ରାଜ୍ୟ

ସାରଙ୍ଗଡ଼ରୁ ବଣ୍ଡଗୁଡ଼ାକୁ ମୃତଦେହ ବୁହାଯିବା ଘଟଣା: ନର୍ସ, ଆଟେଣ୍ଡାଣ୍ଟ ନିଲମ୍ବିତ

ଫୁଲବାଣୀ ଅଫିସ,୩।୭-ଫୁଲବାଣୀ ଜିଲା କ.ନୂଆଗଁା ବ୍ଲକ ସାରଙ୍ଗଗଡ ଚିକିସତ୍ାଳୟରୁ ପୁଣି ଜଣେ ବ୍ୟକ୍ତିଙ୍କ ମୃତଦେହ ବୋହି ନେବା ଘଟଣାରେ ମଙ୍ଗଳବାର ଜିଲା ଚିକିତ୍ସାଧିକାରୀ ସମୀର କୁମାର ଦାସ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ବାଲିଗୁଡା ଉପଖଣ୍ଡ ଚିକିତ୍ସା ଅଧିକାରୀଙ୍କ ରିପୋର୍ଟ...

କ୍ଷେତ୍ର ପରିଦର୍ଶନ କଲେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର

ଆସିକା,୩ା୭(ଡି.ଏନ୍‌.ଏ.)- ଆସିକା ବାଲିପଦର ମୁଖ୍ୟ ରାସ୍ତାର ବାବନପୁର ସଂଲଗ୍ନ ଗଡଗଡିଆ ପାହାଡ ପାଦ ଦେଶରେ ଆସିକା ଏନ୍‌ଏସି ପକ୍ଷରୁ ବର୍ଯ୍ୟବସ୍ତୁ ପରିଚାଳନା ପ୍ରକଳ୍ପ ନିର୍ମାଣ ଲାଗି ସ୍ଥାନ ଚିହ୍ନଟ ହୋଇଛି। ବୁଧବାର ମଧ୍ୟାହ୍ନରେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ତେନଜନ୍‌ ୱାପଙ୍ଗ...

ରଥ ପଥ ଭକ୍ତ ସମସ୍ତେ ପ୍ରସ୍ତୁତ: ନୟାଗଡ଼ରେ ୩ଟା ୩୦ରେ ହେବ ରଥଟଣା

ନୟାଗଡ଼ ଅଫିସ,୩।୭: ଗୁରୁବାର ଘୋଷଯାତ୍ରା। ଚତୁର୍ଦ୍ଧା ମୂର୍ତ୍ତି ରଥାରୂଢ଼ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ। ଏଥିପାଇଁ ନୟାଗଡ଼ ସହର ଓଲ୍ଡଟାଉନ୍‌ଠାରେ ଥିବା ଜଗନ୍ନାଥ ମନ୍ଦିର ଚଳଚଞ୍ଚଳ ହୋଇପଡ଼ିଛି। ରଥରେ କାରିଗର ସେମାନଙ୍କର ଶେଷ ସ୍ପର୍ଶ ଦେଇଥିବାବେଳେ ଭକ୍ତମାନେ ଅପେକ୍ଷା କରିଛନ୍ତି...

ଯୁକ୍ତ୨ ନାମଲେଖା ଆରମ୍ଭ: ୨୯ରେ ପ୍ରଥମବର୍ଷ ପାଠ ପଢ଼ା

ଭୁବନେଶ୍ୱର, ୩ା୭(ବ୍ୟୁରୋ): ଯୁକ୍ତ୨ ନାମଲେଖା ବୁଧବାରଠାରୁ ଆରମ୍ଭ ହୋଇଛି। ଏଥର ଯୁକ୍ତ୨ ପ୍ରଥମବର୍ଷ ଲାଗି ୩ଲକ୍ଷ ୭୫ ହଜାର ୯୫୮ ଜଣ ଛାତ୍ରୀଛାତ୍ର ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୩ଲକ୍ଷ ୩୩ହଜାର ୫୭୩ ଜଣ ଛାତ୍ରୀଛାତ୍ର ମନୋନୀତ...

