ଗ୍ରାହକଙ୍କ ବିଶ୍ୱାସ ଭରଷାର ଅନ୍ୟନାମ;ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସ
ଯେକୌଣସି ବାଣିଜ୍ୟ ଲାଗି ଗ୍ରାହକଙ୍କ ରେସ୍ପନ୍ସ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ। ଗ୍ରାହକ ଆଦୃତି ଲାଭ ଦ୍ୱାରା ବ୍ରାଣ୍ଡ ଆଗକୁ ଅଗ୍ରସର ହେବାରେ କୌଣସି ଅସୁବିଧା ହୁଏ ନାହିଁ। ସେହିଭଳି ସ୍ବତନ୍ତ୍ର ସେବା ଯୋଗାଣ ଦ୍ୱାରା ଗ୍ରାହକଙ୍କ ନିକଟତର ହେବା ନେଇ ସହଜ…
ସଙ୍କଳ୍ପବଦ୍ଧ ହୋଇ କାର୍ଯ୍ୟ କରିବାକୁ ପରାମର୍ଶ
ଅନୁଗୋଳ ଅଫିସ, ୨୮।୯ ଅନୁଗୋଳ ଜିଲାରେ ଜଳସେଚନର ଅନେକ ସମ୍ଭାବନା ରହିଛି। ଏହି ସମ୍ଭାବନାକୁ କାର୍ଯ୍ୟରେ ପରିଣତ କରିବା ପାଇଁ ସମସ୍ତେ ଏକ ଲକ୍ଷ୍ୟ ସ୍ଥିର କରିବା ସହ ସଙ୍କଳ୍ପବଦ୍ଧ ହୋଇ କାମ କରିବାକୁ ରାଜ୍ୟ ଜଳ ସମ୍ପଦ, ସୂଚନା ଓ…
ରସାସିଂହରେ ଜ୍ୱର ଆତଙ୍କ:୪ ଡେଙ୍ଗୁ, ୬ ଚିକୁନଗୁନିଆ ରୋଗୀ ଚିହ୍ନଟ
ଢେଙ୍କାନାଳ ଅଫିସ, ୨୮।୯ ଢେଙ୍କାନାଳ ଜିଲା ଓଡ଼ପଡ଼ା ବ୍ଲକ ରସାସିଂହ ଗ୍ରାମରେ ସଂକ୍ରାମକ ଜ୍ୱର ଆତଙ୍କ ଦେଖାଦେଇଛି। ଶୁକ୍ରବାର ରକ୍ତ ନମୁନା ପରୀକ୍ଷା କରାଯିବା ପରେ ୪ ଡେଙ୍ଗୁ ଏବଂ ୬ ଜଣ ଚିକୁନ୍ଗୁନିଆ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ନେଇ…
କୁମୁସୀ ସରପଞ୍ଚ ନିଲମ୍ବିତ
ପରଜଙ୍ଗ, ୨୮।୯(ଡି.ଏନ.ଏ.) ପଦବୀର ଅପବ୍ୟବହାର ଅଭିଯୋଗରେ ନିଲମ୍ବିତ ହୋଇଛନ୍ତି ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସୀ ପଞ୍ଚାୟତର ସରପଞ୍ଚ ସାଗରିକା ଦେହୁରୀ। ଜିଲାପାଳଙ୍କ ଅର୍ଡର ନଂ. ୭୮୦ ଏବଂ ତା.୨୬.୯.୧୯ରିଖରେ ଏହି ନିର୍ଦ୍ଦେଶ ଜାରି କରାଯାଇଛି। ତାଙ୍କ ସ୍ଥାନରେ ନାଏବ ସରପଞ୍ଚ…
ଢେଙ୍କାନାଳରେ ଜଳସମ୍ପଦ ମନ୍ତ୍ରୀ:ଅଧିକ ଜମିକୁ ଜଳ ସେଚନ ନିର୍ଦ୍ଦେଶ
ଢେଙ୍କାନାଳ ଅଫିସ, ୨୮।୯ ଜଳସମ୍ପଦ ଏବଂ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଶୁକ୍ରବାର ଢେଙ୍କାନାଳ ଗସ୍ତରେ ଆସି ସ୍ଥାନୀୟ ସର୍କିଟ ହାଉସ୍ରେ ବିଭାଗୀୟ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଜିଲାରେ ଅଧିକ ଚାଷ ଜମିକୁ ଜଳସେଚନ କରିବାକୁ ମନ୍ତ୍ରୀ ବିଭାଗୀୟ…
ଜିଲା ମୁଖ୍ୟ ଚିକିତ୍ସାଳୟ, ଆରଟିଓରେ ଚଢ଼ାଉ:୭ ଜଣଙ୍କୁ ଗିରଫ କଲା ପୋଲିିସ
ଅନୁଗୋଳ ଅଫିସ, ୨୮।୯ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ଆରଟିଓ କାର୍ଯ୍ୟାଳୟରେ ଦଲାଲି ଅଭିଯୋଗରେ ଶୁକ୍ରବାର ୭ ଜଣଙ୍କୁ ଅନୁଗୋଳ ପୋଲିସ ଗିରଫ କରିଛି। ଜିଲା ମୁଖ୍ୟ ଚିକିତ୍ସାଳୟରୁ ୪ ଜଣଙ୍କୁ ଗିରଫ କରାଯାଇ ନଂ. ୭୬୨/୧୯ରେ କୋର୍ଟଚାଲାଣ କରାଯାଇଛି।…
ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା
ନୂଆପଡା ଅଫିସ,୨୮ା୯ ସ୍ଥାନୀୟ ମିନିଷ୍ଟାଡିୟମରେ ନୂଆପଡା ସଦର ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଆରମ୍ଭ ହୋଇଥିବା ପ୍ରତିଯୋଗିତାକୁ ବ୍ଲକ ଶିକ୍ଷାଧିକାରୀ ଡ. ରେଶମଲାଲ ନାଏକ ଶୁଭାରମ୍ଭ କରିଥିଲେ। କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ସହ ଗୋଷ୍ଠୀ…
ଜିଲାସ୍ତରୀୟ ରାଷ୍ଟ୍ରିୟ ପୋଷଣ ମାସ:ଘର ତିଆରି ପୋଷକ ଉପରେ ଗୁରୁତ୍ୱ ଦେଲେ ଜିଲାପାଳ
ନୂଆପଡା ଅଫିସ,୨୮ା୯ ଘର ତିଆରି ଖାଦ୍ୟରେ ହିଁ ଉପଯୁକ୍ତ ପୋଷକ ତତ୍ୱ ରହିଥାଏ । ଆବହମାନ କାଳରୁ ଆମେ ଘରେ ମା’ ତିଆରି କରୁଥିବା ଖାଦ୍ୟରେ ଢେର ପୋଷକ ପାଉଥିଲୁ । ହେଲେ ଆମେ ସଭ୍ୟ ସମାଜ ଆଡକୁ ଯେତେ ଯାଉଛୁ…
ଲେବର ବଜେଟ ପ୍ରଶିକ୍ଷଣ ଶିବିର ଉଦ୍ଯାପିତ
କର୍ଲାମୁଣ୍ଡା,୨୮।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରାଜୀବ ଗାନ୍ଧି ସେବାକେନ୍ଦ୍ରଠାରେ ଏମ୍ଜିଏନ୍ଆରଇଜିଏସ୍ର ସଫଳତା ପାଇଁ ପ୍ଲାନିଙ୍ଗ କମିଟି ସଭ୍ୟାସଭ୍ୟମାନଙ୍କୁ ନେଇ ଗୁରୁବାରଠାରୁ ଚାଲିଥିବା ଲେବର ବଜେଟ ପ୍ରଶିକ୍ଷଣ ଶିବିର ଶୁକ୍ରବାର ଉଦ୍ଯାପିତ ହୋଇଯାଇଛି। ଦ୍ୱିତୀୟ ଦିବସରରେ ତାଲିମାଥିୀମାନଙ୍କୁ ନେଇ କ୍ଷେତ୍ର ପରିଦର୍ଶନ…
ଡାକ୍ତରଖାନାରେ ଦଲାଲି, ଔଷଧ ଦୋକାନୀ ଗିରଫ
ଆସିକା,୨୭ା୯(ଡି.ଏନ୍.ଏ.): ଆସିକା ସବଡିଭିଜିନାଲ୍ ହସପିଟାଲକୁ ଆସୁଥିବା ରୋଗୀଙ୍କୁ ଭୂଆଁ ବୁଲାଇ ନିଜ ଔଷଧ ଦୋକାନକୁ ନେଉଥିବା ଏବଂ ମନଇଛା ଔଷଧ ଦେଇ ଲୁଟୁଥିବା ଅଭିଯୋଗରେ ପୋଲିସ ଶୁକ୍ରବାର ଜଣେ ଔଷଧ ଦୋକାନୀଙ୍କୁ ଗିରଫ କରିଛି। ସେ ହେଲେ ସମୀର୍ ଚୌଧୁରୀ। ଅଭିଯୁକ୍ତଙ୍କ…
ଭଞ୍ଜନଗର ଆର୍ଟିଓ ଅଫିସ ପରିସରରୁ ୪ ଗିରଫ
ଭଞ୍ଜନଗର,୨୭।୯(ଡି.ଏନ.ଏ.): ବିଭିନ୍ନ ସରକାରୀ କାର୍ଯ୍ୟାଳୟ ଗୁଡ଼ିକରେ ଦଲାଲଙ୍କ ପ୍ରାର୍ଦୁଭାବ ବଢ଼ିବାରେ ଲାଗିଛି। ଦଲାଲ ଲାଭବାନ ହେଉଥିବାବେଳେ ଲୋକେ ଖର୍ଚ୍ଚାନ୍ତ ହେଉଛନ୍ତି। ଦଲାଲ ଦ୍ୱାରା ଲାଭଖୋର କିଛି କର୍ମଚାରୀ ମଧ୍ୟ ଲାଭବାନ ହେଉଥିଲେ। ଏହିଭଳି ପରିସ୍ଥିତିରେ ରାଜ୍ୟ ସରକାର ପ୍ରାରମ୍ଭିକ ପର୍ଯ୍ୟାୟରେ ମେଡ଼ିକାଲ,…
ଆର୍ଟିଓ, ମେଡିକାଲରୁ ୨ ଦଲାଲ ଗିରଫ
ଭଦ୍ରକ ଅଫିସ, ୨୭।୯: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଗୁରୁବାର ଭଦ୍ରକ ଜିଲା ଚିକିତ୍ସାଳୟରୁ ୪ ଦଲାଲଙ୍କୁ ଟାଉନ ଥାନା ପୋଲିସ ଗିରଫ କରିଥିଲା। ଶୁକ୍ରବାର ଏହି ଚିକିତ୍ସାଳୟରୁ ଅନ୍ୟ ଜଣେ ଦଲାଲଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେ…
Archives


