‘ଗାନ୍ଧୀ ସର୍କିଟ’କୁ ଭୁଲିଗଲେ ସରକାର
ଭୁବନେଶ୍ୱର,୬ା୭(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ଓଡିଶା ଗସ୍ତକୁ ଉଜ୍ଜୀବିତ କରି ରଖିବା ପାଇଁ ରାଜ୍ୟ ପର୍ଯ୍ୟଟନ ଓ ସଂସ୍କୃତି ବିଭାଗ ପକ୍ଷରୁ ଗାନ୍ଧୀ ସର୍କିଟ୍ର ପରିକଳ୍ପନା କରାଯାଇଥିଲା। ମୃତ୍ୟୁ ପୂର୍ବରୁ ଗାନ୍ଧିଜୀ ଓଡିଶାର ଯେଉଁସବୁ ସ୍ଥାନକୁ ଆସିଥିଲେ ତାହାକୁ ଏକାଠି କରି...
ଗୋହିରିଆପଡ଼ା ଗ୍ରାମରେ ଅସବର୍ଣ୍ଣ-ସବର୍ଣ୍ଣ ବିବାଦ: ଏସ୍ପିଙ୍କ ଦ୍ୱାରସ୍ଥ ହେଲେ ଅସବର୍ଣ୍ଣ ପରିବାର
ନୟାଗଡ଼ ଅଫିସ,୬ା୭: ନୟାଗଡ଼ ଜିଲା ଫତେଗଡ଼ ଥାନା ଗୋହିରିଆପଡ଼ା ଗ୍ରାମରେ ଅସବର୍ଣ୍ଣ ସବର୍ଣ୍ଣ ବିବାଦ ଦେଖାଦେଇଛି। ସବର୍ଣ୍ଣ ଲୋକମାନେ ଅସବର୍ଣ୍ଣ ଲୋକମାନଙ୍କୁ ଆକ୍ରମଣ କରିଥିଲେ ମଧ୍ୟ ପୋଲିସ ଏ ଦିଗରେ ପଦକ୍ଷେପ ନେଉନାହିଁ। ଫତେଗଡ଼ ପୋଲିସ ହାତବାନ୍ଧି ବସିଥିବା ବେଳେ...
ସୁଭଦ୍ରାଙ୍କ ରଥ ଟାଣିଲେ ମହିଳା: ଅଧା ବାଟରେ ଅଟକିଲା ନନ୍ଦିଘୋଷ ରଥ
ରଣପୁର, ୬ା୭ (ସ୍ବ.ପ୍ର.): ଓଡିଶାର ଦ୍ୱିତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ନୟାଗଡ ଜିଲାର ରଣପୁର ଜଗନ୍ନାଥ ମନ୍ଦିରରୁ ଶ୍ରୀଜୀଉମାନେ ଗୁରୁବାର ଘୋଷଯାତ୍ରାରେ ରଥାରୂଢ ହୋଇ ନଅଦିନ ପାଇଁ ଜନ୍ମମାଟି ମାଉସୀମା’ ମନ୍ଦିରକୁ ବାହାରିଥିଲେ। ବଡଠାକୁର ବଳଭଦ୍ରଙ୍କ ରଥକୁ ଭକ୍ତମାନେ ଟାଣିନେଇ ମାଉସୀମା’...
ପୂର୍ବତନ ବିଧାୟକଙ୍କ କଲେଜ ଟପ୍ପର ଛାତ୍ରୀଙ୍କୁ ସମ୍ବର୍ଦ୍ଧନା
ଭାପୁର,୬ା୭(ଡି.ଏନ୍.ଏ.): ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଅଧୀନ ୬ଟି କଲେଜର +୨ କଳା ପରୀକ୍ଷାରେ ଏ ବର୍ଷ ଛାତ୍ରୀମାନେ ଟପ୍ପର ହୋଇଛନ୍ତି। ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ ଏହି ଛାତ୍ରୀମାନଙ୍କ ଘରକୁ ଯାଇ ସମ୍ବର୍ଦ୍ଧିତ କରିଛନ୍ତି। ଗତ ୫ ବର୍ଷ ହେଲା ଛାତ୍ରୀଛାତ୍ରମାନଙ୍କୁ...
‘ଜଗା ପାଇଁ ଗଛଟିଏ’ ସ୍ଳୋଗାନ: ଛାତ୍ରଙ୍କ ଦ୍ୱାରା ଚାରାରୋପଣ
ଭାପୁର,୬ା୭(ଡି.ଏନ୍.ଏ.): ପୁରୀର ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ପ୍ରତିବର୍ଷ ନୟାଗଡ଼ ଜିଲାରୁ ହିଁ ରଥକାଠ ପଠାଯାଇଥାଏ। କିନ୍ତୁ ପୂର୍ବଭଳି ନୟାଗଡ଼ ଜିଲା ଜଙ୍ଗଲଗୁଡ଼ିକରେ ରଥ ଉପଯୋଗୀ ସମସ୍ତ କାଠ ମିଳୁ ନ ଥିବା ସୂଚନା ମିଳିଛି। ତେଣୁ ଜିଲାର ବହୁ...
ସୁରକ୍ଷା କର୍ମୀ ନାହାନ୍ତି: ଏଟିଏମ୍ ପାଲଟିଛି ମାନସିକ ଦିବ୍ୟାଙ୍ଗଙ୍କ ଆଶ୍ରୟ
ନିରାକାରପୁର,୬ା୭(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ୭ଟିି ଏଟିଏମ୍ କେନ୍ଦ୍ର ରହିଛି । ସେଥିରୁ ମାତ୍ର ଗୋଟିଏ ଏଟିଏମ୍ରେ ସୁରକ୍ଷା କର୍ମୀ ଥିବାବେଳେ ଆଉ ୬ଟିରେ କେହିନାହାନ୍ତି । ତେଣୁ ପୂର୍ବରୁ ଏସବୁ ବୁଲା କୁକୁର ଓ ଅସାମାଜିକ ବ୍ୟକ୍ତିଙ୍କ...
ନାଡ୍ର ଜାତୀୟ ସମୀକ୍ଷା ବୈଠକ; କମ୍ ଖର୍ଚ୍ଚରେ ସହଜରେ ପିଲା ପାଇପାରିବେ ସାର୍ଟିଫିକେଟ
ଭୁବନେଶ୍ୱର, ୫।୭(ବ୍ୟୁରୋ)- କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ନ୍ୟାଶନାଲ ଏକାଡେମିକ ଡିପୋଜିଟୋରୀ (ନାଡ୍) କାର୍ଯ୍ୟକ୍ରମର ଜାତୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ ନିରଞ୍ଜନ ସାହୁ ସମ୍ମାନିତ ଅତିଥି...
ରଥଚକ ତଳେ ପଡି ବାଳକଙ୍କ ମୃତ୍ୟୁ ଘଟଣା: ସରକାରଙ୍କଠାରୁ ୫, ଦେବୋତ୍ତର ବିଭାଗ ପକ୍ଷରୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରତିଶ୍ରୁତି ମିଳିବା ପରେ ହଟିଲା ରାସ୍ତାରୋକୋ
ଖୋର୍ଦ୍ଧା ଅଫିସ,୫।୭: ଖୋର୍ଦ୍ଧା ଜିଲା ବାଣପୁର ସହରାଞ୍ଚଳର ପଲଟନ ପଡିଆସ୍ଥିତ ବଡହନ୍ତୁଆଡର ଚରଣ ଚକାଦେବଙ୍କ ରଥ ଚକା ତଳେ ପଡି ଅକ୍ଷୟ ପାତ୍ରଙ୍କ ପୁଅ ସୁନୀଲ (୭)ଙ୍କ ଗୁରୁବାର ମୃତ୍ୟୁ ଘଟିଥିଲା। ଏ ନେଇ ଶୁକ୍ରବାର ରଥ କମିଟି ଓ...
ମୌସୁମୀ ଦୁର୍ବଳ, ୯ ଯାଏ କାଁ ଭାଁ ବର୍ଷା
ଭୁବନେଶ୍ୱର,୫।୭(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରଭାବହୀନ ରହିଛି। ଆକାଶ ମେଘାଚ୍ଛନ୍ନ ରହୁଥିଲେ ମଧ୍ୟ କାଁ ଭାଁ ବର୍ଷା ହେଉଛି। ଆସନ୍ତା ୯ ତାରିଖ ଯାଏ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନାହିଁ। ଲଘୁଚାପର କିଛି ଆକାର ଦିଶୁ...
ଲୋକ ସଭାରେ ବିଭିନ୍ନ ପ୍ରସଙ୍ଗ ଉପସ୍ଥାପନ କଲେ ଓଡ଼ିଆ ଏମ୍ପି
ଭୁବନେଶ୍ୱର,୫।୭(ବ୍ୟୁରୋ) : ଲୋକ ସଭାରେ ଗୁରୁବାର ଏକାଧିକ ଓଡ଼ିଆ ଏମ୍ପି ବିଭିନ୍ନ ପ୍ରସଙ୍ଗ ଉପସ୍ଥାପନ କରିଛନ୍ତି। ବିଜେଡି ଟିକେଟ୍ରେ ଆସ୍କାରୁ ବିଜୟୀ ହୋଇଥିବା ପ୍ରମିଳା ବିଶୋଇ ପ୍ରଥମଥର ପାଇଁ ନିମ୍ନସଦନରେ କହିଥିବା ଦେଖିବାକୁ ମିଳିଥିଲା। ସ୍ବଳ୍ପ ସମୟ ମଧ୍ୟରେ ସେ...
ଇସ୍କନ ରଥଯାତ୍ରା : ଲକ୍ଷାଧିକ ଭକ୍ତଙ୍କ ଗହଣରେ ଗୁଣ୍ଡିଚା ମନ୍ଦିରରେ ପହଞ୍ଚିଲା ରଥ
ଭୁବନେଶ୍ୱର,୫।୭(ବ୍ୟୁରୋ): ଭୁବନେଶ୍ୱରର ପ୍ରସିଦ୍ଧ ଇସ୍କନ ମନ୍ଦିର ରଥଯାତ୍ରା ଏଥର ଆନନ୍ଦ ଉଲ୍ଲାସର ସହ ଶେଷ ହୋଇଛି। ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଗହଣରେ ମହାପ୍ରଭୁ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିଥିଲେ। ପୂର୍ବ ନିର୍ଦ୍ଧାରିତ ସମୟ ଅପରାହ୍ନ ୩ଟାରୁ ରଥଟଣା ହୋଇ ସିଆର୍ପିଏଫ୍...
ଶରଧାବାଲିରେ ତିନିରଥ : ଶ୍ରୀକ୍ଷେତ୍ରରେ ଭକ୍ତିମୟ ପରିବେଶ
ପୁରୀ ଅଫିସ,୫।୭ : ଶ୍ରୀମନ୍ଦିର ଛାଡ଼ି ବଡଦାଣ୍ଡକୁ ଓହ୍ଲାଇ ଆସିଲେ ଚତୁର୍ଦ୍ଧାବିଗ୍ରହ। ତାଙ୍କ ସ୍ପର୍ଶରେ ରଥ, ପଥ ହେଲା ବ୍ରହ୍ମମୟ। ବଡ଼ଦାଣ୍ଡରେ ଭକ୍ତ-ଭଗବାନଙ୍କର ଘଟିଲା ମହାମିଳନ। ଦାରୁଦିଅଁଙ୍କ ଦର୍ଶନ ପାଇ ଭାବରେ ଭିଜିଲେ ଭକ୍ତ। ପରେ ଭଉଣୀ ଭାଇଙ୍କୁ ସାଥିରେ...
Archives


