ଟାଟା ପ୍ରକଳ୍ପରେ ଶ୍ରମିକ ଅଶାନ୍ତି ପ୍ରସଙ୍ଗ ତ୍ରିପାକ୍ଷିକ ଆଲୋଚନା ପରେ ଆନ୍ଦୋଳନ ପ୍ରତ୍ୟାହୃତ
ଛତ୍ରପୁର,୨୯।୬(ଡି.ଏନ.ଏ.)-ଟାଟା ପ୍ରକଳ୍ପରେ ଶ୍ରମିକ ଅଶାନ୍ତି ଶନିବାର ଥମିଛି। ତ୍ରିପାକ୍ଷିକ ଆଲୋଚନା ବୈଠକ ପରେ ବିସ୍ଥାପିତ ତଥା ଟାଟା ପ୍ରକଳ୍ପରେ ଏହାର ସହଯୋଗୀ ସଂସ୍ଥା ଟିଏସ୍ ଆଲଏଜ୍ରେ କାମ କରୁଥିବା ଶ୍ରମିକମାନଙ୍କ ପକ୍ଷରୁ ଚାଲିଥିବା ଆନ୍ଦୋଳନ ଶନିବାର ସନ୍ଧ୍ୟାରେ ଥମିଛି। ଛତ୍ରପୁରସ୍ଥିତ...
ଦୁର୍ଘଟଣାରେ ଜଣେ ମୃତ, ରାସ୍ତାରୋକୋ
ଖଜୁରିପଡା,୨୯ା୬(ଡି.ଏନ୍.ଏ.): ଖଜୁରିପଡା ବ୍ଲକ ଢାଡମେରୁ ଗ୍ରାମଛକ ୧୫୭ନଂ. ଜାତୀୟ ରାଜପଥ ନିକଟରେ ଶନିବାର ସକାଳେ ସଡକ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସୁଡ୍ରୁକୁମ୍ପା ଉପରସାହିର ଶଙ୍କର ବେହେରା (୬୨)। ଶନିବାର ଭୋରରେ ଶଙ୍କର ଛେଳି ଖୋଜିବାକୁ ଯାଇଥିବାବେଳେ...
ମାଓବାଦୀଙ୍କ ଗୁଳିରେ ଜିଆର୍ଏସ୍ଙ୍କ ମୃତ୍ୟୁ ଘଟଣା : ସଂଯୁକ୍ତାଙ୍କ ସ୍ବାମୀଙ୍କୁ ମିଳିଲା ୩୦ ଲକ୍ଷ
ଫିରିଙ୍ଗିଆ, ୨୯।୬-ସାଧାରଣ ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ମାଓବାଦୀଙ୍କ ଗୁଳିରେ କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଲୁଇସିଂ ପଞ୍ଚାୟତର ଜିଆର୍ଏସ୍ ସଂଯୁକ୍ତା ଦିଗାଳଙ୍କ ମୃତ୍ୟୁ ଘଟିଥିଲା। ମୃତ ସଂଯୁକ୍ତାଙ୍କ ସ୍ବାମୀ ଜିମେନ୍ଦ୍ର ଦିଗାଲଙ୍କୁ ସରକାରୀ ସହାୟତା ମିଳିଛି। ଜିଲା ପ୍ରଶାସନର...
ଓଡ଼ିଶାରେ ମଧ୍ୟ ଜଗା-କାଳିଆଙ୍କ ଚିକିତ୍ସା ଖର୍ଚ୍ଚ ଉଠାଇବେ ରାଜ୍ୟ ସରକାର: ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର,୨୯।୬(ବ୍ୟୁରୋ): ଓଡ଼ିଶା ଫେରିବା ପରେ ଜଗା-କାଳିଆଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଏହା କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ। ଜଗା-କାଳିଆ ଓଡ଼ିଶା ଫେରିବା ନେଇ କଥା ଉଠିବା ପରେ ଶନିବାର ମନ୍ତ୍ରୀ କହିଛନ୍ତି, ସେମାନେ ଆସିଲେ...
ପଣବନ୍ଦୀ ଓଡ଼ିଆ ନାବିକ ସୁଦୀପ ଉଦ୍ଧାର
ଭୁବନେଶ୍ୱର, ୨୯।୬(ବ୍ୟୁରୋ): ନାଇଜେରିଆରେ ପଣବନ୍ଦୀ ଥିବା ଓଡ଼ିଆ ନାବିକ ସୁଦୀପ ଚୌଧୁରୀଙ୍କୁ ଉଦ୍ଧାର କରାଯାଇଛି। ସୁଦୀପଙ୍କ ସହ ସମସ୍ତ ୪ ଭାରତୀୟଙ୍କୁ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି। ଏ ନେଇ ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ଟ୍ବିଟ ଯୋଗେ ସୂଚନା...
ଜୁଲାଇ ସୁଦ୍ଧା ନିଲାମ ହେବ ୫ରୁ ୧୦ ଖଣି: ପ୍ରଫୁଲ୍ଲ ମଲ୍ଲିକ
ଭୁବନେଶ୍ୱର,୨୯।୬(ବ୍ୟୁରୋ): ଆସନ୍ତା ଜୁଲାଇ ସୁଦ୍ଧା ୫ରୁ ୧୦ ଖଣି ନିଲାମ କରାଯିବ ବୋଲି ଶନିବାର ସୂଚନା ଦେଇଛନ୍ତି ଖଣିମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ। ୨୦୨୦ ସୁଦ୍ଧା ୨୪ ଖଣି ବନ୍ଦ ହେବାର ଅଛି। ଶିଳ୍ପସଂସ୍ଥାକୁ ଯେପରି କଞ୍ଚାମାଲ ଅଭାବ ନ ପଡ଼ିବ,...
ଓଡ଼ିଶା ଫେରିବେ ଜଗା-କାଳିଆ
ଭୁବନେଶ୍ୱର,୨୯ା୬(ବ୍ୟୁରୋ): ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିବା ଦୁଇଭାଇ ଜଗା, କାଳିଆ ଖୁବ୍ଶୀଘ୍ର ଓଡ଼ିଶା ଫେରିବେ। ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ପରେ ଶନିବାର ଏଭଳି ସୂଚନା ଦେଇଛନ୍ତି ଏନ୍ଏଚ୍ଏମ୍ ଏମ୍ଡି ଶାଳିନୀ ପଣ୍ଡିତ। ଜଗା-କାଳିଆଙ୍କ ଓଡ଼ିଶା ଫେରିବା ସମ୍ପର୍କରେ ଏମ୍ସ...
ମିଳିଲାନି ମହାପ୍ରୟାଣ ଗାଡ଼ି, ଖଟିଆରେ ବୁହା ହେଲା ମୃତଦେହ: ତଳିଆ କର୍ମଚାରୀ ସସ୍ପେଣ୍ଡ; ଇନ୍ଚାର୍ଜ, କାର୍ଯ୍ୟରତ ଡାକ୍ତରଙ୍କୁ କାରଣ ଦର୍ଶାଅ ନୋଟିସ୍
ଦାରିଙ୍ଗବାଡ଼ି,୨୯।୬(ଡି.ଏନ୍.ଏ.)- ମିଳିଲାନି ମହାପ୍ରୟାଣ ଗାଡ଼ି। ଖଟିଆରେ ବୁହାହେଲେ ରୋଗୀଙ୍କ ମୃତଦେହ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ। ଏଠାରେ ଶୁକ୍ରବାର ଚିକିତ୍ସାଧୀନ ଅବସ୍ଥାରେ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିଲା। ସେ ହେଲେ ଶ୍ରାନିକେତା...
ଓଡ଼ିଆ ଆଇପିଏସ୍ ହେଲେ ତାମିଲନାଡ଼ୁ ଡିଜିପି
ଭୁବନେଶ୍ୱର, ୨୯ା୬(ବ୍ୟୁରୋ.): ଓଡ଼ିଆ ଆଇପିଏସ୍ ଅଫିସର ଜଳଦ କୁମାର ତ୍ରିପାଠୀଙ୍କୁ ତାମିଲନାଡ଼ୁର ଡିଜିପି ଭାବେ ନିଯୁକ୍ତ କରାଯାଇଛି। ଏହି ପଦବୀ ପାଇଁ ୬ ଜଣଙ୍କ ନାମ ୟୁପିଏସ୍ସି ପ୍ରସ୍ତୁତ କରିଥିଲା। ଶେଷରେ ରାଜ୍ୟର ଏହି ବରିଷ୍ଠ ଏବଂ ଜଣାଶୁଣା ଆଇପିଏସ୍...
ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ, ମୁଖ୍ୟ ସଚେତକ ହେଲେ ମୋହନ
ଭୁବନେଶ୍ୱର, ୨୯।୬(ବ୍ୟୁରୋ): ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କୁ ବିରୋଧୀ ଦଳ ଉପନେତା ଦାୟିତ୍ୱ ପ୍ରଦାନ କରାଯାଇଛି। ସେହିପରି ଭାଜପା ବିଧାୟକ ଦଳ ମୁଖ୍ୟ ସଚେତକ ଭାବେ ମୋହନ ଚରଣ ମାଝିଙ୍କୁ ଦାୟିତ୍ୱ ମିଳିଛି। ଏ ନେଇ ଶନିବାର ସୂଚନା ଦେଇଛନ୍ତି...
କେନ୍ଦ୍ରାପଡ଼ାକୁ ଗଡ଼ିଲା ଟ୍ରେନ୍ ଇଞ୍ଜିନ
କେନ୍ଦ୍ରାପଡ଼ା ଅଫିସ, ୨୯।୬: କେନ୍ଦ୍ରାପଡ଼ାକୁ ଗଡ଼ିଲା ଟ୍ରେନ୍ ଇଞ୍ଜିନ। ହରିଦାସପୁର-କେନ୍ଦ୍ରାପଡ଼ା ମଧ୍ୟରେ ଶନିବାର ଟ୍ରେନ୍ ଇଞ୍ଜିନ ଗଡ଼ିଛି। ପରୀକ୍ଷାମୂଳକ ଭାବେ ଇଞ୍ଜିନ ଡ୍ରାଇଭ କରାଯାଇଥିବା ସୂଚନା ମିଳିଛି। ତେବେ ୩୦ ତାରିଖ ଅର୍ଥାତ୍ ରବିବାରଠାରୁ ହରିଦାସପୁର- କେନ୍ଦ୍ରାପଡ଼ା ମଧ୍ୟରେ ଟ୍ରେନ୍...
ଜୋର୍ସୋରରେ ଚାଲିଛି ପୋଟଳ କାମ
ପୁରୀ ଅଫିସ, ୨୯ା୬: ଜୁଲାଇ ୪ରେ ଘୋଷଯାତ୍ରା। ଶ୍ରୀନଅର ସମ୍ମୁଖ ରଥଖଳାରେ ଆଗେଇ ଚାଲିଛି ରଥକାମ। ଗୁରୁବାର ତୃତୀୟ ଭୂଇଁ କାଠ ଉଠି ବଡ଼ ଥାଳି ପୋଟଳ ଉଠିଥିଲା। ତେରପରସ୍ତ ପୋଟଳ କାମ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଶୁକ୍ରବାର ଦୁଆର...
Archives


