ରାଜ୍ୟ

ଟାଟା ଖଣି ସମ୍ମୁଖରେ ଜମିହରା ଗ୍ରାମବାସୀଙ୍କ ଆନ୍ଦୋଳନ: କର୍ମଚାରୀଙ୍କୁ ଖଣି ଭିତରକୁ ଛାଡିଲେ ନାହିଁ

ଯୋଡ଼ା, ୫।୭(ଡି.ଏନ.ଏ.)-କେନ୍ଦୁଝର ଜିଲା ଟାଟା ଷ୍ଟିଲ କମ୍ପାନୀର ଯୋଡ଼ା ଇଷ୍ଟ ଲୁହାପଥର ଖଣି ଫାଟକ ସମ୍ମୁଖରେ ଜମିହରା ଅଧିବାସୀ ଗୁରୁବାର ଭୋରରୁ ଆନ୍ଦୋଳନ ଆରମ୍ଭ କରିଛନ୍ତି। ସେମାନେ ଖଣି ଫାଟକକୁ ବନ୍ଦ କରିବା ସହିତ ଧାରଣା ଦେଇଛନ୍ତି ା ଫଳରେ...

ଧାନ ତଳି ଉପରେ ୨ ଫୁଟର ପାଣି

ପଦ୍ମପୁର, ୫।୭ (ଡି.ଏନ.ଏ.) – ବିଳମ୍ବିତ ମୌସୁମୀ ବର୍ଷା ପରେ ନଦୀ ଜଳ ଏବେ ଚାଷୀଙ୍କ ପାଇଁ କାଳ ସାଜିଛି। ଭଦ୍ରକ ବ୍ଲକ ସାହାଡ଼ା ପଞ୍ଚାୟତର ଧରମସରଣବିନ୍ଧା, ସାହାଡା ହରିପୁର, ବାସୁଦେବପୁର ବ୍ଲକ ସୁଗୋ ପଞ୍ଚାୟତର କୁସୁନବିନ୍ଧା, କାଞ୍ଜିଖିଆ, ସୁଗୋ,...

ପ୍ରେମ, ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ: ୨ ଗିରଫ

ଗଞ୍ଜାମ,୫ା୭(ଡି.ଏନ.ଏ.)- ଗଞ୍ଜାମ ଜିଲା ରମ୍ଭା ଜଗନ୍ନାଥ ମହାବିଦ୍ୟାଳୟ ଡେମୋନଷ୍ଟ୍ରେଟର ଅଶ୍ୱିନି ମିଶ୍ର ହତ୍ୟା ମାମଲାର ପର୍ଦ୍ଦାଫାସ କରିଛି ପୋଲିସ। ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ମଧୁରଚୁଅଁା ଗ୍ରାମର ଜନାର୍ଦ୍ଦନ ନାହାକ ଓରଫ ଦନା (୪୧) ଓ ସହଯୋଗୀ ଉକ୍ତ କଲେଜର ପୂର୍ବତନ...

ନିଶାଶକ୍ତ ଚାଳକଙ୍କ ଲାଇସେନ୍ସ ରଦ୍ଦ

ଦାରିଙ୍ଗବାଡ଼ି,୪।୭(ଡି.ଏନ.ଏ.)- ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ନିଶାଶକ୍ତ ଅବସ୍ଥାରେ ଗାଡି ଚଳାଉଥିବା ଜଣେ କାର ଚାଳକଙ୍କୁ ଦାରିଙ୍ଗବାଡ଼ି ପୋଲିସ ଥାନାକୁ ଆଣିଛି। ଚାଳକ ଜଣକ ହେଲେ ବ୍ରହ୍ମପୁର ଅଞ୍ଚଳର ଭୀମ ବିଶ୍ୱାଳ। ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ତାଙ୍କ...

ମାଟ୍ରିକ ସାର୍ଟିଫିକେଟ ପାଇଁ ଅର୍ଥ ଆଦାୟ ଅଭିଯୋଗ

ପାତ୍ରପୁର,୪ା୭(ଡି.ଏନ୍‌.ଏ.)- ରାଜ୍ୟରେ ଦଶମ ଶ୍ରେଣୀ ପାସ୍‌ କରିଥିବା ଛାତ୍ରୀଛାତ୍ରଙ୍କୁ ୨ଦିନ ହେଲା ସାର୍ଟିଫିକେଟ ପ୍ରଦାନ କରାଯାଉଛି। ସରକାର ବିନା ଅର୍ଥରେ ଏହି ସାର୍ଟିଫିକେଟ ଦେଉଥିବାବେଳେ ପାତ୍ରପୁର ଅଞ୍ଚଳର ଏକ ହାଇସ୍କୁଲରେ ଏନେଇ ଅର୍ଥ ଦାବି କରାଯାଉଥିବା ଅଭିଯୋଗ ହୋଇଛି। ବିନା...

ବିଧାନସଭା ଷ୍ଟାଣ୍ଡିଂ କମିଟି ସଭ୍ୟ ହେଲେ ବିଧାୟିକା

ବରୀ,୪ା୭(ସ୍ବ.ପ୍ର.)- ବରୀ ବିଧାୟିକା ସୁନନ୍ଦା ଦାସଙ୍କୁ ବୁଧବାର ବିଧାନସଭା ଷ୍ଟାଣ୍ଡିଂ କମିଟି ଦାୟିତ୍ୱ ମିଳିଛି। ଏ ନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବରୀରେ ଉତ୍ସାହ ଦେଖାଦେଇଛି। ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚ ଶିକ୍ଷା କ୍ରୀଡ଼ା ଯୁବ...

କଟକଣା ସତ୍ତ୍ୱେ ବନ୍ଦ ହେଲାନି ଫର୍ମାଲିନ ବ୍ୟବହାର

ପାରାଦୀପ,୪ା୭(ସ୍ବ.ପ୍ର.): ସମୁଦ୍ରରୁ ଉତ୍ପାଦିତ ମାଛକୁ ଏ, ବି, ସି, ଡି ଭଳି ଗ୍ରେଡ୍‌ କରାଯାଇ ବିକ୍ରୟ କରାଯାଏ। ଏ ଓ ବି ଗ୍ରେଡ୍‌ ମାଛ ବିଦେଶକୁ ରପ୍ତାନୀ ହେଉଥିବାବେଳେ ସି ଓ ଡି ଗ୍ରେଡ ମାଛକୁ ସ୍ଥାନୀୟ ବଜାରରେ ବିକ୍ରି...

ଶରଧାବାଲିରେ ୩ ରଥ: ରତ୍ନବେଦୀରୁ ଜନ୍ମବେଦୀକୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ଯାତ୍ରା

ଭୁବନେଶ୍ୱର, ୪।୭(ବ୍ୟୁରୋ): ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲାଗିଲା ତିନି ରଥ। ବଳଦେବଙ୍କ ତାଳଧ୍ୱଜ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗୁଣ୍ଡିଚା ମନ୍ଦିରରେ ପହଞ୍ଚିବା ପରେ ଶେଷରେ ବଡ଼ଠାକୁର ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଶରଧାବାଲିରେ ପହଞ୍ଚିଛି। ଭାବମୟ ପରିବେଶରେ ଘଣ୍ଟ,...

ଗୁଣ୍ଡିଚା ଆଗରେ ୨ ରଥ, ଗଡ଼ିଚାଲିଛି ନନ୍ଦିଘୋଷ

ଭୁବନେଶ୍ୱର, ୪।୭(ବ୍ୟୁରୋ): ନବଦିନାତ୍ମକ ଯାତ୍ରାରେ ଚତୁର୍ଦ୍ଧାମୂର୍ତ୍ତି। ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଇତିମଧ୍ୟରେ ଶ୍ରୀଗୁଣ୍ଡିଚା ମନ୍ଦିର ମଣ୍ଡପ ନିକଟରେ ଲାଗିଯାଇଛି ବଳଦେବଙ୍କ ତାଳଧ୍ୱଜ ରଥ। ପରେ ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ବି ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ ପହଞ୍ଚି ଯାଇଛି। ପଛରେ ଗହଳି...

ଶହେବର୍ଷ ପରେ…ସୋରଡା ରଥଯାତ୍ରାରେ ଛେରାପହଁରା କଲେ ରାଜବଂଶୀ

ସୋରଡା,୪ା୭(ଡି.ଏନ୍‌.ଏ.)- ଦୀର୍ଘ ଶହେବର୍ଷ ପରେ ସୋରଡା ରଥଯାତ୍ରାରେ ରାଜବଂଶୀ ଛେରାପହଁରା କରିଛନ୍ତି। ଡ. ଦେବବତ୍ତ ସିଂଦେଓ ଯୋଗଦେଇ ରଥାରୁଢ ଠାକୁରଙ୍କ ନିକଟରେ ଛେରାପହଁରା ନୀତି ସମ୍ପନ୍ନ କରିଛନ୍ତି। ମଧ୍ୟାହ୍ନରେ ତହସିଲ କାର୍ଯ୍ୟାଳୟରୁ ପାଟ୍ଟଭୋଗ ଆସିବା ପରେ ପହଣ୍ଡି ଆରମ୍ଭ ହୋଇଥିଲା।...

ଗଡ଼ିଲା ନନ୍ଦିଘୋଷ, ଗହଳି ଲଗାଇ ଆସୁଛନ୍ତି ‘ସାଆନ୍ତେ’

ପୁରୀ ଅଫିସ,୪।୭: ବଡ଼ ଭାଇ ପ୍ରଭୁ ବଳଭଦ୍ରଙ୍କ ‘ତାଳଧ୍ୱଜ’, ଦେବୀ ସୁଭଦ୍ରାଙ୍କ ‘ଦର୍ପଦଳନ’ ରଥ ଗଡ଼ିବା ପରେ ଗଡ଼ିଛି କାଳିଆ ସାଆନ୍ତଙ୍କ ‘ନନ୍ଦିଘୋଷ। ଘଣ୍ଟ, କାହାଳୀ, ମୃର୍ଦ୍ଦଳର ତାଳେତାଳେ ଭକ୍ତଙ୍କ ଗହଳରେ ଆଗେଇ ଚାଲିଛି ମହାପ୍ରଭୁଙ୍କ ରଥ। ଦୂରରୁ ଦେଖିଲେ...

ଆରମ୍ଭ ହେଲା ରଥଟଣା: ଆଗରେ ବଡ଼ ଭାଇ ବଳଭଦ୍ର, ମଝିରେ ଦେବୀ ସୁଭଦ୍ରା; ଗହଳି ଲଗାଇ ଆସିବେ କଳାଠାକୁର

ପୁରୀ ଅଫିସ,୪।୭: ରଥରେ ଚାରମାଳ ଫିଟାଯାଇ ଘୋଡ଼ା ଯୋଚାଯିବା ପରେ ଆରମ୍ଭ ହୋଇଛି ରଥ ଟଣା। ନିର୍ଦ୍ଧାରିତ ସମୟ ପୂର୍ବରୁ ଅର୍ଥାତ ୨ଟା ୧୫ ମିନିଟ୍‌ରୁ ରଥଟଣା ଆରମ୍ଭ ହୋଇଛି। ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ ରଥକୁ ଭକ୍ତ ତଥା ଶ୍ରଦ୍ଧାଳୁମାନେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri