୧୫ ଘଣ୍ଟା ପରେ ଜୁସ୍ ପିଇ ଅନଶନ ଭାଙ୍ଗିଲେ ନୀଳଗିରି ବିଧାୟକ
ବାଲେଶ୍ୱର ଅଫିସ/ସଜନାଗଡ଼, ୫।୧୦(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ମୋହରିଙ୍କ ଚାଳିଆ ଉଚ୍ଛେଦ ଘଟଣାକୁ ନେଇ ତହସିଲଦାରଙ୍କ ସହ ଯୁକ୍ତିତର୍କ ପରେ ଅନଶନରେ ବସିଥିବା ବିଧାୟକ ସୁକାନ୍ତ ନାୟକ ଏଥିରୁ ଓହରି ଯାଇଛନ୍ତି। ସେ ପ୍ରାୟ ୧୫…
ପୋଲିସ୍ ଏନ୍କାଉଣ୍ଟର: ୨ ଦୁର୍ଦ୍ଦାନ୍ତ ଅପରାଧୀ ଭେଲୁ, ମିଟୁନା ଆହତ
କେନ୍ଦ୍ରାପଡ଼ା ଅଫିସ/ ମାର୍ଶାଘାଇ(ଡି.ଏନ୍.ଏ.), ୫ା୧୦: କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଅଙ୍ଗୁଳାଇ ରାସ୍ତାର ପିଏନ୍ କଲେଜ ସମ୍ମୁଖ ରାସ୍ତାରେ ପୋଲିସ ଏନ୍କାଉଣ୍ଟରରେ ଦୁଇ ଦୁର୍ଦ୍ଦାନ୍ତ ଅପରାଧୀ ଶୁକ୍ରବାର ବିଳମ୍ବିତ ରାତିରେ ଆହତ ହୋଇଛନ୍ତି। ସେମାନେ ହେଲେ ଅନନ୍ତ ପ୍ରସାଦ ଜେନା ଓରଫ୍ ଭେଲୁ…
ଆଧାର ନ ଥିଲେ କୃଷି ଋଣ ନାହିଁ
ଭୁବନେଶ୍ୱର, ୫ା୧୦ (ବ୍ୟୁରୋ): ଧାନ ବିକ୍ରି କରିବାକୁ ଆଧାର କାର୍ଡ ବାଧ୍ୟତାମୂଳକ କରାଯାଇଥିବା ବେଳେ ଖରିଫ ଋଣ ପାଇବା ପାଇଁ ଆଧାରକୁ ବାଧ୍ୟତାମୂଳକ କରାଯାଇଛି। ଯେଉଁ ଚାଷୀମାନେ କୃଷି ଋଣ ପାଇଁ ମନୋନୀତ ହୋଇଛନ୍ତି ସେମାନଙ୍କୁ ଆଧାର କାର୍ଡ ଦେବାକୁ ହେବ।…
‘ଏସ୍ଏଚ୍ଜିଙ୍କୁ ଅଧିକ ଋଣ ଦିଅନ୍ତୁ ବ୍ୟାଙ୍କ’
ଭୁବନେଶ୍ୱର,୫ା୧୦(ବ୍ୟୁରୋ): ସ୍ବଂୟ ସହାୟକ ଗୋଷ୍ଠୀ (ଏସ୍ଏଚ୍ଜି)ଗୁଡିକ ବ୍ୟାଙ୍କରୁ ନେଉଥିବା ଋଣକୁ ଠିକ୍ ଭାବେ ପୈଠ କରୁଥିବା ବେଳେ ସେମାନଙ୍କ ଉପରେ ଅନାଦାୟ ଋଣ (ଏନ୍ପିଏ) ରହୁନାହିଁ। ବ୍ୟାଙ୍କଗୁଡ଼ିକ ରାଜ୍ୟରେ ମୋଟ୍ ୨ ଲକ୍ଷ କୋଟି ଟଙ୍କାର ଋଣ ପ୍ରଦାନ କରିଛନ୍ତି। ଏସ୍ଏଚ୍ଜିଗୁଡିକୁ…
ମିଳୁନି ପ୍ରଧାନମନ୍ତ୍ରୀ ଫସଲ ବୀମାରାଶି
ନବରଙ୍ଗପୁର,୫ା୧୦(ବି.ପ୍ର.): ନବରଙ୍ଗପୁର ଜିଲାର ୧୦ଟି ବ୍ଲକର ଚାଷୀ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ୨୦୧୮ ଖରିଫ ଚାଷ ପାଇଁ ପ୍ରିମିୟମ୍ ଜମା କରିଥିଲେ। କିନ୍ତୁ ଏଯାଏ ବୀମା ଟଙ୍କା ପାଇନାହାନ୍ତି। ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ ଓ କୃଷି ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟକୁ…
ଦୁର୍ନୀତି ପ୍ରହାର: ୫ ଅଧିକାରୀ ବିଦା
ଭୁବନେଶ୍ୱର,୫ା୧୦(ବ୍ୟୁରୋ): ଦୁର୍ନୀତି ମାମଲାରେ ଜଡିତ ୫ଜଣ ଅଧିକାରୀଙ୍କ ବିରୋଧରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଶୁକ୍ରବାର ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ ଚାକିରିରୁ ଆଗୁଆ ଅବସର ଦିଆଯାଇଥିବା ବେଳେ ଜଣଙ୍କୁ ବହିଷ୍କାର କରାଯାଇଛି। ଭିଜିଲାନ୍ସ କୋର୍ଟରେ ଦୋଷୀ ସାବ୍ୟସ୍ତ ହେବା…
୨୦ ଖଣି ନିଲାମ ପାଇଁ ବିଜ୍ଞପ୍ତି
