ନିଶା ବେପାରୀଙ୍କ ଉପରେ ପୋଲିସର କଡା ଆଭିମୁଖ୍ୟ: ଚାର୍ଜଶିଟ୍ରେ ଯୋଡ଼ା ହେବ ସମ୍ପତ୍ତି ତାଲିକା
କଟକ ଅଫିସ୍, ୧୦ା୭: ରାଜ୍ୟରେ ଦିନକୁଦିନ ବେଆଇନ ନିଶା କାରବାର ବୃଦ୍ଧି ପାଉଛି। ବିଶେଷ କରି ବେଆଇନ ଗଞ୍ଜେଇ, ବ୍ରାଉନସୁଗାର କାରବାର ପୋଲିସ ପାଇଁ ଚିନ୍ତାର ବିଷୟ ପାଲଟିଛି। ପୋଲିସ ବିଭିନ୍ନ ସମୟରେ ଚଢାଉ କରି ବେଆଇନ ନିଶା କାରବାର...
ବିଚ୍ଛିନ୍ନାଞ୍ଚଳରେ ବଣ୍ଟାହେବ ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁ
ଭୁବନେଶ୍ୱର,୧୦।୭(ବ୍ୟୁରୋ): ଓଡ଼ିଶା ସରକାରଙ୍କ ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭ୍ୟୁ’ର ବିତରଣ ଲାଗି ସଢ଼େଇକଳା ଓ ଖରସୁଆଁ ବିଚ୍ଛିନ୍ନାଞ୍ଚଳକୁ ପଠାଯାଇଛି। ମଙ୍ଗଳବାର ପୂର୍ବାହ୍ନରେ ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁ ନେଇ ଯାଉଥିବା ଏକ ଗାଡ଼ିକୁ ପତାକା ଦେଖାଇ ସୂଚନା...
ମାଉସୀ ମା’ ପୋଡ଼ପିଠାକୁ ଅପେକ୍ଷା
ପୁରୀ ଅଫିସ, ୧୦ା୭: ଶ୍ରୀଜଗନ୍ନାଥ ମହାପ୍ରଭୁ ଭୋଜନପ୍ରିୟ। ସେଥିପାଇଁ ତାଙ୍କ ନିକଟରେ ପ୍ରତିଦିନ ୬୦ ପଉଟି ଭୋଗ ଓ ୫୬ ପ୍ରକାର ବ୍ୟଞ୍ଜନର ବ୍ୟବସ୍ଥା ରହିଛି। ତଥାପି ପିଠା ଖାଇବା ପାଇଁ ତାଙ୍କର ଥାଏ ବିଶେଷ ଅଭିରୁଚି। ପ୍ରତିଦିନ ତାଙ୍କ...
ସରବନ୍ତର ଶ୍ରୀପତିତପାବନ ଯାତ୍ରା
ସରବନ୍ତ ଗଁାଟି ଜଗତ୍ସିଂହପୁର ଜିଲାର ଏରସମା ମଣ୍ଡଳରେ ଅଛି। ଜିଲା ସଦର ମହକୁମା ଠାରୁ ବାଲିକୁଦା, ବୋରିକିନା ଓ ଗୋଡ଼ା ବଜାର ଦେଇ ସମୁଦ୍ର କୂଳକୁ ଲମ୍ବିଯାଇଛି ଏହି ପୀଠକୁ ରାସ୍ତା। ମହାପ୍ରଭୁ ବହୁ ପ୍ରାଚୀନ କାଳରୁ ଏଠାରେ ଉପାସିତ...
ନାକଚଣା ଦ୍ୱାରରେ ଦୁଇରଥ
ପୁରୀ ଅଫିସ, ୧୦ା୭: ହେରାପଞ୍ଚମୀରେ ଶ୍ରୀଦେବୀ (ଲକ୍ଷ୍ମୀ ଠାକୁରାଣୀ) ମହାପ୍ରଭୁଙ୍କୁ ଫେରାଇ ନେବାକୁ ଆସିଥିଲେ। ହେଲେ ଅଭିମାନ କରି ଚାଲିଯିବା ପରେ ଶ୍ରୀମନ୍ଦିରକୁ ଫେରିବା ଲାଗି ପ୍ରସ୍ତୁତି ଆରମ୍ଭ କରିଛନ୍ତି ମହାପ୍ରଭୁ। ଆସନ୍ତା ୧୨ତାରିଖରେ ବାହୁଡ଼ା ଯାତ୍ରା। ଶ୍ରୀମନ୍ଦିର ଅଭିମୁଖେ...
ଫନୀ ପ୍ରଭାବିତ ଅଞ୍ଚଳରେ କ୍ରିୟାଶୀଳ ହେବାକୁ ‘ଓରେଡ଼ା’କୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୦।୭(ବ୍ୟୁରୋ): ବାତ୍ୟା ‘ଫନୀ’ ପ୍ରଭାବିତ ଅଞ୍ଚଳରେ ଅଧିକ କ୍ରିୟାଶୀଳ ହେବାକୁ ଓଡ଼ିଶା ଅକ୍ଷୟ ଶକ୍ତି ବିକାଶ ସଂସ୍ଥା ‘ଓରେଡା’କୁ ନିର୍ଦ୍ଦେଶ ଦେଇଛନ୍ତି ବିଜ୍ଞାନ ଓ ବୈଷୟିକ, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର...
ବଂଶଧାରା ଜଳ ବିବାଦର ଯୁଗ୍ମ ସର୍ଭେକୁ ଓଡ଼ିଶାର ନା: ୩ସପ୍ତାହ ମଧ୍ୟରେ ରିପୋର୍ଟ ଦେବାକୁ କେନ୍ଦ୍ର, ଆନ୍ଧ୍ରକୁ ଟ୍ରିବ୍ୟୁନାଲଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୧୦।୭(ବ୍ୟୁରୋ): ଆନ୍ଧ୍ରପ୍ରଦେଶ ଦ୍ୱାରା ବଂଶଧାରା ନଦୀ ଉପରେ ନିର୍ମାଣ ହେଉଥିବା ନେରାଡି ବ୍ୟାରେଜର ମିଳିତ ସର୍ଭେ ନ କରିବାକୁ ଓଡ଼ିଶା ସରକାର କରିଥିବା ଆବେଦନର ଶୁଣାଣି କରିଛନ୍ତି ବଂଶଧାରା ଜଳ ବିବାଦ ଟ୍ରିବ୍ୟୁନାଲ୍। ମଙ୍ଗଳବାର ଜଷ୍ଟିସ ଏମ.କେ ଶର୍ମା, ଜଷ୍ଟିସ...
କସ୍ମୋପଲିଟାନ୍’ କଭର୍ଷ୍ଟୋରିରେ ଦୂତୀ
ଭୁବନେଶ୍ୱର, ୧୦।୭ (ବ୍ୟୁରୋ): ଅନ୍ତର୍ଜାତୀୟସ୍ତରରେ ଖ୍ୟାତିଅର୍ଜନ କରିଥିବା ଓଡ଼ିଆ କ୍ରୀଡାବିତ୍ ଦୂତୀ ଚାନ୍ଦ ବିଶ୍ୱର ସର୍ବାଧିକ ପ୍ରସାରିତ ଫ୍ୟାଶନ ମାଗାଜିନ୍ ‘କସ୍ମୋପଲିଟାନ୍’ର କଭର୍ ଷ୍ଟୋରିରେ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛନ୍ତି। ବିଶ୍ୱରେ ସର୍ବାଧିକ ବିକ୍ରି ହେଉଥିବା ଏହି ଫ୍ୟାଶନ...
ପୁରୀ: ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣା: ରାଜ୍ୟ ସରକାରଙ୍କୁ ବିରୋଧୀଙ୍କ କଡ଼ା ସମାଲୋଚନା
ଭୁବନେଶ୍ୱର,୧୦।୭(ବ୍ୟୁରୋ): ପୁରୀରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଚାଲିଥିବା ସମୟରେ ବସ୍ଷ୍ଟାଣ୍ଡ ଭଳି ଜନଗହଳି ସ୍ଥାନରେ ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର କରାଯାଇଛି ା ଏହା ପୁରୀ ତଥା ସମଗ୍ର ରାଜ୍ୟକୁ ବିଶ୍ୱ ଦରବାରରେ ନିନ୍ଦିତ କରିଛି। ଏହି ଘଟଣାରେ ବିରୋଧୀ...
ରାଜ୍ୟ ସରକାରଙ୍କୁ କେନ୍ଦ୍ରର ଚିଠି: ଉପାନ୍ତ ଅଞ୍ଚଳର ଡାକ୍ତରଙ୍କୁ ସ୍ବତନ୍ତ୍ର ସୁବିଧା ଦେବାକୁ ପରାମର୍ଶ
ଭୁବନେଶ୍ୱର, ୧୦ା୭(ବ୍ୟୁରୋ): ଉପାନ୍ତ ଅଞ୍ଚଳରେ କାର୍ଯ୍ୟରତ ଡାକ୍ତରମାନଙ୍କୁ ସ୍ବତନ୍ତ୍ର ସୁବିଧା ସୁଯୋଗ ଦେବା ପାଇଁ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କୁ କହିଛନ୍ତି। ଉପାନ୍ତ ଅଞ୍ଚଳକୁ ଯାଉଥିବା ଡାକ୍ତରମାନେ ଦୁଇତିନି ବର୍ଷ କାର୍ଯ୍ୟ କରିବା ପରେ ସେମାନଙ୍କୁ ତାଙ୍କ ମନ ପସନ୍ଦର...
ନିଅଣ୍ଟିଆ ବର୍ଷା: ଚିନ୍ତାରେ ଚାଷୀ
ଭୁବନେଶ୍ୱର,୧୦ା୭(ବ୍ୟୁରୋ): ରାଜ୍ୟରେ ବର୍ଷା ସ୍ଥିତି ବେଳକୁ ବେଳ ସଙ୍ଗିନ ହେବାରେ ଲାଗିଛି। କେଉଁଠି ଅସରାଏ ବର୍ଷା ହେଉଛି ତ କେଉଁଠି ଟାଇଁ ଟାଇଁ ଖରା। ଯେତିକି ବର୍ଷିବା କଥା ତାହା ହେଉ ନାହିଁ। ରାଜ୍ୟର ହାତଗଣତି କେତୋଟି ଜିଲାକୁ ବାଦ୍...
ଭଗବାନ ନୀଳମାଧବ ନୋଡାଲ ହାଇସ୍କୁଲ: ଛାତଘର ପାଲଟିଛି ଗୋଦାମ, ଅସୁରକ୍ଷିତ ଟିଣଛାତ ତଳେ ପାଠପଢା
ଖଣ୍ଡପଡ଼ା,୧୦ା୭(ସ୍ବ.ପ୍ର.): ଶିକ୍ଷାର ବିକାଶ ତଥା ବିଦ୍ୟାଳୟ ପ୍ରତି ପିଲାଙ୍କୁ ଆକୃଷ୍ଟ କରିବା ପାଇଁ ସରକାର ମାଗଣା ପୋଷାକ, ସାଇକେଲ, ମଧ୍ୟାହ୍ନ ଭୋଜନ ଆଦି ବ୍ୟବସ୍ଥା କରିଛନ୍ତି। ଭିତ୍ତିଭୂମି ସୁଦୃଢ ପାଇଁ ମଧ୍ୟ ଅନୁଦାନ ବ୍ୟବସ୍ଥା କରାଯାଇଛି। ଏହା ସତ୍ତ୍ୱେ କେତେକ...
Archives


