ରାଜ୍ୟ

ରାସ୍ତାକଡ଼ରେ ନିମ୍ବ ଚାରା ରୋପଣ

ଭାପୁର,୧୦ା୭(ଡି.ଏନ୍‌.ଏ)-ଭାପୁର ବ୍ଲକ କଇଁଫୁଲିଆ ସ୍ବେଚ୍ଛାସେବୀ ଅନୁଷ୍ଠାନ ଆଶା ଓ ଭରସା ଟ୍ରଷ୍ଟ ଓ ଛାତ୍ରୀଛାତ୍ରଙ୍କ ପକ୍ଷରୁ ମଙ୍ଗଳବାର ରାସ୍ତାକଡ଼ରେ ୩ ଶହରୁ ଊର୍ଦ୍ଧ୍ୱ ନିମ୍ବ ଚାରା ରୋପଣ କରାଯାଇଛି। କଇଁଫୁଲିଆ ଓ ରାକମା ଗ୍ରାମକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା...

କେନାଲରେ ଆସୁନି ପାଣି, ପଛେଇଗଲାଣି ଚାଷ

ବାଲିଆ,୧୦।୭: ଜୁଲାଇ ମାସ ଅଧା ହେଲାଣି, ଅଥଚ ଚାଷଜମିକୁ ପାଣି ପହଞ୍ଚତ୍ପାରିନାହିଁ। ମୁଖ୍ୟ କେନାଲ ସମେତ ଶାଖା କେନାଲରେ ଏ ପର୍ଯ୍ୟନ୍ତ ପାଣି ଆସିନାହିଁ। ଫଳରେ ଚାଷୀମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିରିଡ଼ି ବ୍ଲକରେ ଚାଷୀମାନେ ମୁଖ୍ୟତଃ ବର୍ଷା...

ସରକାରୀ ପୋରଛାହନ୍‌ର ଘୋର ଅଭାବ:ବୁଡ଼ିଯାଉଛେ ପାରମ୍ପରିକ ମାଟି କାରିଗରୀ

କଲମପୁର, ୧୦।୭ (ଡି.ଏନ୍‌.ଏ): ସରକାର କୁଟୀର ଶିଳ୍ପର ବିକାଶ ଲାଗି ଅନେକ ଯୋଜନାରେ କାରିଗରମାନକୁ ପୋରଛାହନ୍‌ ଯୁଗେଇ ଦେଉଛନ୍‌। ହେଲେ ଆମର ସମାଜରେ ବି ଅନେକ ପାରମ୍ପରିକ୍‌ କଉଲିକ୍‌ ବୁରତି ଅଛେ। ଯେନ୍‌ଥିରେ ଭିନେ ଭିନେ ସମାଜର କାରିଗରମାନେ ଦିନ୍‌...

ହଜି ଯାଉଛି ଅସନପାଟର ପରିଚୟ

କେନ୍ଦୁଝର, ୧୦ା୭ (ସ୍ବ.ପ୍ର.)- କେନ୍ଦୁଝର ଜିଲାର କଳା ସଂସ୍କୃତି ନିଆରା। ଏକଦା ଏଠାରେ ସାମରିକ କଳାର ପ୍ରତୀକ ସ୍ବରୂପ ଛଉ ନୃତ୍ୟର ପ୍ରସିଦ୍ଧି ରହିଥିଲା। ଝୁମ୍ପୁରା ବ୍ଲକ ଅଧୀନ ଅସନପାଟ ଗ୍ରାମ ଛଉ ଗ୍ରାମ ଭାବେ ପରିଚୟ ଲାଭ କରିଥିଲା।...

ହାର୍‌ ମାନିନାହାନ୍ତି କନକଲତା

ଭଦ୍ରକ ଅଫିସ, ୧୦।୭- ଭଦ୍ରକ ସହର ତଳିର ଏକ ଗଁା ଓକାଳ। ଗଁାରେ ରହିଛି ଏକ ୫ ଫୁଟ ଉଚ୍ଚର ବଖରାଏ ନୂଆଣିଆ ନଡ଼ା ଛପର ଘର। ରାତି ପାହିଲେ ମାଟିକାନ୍ଥ ଓ ଚଟାଣକୁ ଗୋବର ପାଣିରେ ଲିପାପୋଛା କରିଦିଅନ୍ତି...

ବସ୍‌ରେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣା: ଅଭିଯୁକ୍ତ ହେଲ୍‌ପର ଗିରଫ

ପୁରୀ ଅଫିସ, ୯ା୭ : ମହାପ୍ରଭୁଙ୍କ ରଥଯାତ୍ରା ଅବସରରେ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇପଡ଼ିଥିବାବେଳେ ଘଟିଛି ଲଜ୍ଜାଜନକ ଘଟଣା। ସୋମବାର ରାତିରେ ପୁରୀ ବସ୍‌ଷ୍ଟାଣ୍ଡ ପରିସରସ୍ଥ ଏକ ବସ୍‌ ଭିତରେ ଜଣେ ଆଦିବାସୀ ନାବାଳିକାଙ୍କୁ ବସ୍‌ ହେଲ୍‌ପର ବଳାତ୍କାର କରିଛନ୍ତି। ଏହି...

ରାଜ୍ୟରେ ୪୦୭୩ ବି.ଟେକ୍‌ ସିଟ୍‌ ହ୍ରାସ

ଭୁବନେଶ୍ୱର, ୯ା୭(ବ୍ୟୁରୋ)- ପ୍ରତିବର୍ଷ ରାଜ୍ୟରେ ବିଭିନ୍ନ ଇଞ୍ଜିନିୟରିଂ କଲେଜରେ ବି.ଟେକ୍‌ ସିଟ୍‌ ଖାଲି ପଡ଼ୁଛି। କେବଳ ଘରୋଇ ନୁହେଁ, ସରକାରୀ କଲେଜରେ ମଧ୍ୟ ସିଟ୍‌ ପୂରଣ ହୋଇପାରୁ ନାହିଁ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମଙ୍ଗଳବାର ୪୦୭୩ଟି ବି.ଟେକ୍‌...

‘କସ୍‌ମୋପଲିଟାନ୍‌’ କଭର୍‌ଷ୍ଟୋରୀରେ ଦୂତି

ଭୁବନେଶ୍ୱର,୯ା୭(ବ୍ୟୁରୋ)- ଅନ୍ତର୍ଜାତୀୟସ୍ତରରେ ଖ୍ୟାତିଅର୍ଜନ କରିଥିବା ଓଡ଼ିଆ କ୍ରୀଡାବିତ୍‌ ଦୂତି ଚାନ୍ଦ ବିଶ୍ୱର ସର୍ବାଧିକ ପ୍ରସାରିତ ଫ୍ୟାଶନ ମାଗାଜିନ୍‌ ‘କସ୍‌ମୋପଲିଟାନ୍‌’ର କଭର୍‌ ଷ୍ଟୋରୀରେ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛନ୍ତି। ବିଶ୍ୱରେ ସର୍ବାଧିକ ବିକ୍ରି ହେଉଥିବା ଏହି ଫ୍ୟାଶନ ଓ ଏଣ୍ଟରଟେନ୍‌ମେଣ୍ଟ...

୧୦ ହଜାର ଟଙ୍କାରେ ୭ମାସର ଶିଶୁପୁତ୍ରକୁ ବିକିଲା ବାପା

ଝରିଗାଁ,୯।୭(ସ୍ବ.ପ୍ର)- ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଞ୍ଚଳରେ ୭ମାସର ଶିଶୁପୁତ୍ରକୁ ବାପା ବିକ୍ରି କରି ଦେଇଥିବା ଥାନାରେ ଅଭିଯୋଗ ହୋଇଛି। ଉମରକୋଟ ବ୍ଲକ ପୂଜାରୀଗୁଡା ଗ୍ରାମର ସଂଗ୍ରାମ ଲୋହରା ପେସାରେ ଜଣେ ଜେସିବି ଅପରେଟର । ତାଙ୍କର ଦୁଇ ଝିଅ...

ଫେରିବାଲାଙ୍କଠୁ ମିଳିଲା ୪୫କେଜି ଗଞ୍ଜେଇ: ଷ୍ଟେଶନରୁ ୩ ଗିରଫ, ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ମହିଳା

ଦାମନଯୋଡି, ୯।୭(ଡି.ଏନ୍‌.ଏ.)- ଗଞ୍ଜେଇ ଚାଲାଣ ଅଭିଯୋଗରେ କୋରାପୁଟ ସିଆର୍‌ପିଏଫ୍‌ ମଙ୍ଗଳବାର ଦାମନଯୋଡି ଷ୍ଟେସନରୁ ଜଣେ ମହିଳାଙ୍କ ସମେତ ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପଡୋଶୀ ପଶ୍ଚିମବଙ୍ଗ ନାଦିଆ ଜିଲାର ସମ୍‌ପା ଦାସ, ମୁର୍ସିଦାବାଦର ରାଜକୁମାର ଏବଂ ବର୍ଦ୍ଧମାନର କୁସ୍‌ଦିରାମ।...

ଆହୁରି ସପ୍ତାହେ ବର୍ଷା ନାହିଁ, ନିଅଣ୍ଟିଆ ବର୍ଷାକୁ ନେଇ ଚିନ୍ତାରେ ଚାଷୀ

ଭୁବନେଶ୍ୱର,୮ା୭(ବ୍ୟୁରୋ)-ରାଜ୍ୟରେ ବର୍ଷା ସ୍ଥିତି ବେଳକୁ ବେଳ ସଙ୍ଗୀନ ହେବାରେ ଲାଗିଛି । କେଉଁଠି ଅସରାଏ ଦି ଅସରା ବର୍ଷା ହେଉଛି ତ ଅନ୍ୟ କେଉଁଠି ଟାଁଏ ଟାଏଁ ଖରା। ଯେତିକି ବର୍ଷିବା କଥା ତାହା ହେଉ ନାହିଁ। ରାଜ୍ୟର ହାତ...

ସାଧବ ବୋହୂ ସହ ସେଲ୍‌ଫି

କାକଟପୁର, ୯।୭(ଡି.ଏନ୍‌.ଏ.): ବର୍ଷା ଦିନ ଆରମ୍ଭ ହେଲେ ସବୁଜ ଘାସ ଗାଲିଚା ଉପରେ ସାଧବ ବୋହୁ ଦେଖାଯିବା ସ୍ବାଭାବିକ କଥା। ମାତ୍ର ପରିବେଶ ପରିବର୍ତ୍ତନ ଯୋଗୁ ଏହା କ୍ୱଚିତ ଦେଖିବାକୁ ମିଳୁଛି। ତେବେ କାକଟପୁର ମଙ୍ଗଳା କଲେଜ ପରିସରରେ ଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri