ସ୍ବାସ୍ଥ୍ୟକେନ୍ଦ୍ରରେ ସୁଧୁରୁନି ସେବା
ପରଜଙ୍ଗ, ୧୫ା୧୦(ଡି.ଏନ.ଏ.)ଦୀର୍ଘ ଦିନ ହେବ ବିଭିନ୍ନ ସମସ୍ୟା ଘେରରେ ଢେଙ୍କାନାଳ ଜିଲା ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର। ଡାକ୍ତର କର୍ମଚାରୀଙ୍କ ଅଭାବ, ନିଯୁକ୍ତ ଡାକ୍ତରଙ୍କ ମନମୁଖି ସେବା, ଆବଶ୍ୟକ ଶଯ୍ୟା ଅଭାବ, ପାନୀୟ ଜଳ ବ୍ୟବସ୍ଥା ନ ଥିବା ଭଳି ବହୁ ସମସ୍ୟା…
ଓ୍ବାର୍ଡ ରାସ୍ତାରେ ଆବର୍ଜନା ପାଣି
ଭୁବନ,୧୫ା୧୦ (ଡି.ଏନ.ଏ) ଢେଙ୍କାନାଳ ଜିଲା ଭୁବନ ଏନ୍ଏସି ୯ ଓ ୧୦ ନମ୍ବର ୱାର୍ଡ ମଧ୍ୟରେ ଯାଇଥିବା ମୁଖ୍ୟ ରାସ୍ତା ଉପରେ ଆବର୍ଜନା ପାଣି ମାଡୁଛି। ଏହା ଜମି ରହି ଦୁର୍ଗନ୍ଧ ହେଉଥିବାରୁ ଓ୍ବାର୍ଡବାସୀ ହଇରାଣ ହେଉଛନ୍ତି। ଦୀର୍ଘ ୩ ମାସ…
ବେଦମନ୍ତ୍ରରେ କମ୍ପୁଛି ପୂଜାସ୍ଥଳ
ଅନୁଗୋଳ ଅଫିସ/ବଅଁରପାଳ/ବଇଣ୍ଡା, ୧୫ା୧୦ ଅନୁଗୋଳ ସହରରେ ମା’ ଲକ୍ଷ୍ମୀଙ୍କ ପୂଜା ରବିବାର ରାତିରୁ ଆରମ୍ଭ ହୋଇଛି। ସୋମବାର ସନ୍ଧ୍ୟାରେ ବିଭିନ୍ନ ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଗହଳି ଲାଗିଥିଲା। ଚଳିତବର୍ଷ ହୁଲୁରସିଂହା ପୂଜା ମଣ୍ଡପ ପକ୍ଷରୁ ପ୍ରଥମ ଥର ପାଇଁ ଲକ୍ଷ୍ମୀ ନାରାୟଣଙ୍କ ପାଇଁ…
ପେଟପାଟଣାରେ ବନ୍ଧା ପଡ଼ିଛି ପାରା ଅଲିମ୍ପିକର ସ୍ବପ୍ନ: ଶ୍ରମିକ ସାଜିଛନ୍ତି ଅନ୍ତର୍ଜାତୀୟ କରାଟେକା
ରାୟଗଡ଼ା ଅଫିସ,୧୫।୧୦ପିଲା ବୟସରେ ମା’ ଚାଲିଗଲେ। ପୋଲିଓ ଯୋଗୁ ଡାହାଣ ଗୋଡ଼ ତାଙ୍କୁ ଦିବ୍ୟାଙ୍ଗ ସଜେଇଦେଲା। ପେଟ ପାଇଁ ଚା’ ଦୋକାନରେ କାମ କରୁଥିଲେ ସେ। ଜୀବନ ଜୀବିକାର ଏଭଳି ସଂଘର୍ଷ ଭିତରେ ସେ କରାଟେକା ହେବାର ସ୍ବପ୍ନ ଦେଖିଥିଲେ। ପାଖରେ…
ପ୍ରତିଶ୍ରୁତିରେ ସୀମିତ ସରକାରୀ ଯୋଜନା: ରାଶନ କାର୍ଡରୁ ବଞ୍ଚତ୍ତ ଦିନମଜୁରିଆ କୃଷ୍ଣ
ବେଲପାହାଡ଼,୧୫।୧୦(ଡି.ଏନ୍.ଏ.)- ଝାରସୁଗୁଡ଼ା ଜିଲା ବେଲପାହାଡ଼ ପାୈର ପରିଷଦରେ ବହୁ ବ୍ୟବସାୟୀ ଓ ସ୍ବଚ୍ଛଳବର୍ଗ ପରିବାର ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ତାଲିକାଭୁକ୍ତ ହୋଇ ରିହାତି ମୂଲ୍ୟରେ ଚାଉଳ ପାଉଥିବା ବାରମ୍ବାର ଅଭିଯୋଗ ହେଉଛି। ଅଭିଯୋଗ ଉପରେ କିଛିଟା କାର୍ଯ୍ୟାନୁଷ୍ଠାନ ହୋଇଛି। ହେଲେ…
ସମାଜ ଲାଗି ଉଦାହରନ୍ ପାଲଟିଛନ୍ ଅଜିତ
ଭବାନୀପାଟଣା,୧୫।୧୦(ଡି.ଏନ୍.ଏ.)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଶିବ ମନ୍ଦିର ପଡ଼ାର ଅଜିତ କଟ୍ଟା। ସେ ନିହାତି ଗରିବ୍, ପେସାରେ ଝନେ ସାଇକେଲ ମେକାନିକ୍। ହେଲେ ହୁରୁଦ୍ ତାକର ବିଶାଲ୍। ସେ ଅନେକ ଗରିବ୍ଦୁଖିକୁ ସାହାଯ୍ କରି ନିଜେ ମାନ୍ସିକ ଶିଅଁାତି ପାଏବାର…
ଅଜନା ରୋଗ୍ରେ ଖଟେ ପଡ଼ିଛନ୍ ପଙ୍କଜ
ଲୋଇସିଂହା, ୧୫।୧୦(ଡି.ଏନ୍.ଏ.)- ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଝରଣୀପାଲି ଗଁାର ପଙ୍କଜ ମାଝି(୩୦)। ଭେଁଡ଼ା ବଏସେ ସେ କେହେନ୍ସି ଗୁଟେ ଅଜନା ରୋଗ୍ ପରଭାରେ ଖଟେ ପଡ଼ିରହିଛନ୍। ହେଲେ ଅଭାବ ଅନାଟନ ଲାଗି ଉଚ ଚିକିଛା କରେଇ ନାଇଁ ପାରବାର। ଇଆଡ଼େ…
ଚିକିତ୍ସା ଅବହେଳାରୁ ଶିଶୁମୃତ୍ୟୁ ଅଭିଯୋଗ: ଶିଶୁଭବନରେ ଉତ୍ତେଜନା
କଟକ ଅଫିସ,୧୪ା୧୦- କଟକ ଶିଶୁଭବନରେ ଜଣେ ୪ମାସ ଶିଶୁର ମୃତ୍ୟୁକୁ ନେଇ ସୋମବାର ଉତ୍ତେଜନା ପ୍ରକାଶ ପାଇଥିଲା। ଚିକିତ୍ସା ଅବହେଳାରୁ ଶିଶୁଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରି ପରିବାର ଲୋକେ ଡାକ୍ତରଖାନା ପରିସରରେ ହୋହଲ୍ଲା କରିଥିଲେ। ଏହାକୁ ନେଇ ସେଠାରେ ପ୍ରାୟ…
ଓକିଲଙ୍କ ଆନ୍ଦୋଳନ ସ୍ଥଗିତ: ମଙ୍ଗଳବାର ଖୋଲିବ ସରକାରୀ କାର୍ଯ୍ୟାଳୟ
