.ଏ./ସ୍ବ.ପ୍ର.)-ସତୀଗୁଡା କ୍ଷୁଦ୍ର ଜଳସେଚନ ବିଭାଗ ଅଧୀନରେ ଥିବା ୫ କିଲୋମିଟର ରାସ୍ତା ବିଭାଗ ମରାମତି ନ କରିବାରୁ ଗ୍ରାମବାସୀମାନେ ରାସ୍ତା ଉପରେ ଧାନ ତଳି ରୋଇ ଏହାର ପ୍ରତିବାଦରେ ଜଣାଇଥିଲେ। ପରେ ପ୍ରଶାସନ ଏ ଦିଗରେ ପଦକ୍ଷେପ ନେଇଥିଲା। ପ୍ରଶାସନିକ...
ସୀମାନ୍ତରେ ଗୁଳି ବିନିମୟ:୨ ମାଓବାଦୀ ନିହତ, ଜଣେ ଗିରଫ
ମାଲକାନଗିରି,୧୪ା୭ (ଡି.ଏନ.ଏ.)- ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ଦାନ୍ତଓ୍ବୋଡା ଜିଲାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ରବିବାର ଗୁଳି ବିନିମୟ ହୋଇଛି। ଏଥିରେ ୨ଜଣ ମାଓବାଦୀ ନିହତ ହୋଇଛନ୍ତି। ଜଣକୁ ଗିରଫ କରାଯାଇଛି। ଖବରରୁ ଜଣାପଡିଛି ଦାନ୍ତଓ୍ବୋଡା ଜିଲାରେ ମୁତୟନ ହୋଇଥିବା ପୋଲିସ...
ଚୋରି ଉଦ୍ୟମ ବିଫଳ: ଅଭିଯୁକ୍ତ କୋର୍ଟ ଚାଲାଣ
ବିଞ୍ଝାରପୁର/ସିଂହପୁର,୧୪ା୭(ଡି.ଏନ.ଏ.)- ବିଞ୍ଝାରପୁର ଥାନା ଅନ୍ତର୍ଗତ ଅଙ୍ଗାଳୋ ପଞ୍ଚାୟତ ଅଙ୍ଗାଳୋ ଗ୍ରାମରେ ଶୁକ୍ରବାର ରାତିରେ ଚୋରି ଉଦ୍ୟମ କରୁଥିବା ଜଣେ ଯୁବକ ଗ୍ରାମବାସୀଙ୍କ ହାତରେ ଧରାପଡ଼ିଛନ୍ତି। ଗ୍ରାମବାସୀ ତାଙ୍କୁ କାବୁକରି ପୋଲିସ ଜିମା ଦେଇଥିଲେ। ଏହି ଘଟଣାରେ ବିଞ୍ଝାରପୁର ପୋଲିସ ଏକ...
ପୋଲିସ ଜାଲରେ ନକଲୀ ମାଓବାଦୀ ଗ୍ୟାଙ୍ଗ: ବନ ଅଧିକାରୀଙ୍କ ସମେତ ୨ ଭାଇଗିରଫ
ବରଗଡ଼ ଅଫିସ୍,୧୪।୭: ବରଗଡ଼ ଜିଲା ଭଟଲି ପୋଲିସ ହାତରେ ରବିବାର ନକଲୀ ମାଓବାଦୀ ଗ୍ୟାଙ୍ଗ ଧରାପଡ଼ିଛନ୍ତି । ପୋଲିସ ଉକ୍ତ ଗ୍ୟାଙ୍ଗର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ ବନ ବିଭାଗ ଅଧୀନ ସମ୍ବଲପୁର ରେଞ୍ଜର...
ଅନୁଭବଙ୍କ ବିରୋଧରେ ଏତଲା ଦେବା ପରେ ବି ନିଆଯାଉନାହିଁ କାର୍ଯ୍ୟାନୁଷ୍ଠାନ: ମହିଳାଙ୍କ ଥାନା ସମ୍ମୁଖରେ ଧାରଣା
କଟକ ଅଫିସ,୧୪।୭: ଏମ୍ପି ଅନୁଭବ ମହାନ୍ତି ଓ ତାଙ୍କ ଭାଇ ଅନୁପ୍ରାସଙ୍କ ବିରୋଧରେ ଏତଲା ଦେବା ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବା ଅଭିଯୋଗରେ ରବିବାର ଅଭିଯୋକାରିଣୀ ମହିଳା ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି। କଟକ ପୁରୀଘାଟ...
ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା: ୭ ଅଭିଯୁକ୍ତଙ୍କ ଆତ୍ମସମର୍ପଣ
କେନ୍ଦୁଝର,୧୪।୭( ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ସେଣ୍ଡକାପ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁଣିଗାରେଡ଼ି ସନ୍ଦେହରେ ଶନିବାର ବିଳମ୍ବିତ ରାତିରେ ଗ୍ରାମର ଦୀନବନ୍ଧୁ ମୁଣ୍ଡାଙ୍କୁ ହତ୍ୟା କରାଯାଇଛି । ଗ୍ରାମର ୭ ଜଣ ଲୋକ ମିଶି...
କ୍ୟାପିଟାଲ ହସ୍ପିଟାଲରେ ପୁଣି ତ୍ରୁଟିପୂର୍ଣ୍ଣ ଚିକିତ୍ସା: ଆଖି ଅପରେଶନ ବେଳେ ଜୀବନ ଗଲା; ଭୁଲ୍ ଇଞ୍ଜେକ୍ସନ ଦିଆଯାଇଥିବା ଅଭିଯୋଗ
ଭୁବନେଶ୍ୱର, ୧୪।୭(ବ୍ୟୁରୋ)- ରୋଗୀଙ୍କୁ ଅବହେଳା ଓ ତ୍ରୁଟିପୂର୍ଣ୍ଣ ଚିକିତ୍ସାକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥିବା କ୍ୟାପିଟାଲ ହସ୍ପିଟାଲରେ ଶନିବାର ଆଉ ଏକ ଦୁଃଖଦ ଘଟଣା ଘଟିଛି। ଆଖିରେ ମୋତିଆବିନ୍ଦୁ ଅପରେଶନ ଚାଲିଥିବାବେଳେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ...
ସୂଚନା କେନ୍ଦ୍ରକୁ ଯୋଡ଼ିଲା ହ୍ବାଟ୍ସ ଆପ୍ ଗ୍ରୁପ୍: ହଜିଲା ଲୋକଙ୍କ ସୂଚନା ପାଇଲେ ପରିଜନ
ପୁରୀ ଅଫିସ,୧୪।୭: ମହାପ୍ରଭୁଙ୍କ ଘୋଷଯାତ୍ରା ଦେଖିବା ଲାଗି ଦେଶର ବିଭିନ୍ନ ସ୍ଥାନରୁ ଶ୍ରଦ୍ଧାଳୁ ପୁରୀକୁ ଆସିଥାନ୍ତି। ରଥଯାତ୍ରାଠୁ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ଶ୍ରୀକ୍ଷେତ୍ରରେ ଗହଳି ଚହଳି ଲାଗିଥାଏ। ଏହି ଭିଡ଼ ଭିତରେ ବେଳେବେଳେ ଅନେକେ ନିଜ ସମ୍ପର୍କୀୟଙ୍କଠାରୁ ହାତଛଡ଼ା ହୋଇଯାନ୍ତି। ଗହଳି...
ଏମ୍ସରେ ମିଳିବ ଡାଏଲିସିସ୍ ସୁବିଧା
ଭୁବନେଶ୍ୱର, ୧୪।୭(ବ୍ୟୁରୋ)/ପାତ୍ରପଡ଼ା(ଡି.ଏନ୍.ଏ.): ଭୁବନେଶ୍ବର ଏମ୍ସ ହସ୍ପିଟାଲରେ କିଡ଼ନୀ ରୋଗୀ ଏବେ ଡାଇଲିସିସ୍ ସୁବିଧା ପାଇପାରିବେ। ଆସନ୍ତା ୧୫ ତାରିଖରେ ଏମ୍ସର ସପ୍ତମ ଭିତ୍ତିପ୍ରସ୍ତର ସ୍ଥାପନ ଦିବସ ସମାରୋହ ଅନୁଷ୍ଠିତ ହେବ। ଏହି ଅବସରରେ ଅତ୍ୟାଧୁନିକ ଡାଏଲିସିସ ୟୁନିଟ୍ ଓ ୧୫ଟି...
Archives


