ହାଇକୋର୍ଟର ନୂଆ ବିଚାରପତି ନାମ ସୁପାରିସକୁ ବିରୋଧ: ୧୬ ପର୍ଯ୍ୟନ୍ତ କୋର୍ଟ ବର୍ଜନ ନିଷ୍ପତ୍ତି
କଟକ ଅଫିସ, ,୧୫।୧୦: ସୁପ୍ରିମକୋର୍ଟଙ୍କ କଲେଜିୟମ ଗତ ୩ ତାରିଖରେ ଓଡ଼ିଶା ହାଇକୋର୍ଟରେ ୨ଜଣ ବିଚାରପତିଙ୍କୁ ନିଯୁକ୍ତି ଦେବା ପାଇଁ ନାମ ସୁପାରିସ କରିଛନ୍ତି। ତେବେ ଏହି ସୁପାରିସକୁ ବିରୋଧକରି ଓଡ଼ିଶା ହାଇକୋର୍ଟ ବାର ଆସୋସିଏଶନ ଆସନ୍ତା ୧୬ ତାରିଖ ଅର୍ଥାତ୍…
ବିଶ୍ୱସ୍ତରୀୟ ହେବ ଶାମୁକା ପର୍ଯ୍ୟଟନ ପ୍ରକଳ୍ପ
ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ପୁରୀ ଜିଲାରେ ପ୍ରସ୍ତାବିତ ଶାମୁକା ପର୍ଯ୍ୟଟନ ପ୍ରକଳ୍ପ ଏକ ବିଶ୍ୱସ୍ତରୀୟ ପ୍ରକଳ୍ପ ହେବ। ଏହି ପ୍ରକଳ୍ପ ସମ୍ପର୍କିତ ଏକ ସମୀକ୍ଷା ବୈଠକ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ଲୋକସେବା ଭବନରେ ଆୟୋଜିତ ଏହି…
ମୋ ସରକାର ଟିମ୍ର ପ୍ରଥମ ଗସ୍ତ ପରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: କୋରାପୁଟରେ ହେବ କମ୍ପୋଜିଟ୍ ହସ୍ପିଟାଲ
ଭୁବନେଶ୍ୱର,୧୫।୧୦(ବ୍ୟୁରୋ): କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲାର ସଦର ମହକୁମା ଚିକିତ୍ସାଳୟ ଏବଂ କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜର ୪ଟି ରୋଗୀ କଲ୍ୟାଣ ସମିତିକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୫ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବ।…
ଆର୍ମି ନିଯୁକ୍ତି ପାଇଁ ଆସି ହଟହଟା: ଫୁଟ୍ପାଥରେ ରାତି କଟାଉଛନ୍ତି ପରୀକ୍ଷାର୍ଥୀ
ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ସୋମବାର ମଧ୍ୟାହ୍ନ। ସ୍ଥାନ ରବୀନ୍ଦ୍ର ମଣ୍ଡପ ଛକରୁ ୧୨୦ ବାଟାଲିୟନ ରାସ୍ତା। ବିହାରର ଆଶିଷ କୁମାର ଏମ୍ଏଲ୍ଏ କ୍ୱାର୍ଟର୍ସ ସାମ୍ନା ଫୁଟ୍ପାଥରେ ମନସ୍ତାପରେ ବସିଥିଲେ। ତାଙ୍କର ବିଚଳିତ ଅବସ୍ଥା ଦେଖି ଆମ ପ୍ରତିନିଧିଙ୍କ ନଜର ପଡ଼ିଥିଲା। ସୈନ୍ୟବାହିନୀରେ ଭର୍ତ୍ତି ପାଇଁ…
୧୦ ଖଣି ନିଲାମ ପାଇଁ ବିଜ୍ଞପ୍ତି
ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ୧୦ଟି ଖଣି ନିଲାମ ପାଇଁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ୫ ଲୁହାପଥର, ୨ ମାଙ୍ଗାନିଜ୍ ଏବଂ ୩ଟି ଲୁହାପଥର ଓ ମାଙ୍ଗାନିଜ୍ ଖଣି ରହିଛି। ସେହି ଖଣିଗୁଡ଼ିକ ହେଲା ଗୋରୁମହିଷାଣୀ, ବାଦାମପାହାଡ଼, ଜାଜଙ୍ଗ,…
ଯୁବ ପ୍ରତିଭାଙ୍କୁ ପ୍ରୋତ୍ସାହନ ଲୋଡ଼ା
ବଡ଼ବିଲ, ୧୫।୧୦(ସ୍ବ.ପ୍ର.)-ଜୀବନ ଯେତେ ସଂଘର୍ଷପୂର୍ଣ୍ଣ ହେଲେ ବି ସାଧନା ଓ ଚେଷ୍ଟା ଦ୍ୱାରା ସଫଳତା ମିଳିବା ସମ୍ଭବ । ଏଥିଲାଗି ଯୁବପ୍ରତିଭାଙ୍କୁ ପ୍ରୋତ୍ସାହନ ମିଳିବା ଦରକାର। ଏକଥା କହିଛନ୍ତି କେନ୍ଦୁଝର ଜିଲା ବଡବିଲର ସୁନାପୁଅ ସଚିନ। ଗତ ୭ ଓ ୮…
୭୦ ବର୍ଷରେ ମତୋ ଗଜଲକ୍ଷ୍ମୀ ପୂଜା
ଚାନ୍ଦବାଲି, ୧୫।୧୦ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋର ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା କୁମାର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଛି। ପୂଜା ପାଇଁ ସମଗ୍ର ଅଞ୍ଚଳ ଉତ୍ସବମୁଖର ହୋଇଉଠିଛି। ରଙ୍ଗିନ ଆଲୋକମାଳାରେ ପରିବେଶ ଝଲସୁଛି। ସୁନ୍ଦର ସାଜସଜ୍ଜା ସାଙ୍ଗକୁ ଲାଇଟ୍ ଓ…
ବିବାହ ପ୍ରଲୋଭନ ଦେଖାଇ ପ୍ରତାରଣା , ଶିକ୍ଷକ ଗିରଫ
କପ୍ତିପଦା,୧୫ା୧୦(ଡି.ଏନ୍.ଏ.)- ବିବାହର ପ୍ରତିଶ୍ରୁତି ଦେଇ ଜନୈକା ଯୁବତୀଙ୍କୁ ପ୍ରତାରଣା କରିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ଶରତ ଥାନା ପୋଲିସ ସୋମବାର ଜଣେ ଶିକ୍ଷକଙ୍କୁ ଗିରଫ କରିଛି। ଗିରଫ ଶିକ୍ଷକ ହେଲେ କପ୍ତିପଦା ବ୍ଲକ ଦୋଳିପଡ଼ା ୟୁଜି ହାଇସ୍କୁଲ୍ର ଶିକ୍ଷକ ସୁରେଶ ଚନ୍ଦ୍ର…
ଆଦିବାସୀଙ୍କ ସମସ୍ୟା ନେଇ ଦାବିପତ୍ର
ଉଦଳା,୧୫ା୧୦(ଡି.ଏନ୍.ଏ.)- ଆଦିବାସୀ ଅଧ୍ୟୁଷିତ କପ୍ତିପଦା ଉପଖଣ୍ଡରେ ଥିବା ଆଦିବାସୀମାନଙ୍କର ବିଭିନ୍ନ ସମସ୍ୟାର ସମାଧାନ ନେଇ ଦାବିପତ୍ର ପ୍ରଦାନ କରାଯାଇଛି। ମୟୂରଭଞ୍ଜ ମୁକ୍ତି ମୋର୍ଚ୍ଚା କପ୍ତିପଦା ଉପଖଣ୍ଡ କମିଟି ପକ୍ଷରୁ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକଙ୍କୁ ଏହି ଦାବିପତ୍ର ପ୍ରଦାନ…
ମିଶନ୍ ‘ବିୟୁଟି ସିଟି’ ତ୍ୱରାନ୍ବିତ: ପୁଣି ଜବରଦଖଲ ଉଚ୍ଛେଦ ଆରମ୍ଭ
ବାଲେଶ୍ୱର ଅଫିସ, ୧୫।୧୦-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଥିବା ମିଶନ୍ ‘ବିୟୁଟି ସିଟି’ ପାଇଁ ଉଚ୍ଛେଦ ପ୍ରକ୍ରିୟାକୁ ଚଳିତବର୍ଷ ଦୁର୍ଗାପୂଜା ପାଇଁ ବନ୍ଦ କରାଯାଇଥିଲା। ପୂର୍ବ ନିର୍ଦ୍ଧାରିତ ଯୋଜନା ଅନୁସାରେ ସୋମବାର ପୂର୍ବାହ୍ନରେ ତେଲେଙ୍ଗାସାହି-ଶୋଭାରାମପୁର ରାସ୍ତାରେ ଥିବା ଜବରଦଖଲକୁ ଉଚ୍ଛେଦ…
ଥଇଥାନ ବାଟ ପାଉନି ପ୍ରଶାସନ
ଔପଦା,୧୫।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବଜାରରେ ସିଲ୍ ହୋଇ ରହିଥିବା ୨୩ଟି ଦୋକାନ ଗୃହ ଖୋଲିବାକୁ ପ୍ରଶାସନ ତରଫରୁ କୌଣସି ତତ୍ପରତା ପ୍ରକାଶ ପାଉ ନାହିଁ ା ଦୀର୍ଘ ୪ ବର୍ଷ ଧରି ଏହି ସମସ୍ୟା ସମାଧାନର ବାଟ ଫିଟୁ ନାହିଁ। ଫଳରେ…
ଗୋପାଳପୁର ବନ୍ଦରରେ ଲାଗିଲା ପ୍ରଥମ ବୃହତ ଜାହାଜ
ବ୍ରହ୍ମପୁର ଅଫିସ୍/ଛତ୍ରପୁର ୧୫ା୧୦ (ଡି.ଏନ.ଏ)-ଗଞ୍ଜାମ ଜିଲା ଗୋପାଳପୁର ବନ୍ଦରରେ ପ୍ରଥମ ଥର ଲାଗି ବୃହତ ମାଲ୍ବାହୀ ଜାହାଜ ଲାଗିଛି । ଏଥିରେ ୧ ଲକ୍ଷ ୫ହଜାର ଟନ୍ ଚୂନ ପଥର ରହିଛି । ଏତେ ଓଜନର ମାଲ୍ ପରିବହନ କରୁଥିବା ଜାହଜ…
Archives


