ତିନିବାଡ଼ରୁ ଆସି ଲାଗିଲା ଆଜ୍ଞାମାଳ: ସିଂହଦ୍ୱାରରେ ତିନି ରଥ
ପୁରୀ ଅଫିସ୍,୩।୭: ଗୁରୁବାର ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ମହାପ୍ରଭୁଙ୍କ ଏହି ନବଦିନାତ୍ମକ ଯାତ୍ରା ପାଇଁ ସିଂହଦ୍ୱାର ସମ୍ମୁଖରେ ପ୍ରସ୍ତୁତ ହୋଇରହିଛି ତିନି ରଥ। ମଙ୍ଗଳବାର ନବଯୌବନ ବେଶରେ ଦର୍ଶନ ଦେଇଥିଲେ ଚତୁର୍ଦ୍ଧାବିଗ୍ରହ। ବୁଧବାର ଉଭାଯାତ୍ରା। ଏହି ପବିତ୍ର ତିଥିରେ ନିର୍ଦ୍ଧାରିତ ସମୟ...
ସୁନ୍ଦରଗଡ଼ ଜିଲା ଅବକାରୀ ବିଭାଗର ଚଢ଼ାଉ: ୨୫ କିଗ୍ରା ଗଞ୍ଜେଇ ଜବତ, ଜଣେ ଗିରଫ
ରାଉରକେଲା ଅଫିସ,୩।୭: ସୁନ୍ଦରଗଡ଼ ଜିଲା ଅବକାରୀ ପୋଲିସ ବୁଧବାର ଲକ୍ଷାଧିକ ଟଙ୍କା ମୂଲ୍ୟର ଗଞ୍ଜେଇ ଜବତ କରିଛି। ଘଟଣାରେ ସମ୍ପୃକ୍ତ ଥିବା ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଟାଙ୍ଗରପଲ୍ଲୀ ଥାନା ଅନ୍ତର୍ଗତ ଆନନ୍ଦ ବଜାରର ଶିଶିର ପାଣିଗ୍ରାହୀ। ତାଙ୍କଠାରୁ...
ଗୁରୁବାର ରଥଯାତ୍ରା: ବାଲୁକାକଳାରେ ଭକ୍ତ ଦାସିଆଙ୍କୁ ମନେପକାଇଲେ ଶିଳ୍ପୀ ସୁଦର୍ଶନ
ଭୁବନେଶ୍ୱର,୩।୭(ବ୍ୟୁରୋ): ଗୁରୁବାର ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏହି ଉପଲକ୍ଷେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଭକ୍ତ ଦାସିଆ ବାଉରୀଙ୍କ କଥାକୁ ମନେପକାଇଦେଇଛନ୍ତି। ପ୍ରତ୍ୟେକଟି ଓଡ଼ିଆ ପ୍ରାଣର ଦେବତାଙ୍କ ଭକ୍ତ ପ୍ରତି ଶ୍ରଦ୍ଧା ଭାବକୁ ସେ...
ଆଶ୍ରୟ ଆଳରେ ଆଶ୍ରମରୁ ୬୦ ହଜାର ଟଙ୍କାରେ ନାବାଳିକା ବିକ୍ରି: ପ୍ରତାରଣା ଦେଇ ଖସି ପଳାଇଲେ ସ୍ବାମୀ
ବରଗଡ଼ ଅଫିସ୍,୩।୭: ବରଗଡ଼ ଜିଲାର ଏକ ଆଶ୍ରମରେ ଜଣେ ଅସହାୟା ନାବାଳିକାଙ୍କୁ ଆଶ୍ରୟ ଦେବା ଆଳରେ ତାଙ୍କୁ ୬୦ହଜାର ଟଙ୍କାରେ ବିକିଦେବା ଏବଂ ପରେ ନାବାଳିକାଙ୍କୁ ବିବାହ କରିଥିବା ସ୍ବାମୀ ତାଙ୍କୁ ଛାଡ଼ି ପଳାଇଛନ୍ତି। ପ୍ରତାରଣା ଦେଇ ଖସି ପଳାଇଥିବା...
