ରାଜ୍ୟ

କୁଇଜ୍‌ ମହାକୁମ୍ଭ ‘ମେଟଲ ମିଟ୍‌’ର ରେଜିଷ୍ଟ୍ରେସନ ଆରମ୍ଭ

ଭୁବନେଶ୍ୱର,୯।୮: ‘ମେଟଲ ମିଟ୍‌’ର ସପ୍ତମ ସଂସ୍କରଣ ଶନିବାର ଆରମ୍ଭ ହୋଇଯାଇଛି। ସକାଳ ୮.୩୦ରୁ ଏହି କୁଇଜ୍‌ ମହାକୁମ୍ଭ ପାଇଁ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ଚାଲିଥିବା ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତା ଦୁଇଦିନ ଧରି ଚାଲିବ। ପ୍ରଥମ…

ନାବାଳିକାଙ୍କୁ ପ୍ରେମ ବିବାହ ପରେ ନିର୍ଯାତନା ଦେଉଥିଲେ ସବ୍‌ଇନ୍ସପେକ୍ଟର: ଅଭିଯୋଗ ପରେ ବି…

ଜଗତ୍‌ସିଂହପୁର,୯ା୮(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ପ୍ରେମ ବିବାହ ପରେ ପ୍ରତାରଣା କରିଛନ୍ତି ଜଣେ ପୋଲିସ ସବ୍‌ ଇନ୍ସପେକ୍ଟର (ଏସ୍‌ଆଇ)। ସେ ହେଉଛନ୍ତି ବାଲେଶ୍ୱର ଜିଲା ବାଲିଆପାଳ ଥାନା ରତେଇ ଗାଁର ଅମିତ୍‌ ପାଢ଼ୀ। ନାବାଳିକାଙ୍କ ଅଭିଯୋଗ ଅନୁଯାୟୀ,…

ରାଜଧାନୀରେ ଚାଞ୍ଚଲ୍ୟ: ହସ୍ପିଟାଲ ବାଥରୁମ୍‌ରୁ ମିଳିଲା ନର୍ସଙ୍କ ମୃତଦେହ

ଭୁବନେଶ୍ବର,୯।୮: ଘରୋଇ ହସ୍ପିଟାଲରେ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ। ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ହୋଇଛି। ହସ୍ପିଟାଲ ବାଥରୁମ୍‌ରୁ ମୃତଦେହ, ମିଳିଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ମୃତ ନର୍ସ ଗଞ୍ଜାମ ଜିଲାର ବୋଲି ଜଣାପଡିଛି। ଖବରପାଇ…

ଉଚ୍ଚଶିକ୍ଷା ବିଭାଗର ଚିଠି: ସବୁ ବିଶ୍ବବିଦ୍ୟାଳୟରେ ଅଗଷ୍ଟ ୨୫ ସୁଦ୍ଧା…

ଭୁବନେଶ୍ୱର,୯।୮: ଅଗଷ୍ଟ ୨୫ ସୁଦ୍ଧା ଶକ୍ତିଶ୍ରୀ ସଶକ୍ତୀକରଣ ସେଲ ଖୋଲିବାକୁ ଉଚ୍ଚଶିକ୍ଷା ବିଭାଗ ଚିଠି ଲେଖିଛି। ସବୁ ବିଶ୍ବବିଦ୍ୟାଳୟ କୁଳପତିଙ୍କ ସହ ସରକାରୀ ଓ ବେସରକାରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଦିଆଯାଇଛି। ଅଗଷ୍ଟ ୨୦ ସୁଦ୍ଧା ଶକ୍ତିଶ୍ରୀ ସାଥୀ ବାଛିବା ପାଇଁ…

ଆଜିଠାରୁ କୁଇଜ୍‌ ମହାକୁମ୍ଭ ‘ମେଟଲ ମିଟ୍‌’

ଭୁବନେଶ୍ୱର,୯ା୮(ସୁଚିସ୍ମିତା ସାହୁ):ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ କୁଇଜ୍‌ ମହାକୁମ୍ଭ ‘ମେଟଲ ମିଟ୍‌’ର ସପ୍ତମ ସଂସ୍କରଣ ଶନିବାର ଆୟୋଜନ ହେବ। ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ହେବାକୁ ଥିବା ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତା ଦୁଇଦିନ ଧରି ଚାଲିବ। ପ୍ରଥମ ଦିନ…

୧୩ରେ ରାଜ୍ୟ କ୍ୟାବିନେଟ: ଆସିପାରେ ୮ରୁ ଅଧିକ ପ୍ରସ୍ତାବ

ଭୁବନେଶ୍ୱର,୯ା୮ (ରବିନାରାୟଣ ଜେନା):ଅଗଷ୍ଟ ୧୩ରେ ରାଜ୍ୟ କ୍ୟାବିନେଟ୍‌ର ୨୪ତମ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି କ୍ୟାବିନେଟ୍‌ ବୈଠକରେ ୭ ବିଭାଗର ୮ଟିରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଆସିପାରେ ବୋଲି…

ଆଜି ୩ୟ କିସ୍ତି ସୁଭଦ୍ରା ଟଙ୍କା:ଏହି ସମୟରେ ଖାତାକୁ ଆସିବ..

