ଖୋର୍ଦ୍ଧାରେ ଏସ୍ଟିଏଫ୍ର ଏନ୍କାଉଣ୍ଟର: ଆହତ ଅବସ୍ଥାରେ ଖସିଗଲେ ଅଭିଯୁକ୍ତ ସଞ୍ଜୟ; କାର୍, ରକ୍ତଭିଜା ଶାର୍ଟ ଜବତ, ଜଣେ ଗିରଫ
ଭୁବନେଶ୍ୱର, ୩୦ା୬(ବ୍ୟୁରୋ): ଖୋର୍ଦ୍ଧା ଏଲ୍ଆଇସି ପଡ଼ିଆରେ ଶନିବାର ରାତିରେ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଟିମ୍ ସହ ଅପରାଧୀ ମୁହାଁମୁହଁି ହୋଇଛନ୍ତି। ଉଭୟ ପକ୍ଷରୁ ବହୁ ରାଉଣ୍ଡ୍ ଗୁଳି ବିନିମୟ ହୋଇଥିବାବେଳେ ଏସ୍ଟିଏଫ୍ ଗୁଳିରେ ଏକାଧିକ ଆହତ ହୋଇଥିବା ଜଣାପଡିଛି। ପୋଲିସ ଜଣଙ୍କୁ...
କଟକ ଶିଶୁଭବନରେ ନବଜାତକଙ୍କୁ ଚିକିତ୍ସାରେ ଅବହେଳା: ବାପାଙ୍କ ଫେସ୍ବୁକ ପୋଷ୍ଟ ପରେ ସ୍ଥିତି ବଦଳିଲା
କଟକ ଅଫିସ,୩୦ା୬: ପୁଣି ଚର୍ଚ୍ଚାର ପରିସରକୁ ଆସିଛି କଟକ ଶିଶୁଭବନ। ୨ଦିନ ତଳେ ଜନ୍ମ ହୋଇଥିବା ଏକ ନବଜାତ ଶିଶୁପୁତ୍ରଙ୍କ ଚିକିତ୍ସାରେ ଅବହେଳା କରାଯାଉଥିଲା। ଡାକ୍ତର, କର୍ମଚାରୀଙ୍କୁ ଯେତେ ଗୁହାରି କଲେ ମଧ୍ୟ କେହି କିଛି ଶୁଣି ନ ଥିଲେ।...
ଆଉ ଠକିପାରିବେନି ଅଧ୍ୟାପକ: ୭ଘଣ୍ଟା କଲେଜରେ ରହିବେ, ୫ ଘଣ୍ଟା ପାଠ ପଢ଼ାଇବେ; ଉପସ୍ଥାନ ୭୫%ରୁ କମିଲେ ପରୀକ୍ଷା ମନା
ଭୁବନେଶ୍ୱର,୩୦ା୬(ବ୍ୟୁରୋ): କଲେଜରେ ଛାତ୍ରୀଛାତ୍ର ଓ ଅଧ୍ୟାପକମାନଙ୍କ ଭଲ ଉପସ୍ଥାନ ଓ ପାଠପଢ଼ାକୁ ଗୁରୁତ୍ୱ ଦେଇଛି ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜ ଛାତ୍ରୀଛାତ୍ରମାନଙ୍କ ପାଇଁ ଶ୍ରେଣୀରେ ୭୫% ଉପସ୍ଥାନ ବାଧ୍ୟତାମୂଳକ। ନଚେତ୍ ପରୀକ୍ଷା ଦେବାରୁ ବଞ୍ଚତ୍ତ ହେବେ। ସେହିପରି ଅଧ୍ୟାପକଙ୍କର ଓ୍ବାର୍କିଂ...
ନାଇଜେରିଆରୁ ମୁକୁଳିଲେ ପଣବନ୍ଦୀ ଥିବା ଓଡ଼ିଆ ନାବିକ ସୁଦୀପ
ଭୁବନେଶ୍ୱର,୩୦ା୬(ବ୍ୟୁରୋ): ନାଇଜେରିଆରେ ପଣବନ୍ଦୀ ଥିବା ୫ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରଣାଳୟ ସହଯୋଗରେ ମୁକ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସୁଦୀପ ଚୌଧୁରୀ ନାମକ ଜଣେ ଓଡ଼ିଆ ନାବିକ ଅଛନ୍ତି। ସେମାନେ ସୁରକ୍ଷିତଭାବେ ମୁକ୍ତ ହୋଇଥିବାରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବହିର୍ବ୍ୟାପାର ମନ୍ତ୍ରୀ...
ପ୍ରଶାସନିକସ୍ତରରେ ଅଦଳବଦଳ: ବଦଳିଲେ ସୁନ୍ଦରଗଡ଼, ଢେଙ୍କାନାଳ, ସୁବର୍ଣ୍ଣପୁର ଜିଲାପାଳ; ବିବାଦୀୟ ରଶ୍ମିତାଙ୍କୁ ଗୁରୁଦାୟିତ୍ୱ
ଭୁବନେଶ୍ୱର,୩୦ା୬(ବ୍ୟୁରୋ): ରାଜ୍ୟ ସରକାର ଶନିବାର ପ୍ରଶାସନିକସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ୨୦୦୫ ବ୍ୟାଚ୍ର ଆଇଏଏସ୍ ଅଫିସର ରାଜେଶ ପ୍ରଭାକର ପାଟିଲଙ୍କୁ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ସ୍ବତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ନୂତନ ଦାୟିତ୍ୱ ଦିଆଯାଇଛି। ରାଜେଶ ପୂର୍ବରୁ...
ଓଡ଼ିଆ ଆଇପିଏସ୍ ଅଫିସର ତାମିଲନାଡୁ ଡିଜିପି
ଭୁବନେଶ୍ୱର, ୩୦ା୬(ବ୍ୟୁରୋ): ଓଡ଼ିଆ ଆଇପିଏସ୍ ଅଫିସର ଜଳଦ କୁମାର ତ୍ରିପାଠୀ ତାମିଲନାଡୁର ନୂତନ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ହୋଇଛନ୍ତି। ତାମିଲନାଡୁ ମୁଖ୍ୟମନ୍ତ୍ରୀ ତାଙ୍କୁ ଏହି ନିଯୁକ୍ତି ଦେଇଥିବାନେଇ ଔପଚାରିକଭାବେ ଘୋଷଣା କରାଯାଇଛି। ପୂର୍ବରୁ ସେ ଚେନ୍ନାଇର ପୋଲିସ କମିଶନର ଭାବେ...
ରଥଯାତ୍ରାକୁ ଆଉ ୪ଦିନ ବାକି: ଅଶାନ୍ତ ହେଲା ପୁରୀ ସହର; ତେଜରାତି ଦୋକାନୀଙ୍କୁ ଗୁଳିମାଡ଼
ପୁରୀ ଅଫିସ,୩୦ା୬: ରଥଯାତ୍ରାକୁ ଆଉ ମାତ୍ର ୪ଦିନ ବାକି ଥିବାବେଳେ ଅଶାନ୍ତ ହୋଇପଡ଼ିିଛି ପୁରୀ ସହର। ଗୋଟିଏ ପଟେ ଭକ୍ତ ଓ ପର୍ଯ୍ୟଟକଙ୍କ ସୁରକ୍ଷା ଉପରେ ପୋଲିସ ଗୁରୁତ୍ୱ ଦେଉଥିବା କହୁଛି। ଅନ୍ୟପଟେ ଶ୍ରୀକ୍ଷେତ୍ରରେ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡ଼ିିବାରେ ଲାଗିଛି।...
୨୬ ଜିଲାରେ ସ୍ଥିତି ସଙ୍ଗିନ
ଭୁବନେଶ୍ୱର, ୩୦।୬(ବ୍ୟୁରୋ): ରାଜ୍ୟରେ ନିଅଣ୍ଟିଆ ବର୍ଷା ଏବଂ ଚାଷ ଖର୍ଚ୍ଚ ବୃଦ୍ଧିକୁ ନେଇ ମହାସଙ୍କଟରେ ପଡିଛନ୍ତି ଚାଷୀ। ଏପରି କି ଅନେକ ଚାଷୀ ଚାଷ କାର୍ଯ୍ୟରୁ ନିଜକୁ ଦୂରେଇ ନେଲେଣି। ଗୋଟିଏପଟେ ପ୍ରାକୃତିକ ବିପର୍ଯ୍ୟୟ, ଅନ୍ୟପଟେ ଚାଷ କାର୍ଯ୍ୟରେ ହେଉଥିବା...
ଟମକା-ମଙ୍ଗଳପୁର ରାସ୍ତା ଶୋଚନୀୟ: ଶୁଣିଲାନି ପ୍ରଶାସନ; ରାସ୍ତା ମରାମତି କଲା ଟାଟା ଷ୍ଟିଲ
କାଳିଆପାଣି,୩୦ା୬(ଡି.ଏନ୍.ଏ.)- କାଳିଆପାଣି ଖଣି ଅଞ୍ଚଳର ଟମକା-ମଙ୍ଗଳପୁର ରାସ୍ତା ଶୋଚନୀୟ ହୋଇପଡ଼ିଛି। ପ୍ରତିଦିନ ଖଣି ଅଞ୍ଚଳରୁ ଏହି ରାସ୍ତା ଦେଇ ହଜାର ହଜାର କ୍ରୋମାଇଟ ବୋଝେଇ ଟ୍ରକ ରାଜ୍ୟ ଓ ରାଜ୍ୟ ବାହାରକୁ ଯାଉଥିବାବେଳେ ସରକାର କୋଟିକୋଟି ଟଙ୍କା ରାଜସ୍ବ ଆଦାୟ...
ହାଡ଼ିଦାସ ମହାବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟିପୂର୍ଣ୍ଣ ପରୀକ୍ଷା ପରିଚାଳନା: ଅନ୍ଧାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ; ଧାରଣା ଦେବେ ଅଭିଭାବକ
ଛତିଆ,୩୦ା୬(ଡି.ଏନ୍.ଏ.)- ଯାଜପୁର ଜିଲାର ଛତିଆସ୍ଥିତ ମହାପୁରୁଷ ହାଡ଼ିଦାସ ମହାବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟିପୂର୍ଣ୍ଣ ପରୀକ୍ଷା ପରିଚାଳନା ଯୋଗୁ ମେଧାବୀ ଛାତ୍ରୀଛାତ୍ର ଯୁକ୍ତ ୩ ପରୀକ୍ଷାରେ ଫେଲ୍ ହୋଇଥିବା ଅଭିଯୋଗ ହୋଇଛି। ଏହି ମହାବିଦ୍ୟାଳୟର ଛାତ୍ରୀ ଧରିତ୍ରୀ ସାହୁ, ପ୍ରଜ୍ଞାପରମିତା ବରାଳ, ସସ୍ମିତା...
ବ୍ୟାସନଗର ମହାବିଦ୍ୟାଳୟ ପରିଚାଳନାରେ ମନମୁଖି କାର୍ଯ୍ୟ: ଖାଲିପଡ଼ିଛି ୩୬ ଅଧ୍ୟାପିକା ଅଧ୍ୟାପକ ପଦବୀ; ୮୦ ପରିବର୍ତ୍ତେ ଅଛନ୍ତି ୪୪
ଯାଜପୁରରୋଡ,୩୦ା୬(ନି.ପ୍ର.)- ଯାଜପୁରରୋଡସ୍ଥିତ ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟ ରାଜ୍ୟରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି। ବିଗତ ଦିନରେ ଏହି ମହାବିଦ୍ୟାଳୟ ଗୁଣାତ୍ମକ ଶିକ୍ଷା ଓ ପରୀକ୍ଷା ପରିଚାଳନାରେ ଉତ୍କଳ ବିଶ୍ୱବିଦ୍ୟାଳୟରେ ସୁନାମ ଅର୍ଜନ କରିଥିଲା। ଏହି ମହାବିଦ୍ୟାଳୟ ୧୯୬୬ରେ ପ୍ରତିଷ୍ଠା...
ବର୍ଷା ନାହିଁ, କେନାଲରେ ଆସୁନି ପାଣି : ଆରମ୍ଭ ହୋଇପାରୁନି ଚାଷ
ତିର୍ତ୍ତୋଲ,୩୦ା୬ (ଡି.ଏନ.ଏ.): ତିର୍ତ୍ତୋଲ ବ୍ଲକ ଅଞ୍ଚଳରେ ଚଳିତବର୍ଷ ବର୍ଷା ଅଭାବରୁ ଚାଷକାମ ପଛେଇଯାଇଛି। ଦୀର୍ଘଦିନ ହେଲା ବର୍ଷା ହୋଇ ନ ଥିବାରୁ ଧାନ ବୁଣା କିମ୍ବା ତଳିପକା କାମ ହୋଇପାରୁନାହିଁ। ଏହି ବ୍ଲକର ୨୯ ପଞ୍ଚାୟତରେ ପ୍ରାୟ ୨୮ ହଜାର...
Archives