ଆକାଉଣ୍ଟ ହ୍ୟାକ୍ କରି ଆକାଶ ମୋଟର୍ସର ନିର୍ଦ୍ଦେଶକଙ୍କଠାରୁ ନେଇଗଲେ ୧୮ଲକ୍ଷ
ବରଗଡ଼ ଅଫିସ୍,୩।୭: ବରଗଡ଼ସ୍ଥିତ ଆକାଶ ମୋଟର୍ସର ନିର୍ଦ୍ଦେଶକ ଆକାଶ କୁମାର ଅଗ୍ରୱାଲଙ୍କ ୨ଟି ବ୍ୟାଙ୍କ ଆକାଉଣ୍ଟକୁ ହ୍ୟାକ୍କରି ଦୁର୍ବୃତ୍ତମାନେ ୧୮ଲକ୍ଷ ଟଙ୍କା ନେଇଯାଇଛନ୍ତି। ଏହି ଘଟଣା ଏବେ ଉକ୍ତ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ପ୍ରକାଶ ଯେ, ଆକାଶଙ୍କର...
ମାନସିକ ରୋଗୀଙ୍କୁ ଏକ୍ସପାଏରି ମେଡିସିନ
କଟକ ଅଫିସ, ୩।୭: ରାଜ୍ୟର ପ୍ରମୁଖ ସରକାରୀ ଚିକିତ୍ସାଳୟ ଏସ୍ସିବି ମେଡିକାଲରେ ରୋଗୀଙ୍କୁ ଦିଆଯାଉଛି ଏକ୍ସପାଏରି ମେଡିସିନ। ଏହି ମେଡିସିନ ଖାଇ ଜଣେ ରୋଗୀଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଛି। ଏଭଳି ଏକ ସମ୍ବେଦନଶୀଳ ଘଟଣା ମାନସିକ ରୋଗ ଚିକିତ୍ସା ପ୍ରତିଷ୍ଠାନରେ ଘଟିଛି।...
ରଥଯାତ୍ରାରେ ସେବା କାର୍ଯ୍ୟ: ପୁରୀରେ ପହଞ୍ଚିଲା ଜୀବନଜ୍ୟୋତି ସଙ୍ଗଠନ
ତିହିଡି,୩।୭(ଡି.ଏନ୍.ଏ.): ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ସେବାକାର୍ଯ୍ୟ ପାଇଁ ଜୀବନଜ୍ୟୋତି ସଙ୍ଗଠନର କର୍ମକର୍ତ୍ତାମାନେ ବୁଧବାର ସକାଳେ ପୁରୀରେ ପହଞ୍ଚିଛନ୍ତି। ଭଦ୍ରକ ଜିଲା ତିହିଡି ବ୍ଲକ ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଏହି ସଙ୍ଗଠନର ୨୫୦ଜଣ କର୍ମକର୍ତ୍ତା ରଥଯାତ୍ରାରେ ଭିଡ଼ ନିୟନ୍ତ୍ରଣ, ସଫେଇ,...
ରଥଯାତ୍ରା ପାଇଁ କଡ଼ା ହେବ ସୁରକ୍ଷା ବ୍ୟବସ୍ଥା : ରାଜଧାନୀରେ ୧୫, କଟକରେ ୧୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ
ଭୁୁବନେଶ୍ୱର,୩ା୭(ବ୍ୟୁରୋ): ଆସନ୍ତା ୪ ତାରିଖରେ ଆରମ୍ଭ ହେବାକୁ ଯାଉଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ପୁରୀ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ହେବ। ବିଶେଷକରି ପୁରୀ ଭଳି କଟକ ଓ ଭୁବନେଶ୍ୱରରେ ମଧ୍ୟ ରଥଯାତ୍ରାରେ ଏକାଧିକ ଭିଡ ରହିବ। ଏହାକୁ ଦୃଷ୍ଟିରେ...
ବିବାଦରେ ଶ୍ରୀମନ୍ଦିର ଫୁଲ ସଜ୍ଜା: ଜୟ ବିଜୟ ମୂର୍ତ୍ତି ଉପରେ ଚଢ଼ିଲେ କାରିଗର
ପୁରୀ ଅଫିସ,୩ା୭: ପ୍ରଥମ ଥର ପାଇଁ ଦିଲ୍ଲୀର ଜଣେ ଭକ୍ତ କେ.କେ. ଶର୍ମା ମହାପ୍ରଭୁଙ୍କ ପ୍ରତି ସେବା ଓ ସମର୍ପଣ ଭାବ ରଖି ଆଗେଇ ଆସିଛନ୍ତି। ତିନିରଥ, ଶ୍ରୀମନ୍ଦିର ଏବଂ ଗୁଣ୍ଡିଚା ମନ୍ଦିରକୁ ପର୍ଯ୍ୟାପ୍ତ ପରିମାଣ ଫୁଲରେ ସଜାଇବେ ବୋଲି...
ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଲାଗି କାଉଣ୍ଟଡାଉନ୍: ୩୧ ତାରିଖ ମଧ୍ୟରେ ଚଳଚ୍ଚିତ୍ର, ଟେଲି ଧାରାବାହିକ ଲାଗି ଆବେଦନ
ଭୁବନେଶ୍ୱର,୩ା୭(ବ୍ୟୁରୋ): ୨୦୧୮ ରାଜ୍ୟ ଚଳଚ୍ଚିତ୍ର ଜଗତ ପାଇଁ ଥିଲା ନବାଗତମାନଙ୍କର ବର୍ଷ। ଏହିବର୍ଷ ରିଲିଜ ହୋଇଥିବା ପ୍ରାୟ ୩୦ଟି ଫିଲ୍ମ ମଧ୍ୟରୁ ଅଧିକାଂଶରେ ନବାଗତ ନାୟିକା, ନାୟକଙ୍କୁ ଦେଖିବାକୁ ମିଳିଥିଲା। ଆଗଧାଡିର ଅଭିନେତ୍ରୀ, ଅଭିନେତା ଓ ପରିଚିତ କଳାକାରଙ୍କ ପାଇଁ...
ବ୍ୟବସାୟୀଙ୍କୁ ଅପହରଣ ମାମଲା: ୪ ଗିରଫ: ୩ କାର୍,୨ ବାଇକ୍, ବନ୍ଧୁକ ଜବତ
ଭୁୁବନେଶ୍ୱର,୨ା୮(ବ୍ୟୁରୋ): ଭୁୁବନେଶ୍ୱର,୨ା୭(ବ୍ୟୁରୋ)- ନୟାପଲ୍ଲୀ ଥାନା ଅନ୍ତର୍ଗତ ଲେନ୍ ଏନ୍-୧ରେ ରହୁଥିବା ବ୍ୟବସାୟୀ ଶିବସୁନ୍ଦର ଦାଶଙ୍କୁ ଗତ ୭ ତାରିଖ ରାତିରେ କେତେଜଣ ଦୁର୍ବୃତ୍ତ କାର୍ ସହ ଅପହରଣ କରି ନେଉଥିବାବେଳେ ଦୁର୍ଘଟଣା ଯୋଗୁ ସଫଳ ହୋଇପାରି ନ ଥିଲେ। ଏହି...
ରଥତ୍ରୟ ଦାରୁବ୍ରହ୍ମଙ୍କର ଆସନ ବିଗ୍ରହ
ପୁରୀ ଅଫିସ,୩ା୭: ଦିନକ ପରେ ଅର୍ଥାତ୍ ଆସନ୍ତା ୪ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ରଥଖଳାରେ ତିନିରଥ ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଏହି ରଥ କେବଳ କାଷ୍ଠର ରଥ ବା ସାଧାରଣ ରଥ ନୁହଁନ୍ତି। ଏହି ରଥତ୍ରୟ ସ୍ବୟଂ...
Archives