ବରଗଡ଼ ଅଫିସ,୧୪।୧୦: ପଶ୍ଚିମ ଓଡ଼ିଶାର ଯେକୌଣସି ସ୍ଥାନରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ବରଗଡ଼ ଜିଲା ଓକିଲ ସଂଘ ଚଳାଇଥିବା ଅର୍ଥନୈତିକ ଅବରୋଧ ଏବଂ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ସାମୟିକଭାବେ ସ୍ଥଗିତ ରଖାଯାଇଛି। ସୋମବାର ଏ ନେଇ ସଂଘ କାର୍ଯ୍ୟାଳୟରେ ସଭାପତି…
ସତ୍ୟପୀରଙ୍କୁ କରମବୀର ଚକ୍ର ପୁରସ୍କାର
ଭବାନୀପାଟଣା,୧୪।୧୦(ଡି.ଏନ୍.ଏ.): ଓଡ଼ିଶାର ପଞ୍ଚ୍ମ୍ୟାନ୍ ଭାବେ ପରିଚିତ କଳାହାଣ୍ଡି ଜିଲା ସଦର ବ୍ଲକ ଅନ୍ତର୍ଗତ ଦେପୁର ଗାଁର ଡ. ସତ୍ୟପୀର ପ୍ରଧାନଙ୍କୁ ରବିବାର କରମବୀର ଚକ୍ର ପୁରସ୍କାରରେ ପୁରସ୍କୃତ କରାଯାଇଛି। ବିଶ୍ୱ ନେତୃତ୍ୱ ଫେଲୋଶିପ୍ ଆଇସିଓଏନ୍ଜି ଏବଂ ଜାତିସଂଘ ଡୋଗ୍ରା ହଲ୍ ଆଇଆଇଟି…
କୋଇଲା ସଙ୍କଟ : ବନ୍ଦ ହେଲା ଓପିଜିସିର ୨ୟ ୟୁନିଟ୍, ବିଦ୍ୟୁତ୍ ଉତ୍ପାଦନ ବାଧାପ୍ରାପ୍ତ
ଝାରସୁଗୁଡ଼ା ଅଫିସ/ଲଖନପୁର, ୧୪/୧୯(ଡି.ଏନ.ଏ.): ଝାରସୁଗୁଡ଼ା ଜିଲା ବନହରପାଲିସ୍ଥିତ ଓଡ଼ିଶା ବିଦ୍ୟୁତ୍ ଉତ୍ପାଦନ ନିଗମ(ଓପିଜିସି)ର ଇବ୍ ତାପଜ ବିଦ୍ୟୁତ୍ କେନ୍ଦ୍ରର ୨ୟ ୟୁନିଟ୍କୁ କମ୍ପାନୀ କର୍ତ୍ତୃପକ୍ଷ ଗତ ରବିବାର ରାତି ୧୨ଟା ୧୭ ମିନିଟରୁ ବନ୍ଦ କରିଦେଇଛନ୍ତି। ଏକ ମାସ ହେବ କୋଇଲା…
ଆଗକୁ ବିଜେପୁର ଉପନିର୍ବାଚନ, ଧାରଣାରେ ବସିଲେ ଚିନିକଳ କର୍ମଚାରୀ
ବରଗଡ଼ ଅଫିସ, ୧୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନକୁ ଆଉ ମାତ୍ର ସପ୍ତାହେ ବାକି। ୨/୩ ଦିନ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁରକୁ ନିର୍ବାଚନୀ ପ୍ରଚାରରେ ଯିବାର କାର୍ଯ୍ୟକ୍ରମ ରହିଛି। ତେବେ ଏହାର ଅବ୍ୟବହିତ ପୂର୍ବରୁ ସ୍ଥାନୀୟ ତୋରା ସମବାୟ…
Archives