ସିୱାଇଏସ୍‌ଡିର ବଜେଟ୍‌ ବ୍ୟବଚ୍ଛେଦ: ପୂର୍ବ ଘୋଷିତ ଯୋଜନା ପାଇଁ ସାମାଜିକ ବିକାଶକୁ ଅଣଦେଖା

ଭୁବନେଶ୍ୱର, ୩ା୭(ବ୍ୟୁରୋ): ଚଳିତ ଆର୍ଥତ୍କ ବର୍ଷର ରାଜ୍ୟ ବଜେଟ୍‌ ବ୍ୟୟବରାଦ ଗତ ବର୍ଷ ତୁଳନାରେ ୧୫.୭ ପ୍ରତିଶତ ବୃଦ୍ଧି ଘଟିଛି। ସେହି ଅନୁସାରେ ସାମାଜିକ କ୍ଷେତ୍ରର ବ୍ୟୟ ବରାଦ ମଧ୍ୟ ବଢିଛି। ମାତ୍ର କାଳିଆ, ପାର୍ବତୀ ଗିରି ବୃହତ୍‌ ଉଠା...

ପ୍ରଫେସର ଗୌରକିଶୋର ଦାସଙ୍କ ପରଲୋକ

ଭୁବନେଶ୍ୱର, ୩ା୭(ବ୍ୟୁରୋ): ବିଶିଷ୍ଟ ଶିକ୍ଷାବିତ୍‌ ତଥା ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଗୌରକିଶୋର ଦାସଙ୍କର ବୁଧବାର ଦେହାନ୍ତ ହୋଇଛି। ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ପ୍ରଫେସର ଦାସ ଦିଲ୍ଲୀର ନୋଏଡ଼ାସ୍ଥିତ ଏକ ଘରୋଇ ହସ୍ପିଟାଲ୍‌ରେ ଗତ ୩ଦିନ ହେଲା...

୨୫୮ କିଲୋ ଗଞ୍ଜେଇ ଜବତ

ମାଲକାନଗିରି, ୩।୭(ଡି.ଏନ୍‌.ଏ.): ମାଲକାନଗିରିର ବିଭିନ୍ନ ଅଞ୍ଚଳରୁ ମଙ୍ଗଳବାର ରାତିରେ ପୋଲିସ ୨୫୮ କିଲୋ ଗଞ୍ଜେଇ ଜବତ କରିବା ସହ ୪ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ନିକଟରୁ ୨ଟି ଚାରି ଚକିଅ ଯାନ, ୪ଟି ମୋବାଇଲ ଓ ୧ଲକ୍ଷ...

ଗଡିଲା ସଚେତନତା ରଥ: ପିଏମ୍‌ଏଫବିୱାଇ ସମ୍ପର୍କରେ ଚାଷୀ ହେବେ ସଚେତନ

ସୋନପୁର,୩।୭(ନି.ପ୍ର.): ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା(ପିଏମ୍‌ଏଫବିୱାଇ)ରେ ଚଳିତ ଖରିଫ ଋତୁ ସକାଶେ ଚାଷୀ ବୀମାଭୁକ୍ତ ହେବା ପାଇଁ ଅନ୍ତିମ ତାରିଖ ଜୁଲାଇ ମାସ ୧୧ ତାରିଖ। ଋଣୀ କିମ୍ବା ଅଣଋଣୀ କୃଷକ ଏହି ସମୟ ମଧ୍ୟରେ ପ୍ରସ୍ତାବ ପତ୍ର ଏବଂ...

ଧାନବସ୍ତା ରଖି ଜାତୀୟ ରାଜପଥ ଅବରୋଧ: ଜିଲାପାଳଙ୍କ ଅଫିସ ଘେରାଉ କଲେ ଚାଷୀ

ନୂଆପଡା ଅଫିସ,୩ା୭: ନୂଆପଡା ଜିଲାରେ ରବି ଧାନକିଣାରେ ଅଚଳାବସ୍ଥା ଲାଗିରହିଛି । ଚାଷୀମାନେ ବାରମ୍ବାର ବ୍ଲକରୁ ଜିଲା ଅଫିସ ଦୌଡି ନୟାନ୍ତ ହେବା ପରେ ଜିଲାପାଳଙ୍କ ଅଫିସ ଘେରାଉ କରିବା ସହ ଜାତୀୟ ରାଜପଥରେ ଧାନ ବସ୍ତା ରଖି ଅବରୋଧ...

ଲକ୍ଷାଧିକ ଟଙ୍କାର କୋରେକ୍ସ ଜବତ, ଅଭିଯୁକ୍ତ ଫେରାର

ନୂଆପଡା ଅଫିସ,୩ା୭: ନୂଆପଡା ଅବକାରୀ ବିଭାଗ ସ୍ଥାନୀୟ ଲଖନା ଥାନା ଅନ୍ତର୍ଗତ ବରପଦରପଡା (ବାଞ୍ଜିବାହାଲ)ରୁ ଲକ୍ଷାଧିକ ଟଙ୍କାର କୋରେକ୍ସ ଜବତ କରିଥିବା ବେଳେ ଅଭିଯୁକ୍ତ ଫେରାର ହୋଇଛନ୍ତି। ଏ ନେଇ ଦଫା ୨୧(ଖ)ରେ ଏକ ମାମଲା (ନଂ. ୨୩/୧୯) ରୁଜୁ...

ଧାରଣା ଦେଲେ ବିଏସ୍‌ଏନ୍‌ଏଲ୍‌ ଠିକା କର୍ମଚାରୀ

ଜୟପୁର,୩ା୭(ଡି.ଏନ୍‌.ଏ.): ଜୟପୁରସ୍ଥିତ ବିଏସ୍‌ଏନ୍‌ଏଲରେ କାର୍ଯ୍ୟରତ ଚୁକ୍ତିଭତ୍ତିକ ଅସ୍ଥାୟୀ କର୍ମଚାରୀ ବୁଧବାର ଧାରଣା ଦେଇଛନ୍ତି। ସିଟୁ ସମର୍ଥିତ କାଜୁଆଲ କର୍ମଚାରୀ ସଂଘର ଆହ୍ବାନ କ୍ରମେ ସ୍ଥାନୀୟ ଟେଲିଫୋନ୍‌ ଭବନ ସମ୍ମୁଖରେ ଅସ୍ଥାୟୀ କର୍ମଚାରୀଙ୍କ ପକ୍ଷରୁ କାର୍ଯ୍ୟବନ୍ଦ ଧାରଣା ଦିଆଯାଇଥିଲା । ଅସ୍ଥାୟୀ...

ସୁବ୍ରମଣ୍ୟମଙ୍କ ଦାୟିତ୍ୱ ନେଲା ଜିଲା ପ୍ରଶାସନ

ବାରିପଦା ଅଫିସ,୩।୭: ମୟୂରଭଞ୍ଜ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିରକୁ ସାହାଯ୍ୟ ପାଇବା ଆଶାରେ ଯାଇଥିବା ଦିବ୍ୟାଙ୍ଗ ସୁବ୍ରମଣ୍ୟମ ପାତ୍ରଙ୍କୁ ବାହାର ଜିଲାର ଲୋକ କହି ସୋମବାର ଫେରାଇ ଦିଆଯାଇଥିଲା। ଏଥିରେ ନିରାଶ ହୋଇ ସେ ଆତ୍ମହତ୍ୟା କରିବେ ବୋଲି ଚେତାବନୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri