ରାଜ୍ୟ

ବଣାଇମୁଣ୍ଡା ହାଇସ୍କୁଲରୁ ହିନ୍ଦୀ ପ୍ରଶ୍ନପତ୍ର ଭାଇରାଲ

ପାଟଣାଗଡ଼, ୨୪।୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ବଣାଇମୁଣ୍ଡା ହାଇସ୍କୁଲରୁ ସୋମବାର ମାଟ୍ରିକ ହିନ୍ଦୀ ପ୍ରଶ୍ନପତ୍ର ଭାଇରାଲ ହୋଇଛି। ସୋମବାର ହିନ୍ଦୀ/ସଂସ୍କୁତ ପରୀକ୍ଷା ଚାଲିଥିଲା। ବଣାଇମୁଣ୍ଡା ହାଇସ୍କୁଲ ସେଣ୍ଟର ଉକ୍ତ ବ୍ଲକ ମରୁଆ ହାଇସ୍କୁଲରେ ପଡ଼ିଛି। ବଣାଇମୁଣ୍ଡା ସ୍କୁଲର ପିଅନ କାର୍ତ୍ତିକ…

ପିପିଲିରେ ଉପଦ୍ରବ ଘଟାଇବା ପରେ ଭୁବନେଶ୍ୱରରେ ପହଞ୍ଚିଲା ଦନ୍ତା

ଭୁବନେଶ୍ୱର, ୨୪।୨(ବ୍ୟୁରୋ): ପୁରୀ ଜିଲା ପିପିଲି ଓ ବଳଙ୍ଗା ଅଞ୍ଚଳରେ ଗତ ୩ ଦିନ ଧରି ତାଣ୍ଡବ ରଚିଥିବା ଦନ୍ତା ଏବେ ଭୁବନେଶ୍ୱରରେ। ରବିବାର ରାତିରେ ପିପିଲିରୁ ଚନ୍ଦକା ଯିବା ରାସ୍ତାରେ କଳିଙ୍ଗ ବିହାରରେ ଥିବା ଏମ୍‌ସିଏଲ ଗାର୍ଡେନ ଭିତରେ ହାତୀଟି…

ଶାରୀଶୁଆ ପଥର ଖଣିରେ ଏସ୍‌ଟିଏଫ୍‌ ଚଢ଼ାଉ

ଖଇରା, ୨୪ା୨ଭୁବନେଶ୍ୱର,(ବ୍ୟୁରୋ): ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲଙ୍କ ରୋକ୍‌ ପରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି ହୋଇଥିଲା। ଏହାସତ୍ତ୍ୱେ ବାଲେଶ୍ୱର ଜିଲା ଖଇରା ତହସିଲ୍‌ ଅଧୀନ ଶାରୀଶୁଆ ପାହାଡ଼ରେ ଥିବା ଏକାଧିକ ପଥର ଖଣିରେ ଚାଲିଥିଲା ବେଆଇନ ଖନନ। ପ୍ରଶାସନିକ ଅଧିକାରୀମାନେ…

ତିତ୍‌ଲିର ବର୍ଷେ ପରେ ବି ନିର୍ମାଣ ହୋଇପାରୁନି ରାସ୍ତା

ପାରଳାଖେମୁଣ୍ଡି,୨୪ା୨(ସ୍ବ.ପ୍ର.) ଗଜପତି ଜିଲା ରାୟଗଡ଼ ବ୍ଲକ୍‌ ଅଧୀନ କଇଁପୁର-ତୁମ୍ବ ରାସ୍ତାଟି ତିତ୍‌ଲି ପର ବନ୍ୟାରେ ଧୋଇ ହୋଇଯାଇଛି। ହେଲେ ତିତ୍‌ଲିକୁ ଇତିମଧ୍ୟରେ ୧ବର୍ଷ ୪ମାସ ବିତିଯାଇଥିଲେ ମଧ୍ୟ ନୂତନ ରାସ୍ତା କିମ୍ବା ମରାମତି ହୋଇପାରିନାହିଁ। ତିତ୍‌ଲିରେ ଗଜପତି ଜିଲାର ରାୟଗଡ଼ ବ୍ଲକ୍‌…

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଖୁଣ୍ଟି, ତାର: ଦୁର୍ଘଟଣାକୁ ଆମନ୍ତ୍ରଣ କରୁଛି ଓ୍ବେସ୍କୋ

ରାଉରକେଲା ଅଫିସ, ୨୪।୨- ଷ୍ଟିଲ ସିଟି ସ୍ମାର୍ଟ ସିଟି ମାନ୍ୟତା ପାଇଲା। ହେଲେ ରାଉରକେଲାରେ ବିଦ୍ୟୁତ୍‌ ଯୋଗାଣ ବ୍ୟବସ୍ଥା ଯେମିତିକୁ ସେମିତି ପୁରୁଣାକାଳିଆ ଢଙ୍ଗରେ ଚାଲିଛି। ସହରର ଅଧିକାଂଶ ସ୍ଥାନରେ ଏବେ ବି ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଖୁଣ୍ଟି ଓ ତାରଗୁଡ଼ିକ…

୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର: ଅଭିଯୁକ୍ତ ଗିରଫ

ବାସୁଦେବପୁର,୨୪।୨(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କିଷ୍ମତକୃଷ୍ଣପୁର ଅଞ୍ଚଳର ଜଣେ ୪ ବର୍ଷୀୟା ଶିଶୁକନ୍ୟାଙ୍କୁ ରବିବାର ସକାଳେ ବଳାତ୍କାର କରାଯାଇଛି। ପୀଡ଼ିତାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବାସୁଦେବପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏ ନେଇ ସନ୍ଧ୍ୟାରେ ପୀଡ଼ିତାଙ୍କ ମା’ଙ୍କ ଅଭିଯୋଗକ୍ରମେ ନାୟକାଣିଡିହୀ…

ନିମ୍ନମାନର ରାସ୍ତା କାମ, ଉଠିଯାଉଛି ପିଚୁ

ଭଦ୍ରକ ଅଫିସ,୨୪।୨-ଗ୍ରାମ୍ୟ ଉନ୍ନୟନ ବିଭାଗରେ ସ୍ବଚ୍ଛତାକୁ ନେଇ ବିବାଦ ଲାଗିରହିଛି। ମାସକ ତଳେ ବିଭାଗର ଜଣେ ଡାଟାଏଣ୍ଟ୍ରି ଅପରେଟର ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ି ଗିରଫ ହୋଇଥିଲେ। ନିକଟରେ ନିର୍ବାହୀ ଯନ୍ତ୍ରୀ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱରରୁ…

ବନ୍ଧୁକ ମୁନରେ ଡକାୟତି

କଟକ ଅଫିସ,୨୩।୨: ଜଗତପୁର ଥାନା ଅନ୍ତର୍ଗତ କେନାଲ ରୋଡ଼ ଘରୁ ଶନିବାର ବିଳମ୍ବିତ ରାତିରେ ଡକାୟତି ହୋଇଛି। ଡକାୟତିର ଶିକାର ହୋଇଥିବା ସୁଧାଂଶୁ କୁମାର ନାୟକ ଏନେଇ ଥାନାରେ ଅଭିଯୋଗ କରିଛନ୍ତି। ରାତି ପ୍ରାୟ ୨ଟା ବେଳେ ୪ ଜଣ ଦୁର୍ବୃତ୍ତ…

ପୋଲସରାରେ ନିଆଁରେ ପୋଡ଼ି ୩ ଶିଶୁ ମୃତ୍ୟୁ ଘଟଣା: ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ, ମୃତକଙ୍କ ପରିବାରକୁ ୪ ଲକ୍ଷ କ୍ଷତିପୂରଣ ଘୋଷଣା

ଭୁବନେଶ୍ୱର,୨୩।୨(ବ୍ୟୁରୋ): ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ଖଇରଛଟା ଗାଁରେ ପୋଡ଼ି ଯାଇ ୩ ଶିଶୁଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇ ଚିକିତ୍ସାଧୀନ ଅଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ…

ଖେଳୁଥିବା ବେଳେ ୪ ଶିଶୁ ପୋଡ଼ିଯିବା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ୩ ଶିଶୁ

ହାତୀଓଟ,୨୩।୨(ଡି.ଏନ୍‌.ଏ.): ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ୩ ଶିଶୁ। ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ଖଇରଛଟା ଗାଁରେ ରବିବାର ସକାଳେ ନିଆଁରେ ପୋଡ଼ିଯାଇ ଗୁରୁତର ହୋଇଥିବା ୪ ଶିଶୁଙ୍କ ମଧ୍ୟରୁ ତିନିଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୨ ପୁଅ ଥିବା…

ବିଜେଡି ସଭାପତି ପଦ: ନାମାଙ୍କନପତ୍ର ଦାଖଲ କଲେ ନବୀନ

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ବିଜେଡି ସଭାପତି ପଦ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟ ରବିବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ରାଜଧାନୀସ୍ଥିତ ଦଳୀୟ କାର୍ଯ୍ୟାଳୟକୁ ଆସି ମୁଖ୍ୟମନ୍ତ୍ରୀ ନାମାଙ୍କନ ଦାଖଲ କରିଛନ୍ତି। ସେହିଭଳି ଦଳୀୟ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପଦ ପାଇଁ ମଧ୍ୟ ନାମାଙ୍କନ…

ପିପିଲିରେ ଦନ୍ତା ଆତଙ୍କ: ୩ଜଣଙ୍କ ଜୀବନ ନେଲା, ୧୦ରୁ ଊର୍ଦ୍ଧ୍ୱ ଆହତ

ପିପିଲି,୨୩।୨(ଡି.ଏନ୍‌.ଏ.): ପୁରୀ ଜିଲା ବଳଙ୍ଗା ଓ ପିପିଲି ଥାନା ଅଧୀନ ଅଞ୍ଚଳରେ ରବିବାର ଦନ୍ତା ଉପଦ୍ରବ ଦେଖିବାକୁ ମିଳିଛି। ହାତୀ ଆକ୍ରମଣରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ମୃତକମାନେ ହେଲେ ଗୋପୀନାଥପୁର ଗ୍ରାମର ଯୁଗଳ କିଶୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?