ପଟ୍ଟାଙ୍ଗି,୯ା୮(ଶରତ କୁମାର ଧଳ):ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଶନିବାର ରକ୍ଷାବନ୍ଧନ ଅବସରରେ ପ୍ରଦାନ କରାଯିବ। ଜୟପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ କୋଟିଏରୁ ଊର୍ଦ୍ଧ୍ୱ ମହିଳା ହିତାଧିକାରୀଙ୍କୁ ଏହି ଟଙ୍କା ଦିଆଯିବ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କୋରାପୁଟ…

କାଲି ରାଜ୍ୟରେ ଅତି ପ୍ରବଳ ବର୍ଷା: ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର,୮।୮(ଅନୁରାଧା ମହାରଣା)- ରାଜ୍ୟରେ ଶନିବାର ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ପୁରୀ ଜିଲାରେ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଅରେଞ୍ଜ…

ସାମାନ୍ୟ ବଚସାରୁ ଯୁବକଙ୍କୁ ଛୁରୀ ଭୁସି ମାରିଦେଲେ, ୨ ଯୁବକଙ୍କୁ କୋର୍ଟ ଚାଲାଣ କଲା…

ଭବାନୀପାଟଣା,୮।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୌରପାଳିକା ଅଫିସ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତ୍ରିରେ ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଛୁରୀ ଭୂସି ହତ୍ୟା କରାଯାଇଛି। ମୃତ ଯୁବକ ଜଣକ ଭବାନୀପାଟଣା ସହର…

ସୁଭଦ୍ରା: ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ତୃତୀୟ କିସ୍ତି, ଆସିଲା ନୂଆ ଲିଷ୍ଟ! ଜାଣନ୍ତୁ କେଉଁ ମହିଳାଙ୍କୁ କାଲି ମିଳିବ ଟଙ୍କା

ଭୁବନେଶ୍ୱର,୮।୮:  ଆସନ୍ତାକାଲି ମିଳିବ ସୁଭଦ୍ରା ଟଙ୍କା। ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ଟଙ୍କା। ଅଗଷ୍ଟ ୯ ତାରିଖରେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରାର ତୃତୀୟ କିସ୍ତି ଟଙ୍କା ପ୍ରଦାନ କରାଯିବ। ତୃତୀୟ କିସ୍ତି  ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଜମା ହେବ। ଏହା…

ଯୁବତୀ ଜୀଅନ୍ତା ଜଳିଯିବା ଘଟଣା: ଅଟକ ପୁରୁଷ ବନ୍ଧୁଙ୍କ ମା’ ଭଉଣୀ ଆଣିଲେ ସାଙ୍ଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ,୮।୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଯୁବତୀ ଜୀଅନ୍ତା ଜଳିଯିବା ଘଟଣାରେ ମୁହିଁ ଖୋଲିଛନ୍ତି ଅଟକ ପୁରୁଷ ବନ୍ଧୁଙ୍କ ମା’ ଏବଂ ଭଉଣୀ। ପୁଅକୁ ଫସାଇ ଦିଆଯାଇଥିବା ଅଟକ ଯୁବକଙ୍କ ମା’ ସାଙ୍ଘାତିକ ଅଭିଯୋଗ କରିଛନ୍ତି। ଉଭୟପୁଅ-ଝିଅ ପରସ୍ପରକୁ ଭଲ ପାଉଥିଲେ। ଏହି…

୨୪ ଘଣ୍ଟାରେ ଏହି ୭ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ୟେଲୋ ଆଲର୍ଟ, ରୁହନ୍ତୁ ସତର୍କ

ଭୁବନେଶ୍ୱର,୮।୮: ପୁରୀରେ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ସେହିପରି ପ୍ରବଳ ବର୍ଷା ନେଇ ୭ ଜିଲାକୁ ୟେଲୋ ଆଲର୍ଟ ହୋଇଛି। ସେହି ୭ ଜିଲାଗୁଡିକ ହେଉଛି କଟକ, ଖୋର୍ଦ୍ଧା, ଜଗତସିଂହପୁର, ଗଞ୍ଜାମ, ଗଜପତି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri