ରାଷ୍ଟ୍ରପତିଙ୍କ ଗସ୍ତ ଚୂଡ଼ାନ୍ତ:୮ରେ ପାଇକ ସ୍ମାରକୀର ହେବ ଶିଳନ୍ୟାସ
ଖୋର୍ଦ୍ଧା ଅଫିସ,୨୭-୧୧:ଖୋର୍ଦ୍ଧାର ବରୁଣେଇ ପାହାଡ ପାଦଦେଶରେ ନିର୍ମାଣ ହେବାକୁ ଥିବା ପାଇକ ସ୍ମାରକୀର ଶିଳାନ୍ୟାସ ଡିସେମ୍ବର ୮ରେ ଅନୁଷ୍ଠିତ ହେବ। ଏହି ଶିଳାନ୍ୟାସ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ କରିବେ। ଏଥିପାଇଁ ରାଷ୍ଟ୍ରପତିଙ୍କ ବରୁଣେଇ ଗସ୍ତ ଚୂଡାନ୍ତ ହୋଇଛି। ସୁରକ୍ଷା ଦୃଷ୍ଟିରୁ…
ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟ:୧୬ ବିଭାଗରେ ନିଯୁକ୍ତ ହେବେ ୨୮୯ ଅଧ୍ୟାପକ
ଭୁବନେଶ୍ୱର, ୨୭-୧୧(ବ୍ୟୁରୋ):ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟଗୁଡ଼ିକରେ ଖାଲିଥିବା ଅଧ୍ୟାପକ ପଦବୀ ପୂରଣ ଦିଗରେ ସରକାର ପଦକ୍ଷେପ ନେଇଛନ୍ତି। ଏଥିପାଇଁ ବିଭାଗ ଦ୍ୱାରା ରାଜ୍ୟ ସିଲେକ୍ଶନ୍ ବୋର୍ଡକୁ ୮୩୩ ଅଧ୍ୟାପକ ପଦବୀ ପୂରଣ ନିମନ୍ତେ ପଦକ୍ଷେପ ନେବାକୁ ଅନୁରୋଧ…
ଅକାମୀ ହେବନି ୧୫ ବର୍ଷର ପୁରୁଣା ଗାଡ଼ି
ଭୁବନେଶ୍ୱର, ୨୭-୧୧(ବ୍ୟୁରୋ):୧୫ ବର୍ଷିଆ ପୁରୁଣା ଗାଡି ଅକାମୀ ହୋଇଯିବ। ସେସବୁ ଗାଡିକୁ ରାସ୍ତାରୁ ହଟାଇ ଦିଆଯିବା ନେଇ ଯେଉଁ ଚର୍ଚ୍ଚା ହେଉଥିଲା ସେଥିରେ ବିରାମ ଲାଗିଛି। ବର୍ତ୍ତମାନ ସୁଦ୍ଧା ଏ ନେଇ କୌଣସି ନିୟମ ହୋଇ ନାହିଁ। ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍ଟିଏ)ଙ୍କ…
ବାୟୁ ପ୍ରଦୂଷଣ: ୧୭ ସହର ସ୍ଥିତି ନିୟନ୍ତ୍ରଣାଧୀନ
ଭୁବନେଶ୍ୱର,୨୬।୧୧(ବ୍ୟୁରୋ)- ରାଜ୍ୟ ପ୍ରଦୂଷଣ ବୋର୍ଡ ପକ୍ଷରୁ ୧୭ ସହର ବାୟୁର ମାନ ପରୀକ୍ଷଣ କରାଯାଇଥାଏ। ଚଳିତ ଅକ୍ଟୋବର ଶେଷ ସୁଦ୍ଧା ମାନ ପରୀକ୍ଷା ସମ୍ବଦ୍ଧିତ ତଥ୍ୟ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମଙ୍ଗଳବାର ବିଧାନସଭାରେ ଏହି ତଥ୍ୟ…
ରତ୍ନଭଣ୍ଡାର ଖୋଲିବା ପାଇଁ ପ୍ରସ୍ତାବ ନାହିଁ: ଆଇନ ମନ୍ତ୍ରୀ
ଭୁବନେଶ୍ୱର,୨୬।୧୧(ବ୍ୟୁରୋ)- ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଶେଷ ଥର ପାଇଁ ୧୯୮୫ ଜୁଲାଇ ୧୪ ତାରିଖରେ ଗଣାହୋଇଥିଲା। ସେହି ସମୟର ଗଣନାନୁଯାୟୀ, ଭଣ୍ଡାର ଘରେ ୪୫୪ ଗୋଟି ସୁନା ଅଳଙ୍କାର ଓ ଅନ୍ୟାନ୍ୟ ଜିନିଷ ୧୨,୮୩୪ ଭରି ୧୩/୪ ଅଣା(ମୂଲ୍ୟବାନ ପଥର ସହିତ)…
କାମ୍ପା ଫଣ୍ଡରେ ଓଡ଼ିଶାକୁ ମିଳିଲା ୫୯୩୩ କୋଟି
ଭୁବନେଶ୍ୱର,୨୬।୧୧(ବ୍ୟୁରୋ)-କ୍ଷତିପୂରକ ବନୀକରଣ ପାଣ୍ଠି ପରିଚାଳନା ଓ ଯୋଜନା କର୍ତ୍ତୃପକ୍ଷ(କାମ୍ପା)ରେ ୨୦୦୬-୦୭ରୁ ୨୦୧୯ ଫେବୃୟାରୀ ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କଠାରୁ ୫୯୩୩ କୋଟି ୯୮ ଲକ୍ଷ ଟଙ୍କା ପାଇଛନ୍ତି। ଯୋଜନା କାର୍ଯ୍ୟକାରୀ ହେବାଠାରୁ ୨୦୦୯-୧୦ରୁ ୨୦୧୭-୧୮ ମଧ୍ୟରେ କେନ୍ଦ୍ର…
ଛାତ୍ରୀଛାତ୍ରଙ୍କ ସହ ମଧ୍ୟାହ୍ନ ଭୋଜନ ଖାଇଲେ ବିଡିଓ
ବନ୍ତ, ୨୬ା୧୧(ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବିଡିଓ ରେବିକା ବିଲୁଙ୍ଗ ମଙ୍ଗଳବାର ବଡ ବର୍ଚ୍ଚିକୟାଁ ପଞ୍ଚାୟତ ପରିଦର୍ଶନରେ ଯାଇ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବା ସହିତ ପ୍ରଧାନମନ୍ତ୍ରୀ ଆବାସ କାର୍ଯ୍ୟର ତଦାରଖ କରିଥିଲେ। ଏହି ଅବସରରେ ସେ ସରପଞ୍ଚ ବିଷ୍ଣୁ…
ପ୍ରତିଶ୍ରୁତି ପୂରଣ କରିବାରେ ବିଫଳ ପ୍ରଶାସନ: ପୁଣି ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର
ବାରିପଦା ଅଫିସ,୨୬ା୧୧- ମୟୂରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ଉତ୍ତର ଓଡ଼ିିଶା ବିଶ୍ୱବିଦ୍ୟାଳୟରେ ଦୀର୍ଘ ଦିନ ହେବ ଛାତ୍ର ଅଶାନ୍ତି ଲାଗି ରହିଛି। ଏଠାରେ ସମନ୍ବିତ ବିଏଡ, ଏମଏଡ ପାଠ୍ୟକ୍ରମରେ ଅଧ୍ୟୟନ କରଥିବା ଛାତ୍ରୀଛାତ୍ରମାନଙ୍କୁ କେବଳ ଏମଏଡ ପାଠ୍ୟକ୍ରମ ଦ୍ୱିତୀୟ ପରୀକ୍ଷା ଦେବା…
୨୬/୧୧ ଆକ୍ରମଣକୁ ପୂରିଲା ୧୧ ବର୍ଷ: ବାଲୁକାକଳାରେ ଶହୀଦଙ୍କୁ ମନେପକାଇଲେ ସୁଦର୍ଶନ
ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ୨୦୦୮ ନଭେମ୍ବର ୨୬ରେ ବମ୍ବେରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଘଟଣାକୁ ଆଜି ପୂରିଛି ୧୧ବର୍ଷ। ଏହି ଅବସରରେ ହିରୋମାନଙ୍କୁ ମନେପକାଇ ବାଲୁକାଶିଳ୍ପୀ ସୁଦର୍ଶନ ପୁରୀ ବେଳାଭୂମିରେ ଏକ ବାର୍ତ୍ତା ଦେଇଛନ୍ତି। ୨୬/୧୧ ଆକ୍ରମଣ ଅଭୂଲା ବୋଲି ସେ କହିବା ସହ…
ବାଲୁକାକଳାରେ ଦେଶବାସୀଙ୍କୁ ସମ୍ବିଧାନ ଦିବସର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ
ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ଆଜି ୭୦ତମ ସମ୍ବିଧାନ ଦିବସ। ଏହି ଅବସରରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ଏକ ବାଲୁକାକଳା କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସ୍ବତନ୍ତ୍ରତା,ସମାନତା ଏବଂ ଭାତୃତ୍ୱ ସମ୍ବିଧାନର ତିନୋଟି ସ୍ତମ୍ଭ ବୋଲି ସେ ଅବିହୀତ କରିଛନ୍ତି। ପ୍ରକାଶଯୋଗ୍ୟ, ଭାରତର…
୧୦୦ କୋଟି ତ ପଛ କଥା, ୧୦୦ ଟଙ୍କାର ପ୍ରମାଣ ଦେଲେ ରାଜନୀତି ଛାଡ଼ିଦେବି: ମହାରଥୀ
ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀ ୧୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ସରକାରୀ ଜମିକୁ ହଡ଼ପ କରିଥିବା ଭାଜପା ଅଭିଯୋଗ କରିବାକୁ ନେଇ ମନ୍ତ୍ରୀ ମଙ୍ଗଳବାର ପ୍ରତିକ୍ରିୟା ରଖିଛନ୍ତି। ସେ ଏହାକୁ ଖଣ୍ଡନ କରିବା ସହ…
ବିଧାନସଭାରେ ମହାନଦୀ ପ୍ରସଙ୍ଗ ଉଠାଇଲେ ନରସିଂହ: କହିବାକୁ ନ ଦେବାରୁ ବିରୋଧୀଙ୍କ ହଟ୍ଟଗୋଳ, ବୁଧବାର ଯାଏ ଗୃହ ମୁଲତବୀ
ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ମହାନଦୀ ଜଳବିବାଦ ପ୍ରସଙ୍ଗ ଶାନ୍ତ ପଡ଼ିବା ନେଇ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର। ମଙ୍ଗଳବାର ବିଧାନସଭା ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ନରସିଂହ କହିଛନ୍ତି ଯେ, ଗତ ନିର୍ବାଚନ ପରେ ରାଜ୍ୟ…
Archives


