୨୦୨୦ ମାର୍ଚ୍ଚ ସୁଦ୍ଧା ୩୬ଟି ନୂଆ ଆଦର୍ଶ ବିଦ୍ୟାଳୟ ଖୋଲିବ
ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଓଡିଶା ଆଦର୍ଶ ବିଦ୍ୟାଳୟର ଗଭର୍ଣ୍ଣିଂ ବଡିର ବୈଠକ ଶେଷ ହୋଇଛି। ଲୋକସେବା ଭବନଠାରେ ବସିଥିବା ଏହି ବୈଠକରେ ମାର୍ଚ୍ଚ ୨୦୨୦ ମାର୍ଚ୍ଚ ସୁଦ୍ଧା ୩୬ଟି ନୂଆ ଆଦର୍ଶ ବିଦ୍ୟାଳୟ ଖୋଲିବ ବୋଲି ନିଷ୍ପତି ନିଆଯାଇଛି। ଭୁବନେଶ୍ୱର ସମେତ ୩୬ଟି ବ୍ଲକରେ…
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି
ବାରିପଦା ଅଫିସ,୨୧।୧୧:ମୟୁରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ଏକ ସ୍ବୟଂଶାସିତ ମହାବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ଅସଦାଚରଣ ହୋଇ ଥିବା ଅଭିଯୋଗ ହୋଇଛି। ଗତ ଶୁକ୍ରବାର ଉକ୍ତ ମହାବିଦ୍ୟାଳୟର ଜଣେ ଅଧ୍ୟାପକ ସ୍ପେଶାଲ କ୍ଲାସ କରିବା ପାଇଁ ସମସ୍ତ ଛାତ୍ରୀଛାତ୍ରଙ୍କୁ ଡାକିଥିଲେ। ଜଣେ ଛାତ୍ରୀଙ୍କୁ…
ଭାଇ ସହ ମିଶି ସ୍ବାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ମୃତଦେହ ଧରି ଥାନାରେ ଆତ୍ମସମର୍ପଣ
ଜଗନ୍ନାଥ ପ୍ରସାଦ,୨୧।୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଥାନା ଅଞ୍ଚଳ ପଟାଧର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀଙ୍କ ଅତ୍ୟାଚାର ସହି ନ ପାରି ଭାଇ ସହ ମିଶି ତାଙ୍କୁ ହତ୍ୟା କରିଛନ୍ତି ସ୍ତ୍ରୀ। ହତ୍ୟା କରିବା ପରେ ଉଭୟ…
ଚାଷୀ ଆନ୍ଦୋଳନ, ଧାନର ଅଭାବୀ ବିକ୍ରିକୁ ନେଇ ବିଧାନସଭାରେ ଝଡ଼: ବିରୋଧୀଙ୍କ ହୋ-ହଲ୍ଲା, ଗୃହ ମୁଲତବୀ
ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ସୋନପୁର ଜିଲାରେ ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ରାଜ୍ୟ ସରକାରଙ୍କ ଦ୍ୱାରା ଧାନ ବିକ୍ରିକୁ ନେଇ ଆରମ୍ଭ କରାଯାଇଥିବା ଟୋକନ ବ୍ୟବସ୍ଥାକୁ ବିରୋଧ କରି ଚାଷୀମାନେ ଆନ୍ଦୋଳନ କରୁଛନ୍ତି। ଧାନର ଅଭାବୀ ବିକ୍ରୀ ଦେଖାଦେଇଛି। ମଣ୍ଡିରେ…
ମହାପ୍ରଭୁଙ୍କ ମାମୁଘର ବିବାଦ: ଶାସ୍ତ୍ର, ପୁରାଣ, ସ୍ବତ୍ବଲିପିରେ ଉଲ୍ଲେଖ ନାହିଁ
ପୁରୀ ଅଫିସ, ୨୧।୧୧: ମହାପ୍ରଭୁଙ୍କ ମାମୁଘର ନେଇ ସୃଷ୍ଟି ହୋଇଛି ନୂଆ ବିବାଦ। ପ୍ରଥମାଷ୍ଟମୀ ଅବସରରେ ମଙ୍ଗଳବାର ନିଆଳି ମାଧବରୁ ପୋଢୁଅଁ। ଭାର ମହାପ୍ରଭୁଙ୍କ ପାଇଁ ଆସିବା ପରେ ଏହାକୁ ନେଇ ଆରମ୍ଭ ହୋଇଛି ବିତର୍କ। ନିଆଳିର ମାଧବାନନ୍ଦଜୀଉ ମହାପ୍ରଭୁଙ୍କ ମାମୁ…
ଶ୍ରୀମନ୍ଦିରରେ ପ୍ରଥମାଷ୍ଟମୀ
ପୁରୀ ଅଫିସ, ୨୧।୧୧: ଶ୍ରୀମନ୍ଦିରରେ ବୁଧବାର ପବିତ୍ର ପ୍ରଥମାଷ୍ଟମୀ ପାଳନ ଅବସରରେ ସ୍ବତନ୍ତ୍ର ପୂଜାବିଧି ଅନୁଷ୍ଠିତ ହୋଇଥିଲା। ଭୋଗ ମଣ୍ଡପ ବଢିବା ପରେ ତିନିବାଡ଼ରେ ମଇଲମ କରାଯାଇ ମହାସ୍ନାନ ନୀତି ସମ୍ପନ୍ନ ହୋଇଥିଲା। ଏହାପରେ ଠାକୁରଙ୍କୁ ନୂଆ ଲାଗି କରାଯାଇଥିଲା। ଚନ୍ଦନ…
ରାଜ୍ୟ ଜମି ଦେଲେ ଭୁବନେଶ୍ୱରରେ ଶୀଘ୍ର ନୂଆ ଏୟାରପୋର୍ଟ: କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ଖୁବ୍ଶୀଘ୍ର ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ଅନ୍ତର୍ଜାତୀୟ ଏୟାରପୋର୍ଟ। ରାଜ୍ୟ ସରକାର ଯେତେଶୀଘ୍ର ଜମି ଯୋଗାଇ ଦେବେ, ସେତେ ଶୀଘ୍ର କାର୍ଯ୍ୟ ଆରମ୍ଭ ହେବ। ବୁଧବାର ରାଜ୍ୟ ସଭାରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀ…
ରାଜପଥ ମନ୍ତ୍ରଣାଳୟ ‘ସଡ଼କ ଦୁର୍ଘଟଣା-୨୦୧୮’ ରିପୋର୍ଟ ପ୍ରକାଶିତ: ୨.୩୭ ପ୍ରତିଶତ ମୃତ୍ୟୁ ହାର ବଢ଼ିଛି
ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ‘ଭାରତରେ ସଡ଼କ ଦୁର୍ଘଟଣା-୨୦୧୮’ ରିପୋର୍ଟ ଜାରି କରାଯାଇଛି। ଏହା ହେଉଛି ମନ୍ତ୍ରଣାଳୟ ଅଧୀନ ପରିବହନ ଗବେଷଣା ଶାଖାର ବାର୍ଷିକ ପ୍ରକାଶନୀ, ଯେଉଁଥିରେ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶର…
ଧର୍ମେନ୍ଦ୍ରଙ୍କୁ ଭେଟିଲେ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଏରାମ ଠାକୁର ବୁଧବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୂଆଦିଲ୍ଲୀସ୍ଥିତ ବାସଭବନରେ ଭେଟିଛନ୍ତି। ଉଭୟଙ୍କ ମଧ୍ୟରେ ହିମାଚଳ ପ୍ରଦେଶର ବିକାଶ ପାଇଁ ତୈଳ ଏବଂ ଗ୍ୟାସ ଭିତ୍ତିଭୂମିକୁ ମଜବୁତ୍ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେହିପରି ରାଜ୍ୟର…
ସ୍ମିତାରାଣୀଙ୍କ ହତ୍ୟା ଲୁଚାଇବାକୁ ଷଡ଼ଯନ୍ତ୍ର: ନରସିଂହ
ଭୁବନେଶ୍ୱର, ୨୧।୧୧ (ବ୍ୟୁରୋ): ଯାଜପୁର ଜିଲା ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ନେଇ ବୁଧବାର ବିଧାନସଭାରେ ଶୂନ୍ୟକାଳ ଓ ମୁଲତବୀ ଆଲୋଚନା ବେଳେ ବିରୋଧୀ ଦଳ ସରକାରଙ୍କୁ କାଠଗଡାରେ ଛିଡ଼ା କରିଛନ୍ତି। ଶୂନ୍ୟକାଳରେ ଏହି ପ୍ରସଙ୍କ ଉଠାଇ କଂଗ୍ରେସ…
ଅନ୍ତରୀଣ ଡିଜିପି ଭାବେ ବିଧିବଦ୍ଧ ଦାୟିତ୍ୱ ଗ୍ରହଣ କଲେ ସତ୍ୟଜିତ: ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା
ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ରାଜ୍ୟ ପୋଲିସର ଅନ୍ତରୀଣ ଡିଜି ଭାବେ ଦାୟିତ୍ୱ ଗ୍ରହଣ କଲେ ରାଜ୍ୟ କାରାଗାର ଡିଜି ସତ୍ୟଜିତ ମହାନ୍ତି। କଟକ ପୋଲିସ ମୁଖ୍ୟାଳୟରେ ଆନୁଷ୍ଠାନିକ ଭାବେ ଗାର୍ଡ ଅଫ୍ ଅନର ପ୍ରଦାନ କରାଯିବା ପରେ ବିଧିବଦ୍ଧ ଭାବେ ସେ ଦାୟିତ୍ୱ…
ମଣ୍ଡିକୁ ଅପେକ୍ଷା
ଚଳିତ ଖରିଫ ଋତୁରେ କଳାହାଣ୍ଡି ଜିଲାରେ ଭଲ ଫସଲ ହୋଇଛି। କୃଷି ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଚଳିତ ଖରିଫ ଋତୁରେ କଳାହାଣ୍ଡିରେ ୮୧ ଲକ୍ଷ କୁଇଣ୍ଟାଲ ଧାନ ଉପତ୍ାଦନ ହେବ। ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକରେ…
Archives


