ରାଜ୍ୟ

ମୁମ୍ବାଇରେ ଓଡ଼ିଶା ପର୍ଯ୍ୟଟନର ରୋଡ୍‌ ଶୋ’

ଭୁବନେଶ୍ୱର,୨।୭(ବ୍ୟୁରୋ): ପ୍ରଳୟଙ୍କରୀ ବାତ୍ୟା ‘ଫନୀ’ ଓଡ଼ିଶାକୁ ଧ୍ୱଂସବିଧ୍ୱସ୍ତ କରିଦେଇଥିଲେ ମଧ୍ୟ ରାଜ୍ୟ ବହୁଶୀଘ୍ର ଏହି ପ୍ରାକୃତିକ ବିପର୍ଯ୍ୟୟ ଜନିତ ସ୍ଥିତିରୁ ନିଜକୁ ବାହାର କରିପାରିଛି। ମାତ୍ର ୨ମାସ ମଧ୍ୟରେ ଓଡ଼ିଶା ନିଜକୁ ପୁନଃପ୍ରତିଷ୍ଠା କରି ଆସନ୍ତା ଜୁଲାଇ ୪ରୁ ୧୨...

ଅଗଷ୍ଟ ୩ରୁ ‘ମେଟଲ୍‌ ମିଟ୍‌-୨୦୧୯’

ଭୁବନେଶ୍ୱର,୨।୭(ବ୍ୟୁରୋ): ବର୍ଷକର ପ୍ରତୀକ୍ଷା ପରେ ପୁଣିଥରେ ଫେରୁଛି ଓଡିଶାର ପ୍ରଥମ ଏବଂ ଏକମାତ୍ର କୁଇଜ୍‌ ମହାକୁମ୍ଭ ‘ମେଟଲ୍‌ ମିଟ୍‌- ୨୦୧୯’। ଅଗଷ୍ଟ ୩ ଓ ୪ ତାରିଖ ଦୁଇଦିନ ଧରି ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ୍‌ ହୋଟେଲରେ ହେବାକୁ ଥିବା ଏହି...

ମରାମତି ହେଲା ରଥ ବ୍ରେକ୍‌

ପୁରୀ ଅଫିସ,୨।୭: ଶହ ଶହ ଭକ୍ତ ବଡ଼ଦାଣ୍ଡରେ ରଥ ଟାଣିଥାନ୍ତି। ରଥ କେତେବେଳେ କେଉଁଆଡେ ମାଡ଼ିିଯିବ ତାହାର କିଛି ଠିକ୍‌ ଠିକଣା ନ ଥାଏ। ତେଣୁ ରଥକୁ ଅଟକାଇବା ଲାଗି ବ୍ରେକ୍‌ର ଭୂମିକା ବେଶ୍‌ ଗୁରୁତ୍ୱପୂର୍ଣ୍ଣ।ମହାପ୍ରଭୁଙ୍କର ତିନିରଥରେ ତିନୋଟି ବ୍ରେକ୍‌...

ରଥର ରକ୍ଷକ ସାଜନ୍ତି ଦେବଦେବୀ

ପୁରୀ ଅଫିସ,୨।୭: ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପବିତ୍ର ଘୋଷଯାତ୍ରା ପାଇଁ ଚଳଚଞ୍ଚଳ ହୋଇପଡ଼ିିଛି ଶ୍ରୀକ୍ଷେତ୍ର। ମଙ୍ଗଳବାର ନବଯୌବନ ଦର୍ଶନ ଦେଇ ଗୁରୁବାର ରଥରେ ବସି ଜନ୍ମବେଦୀକୁ ଯିବେ ମହାପ୍ରଭୁ। ଏଥିପାଇଁ ତିନିରଥ ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଏହି ତିନିରଥରେ ପାର୍ଶ୍ୱ...

ପାଲିଙ୍କିରେ ଆସି ରଥାରୂଢ଼ ହୁଅନ୍ତି ଶ୍ରୀଗୁରୁଦେବ

କାକଟପୁର, ୨।୭(ଡି.ଏନ୍‌.ଏ.): ରଥଯାତ୍ରାକୁ ଆଉ ରହିଲା ୨ଦିନ। ମଙ୍ଗଳବାର ନେତ୍ରୋତ୍ସବ ଥିବାବେଳେ ବୁଧବାର ନବଯୌବନ ଦର୍ଶନ। ଗୁରୁବାର ଶ୍ରୀଜୀଉମାନେ ରଥାରୁଢ଼ ହୋଇ ବଡ଼ଦାଣ୍ଡରେ ଭକ୍ତମାନଙ୍କୁ ଦର୍ଶନ ଦେବେ। ପ୍ରାୟ ସବୁଠି ଠାକୁରମାନେ ରଥକୁ ପହଣ୍ଡି ହୋଇ ଆସୁଥିବାବେଳେ ପ୍ରାଚୀ ଉପତ୍ୟକାର...

ନେତ୍ରୋତ୍ସବ ଦର୍ଶନ ନୀତି ନିର୍ଘଣ୍ଟ

ଚକା ଅପସର ମଧ୍ୟାହ୍ନ ୧୨ଟା ୧୫ ମଙ୍ଗଳ ଆଳତି ୧୨ଟା ୩୦ ଦଶାବତାର ଠାକୁରଙ୍କ ବାହୁଡ଼ା ବିଜେ ଅପରାହ୍ନ ୧ଟା ୩୦ ତାଟି ଫିଟିବା ଅପରାହ୍ନ ୨ଟା ପରିମାଣିକ ଦର୍ଶନ (ଭିତରକାଠ) ୨ଟା ୩୦ରୁ ୩ଟା ୩୦ ସର୍ବସାଧାରଣ ଦର୍ଶନ...

ଭକ୍ତଙ୍କ ଅନୁଭୂତି: ମହାପ୍ରଭୁଙ୍କୁ ଡାକିବାରୁ ବର୍ଷା ହେଲାନି

ରଥ ଅମିନ ଲକ୍ଷ୍ମଣ ମହାପାତ୍ର। ବୟସ ୬୦ ଟପିଲାଣି। ତଥାପି ବେଶ୍‌ ଚଳଚଞ୍ଚଳ। ରଥଖଳାରେ ତାଙ୍କର ଭାରି ଆଦର। ତିନିରଥ ନିର୍ମାଣ ଲାଗି ସେ କାଠପଟା ଯୋଗାଇଥାନ୍ତି। ନିର୍ଦ୍ଧାରିତ ସମୟ ପୂର୍ବରୁ ରଥ କାଠ ସେ ଖଳାରେ ପହଞ୍ଚାଇବା ବ୍ୟବସ୍ଥା...

ଆଜି ସରିବ ଅଲାରନାଥଙ୍କ ଅଣସର ଦର୍ଶନ: ବର୍ଷାରେ ଭିଜି ଦର୍ଶନ କଲେ ଭକ୍ତ

ବ୍ରହ୍ମଗିରି, ୨।୭(ଡି.ଏନ୍‌.ଏ.): ସ୍ନାନ ପୂର୍ଣ୍ଣିମାରେ ସ୍ନାନବେଦୀରେ ମହାସ୍ନାନପରେ ଅଣସର ପିଣ୍ଡିରେ ଗୁପ୍ତ ସେବା ପାଉଥିଲେ ଶ୍ରୀଜୀଉମାନେ। ରବିବାର ମହାପ୍ରଭୁ ସୁସ୍ଥ ହୋଇଥିବା ଖବର ଦଇତାପତିଙ୍କ ଦ୍ୱାରା ଗଜପତି ମହାରାଜାଙ୍କୁ ଦିଆଯାଇଛି। ସୋମବାର ମହାପ୍ରଭୁ ଚତୁର୍ଦ୍ଧାମୁର୍ତ୍ତୀଙ୍କର ଘଣାଲାଗି ନୀତି ପାଳିତ ହୋଇଛି।...

ତିନିରଥର ଶୋଭା ବଢାଏ ୯୬ ପିତ୍ତଳ ସାମଗ୍ରୀ

ପୁରୀ ଅଫିସ,୨।୭: ଶ୍ରୀମନ୍ଦିର ସ୍ବତ୍ତ୍ବଲିପି ଅନୁଯାୟୀ ମହାପ୍ରଭୁଙ୍କ ସେବାରେ ୧୧୯ ପ୍ରକାର ସେବକ ଅଛନ୍ତି। ହେଲେ ଏଥିମଧ୍ୟରୁ ଅନେକ ସେବା ପ୍ରାୟ ବନ୍ଦ ହୋଇଯାଇଛି। କିନ୍ତୁ ଏମିତି ଏକ ପରିବାର ଅଛି, ସେମାନେ ଶ୍ରୀମନ୍ଦିରର ସେବକ ନ ହେଲେ ବି...

ରଥକୁ ଉଠିଲା ଦୁଆର ବେଢା

ପୁରୀ ଅଫିସ,୨।୭ ଆଉ ଦୁଇଦିନ ପରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ରଥଖଳାରେ ଦ୍ରୁତଗତିରେ ଚାଲିଛି ରଥ କାମ। ସୋମବାର ତିନିରଥର ଦୁଇଟି ଲେଖାଏ ଦୁଆର ବେଢା ଉଠିଛି। ମଙ୍ଗଳବାର ଆଉ ଦୁଇଟି ଦୁଆର ବେଢା ଉଠିବା ପରେ ଧ୍ୱଜବତା ଉଠିବ। ଏହାପରେ...

ନବଯୌବନ ଲୀଳାରୁ ପାବନ ମଣିଷ

ମହାପ୍ରଭୁ ଶ୍ରୀଜଗନ୍ନାଥ ପ୍ରତିବର୍ଷ ଅଣସର ଲୀଳା ପରେ ନବଯୌବନ ରୂପରେ ଦର୍ଶନ ଦିଅନ୍ତି। ଶ୍ରୀଜଗନ୍ନାଥ ଧାମ ବ୍ୟତୀତ ବର୍ଷକୁ ଥରେ ନିଶ୍ଚିତ ଭାବରେ ନବଯୌବନ ରୂପରେ ଦର୍ଶନ ଦେବା ପରମ୍ପରା ଅନ୍ୟତ୍ର ପ୍ରଚଳିତ ନାହିଁ। ତେବେ ଶ୍ରୀଜଗନ୍ନାଥଙ୍କ ଉପାସନାରେ ପ୍ରତ୍ୟେକ...

ଶହୀଦଙ୍କ ପରିବାରକୁ ମିଳିଲା ସହାୟତା

ଭୁବନେଶ୍ୱର,୨।୭(ବ୍ୟୁରୋ) ଶହୀଦ ମନୋଜ କୁମାର ବେହେରା ଏବଂ ପ୍ରସନ୍ନ କୁମାର ସାହୁଙ୍କ ପରିବାରକୁ ସୋମବାର ବିଭିନ୍ନ ସଙ୍ଗଠନ ପକ୍ଷରୁ ଆର୍ଥିକ ସହାୟତା ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସହାୟତା ପରିମାଣର ଚେକ୍‌ ଦୁଇ ଶହୀଦଙ୍କ ପରିବାରକୁ ପ୍ରଦାନ କରିଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri