ରାଜ୍ୟ

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଉଠିଲା ଶିଡ଼ି, ଜାତୀୟ ରାଜପଥରୁ…

ଦାରିଙ୍ଗବାଡ଼ି,୨୫ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବଜାର ଉପରୁ ଜବରଦଖଲକାରୀଙ୍କୁ ଉଚ୍ଛେଦ ଘଟଣାରେ ଦାରିଙ୍ଗବାଡ଼ି ତହସିଲଦାର ଧୀରଜ ପାତ୍ର ନେଇଛନ୍ତି ବଡ଼ ପଦକ୍ଷେପ। ଜଣେ ଅମାନିଆ ବ୍ୟବସାୟୀ ଜାତୀୟରାଜପଥର ଡ୍ରେନ୍‌ ଉପରେ ଦୀର୍ଘଦିନ ଧରି ଜବରଦଖଲ କରି ନିଜ ଉପର ଘରକୁ…

ନିର୍ଦ୍ଧାରିତ ସମୟରେ ହେବ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର,୨୫।୧: ରାଜ୍ୟର ନିର୍ଦ୍ଧାରିତ ସମୟରେ ହେବ ପଞ୍ଚାୟତ ନିର୍ବାଚନ। ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ସୂଚନା ଦେଇଛନ୍ତି। ୫ ବର୍ଷ କାର୍ଯ୍ୟକାଳ ସରିଲେ ହେବ ପଞ୍ଚାୟତ ନିର୍ବାଚନ । ପଞ୍ଚାୟତ ନିର୍ବାଚନ ପାଇଁ ସବ୍‌ଡିଭିଜନସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଛି।…

ଭୋଟର ଦିବସରେ ପ୍ରଥମଥର ପୁରସ୍କୃତ ହେଲା ଦାରିଙ୍ଗବାଡ଼ି ବ୍ଲକ, ବିଡିଓ କହିଲେ…

ଦାରିଙ୍ଗବାଡ଼ି,୨୫ା୧(ଅରୁଣ ସାହୁ): ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ ମତଦାନ ପାଇଁ ଆବଶ୍ୟକ ଭୋଟ୍‌ ପରିଚୟ ପତ୍ରର ସଂଶୋଧନ ଓ ଯୋଡ଼ିବା କାର୍ଯ୍ୟକୁ ତ୍ୱରାନ୍ବିତ କରାଯାଉଛି। ଗାଁ ଗାଁରେ ବିଏଲଓ (ବୁଥ ଲେବଲ ଅଧିକାରୀଙ୍କୁ )ନିୟୋଜିତ କରାଯାଇଛି ସରକାରଙ୍କ…

‘ଦେଶର ଗଣତନ୍ତ୍ରରେ ନାଗରିକଙ୍କ ଭୂମିକାକୁ ଏହିଦିନ ଉଜାଗର କରେ’

ଗୁଣପୁର,୨୫ା୧(ସଂକେତ ପାତ୍ର): ଆଜି ଅର୍ଥାତ୍‌ ରବିବାର ସାରା ଦେଶରେ ୧୬ତମ ଜାତୀୟ ଭୋଟର ଦିବସ ପାଳନ କରାଯାଉଛି। ଏହି ବର୍ଷର ଥିମ୍‌ ରହିଛି ‘ମୋ ଭାରତ, ମୋ’ ଭୋଟ୍‌’। ଦେଶର ଗଣତନ୍ତ୍ରରେ ନାଗରିକଙ୍କ ଭୂମିକାକୁ ଏହି ଦିନ ଉଜାଗର କରେ ବୋଲି…

ଅଭିଜିତଙ୍କ ବିୟୋଗ ସଙ୍ଗୀତ ଜଗତ ପାଇଁ ଅପୂରଣୀୟ କ୍ଷତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୧: କଣ୍ଠଶିଳ୍ପୀ ଅଭିଜିତ ମଜୁମଦାରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ।‘ଅଭିଜିତ ମଜୁମଦାରଙ୍କ ବିୟୋଗ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ। ତାଙ୍କର ବିୟୋଗ ଆମ ସଙ୍ଗୀତ, ସିନେମା ଓ ସଂସ୍କୃତି ପାଇଁ ଏକ ଅପୂରଣୀୟ କ୍ଷତି।…

ଜୀବନ ଯୁଦ୍ଧରେ ହାରିଗଲେ ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର

ଭୁବନେଶ୍ୱର,୨୫।୧: ରବିବାର ସକାଳ ଓଲିଉଡ ଜଗତ ପାଇଁ ଏକ ଦୁଖଦ ସକାଳ ଥିଲା। ବେଶ କିଛିଦିନ ଧରି ଚିକିତ୍ସାଧିନ ଥିବା ଓଲିଉଡର ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ପରଲୋକ ହୋଇଛି। ଏହି ଖବର ପାଇବା ପରେ ସମଗ୍ର ଓଲିଉଡ ଦୁନିଆରେ…

ଭୟଙ୍କର ଦୁର୍ଘଟଣା: ଟ୍ରକ ଭିତରେ ଚାପି ହୋଇଗଲେ ଡ୍ରାଇଭର

ବାଲେଶ୍ୱର,୨୫।୧(ବାଞ୍ଛାନିଧି ଦେ): ଅଜଣା ଗାଡି ଧକ୍କାରେ ଭାଙ୍ଗିରୁଜି ଚୁରମାର ହୋଇଗଲା ସୂପାରୀ (ଗୁଆ ) ବୋଝେଇ ଟ୍ରକ୍‌ । ଟ୍ରକ ଭିତରେ ଚାପି ହୋଇଗଲେ ଡ୍ରାଇଭର । ଡ୍ରାଇଭରଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ଶନିବାର ବିଳମ୍ବିତ ରାତିରେ ଏଭଳି ଭୟଙ୍କର…

୪ଦିନ ପରେ ଆହୁରି ବଢିବ ରାତି ତାପମତ୍ରା

ଭୁବନେଶ୍ୱର, ୨୫।୧ (ବନ୍ଦନା ସେଠୀ): ରାଜ୍ୟରେ ଶୀତର ପ୍ରକୋପ କିଛି ମାତ୍ରାରେ କମିବା ସହିତ ସର୍ବନିମ୍ନ ରାତି ତାପମାତ୍ରାରେ ବୃଦ୍ଧି ଘଟିଛି। ଆଗାମୀ ୪ଦିନ ପର୍ଯ୍ୟନ୍ତ ପାଗରେ ବିଶେଷ କିଛି ପରିବର୍ତ୍ତନ ନ ଥିବାବେଳେ ଏହାର ପର ୩ଦିନ ମଧ୍ୟରେ ସର୍ବନିମ୍ନ…

ଆଜିଠୁ ଖଣ୍ଡଗିରି କୁମ୍ଭମେଳା: ଆତ୍ମଘୋସିତ ସାଧୁଙ୍କ ସ୍ଥାନ ନାହିଁ

ଭୁବନେଶ୍ୱର,୨୫।୧(ସୌମ୍ୟରଞ୍ଜନ ରାଉତ): ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭମେଳା ରବିବାରଠାରୁ ଆରମ୍ଭ ହେବ। ଏନେଇ ଖଣ୍ଡଗିରିର ପାଦଦେଶରେ ଦେଶ ତଥା ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ବିଭିନ୍ନ ସମ୍ପ୍ରଦାୟର ସାଧୁସନ୍ଥ ଆସ୍ଥାନ ଜମାଇଲେଣି। ଯଜ୍ଞକୁଣ୍ଡ ସହ ସାଧୁସନ୍ଥଙ୍କ ରହିବା ପାଇଁ ଅସ୍ଥାୟୀ ଘରର ବନ୍ଦୋବସ୍ତ ସରିଛି।…

ଆଜି ପବିତ୍ର ମାଘ ସପ୍ତମୀ: ବୁଡ଼ ପକାଇଲେ ହଜାର ହଜାର ଶ୍ରଦ୍ଧାଳୁ

ପୁରୀ,୨୫।୧:ଆଜି ପବିତ୍ର ମାଘ ସପ୍ତମୀ। ଚଳଚଞ୍ଚଳ ଅର୍କ କ୍ଷେତ୍ର। ଚନ୍ଦ୍ରଭାଗାରେ ମାଘ ସପ୍ତମୀ ବୁଡ଼ ପକାଇବା ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ମହୋଦଧିରେ ବୁଡ଼ ପକାଇ ସୂର୍ଯ୍ୟଦେବଙ୍କ ଦର୍ଶନ କଲେ ଲକ୍ଷାଧିକ ଶ୍ରଦ୍ଧାଳୁ। ନିର୍ଦ୍ଧାରିତ ସମୟ ପୂର୍ବରୁ ବୁଡ଼…

ବରଗଡ଼ରେ ପୁଣି ବିପୁଳ ପରିମାଣର କଫସିରଫ୍‌ ଜବତ, ୬ଜଣଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ

ବରଗଡ଼,୨୪।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଟାଉନ ଥାନା ପୋଲିସ ଶନିବାର ପୁଣି ବିପୁଳ ପରିମାଣରେ କଫସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ, ବରଗଡ଼ ଟାଉନ ଥାନା ବରଡ଼ୋଲ ଗ୍ରାମର ସତ୍ୟବାନ ପ୍ରଧାନ(୪୨), ବିକ୍ରମ…

ଗୁଡ଼ି ଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା କରି ହାତଗୋଡ଼ ବାନ୍ଧି ନଦୀରେ ଫିଙ୍ଗିଥିଲେ, ୬ ଜଣଙ୍କୁ ବାନ୍ଧିଲା… 

ରାୟଗଡ଼ା,୨୪।୧(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ କୁମାର ବେହେରା)- ବକ୍ସାଇଟ ପାଇଁ ବିଶ୍ୱ ପ୍ରସିଦ୍ଧ ରାୟଗଡ଼ା ଜିଲାର କାଶୀପୁର ବ୍ଲକ । ହେଲେ ଆଜିବି ସେଠାକାର ବାସିନ୍ଦା ଗୁଣିଗାରେଡି ଭଳି ଅନ୍ଧବିଶ୍ୱାସରେ ପଡ଼ି ହତ୍ୟା କରିବାକୁ ପଛାଉ ନାହାନ୍ତି । ଏଭଳି ଏକ ଘଟଣାକ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?