୨୫ କଂଗ୍ରେସ କର୍ମୀ ଗିରଫ
ଭୁବନେଶ୍ୱର,୩।୧୨(ବ୍ୟୁରୋ): ପୁରୀରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣାରେ ରାଜ୍ୟ କଂଗ୍ରେସ ପକ୍ଷରୁ ତୀବ୍ର ନିନ୍ଦା କରାଯିବା ସହ ରାତିରେ ନବୀନ ନିବାସ ଘେରାଉ ଉଦ୍ୟମ କରାଯାଇଥିଲା। ମାଷ୍ଟରକ୍ୟାଣ୍ଟିନସ୍ଥିତ କଂଗ୍ରେସ ଭବନରୁ ଶତାଧିକ କର୍ମୀ ରାତି ପ୍ରାୟ ୧୧ଟାରେ କ୍ୟାଣ୍ଡେଲ ଧରି ନବୀନ ନିବାସ…
ପୋଲିସ କ୍ୱାର୍ଟର୍ସରେ ନାବାଳିକାଙ୍କୁ ଗଣବଳାତ୍କାର :ବହିଷ୍କୃତ ପୋଲିସ କନଷ୍ଟେବଳ ଗିରଫ, ୩ ଅଟକ
ପୁରୀ ଅଫିସ, ୩।୧୨: ଶ୍ରୀକ୍ଷେତ୍ରରେ ଘଟିଛି ପୁଣି ଏକ କଳଙ୍କିତ ଘଟଣା। ସୋମବାର ରାତିରେ ଜଣେ ନାବାଳିକା(୧୭)ଙ୍କୁ ପୋଲିସ କ୍ୱାର୍ଟର୍ସରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। କୁମ୍ଭାରପଡ଼ା ଥାନାରେ ନିଜେ ପୀଡ଼ିତା ଏହି ଅଭିଯୋଗ କରିଛନ୍ତି। ନିଜକୁ ପୋଲିସ ବୋଲି ପରିଚୟ…
ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ
କପ୍ତିପଦା,୩ା୧୨(ଡ଼ିଏନ୍ଏ) – ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ ଶରତ ଥାନା ଅଞ୍ଚଳରେ ଜନୈକା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାର ତଦନ୍ତ କରି ନାବାଳିକାଙ୍କ ଜଣେ ସମ୍ପର୍କୀୟଙ୍କୁ ପୋଲିସ ସୋମବାର ଗିରଫ ପରେ କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…
‘ଥାଲାସେମିଆ ରୋଗୀଙ୍କୁ ଉନ୍ନତ ଚିକିତ୍ସା ଯୋଗାଇ ଦିଆଯାଉ’ : ରକ୍ତଭଣ୍ଡାର ସମ୍ମୁଖରେ ଆମରଣ ଅନଶନ
ବାଲେଶ୍ୱର ଅଫିସ, ୩।୧୨-ବାଲେଶ୍ୱର ଜିଲାରେ ଥିବା ଥାଲାସେମିଆ ରୋଗୀଙ୍କୁ ଉନ୍ନତ ଚିକିତ୍ସା ଯୋଗାଇ ଦେବା ଲାଗି ସେମାନଙ୍କ ମାତାପିତାମାନେ ସୋମବାର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ରକ୍ତଭଣ୍ଡାର ସମ୍ମୁଖରେ ଆମରଣ ଅନଶନରେ ବସିଛନ୍ତି। ଜିଲାରେ ୯୬୭ ଜଣ ଥାଲାସେମିଆ ରୋଗୀ…
କୁର୍କୁନପାଲିରେ ଆରମ୍ଭ ହେଲା ମିଶନ ଇନ୍ଦ୍ରଧନୁଷ୍
ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୩ା୧୨-କନ୍ଧମାଳ ଜିଲାରେ ମିଶନ ଇନ୍ଦ୍ରଧନୁଷ୍ ୨.୦ କାର୍ଯ୍ୟକ୍ରମ ସୋମବାର ଆରମ୍ଭ ହୋଇଛି ା ଫିରିଙ୍ଗିଆର କୁର୍କୁନପାଲି ଗ୍ରାମରେ ଅନୁଷ୍ଠିତ ଜିଲାସ୍ତରୀୟ ଏହି କାର୍ଯ୍ୟକ୍ରମକୁ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ଜିଲାପାଳ ଡା.ବୃନ୍ଦା ଡି, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା.ରାଜଶ୍ରୀ…
ପେଟ୍ରୋଲ ଟାଙ୍କି କରାଇଦେବା ନାଁରେ ୪୦ ଲକ୍ଷ ଟଙ୍କା ଠକେଇ:ବିହାରରୁ ୩ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ
ଭୁବନ, ୩ା୧୨(ଡି.ଏନ.ଏ) ପେଟ୍ରୋଲ ଟାଙ୍କି କରାଇଦେବା ନାଁରେ ଢେଙ୍କାନାଳ ଜିଲା ଭୁବନ ଏନ୍ଏସି ୩ନଂ ୱାର୍ଡର ଓମ ପ୍ରକାଶ ମିଶ୍ରଙ୍କଠାରୁ ୪୦ ଲକ୍ଷ ୪୫ ହଜାର ଟଙ୍କା ଠକେଇ ଅଭିଯୋଗରେ କ୍ରାଇମବ୍ରାଞ୍ଚ ୩ ଜଣ ଯୁବକଙ୍କୁ ବିହାରରୁ ଗିରଫ କରିଛି। ଅଭିଯୁକ୍ତମାନେ…
ଲିଙ୍କ୍ ଫେଲ ହେବାରୁ କାର୍ଯ୍ୟ ଠପ୍:ପରିବହନ କାର୍ଯ୍ୟାଳୟରେ ଉତ୍ତେଜନା
ଢେଙ୍କାନାଳ ଅଫିସ,୩ା୧୨ ଲାଇସେନ୍ସ, ଗାଡ଼ି କାଗଜପତ୍ର କରାଇବାକୁ ସୋମବାର ଢେଙ୍କାନାଳ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟକୁ ଆସିଥିବା ଲୋକଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଛି। ସକାଳ ୧୦ଟାରୁ ଇଣ୍ଟରନେଟ୍ ଲିଙ୍କ୍ ଫେଲ୍ ହୋଇଯିବାରୁ ନୂତନ ଲାଇସେନ୍ସ, ଫିଟନେସ ଯାଞ୍ଚ, ଗାଡି ପଞ୍ଜୀକରଣ ଆଦି…
ପ୍ରାଥମିକ ବିଦ୍ୟାଳୟକୁ ହାଇସ୍କୁଲରେ ମିଶ୍ରଣ ଦାବି
ବନ୍ତଳା,୩।୧୨(ଡି.ଏନ.ଏ.) ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ସରକାରୀ ଉଚ୍ଚ ବିଦ୍ୟାଳୟରେ ମିଶାଇବା ପାଇଁ ସୋମବାର ଜିଲାପାଳଙ୍କ ନିକଟରେ ଗ୍ରାମର ଯୁବକମାନେ ଦାବି କରିଛନ୍ତି। ଗ୍ରାମବାସୀଙ୍କ ଅଭିଯୋଗ ମୁତାବକ, ଗ୍ରାମରେ ଖେଳ ପଡିଆ ନ ଥିବାରୁ ଉକ୍ତ…
ପରକୀୟା ପ୍ରୀତିରୁ ହତ୍ୟାକାଣ୍ଡ
କଣିହାଁ, ୩ା୧୨(ଡି.ଏନ.ଏ.) ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳି ଥାନା ବାଲିପଶିସାହିର ଏକ କୂଅରୁ ଗତ ୨୮ ତାରିଖରେ ଦୁର୍ଯ୍ୟୋଧନ ତୁଙ୍ଗଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ପରକୀୟା ପ୍ରୀତି ଯୋଗୁ ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ…
ବଢ଼ୁଛି ବାର୍ହା ଶିକାର: ମାଂସ ଜବତ, ୭ ଗିରଫ
ହେମଗିର, ୩।୧୨ (ଡି.ଏନ.ଏ)- ଦିନକୁ ଦିନ ହେମଗିର ଜଙ୍ଗଲର ବାର୍ହା ଶିକାର ବୃଦ୍ଧି ପାଉଥିବାର ଦେଖାଯାଉଛି। ବନ ବିଭାଗ ଶିକାରୀମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିବା ସତ୍ତ୍ବେ ମଧ୍ୟ ବାର୍ହା ଶିକାର କରିବା କମୁ ନାହିଁ। ମାସେ ଭିତରେ ଅନେକ…
ଆବାସ ଯୋଜନାରୁ ବଁଚିତ୍ ଦିବ୍ୟାଙ୍ଗ ଡିଲେଶ୍ୱରୀ
ସମ୍ବଲପୁର,୩ା୧୨(ବ୍ୟୁରୋ)- କେନ୍ଦ୍ର ସରକାର ଭିନେ ଭିନେ ସରକାରୀ ଯୋଜନାରେ ଦୁରନୀତି ବଁଦ୍ କରବାକେ ସାରାଦେଶରେ ଆଧାର କାର୍ଡ ଲାଗୁକରିଛନ୍। ସରକାରୀ ଯୋଜନାରେ ସେବା ପାଇବାର ଲାଗି ହେଲେ ଆଧାର କାର୍ଡ ନିହାତି ଜରୁରୀ କରାଯାଇଛେ। ହେଲେ ସରକାରୀ ଯୋଜନାରେ ଆଧାର କାର୍ଡ…
ରେଢାଖୋଲ ଉପଖଣ୍ଡରେ ଖୋଲିଲା ମଣ୍ଡି
ରେଢାକୋଲ/ନାକଟିଦେଉଳ, ୩।୧୨(ଡି.ଏନ.ଏ.) ସମ୍ବଲପୁର ଜିଲା ରେଢାଖୋଲ ଉପଖଣ୍ଡରେ ସୋମବାର ମଣ୍ଡି ଖୋଲିଛି। ଉପଖଣ୍ଡରେ ଥିବା ୧୬ଟି ମଣ୍ଡି ମଧ୍ୟରୁ ୧୧ଟି ମଣ୍ଡିରେ ଧାନ କିଣା ଯିବାକୁ ନିଷ୍ପତ୍ତି ହୋଇଥିଲା। ସୋମବାର ପ୍ରଥମ ଦିନରେ ୨୪ଜଣ ଚାଷୀଙ୍କଠାରୁ ୨୧୧୭ ବସ୍ତା ଧାନ କିଣାଯାଇଛି।…
Archives