ଭୁବନେଶ୍ୱର,୫ା୧୦(ବ୍ୟୁରୋ): ରାଜ୍ୟ ସରକାର ୨୦ଟି ଲୁହାପଥର ଓ ମାଙ୍ଗାନିଜ ଖଣି ନିଲାମ ପାଇଁ ପ୍ରସ୍ତୁତି ଚୂଡାନ୍ତ କରିଛନ୍ତି । ସେଥି ମଧ୍ୟରୁ ଶୁକ୍ରବାର ଇସ୍ପାତ ଓ ଖଣି ବିଭାଗ ପକ୍ଷରୁ ୧୦ଟି ଲୁହାପଥର ଓ ମାଙ୍ଗାନିଜ ଖଣି ନିଲାମ ପାଇଁ ବିଜ୍ଞପ୍ତି…
‘୨୩ କୋଟି ଖର୍ଚ୍ଚ ପରେ ବି ନଗଡ଼ାରେ ବିକାଶ ନାହିଁ ’: ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ ମାଗିଲେ ଏନ୍ଏଚ୍ଆର୍ସି
ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଯାଜପୁର ଜିଲାର ନଗଡ଼ାରେ ପୁଷ୍ଟିହୀନତା ଖବର ପ୍ରକାଶ ପାଇବାର ୩ ବର୍ଷରୁ ଅଧିକ ହୋଇଗଲାଣି । ଏ ନେଇ ସରକାରଙ୍କ ପାଣ୍ଠିରୁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଥିଲେ ମଧ୍ୟ ବାସ୍ତବ ଚିତ୍ର କିଛି ଭିନ୍ନ ଦେଖିବାକୁ ମିଳୁଛି।…
ହାତୀ ମୃତ୍ୟୁର ଅନୁଧ୍ୟାନ କରିବ ୬ ଜଣିଆ କମିଟି
ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ହାତୀଙ୍କୁ ହରପିସ୍ ସଂକ୍ରମଣକୁ ନେଇ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ଏହାର ଅନୁଧ୍ୟାନ ପାଇଁ ସେଣ୍ଟ୍ରାଲ ଜୁ’ ଅଥରିଟି ପକ୍ଷରୁ ଏକ କମିଟି ଗଠନ ହୋଇଛି। ଏହି କମିଟିରେ ୬ଜଣ ସଦସ୍ୟ ରହିଛନ୍ତି। ଖୁବ୍ଶୀଘ୍ର ଏହି କମିଟି…
ରେଳଷ୍ଟେଶନରେ ଏକକ ବ୍ୟବହୃତ ପ୍ଲାଷ୍ଟିକ ନିଷିଦ୍ଧ: କାର୍ଯ୍ୟାନୁଷ୍ଠାନ ପାଇଁ ନିୟମ ନାହିଁ
ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଗାନ୍ଧୀ ଜୟନ୍ତୀରୁ ରେଳଷ୍ଟେଶନଗୁଡ଼ିକରେ ଏକକ ବ୍ୟବହୃତ ପ୍ଲାଷ୍ଟିକ ବ୍ୟବହାର ଉପରେ କଟକଣା ଜାରି କରାଯାଇଛି। ହେଲେ ଏବେ ବି ବିଭିନ୍ନ ଷ୍ଟେଶନରେ ନିଷିଦ୍ଧ ପ୍ଲାଷ୍ଟିକ ଓ ପଲିଥିନ୍ ବ୍ୟବହାର ହେଉଛି। ତେବେ ସମ୍ପୃକ୍ତ ବ୍ୟବହାରକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ…
ଦଶହରାରେ ୧୯ ଯୋଡ଼ା ସ୍ବତନ୍ତ୍ର ଟ୍ରେନ
ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଦଶହରାରେ ଟ୍ରେନରେ ଯାତ୍ରୀ ଭିଡ଼କୁ ନଜରରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ସ୍ବତନ୍ତ୍ର ଟ୍ରେନ ସହ ନିୟମିତ ଟ୍ରେନରେ ଅତିରିକ୍ତ ବଗି ସଂଯୋଗ କରାଯାଇଛି। ଯଦ୍ୱାରା ୪ ଲକ୍ଷ ଅତିରିକ୍ତ ବର୍ଥ ସୃଷ୍ଟି କରାଯାଇଛି। ଏହି ସ୍ପେଶାଲ ଟ୍ରେନ…
୬୫ତମ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ପାଳିତ: ଜଙ୍ଗଲ ଆୟତନ ୮୮୫ ବର୍ଗ କିଲୋମିଟର ବଢ଼ିଛି
ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଭବନଠାରେ ୬୫ତମ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଭାଗୀୟ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମୁଖ୍ୟ ଅତିଥିଭାବେ ଯୋଗଦେଇ ଫନୀ ବାତ୍ୟାରେ କ୍ଷତିଗ୍ରସ୍ତ ବାଲୁଖଣ୍ଡ, ଚନ୍ଦକା-ଡମପଡ଼ା…
Archives


