ନୂଆ ମୋଟର ଯାନ ଆଇନ-୨୦୧୯: ଆଉ ୬ଦିନ, କଡ଼ାକଡ଼ି ଯାଞ୍ଚ ପାଇଁ ପ୍ରସ୍ତୁତି ଜୋର୍ଦାର
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ରାଜ୍ୟ ସରକାର ଦେଇଥିବା ୩ମାସର ମହଲତ ସରିବାକୁ ଆଉ ମାତ୍ର ୬ ଦିନ ବାକି। ଡିସେମ୍ବର ୧ରୁ ନୂଆ ମୋଟର ଯାନ ଆଇନକୁ କଡ଼ାକଡ଼ି କରିବା ପାଇଁ ଆର୍ଟିଓ ଏବଂ ପୋଲିସ ପ୍ରସ୍ତୁତିକୁ ଜୋର୍ଦାର କରିଛି। ଏଣିକି ଆଉ କୌଣସି…
ଓଏସ୍ସିଏଚ୍ସି ନିର୍ଦ୍ଦେଶକ ପଦରୁ କାନନ, ଦିଲୀପଙ୍କ ଇସ୍ତଫା
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଓଡ଼ିଶା ରାଜ୍ୟ ସମବାୟ ଗୃହ ନିର୍ମାଣ ନିଗମ(ଓଏସ୍ସିଏଚ୍ସି) ଲିମିଟେଡ ଭୁବନେଶ୍ୱର ପରିଚାଳନା କମିଟି ନିର୍ଦ୍ଦେଶକ ପଦରୁ କାନନ ବିହାରୀ ପତି ଏବଂ ଦିଲୀପ କୁମାର ବିଶ୍ୱାଳ ରବିବାର ଇସ୍ତଫା ଦେଇଛନ୍ତି। ନିଗମରେ ଦୀର୍ଘ ଦିନ ଧରି ଚାଲିଆସିଥିବା ଅନିୟମିତତାକୁ ବିରୋଧ…
ଝାରସୁଗୁଡ଼ା-ବେଙ୍ଗାଲୁରୁ ବିମାନ ସେବା ଆଶା ମଉଳିଲା
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଝାରସୁଗୁଡ଼ା-ବେଙ୍ଗାଲୁରୁ ବିମାନ ସେବାକୁ ନେଇ ଅନିଶ୍ଚିତତା ଦେଖାଦେଇଛି। ଚଳିତ ମାସ ତୃତୀୟ ସପ୍ତାହରେ ବିମାନ ଉଡ଼ାଣ କରିବ ବୋଲି ଯେଉଁ ଆଶା ରହିଥିଲା ତାହା ମଉଳି ଯାଇଛି। ବର୍ତ୍ତମାନ ଏହି ସେବାକୁ ନେଇ କୌଣସି ବି ସୂଚନା ମିଳିପାରୁନି। ସୂଚନାଯୋଗ୍ୟ,…
ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍କୁ ନେଇ ପ୍ରଶ୍ନୋତ୍ତର
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଏକ ପ୍ରାକୃତିକ ମନୋରମ ଫଟୋକୁ ଟୁଇଟ୍ କରିଥିଲେ। ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ସେ ଅନେକ ସ୍ଥାନ ଭ୍ରମଣ କରିଛନ୍ତି। ହେଲେ ଓଡ଼ିଶାର ପ୍ରାକୃତିକ ସୌନ୍ଦର୍ଯ୍ୟ ତାଙ୍କୁ ଅଧିକ ଆକର୍ଷିତ କରିଥାଏ। ଫଟୋରେ ଦେଖାଯାଉଥିବା…
୮ରେ ଉତ୍କଳ ବିଶ୍ୱବିଦ୍ୟାଳୟ ଆସିବେ ରାଷ୍ଟ୍ରପତି
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍ ଜୁବିଲି ସମାରୋହ ଉପଲକ୍ଷେ ଡିସେମ୍ବର ୮ରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଯୋଗଦେବେ। ଉକ୍ତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ…
ପ୍ରାକୃତିକ ବିପତ୍ତି: ୪ ବର୍ଷରେ ଗଲାଣି ୬୨୨୮ ଜୀବନ
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ବିଭିନ୍ନ ସମୟରେ ପ୍ରାକୃତିକ ବିପତ୍ତି ଯୋଗୁ ବହୁମୂଲ୍ୟ ଜୀବନ ହରାଇବାକୁ ପଡୁଛି। ଗତ ୪ ବର୍ଷ ମଧ୍ୟରେ ବଜ୍ରପାତ, ଅଂଶୁଘାତ, ଅଗ୍ନିକାଣ୍ଡ, ବାତ୍ୟା, ଘୂର୍ଣ୍ଣିଝଡ଼, ବନ୍ୟା, ଡଙ୍ଗାବୁଡ଼ି, ସାପ କାମୁଡ଼ା, ଭୂସ୍ଖଳନ ଓ ପାଣିରେ ବୁଡ଼ି ୬୨୨୮ ଜଣଙ୍କ ଜୀବନ…
ହୀରାକୁଦରେ ହେବ ନୂତନ ସ୍ପିଲଓ୍ବେ
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ହୀରାକୁଦ ବନ୍ଧର ଦୀର୍ଘ ମିଆଦୀ ନିରାପତ୍ତା ପାଇଁ ରାଜ୍ୟ ସରକାର ସ୍ପିଲଓ୍ବେ ନିର୍ମାଣ କରୁଛନ୍ତି। ସମାନଭାବେ ଆଉ ଏକ ସ୍ପିଲଓ୍ବେ ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ କରି ହୀରାକୁଦ ବନ୍ଧର ନିରାପତ୍ତା ଉପରେ ଗୁରୁତ୍ୱ ଦେବାକୁ ବିଶ୍ୱ ବ୍ୟାଙ୍କ ରାଜ୍ୟ ସରକାରଙ୍କୁ…
କମିବ ପିଆଜ ଦର
ଭୁବନେଶ୍ୱର,୨୪ା୧୧(ବ୍ୟୁରୋ)- ଅତ୍ୟାବଶ୍ୟକ ସାମଗ୍ରୀ ପିଆଜ ଦର ବୃଦ୍ଧି ଗରିବ, ନିମ୍ନ ମଧ୍ୟବିତ୍ତ ପରିବାର ମୁଣ୍ଡରେ ଚଡ଼କ ପକାଇଛି। ପ୍ରତ୍ୟେକ ଦିନ ଦର ବଢ଼ି ବଢ଼ି ଚାଲଛି । ବଜାରରେ ଏହାର ଖୁଚୁରା ଦର ୯୦ରୁ ୧୦୦ ଟଙ୍କା ଛୁଇଁଲାଣି। ଘରଖର୍ଚ୍ଚ ପାଇଁ…
୪୬ ବର୍ଷରେ ଧରିତ୍ରୀ
ନଭେମ୍ବର ୨୪ ତାରିଖ ମହାଯୋଗୀ ଶ୍ରୀ ଅରବିନ୍ଦଙ୍କ ପବିତ୍ର ସିଦ୍ଧି ଦିବସ । ଏହି ଅବସରରେ ଧରିତ୍ରୀର ଜନ୍ମ । ୧୯୭୪ ରୁ ଏ ଯାବତ ଧରିତ୍ରୀ ଯାତ୍ରା ପଥରେ ଆଗକୁ ଆଗକୁ ବଢି ୪୬ ବର୍ଷରେ ପଦାର୍ପଣ କରିଛି ।…
ରାସ୍ତାରେ ଖେଳୁଥିବା ବେଳେ ଶିଶୁପୁତ୍ରଙ୍କ ଉପରେ ମାଡ଼ିଗଲା ଟ୍ରକ୍: ଡ୍ରାଇଭରଙ୍କୁ ଧରି ଛେଚିଲେ ଲୋକେ
ହାଟଡିହୀ, ୨୪।୧୧(ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଷଡ଼ଙ୍ଗ ପଞ୍ଚାୟତ ନଶିର୍ପୁରଠାରେ ରବିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲିବୋଝେଇ ଟ୍ରକ ଚଢ଼ିଯିବାରୁ ଜଣେ ଦୁଇବର୍ଷର ଶିଶୁପୁତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅମୂଲ୍ୟ ଦାସଙ୍କ ରୋହନ।…
ଉପାନ୍ତ ସହରର ଆକର୍ଷଣ ପ୍ରେମ ପାହାଡ଼
ରାୟଗଡ଼ା ଜିଲାର ୩୫ଟି ସ୍ଥାନକୁ ଚିହ୍ନଟ କରି ପର୍ଯ୍ୟଟନସ୍ଥଳୀର ମାନ୍ୟତା ପାଇଁ ଜିଲା ପ୍ରଶାସନ ପର୍ଯ୍ୟଟନ ବିଭାଗକୁ ଯେଉଁ ପ୍ରସ୍ତାବ ତାଲିକା ପଠାଇଛନ୍ତି ସେଥିରେ ପ୍ରେମ ପାହାଡ଼ ରହିଛି। ରାୟଗଡା ସହରରେ ଥିବା ଲଣ୍ଡା ପାହାଡର ସୌନ୍ଦର୍ଯ୍ୟକରଣ ପାଇଁ ପ୍ରଥମେ ଜିଲା…
ଶବ ପାଇଁ ବିଛାନ୍ତି ଶେଯ
ବନ୍ତଳା,୨୪।୧୧: ଜଣା ହେଉ ଅବା ଅଜଣା, ଶବକୁ ଉପଯୁକ୍ତ ସମ୍ମାନ ଦେବାକୁ ଅନେକେ ଆଗ୍ରହ ଦେଖାନ୍ତିନି। ବଞ୍ଚିଥିବା ବେଳେ ଅତି ଆପଣାର ଲାଗୁଥିବା ମଣିଷଟିଏ ମୃତ୍ୟୁ ପରେ ହଠାତ୍ ଯେମିତି ପର ପରି ସ୍ବଭାବ ଦେଖାନ୍ତି। ଶ୍ମଶାନରେ ଯେନତେନ ସଂସ୍କାର କାର୍ଯ୍ୟ…
Archives


