ରାଜ୍ୟ

ପୋଲିସ ତଦନ୍ତରେ ଶିଥିଳତା ବିରୋଧରେ ରାସ୍ତାରୋକୋ

କେନ୍ଦ୍ରାପଡା ଅଫିସ,୪ା୭: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ନୟନବିହାରସ୍ଥିତ ଘରୋଇ ଆବାସିକ ମହାବିଦ୍ୟାଳୟ ଛାତ୍ରୀଙ୍କ ମୃତ୍ୟୁ ଘଟଣା ବୁଧବାର ଆନ୍ଦୋଳନର ରୂପ ନେଇଛି । ଏହାର ତଦନ୍ତରେ ଶିଥିଳତା ଅଭିଯୋଗ କରି ମୃତାକଙ୍କ ପରିବାର ପକ୍ଷରୁ ବୁଧବାର କଟକ- ଚାନ୍ଦବାଲି...

ବିଷାକ୍ତ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

କୃଷ୍ଣପ୍ରସାଦ,୪ା୭(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ନନ୍ଦଳା ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଜଣେ ମହିଳାଙ୍କ ବୁଧବାର ମୃତ୍ୟୁ ଘଟିଛି। ମହିଳାଙ୍କ ନାମ ଅମ୍ବି ନାୟକ(୬୨) । ସେ ବୁଧବାର ସକାଳ ପ୍ରାୟ ୮ଟାରେ ନିଜ ଘର ବାଡ଼ିପଟେ ଚଲାବୁଲା କରୁଥିବା...

ଖାଦ୍ୟ ସୁରକ୍ଷା ଯୋଜନାରେ ଅନିୟମିତତା ଅଭିଯୋଗ: ରାଶନ କାର୍ଡ ତାଲିକାରୁ ବଞ୍ଚିତ ବୃଦ୍ଧ

ନୂଆଗାଁ,୪ା୭(ଡି.ଏନ୍‌.ଏ.): ଦେଶର ପ୍ରତି ଗରିବଙ୍କୁ ଆହାର ଦେବା ପାଇଁ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ଅନୁସାରେ ଚାଉଳ, ଗହମ ଆଦି ଯୋଗାଇ ଦେବାର ନିୟମ ରହିଛି। ତେବେ ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ଏହି ଯୋଜନାର ବ୍ୟତିକ୍ରମ ଦେଖିବାକୁ ମିଳୁଛି...

ପରିବେଶ ପର୍ଯ୍ୟଟନସ୍ଥଳୀ ସୁନାମୁହିଁ ଅସୁରକ୍ଷିତ: ଦୁର୍ବୃତ୍ତମାନେ ଭାଙ୍ଗିଦେଲେ ମୂଲ୍ୟବାନ୍‌ ସାମଗ୍ରୀ

ଖଣ୍ଡପଡା,୪ା୭(ସ୍ବ.ପ୍ର.): ଖଣ୍ଡପଡା ସହର ଉପକଣ୍ଠ ଖଣ୍ଡପଡା-ନୟାଗଡ ମୁଖ୍ୟ ରାସ୍ତା ପାର୍ଶ୍ୱରେ ଥିବା ସୁନାମୁହିଁ ପରିବେଶ ପର୍ଯ୍ୟଟନସ୍ଥଳୀ ଏବେ ଅସୁରକ୍ଷିତ ହୋଇପଡିଛି। ପର୍ଯ୍ୟଟକଙ୍କ ସୁବିଧା ପାଇଁ ଏଠାରେ ସିମେଣ୍ଟ ବେଞ୍ଚ, ଚୌକି ସହ ଶାରୀରିକ ବ୍ୟାୟାମ ନିମନ୍ତେ ଅନେକ ମୂଲ୍ୟବାନ ଉପକରଣ...

ମହାନଦୀ ମାଳବନ୍ଧର ସୁରକ୍ଷା:ପଥର ପ୍ୟାକିଂରେ ବ୍ୟବହାର ହେଉଛି ଛୋଟ ପଥର; ପ୍ରଥମ ବନ୍ୟାରେ ଭାସିଯିବା ଆଶଙ୍କା

ଖଣ୍ଡପଡା,୪ା୭ (ସ୍ବ.ପ୍ର.): କଣ୍ଟିଲୋ ନୀଳମାଧବ ଜୀଉ ମନ୍ଦିର ପାଦଦେଶରେ ପ୍ରବାହିତ ମହାନଦୀ ଦକ୍ଷିଣପାର୍ଶ୍ୱ ମାଳବନ୍ଧ ବିଭିନ୍ନ ସମୟରେ କ୍ଷତିଗ୍ରସ୍ତ ହେଉଥିବାରୁ ଏହାର ସୁରକ୍ଷା ପାଇଁ ପଦକ୍ଷେପ ନିଆଯାଉଛି। ଏଥିଲାଗି ଗତ ଜାନୁୟାରୀରୁ ପଥର ପ୍ୟାକିଂ କାମ ଆରମ୍ଭ ହୋଇଛି ।...

ଶ୍ରୀମନ୍ଦିରରୁ ମା’ ନାରାୟଣୀ ପୀଠକୁ ଆସିଲା ମହାପ୍ରସାଦ ଓ ଶାଢ଼ି

ଖଣ୍ଡପଡା,୪ା୭ (ସ୍ବ.ପ୍ର.): ଘୋଷଯାତ୍ରା ଅବସରରେ ପ୍ରତିବର୍ଷ ପରି ଚଳିତବର୍ଷ ରାଜ୍ୟର ସମସ୍ତ ଜିଲାରେ ଥିବା ବିଭିନ୍ନ ଶକ୍ତିପୀଠକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରୀ ଜୀଉଙ୍କ ଲାଗିମାଳ, ମହାପ୍ରସାଦ ଓ ଲାଗି ଶାଢି ଦେବୀମାନଙ୍କ ଉଦ୍ଦେଶ୍ୟରେ ଅର୍ପଣ କରାଯାଇଛି। ନୟାଗଡ଼ ଜିଲାର...

୧୦ବର୍ଷ ପରେ ଘରକୁ ଫେରି ଆତ୍ମହତ୍ୟା

ହିଞ୍ଜଳିକାଟୁ,୩ା୭(ଡି.ଏନ୍‌.ଏ.)- ୧୦ ବର୍ଷ ତଳେ ଘରୁ କେଉଁଆଡେ ଚାଲିଯାଇଥିଲେ। ୨ଦିନ ତଳେ ହଠାତ୍‌ ଘରକୁ ଫେରି ଜାଣିଲେ ୨ମାସ ତଳେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଛି। ଏଥିରେ ମ୍ରିୟମାଣ ହୋଇ ଶେଷରେ ରଶି ଲଗାଇ ଜୀବନ ହାରିଲେ। ଏଭଳି ଏକ ଅଭାବନୀୟ...

ସାରଙ୍ଗଡ଼ରୁ ବଣ୍ଡଗୁଡ଼ାକୁ ମୃତଦେହ ବୁହାଯିବା ଘଟଣା: ନର୍ସ, ଆଟେଣ୍ଡାଣ୍ଟ ନିଲମ୍ବିତ

ଫୁଲବାଣୀ ଅଫିସ,୩।୭-ଫୁଲବାଣୀ ଜିଲା କ.ନୂଆଗଁା ବ୍ଲକ ସାରଙ୍ଗଗଡ ଚିକିସତ୍ାଳୟରୁ ପୁଣି ଜଣେ ବ୍ୟକ୍ତିଙ୍କ ମୃତଦେହ ବୋହି ନେବା ଘଟଣାରେ ମଙ୍ଗଳବାର ଜିଲା ଚିକିତ୍ସାଧିକାରୀ ସମୀର କୁମାର ଦାସ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ବାଲିଗୁଡା ଉପଖଣ୍ଡ ଚିକିତ୍ସା ଅଧିକାରୀଙ୍କ ରିପୋର୍ଟ...

କ୍ଷେତ୍ର ପରିଦର୍ଶନ କଲେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର

ଆସିକା,୩ା୭(ଡି.ଏନ୍‌.ଏ.)- ଆସିକା ବାଲିପଦର ମୁଖ୍ୟ ରାସ୍ତାର ବାବନପୁର ସଂଲଗ୍ନ ଗଡଗଡିଆ ପାହାଡ ପାଦ ଦେଶରେ ଆସିକା ଏନ୍‌ଏସି ପକ୍ଷରୁ ବର୍ଯ୍ୟବସ୍ତୁ ପରିଚାଳନା ପ୍ରକଳ୍ପ ନିର୍ମାଣ ଲାଗି ସ୍ଥାନ ଚିହ୍ନଟ ହୋଇଛି। ବୁଧବାର ମଧ୍ୟାହ୍ନରେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ତେନଜନ୍‌ ୱାପଙ୍ଗ...

ରଥ ପଥ ଭକ୍ତ ସମସ୍ତେ ପ୍ରସ୍ତୁତ: ନୟାଗଡ଼ରେ ୩ଟା ୩୦ରେ ହେବ ରଥଟଣା

ନୟାଗଡ଼ ଅଫିସ,୩।୭: ଗୁରୁବାର ଘୋଷଯାତ୍ରା। ଚତୁର୍ଦ୍ଧା ମୂର୍ତ୍ତି ରଥାରୂଢ଼ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ। ଏଥିପାଇଁ ନୟାଗଡ଼ ସହର ଓଲ୍ଡଟାଉନ୍‌ଠାରେ ଥିବା ଜଗନ୍ନାଥ ମନ୍ଦିର ଚଳଚଞ୍ଚଳ ହୋଇପଡ଼ିଛି। ରଥରେ କାରିଗର ସେମାନଙ୍କର ଶେଷ ସ୍ପର୍ଶ ଦେଇଥିବାବେଳେ ଭକ୍ତମାନେ ଅପେକ୍ଷା କରିଛନ୍ତି...

ଯୁକ୍ତ୨ ନାମଲେଖା ଆରମ୍ଭ: ୨୯ରେ ପ୍ରଥମବର୍ଷ ପାଠ ପଢ଼ା

ଭୁବନେଶ୍ୱର, ୩ା୭(ବ୍ୟୁରୋ): ଯୁକ୍ତ୨ ନାମଲେଖା ବୁଧବାରଠାରୁ ଆରମ୍ଭ ହୋଇଛି। ଏଥର ଯୁକ୍ତ୨ ପ୍ରଥମବର୍ଷ ଲାଗି ୩ଲକ୍ଷ ୭୫ ହଜାର ୯୫୮ ଜଣ ଛାତ୍ରୀଛାତ୍ର ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୩ଲକ୍ଷ ୩୩ହଜାର ୫୭୩ ଜଣ ଛାତ୍ରୀଛାତ୍ର ମନୋନୀତ...

ସିୱାଇଏସ୍‌ଡିର ବଜେଟ୍‌ ବ୍ୟବଚ୍ଛେଦ: ପୂର୍ବ ଘୋଷିତ ଯୋଜନା ପାଇଁ ସାମାଜିକ ବିକାଶକୁ ଅଣଦେଖା

ଭୁବନେଶ୍ୱର, ୩ା୭(ବ୍ୟୁରୋ): ଚଳିତ ଆର୍ଥତ୍କ ବର୍ଷର ରାଜ୍ୟ ବଜେଟ୍‌ ବ୍ୟୟବରାଦ ଗତ ବର୍ଷ ତୁଳନାରେ ୧୫.୭ ପ୍ରତିଶତ ବୃଦ୍ଧି ଘଟିଛି। ସେହି ଅନୁସାରେ ସାମାଜିକ କ୍ଷେତ୍ରର ବ୍ୟୟ ବରାଦ ମଧ୍ୟ ବଢିଛି। ମାତ୍ର କାଳିଆ, ପାର୍ବତୀ ଗିରି ବୃହତ୍‌ ଉଠା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri