ବିଜେପୁର ଉପନିର୍ବାଚନ : ପ୍ରାର୍ଥୀଙ୍କ କଥା, ସେମାନଙ୍କ ମୁହଁରୁ
ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): ବରଗଡ ଜିଲା ବିଜେପୁର ବିଧାନସଭା ନିର୍ବାଚନମଣ୍ଡଳୀ। ମାତ୍ର ୧୮ ମାସ ମଧ୍ୟରେ ତୃତୀୟ ଥର ପାଇଁ ଭୋଟ ଦେବେ ବିଜେପୁରବାସୀ। ୨୦୧୮ ପରି ୨୦୧୯ରେ ମଧ୍ୟ ଏହି ଅଞ୍ଚଳ ଦେଖିବାକୁ ଯାଉଛି ଏକ ଉପନିର୍ବାଚନ। ନିର୍ବାଚନ ରଣାଙ୍ଗନରେ ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀଭାବେ…
ଭୁବନେଶ୍ୱରରୁ ଏୟାର ଏସିଆ ଉଡ଼ାଇବ ଆଉ ୪ ବିମାନ
ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ): ଭୁବନେଶ୍ୱରରୁ ଆଉ ୪ ବିମାନ ଉଡ଼ାଇବ ଏୟାର ଏସିଆ। ଖୁବ୍ଶୀଘ୍ର ତିନୋଟି ରୁଟ୍ରେ ଏହି ବିମାନଗୁଡିକ ଚଳାଚଳ କରିବ ବୋଲି ପର୍ଯ୍ୟଟନ ସଚିବ ବିଶାଲ ଦେବ କହିଛନ୍ତି। ସୋମବାର ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସଚିବ ଏହି ସୂଚନା ଦେଇଛନ୍ତି।…
ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ କୁଳପତି ପଦ ପାଇଁ ଆବେଦନ ଆରମ୍ଭ
ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନସ୍ଥ ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟ ନୂତନ କୁଳପତି ଚୟନ ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥିଲାଗି ଗତ ୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ଆଶାୟୀ ପ୍ରଫେସରମାନେ ବିଜ୍ଞପ୍ତି ପ୍ରକାଶ…
ଓଟିଇଟି ପରୀକ୍ଷାରେ ବିଭ୍ରାଟ ଘଟଣା: ବୋର୍ଡ କାର୍ଯ୍ୟାଳୟ ଘେରାଉ
କଟକ ଅଫିସ,୧୫ା୧୦: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ(ଓଟିଇଟି) ପରୀକ୍ଷାରେ ଅନେକ ବିଭ୍ରାଟ ଘଟିଛି। ଗତ ୯ ତାରିଖରେ ବୋର୍ଡ ପକ୍ଷରୁ ପରୀକ୍ଷାର ଉତ୍ତର ଶିଟ୍ ଅନ୍ଲାଇନରେ ପ୍ରକାଶ ପାଇଥିଲା। ହେଲେ ପ୍ରତି ଶିଟ୍ରେ ଉତ୍ତର…
ପହିଲି କାର୍ତ୍ତିକ ଅବସରରେ ଚନ୍ଦ୍ରଭାଗାରେ ହବିଷିଆଳିଙ୍କ ଭିଡ଼
କୋଣାର୍କ, ୧୫ା୧୦(ଡି.ଏନ୍.ଏ.): ଚନ୍ଦ୍ରଭାଗାଠାରେ ପହିଲି କାର୍ତ୍ତିକ ଅବସରରେ ହବିଷିଆଳିଙ୍କ ଭିଡ଼ ପରିଲକ୍ଷିତ ହୋଇଛି। ପବିତ୍ର କାର୍ତ୍ତିକମାସ ଅବସରରେ ମାସ ବ୍ୟାପି ବ୍ରତ ପାଳନ ଓ ସୂର୍ଯ୍ୟନାରାୟଣଙ୍କ ପୂଜାର୍ଚ୍ଚନା କରିବା ପାଇଁ ଚନ୍ଦ୍ରଭାଗାସ୍ଥିତ ଦରିଆ ମହାବୀର ମନ୍ଦିର ଓ ଛୋଟାରାମ ମଠରେ ପ୍ରାୟ…
ଶ୍ରୀକ୍ଷେତ୍ରରେ ୬ହଜାର ହବିଷିଆଳିଙ୍କ ସମାଗମ
ପୁରୀ ଅଫିସ, ୧୫ା୧୦: ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ମାସ। ଏହି ପୂଣ୍ୟ ମାସରେ ହବିଷିଆଳିମାନେ କାର୍ତ୍ତିକ ବ୍ରତ ଆରମ୍ଭ କରିଛନ୍ତି। ପୁରୀରେ ରହି କାର୍ତ୍ତିକ ବ୍ରତ ପାଳିବା ପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସି ହବିଷିଆଳିମାନେ ପହଞ୍ଚତ୍ଛନ୍ତି। ଏଠାରେ ୬ହଜାରରୁ…
ହୋମ୍ଗାର୍ଡଙ୍କୁ ବରୀ ବିଧାୟିକା ସ୍ବାମୀଙ୍କ ମାଡ଼ ଘଟଣା: ଓଏଚ୍ଆର୍ସିଙ୍କୁ ଭେଟିଲା ଭାଜପା ପ୍ରତିନିଧି ଦଳ
ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): ଯାଜପୁର ଜିଲା ବରୀ ବ୍ଲକ ଔପଦା ଗଁାର ଜଣେ ଅନୁସୂଚିତ ଜାତିର ହୋମ୍ଗାର୍ଡ ରଞ୍ଜନ ମଲ୍ଲିକଙ୍କୁ ବିଧାୟିକା ସୁନନ୍ଦା ଦାସଙ୍କ ସ୍ବାମୀ ମାଡ଼ ମାରିବା ଘଟଣା ଏବେ ଜଟିଳ ହେବାରେ ଲାଗିଛି। ଏହି ଘଟଣାରେ ଜିଲାପରିଷଦ ସଭ୍ୟ, ଅଭିଯୁକ୍ତଙ୍କୁ ଗିରଫ…
ଦ୍ୱିତୀୟ କୋଣାର୍କ ନିର୍ମାଣ କରିବେ ଓମ୍ବାବା
ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): ବିଭିନ୍ନ ସମୟରେ ବିବାଦରେ ରହି ଆସିଥିବା ଓମ୍ବାବା ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ସେ ଓଡ଼ିଶାରେ ଦ୍ୱିତୀୟ କୋଣାର୍କ (ସୂର୍ଯ୍ୟ) ମନ୍ଦିର ନିର୍ମାଣ କରିବା ପାଇଁ ଦିଲ୍ଲୀରୁ ଭୁବନେଶ୍ୱର ଆସିବା ଅବସରରେ ସୋମବାର କହିଛନ୍ତି। ଜୀର୍ଣ୍ଣୋଦ୍ୱାର ମହାସଂଘ ଅଧ୍ୟକ୍ଷ ଥିବା ଓମ୍ବାବା…
ଆରମ୍ଭ ହେଲା ଓଡ଼ିଶା ଟ୍ରାଭେଲ ବଜାର:ପର୍ଯ୍ୟଟନ ରାଜଧାନୀ ହେବ ଓଡ଼ିଶା
ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ): ଦେଶର ‘ବେଷ୍ଟ କେପ୍ଟ ସିକ୍ରେଟ୍’ ଭାବେ ପରିଚିତ ଓଡ଼ିଶା ବିଗତ ୧୫ବର୍ଷ ଧରି ଭାରତର ଶ୍ରେଷ୍ଠ ୩ ଇନ୍ଭେଷ୍ଟମେଣ୍ଟ ଡେଷ୍ଟିନେଶନ ଭାବେ ପ୍ରତିଷ୍ଠିତ ହୋଇପାରିଛି। ନୂତନ କର୍ମ ନିଯୁକ୍ତି ସୃଷ୍ଟି କରିବା ସହ ଅଭିବୃଦ୍ଧିଶୀଳ ଅର୍ଥନୀତିରେ ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଭୂମିକା…
ଲିଙ୍ଗରାଜ ମନ୍ଦିର ପାର୍ଶ୍ୱରୁ ହଟିବ ଜବରଦଖଲ: ଆଜି ସର୍ଭେ, ଖୁବ୍ଶୀଘ୍ର ଉଚ୍ଛେଦ
ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ): ଶ୍ରୀମନ୍ଦିର ଭଳି ରାଜ୍ୟର ଅନ୍ୟତମ ଐତିହ୍ୟ ତଥା ପ୍ରମୁଖ ଶୈବପୀଠ ଶ୍ରୀଲିଙ୍ଗରାଜ ମନ୍ଦିର ପାର୍ଶ୍ୱରୁ ଜବରଦଖଲ ହଟିବ। ସେହିଭଳି ବିନ୍ଦୁ ସାଗର ପାର୍ଶ୍ୱରେ ଥିବା ସରକାରୀ ତଥା ମନ୍ଦିର ଜାଗାକୁ ଜବରଦଖଲମୁକ୍ତ କରାଯିବ। ଏଥିପାଇଁ ମନ୍ଦିର ପ୍ରଶାସନ ସହ…
ବିଲ୍ଡରଙ୍କ ଗାଡ଼ି ସହ ଜଳିଗଲା ୩ କାର
କଟକ ରୋଡ,୧୫ା୧୦(ଡି.ଏନ୍.ଏ.) : ଲକ୍ଷ୍ମୀସାଗର ଥାନା ଅଧୀନ ଚିନ୍ତାମଣିଶ୍ୱର ଅଞ୍ଚଳରେ ସୋମବାର ୩ଟି ଗାଡ଼ି ଜଳିଯାଇଛି। ଉକ୍ତ ଗାଡ଼ି ମଧ୍ୟରେ ଜଣେ ବିଲ୍ଡରଙ୍କ ଗାଡ଼ି ପୋଡ଼ିବା ନେଇ ଚର୍ଚ୍ଚା ଜୋର ଧରିଛି। ସୂଚନା ଅନୁଯାୟୀ, ଅପରାହ୍ନ ପ୍ରାୟ ୩ଟାରେ ଚିନ୍ତାମଣିଶ୍ୱେର ଲେନ-୩ରେ…
ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଆଶୀର୍ବାଦ
କଟକ ଅଫିସ,୧୫ା୧୦: ଅର୍ଥତତ୍ତ୍ବ(ଏଟି) ଚିଟ୍ଫଣ୍ଡ ମାମଲାରେ ସିବିଆଇ ଦ୍ୱାରା ଗିରଫ ହୋଇଥିବା ଓଡ଼ିଶା କ୍ରିକେଟ୍ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରା ଜାମିନ ପାଇଁ ସୋମବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ପୂର୍ବରୁ ଆଶୀର୍ବାଦ ସିବିଆଇ ସ୍ପେଶାଲ କୋର୍ଟ ଏବଂ ଭୁବନେଶ୍ୱର ସେସନ…
Archives


