ରାଜ୍ୟ

ଆସନ୍ତା ସାଧାରଣତନ୍ତ୍ର ଦିବସରେ ଆମିଷ ବିକ୍ରି ବନ୍ଦ

କୋରାପୁଟ,୨୩।୧(ଅମିତାଭ ବେହେରା ): ଜାନୁଆରୀ ୨୬ରେ ଅନୁଷ୍ଠିତ ହେବାକୁ ଥିବା ୭୭ ତମ ଗଣତନ୍ତ୍ର ଦିବସରେ କୋରାପୁଟ ଜିଲାରେ ଆମିଷ ବିକ୍ରି ଉପରେ ଜିଲାପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି। କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଶୁକ୍ରବାର ଏ ସମ୍ପର୍କରେ…

ବସ୍‌ ଧର୍ମଘଟ ଡାକରାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ପ୍ରତ୍ୟାହୃତ ହେଲା…

ଭୁବନେଶ୍ୱର,୨୩।୧: ବସ୍‌ ଧର୍ମଘଟ ଡାକରା ପ୍ରତ୍ୟାହୃତ। ଶନିବାର ଠାରୁ ବସ୍‌ ଧର୍ମଘଟ ଡାକରା ଦେଇଥିଲା ଘରୋଇ ବସ୍‌ ମାଲିକ ସଂଘ। ମାଲିକ ସଂଘ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି। ଗୁରୁବାର ସରକାରଙ୍କ ସହିତ ଆଲୋଚନା ସଫଳ ହୋଇଥିଲା। ବିଭିନ୍ନ ଜିଲାର…

ବିଜେଡିକୁ ବାହୁଡ଼ିବେ ଅରବିନ୍ଦ!

ଭୁବନେଶ୍ୱର,୨୩।୧: ବିଜେଡିକୁ ଭାରି ପଡ଼ିଲାକି ଅରବିନ୍ଦ ସମର୍ଥକଙ୍କ ମେଳି। ପୁନର୍ବିଚାର କରାଯିବ କହିଲେ ସମର୍ଥକ। ଶଙ୍ଖଭବନରେ ବରିଷ୍ଠ ନେତାଙ୍କୁ ଭେଟିବା ପରେ ଅରବିନ୍ଦଙ୍କ ସମର୍ଥକ ପ୍ରତିକ୍ରିୟା ରଖିଛନ୍ତି। ସେମାନେ କହିଛନ୍ତି, ପ୍ରତାପ ଜେନା, ଦେବୀପ୍ରସାଦ ମିଶ୍ର ଆମକୁ ପ୍ରତିଶ୍ରୁତି ଦେଇଛନ୍ତି। ପୁନର୍ବିଚାର…

କେଉଁ ରାଜ୍ୟ ସରକାର ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରନ୍ତି ଅଧିକ ଟଙ୍କା? ଲିଷ୍ଟରେ ଓଡ଼ିଶାର ସ୍ଥାନ…

ନୂଆଦିଲ୍ଲୀ,୨୩।୧: ଜାନୁଆରୀ 2026 ରୁ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ ଯୋଜନା କାର୍ଯ୍ୟକାରୀ କରି ପଞ୍ଜାବ ସରକାର ସ୍ୱାସ୍ଥ୍ୟ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଭଗବନ୍ତ ସିଂହ ମାନ କହିଛନ୍ତି ଯେ ଏହି ଯୋଜନା ଅଧୀନରେ, ରାଜ୍ୟର ପ୍ରତ୍ୟେକ ପରିବାର ବାର୍ଷିକ…

ପାଟକୁରାରୁ ମାଡିଆସିଲେ ଅରବିନ୍ଦଙ୍କ ଶହ ଶହ ସମର୍ଥକ: ବଢ଼ିଲା ନବୀନ ନିବାସ ସୁରକ୍ଷା

ଭୁବନେଶ୍ୱର,୨୩।୧: ନବୀନ ନିବାସ ଚାରିପଟେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା। ଅରବିନ୍ଦଙ୍କ ସମର୍ଥକ ପାଟକୁରାରୁ ଆସୁଥିବା ସୂଚନା ପରେ ସୁରକ୍ଷା ବଢ଼ିଛି। ଅନ୍ୟପଟେ, ଶଙ୍ଖଭବନ ଆଗରେ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକଙ୍କ ମେଳି ଦେଖିବାକୁ ମିଳିଛି। ବିରାଟ ପଟୁଆରରେ ପାଟକୁରାରୁ ଆସିଛନ୍ତି ଅରବିନ୍ଦଙ୍କ ଶହ…

ବାଇକ୍‌କୁ ଧକ୍କା ଦେଲା ‘ଆମ ବସ’: ଦୁର୍ଘଟଣା ପରେ ୩ଟି ବସ୍‌କୁ ଭାଙ୍ଗିଦେଲେ ଲୋକେ, ପ୍ରାଣ ବିକଳରେ ଦୌଡିଲେ…

ଭୁବନେଶ୍ବର,୨୩।୧: ଜନପଥରେ ବାଇକ୍‌କୁ ଧକ୍କା ଦେଲା ଆମ ବସ। ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ଲୋକମାନେ ‘ଆମ ବସ’କୁ ଭଙ୍ଗାରୁଜା କରିଛନ୍ତି। ୩ଟା ‘ଆମ ବସ’କୁ ଭାଙ୍ଗିଦେଇଥିବା ଜଣାପଡିଛି। ଦୁର୍ଘଟଣା ଘଟାଇଥିବା ‘ଆମ ବସ’ ସହ ଆଉ ୨ଟି ଆମ ବସ ଭାଙ୍ଗିଦେଲେ…

ଏହି ଦିନ ବ୍ୟାଙ୍କ ଧର୍ମଘଟ ଡାକରା: ଠପ୍‌ ହୋଇଯିବ…

ଭୁବନେଶ୍ୱର,୨୩ା୧(ଅନୁରାଧା ମହାରଣା):ବ୍ୟାଙ୍କିଙ୍ଗ୍‌ ଶିଳ୍ପରେ ୫-ଦିନିଆ କାର୍ଯ୍ୟ ସପ୍ତାହ କାର୍ଯ୍ୟକାରୀ କରିବା ଏବଂ ଅନ୍ୟ ସବୁ ଶନିବାରଗୁଡ଼ିକୁ ଛୁଟିଦିନ ଭାବରେ ଘୋଷଣା କରିବା ପାଇଁ ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିଅନ(ୟୁଏଫ୍‌ବିୟୁ) ପକ୍ଷରୁ ଦାବି କରାଯାଇ ୨୭ ତାରିଖରେ ଧର୍ମଘଟର ଡାକରା ଦେଇଛି।…

ବଦଳିବନି ରାତି ତାପମାତ୍ରା: ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ…

ରାଜ୍ୟରେ ଶୀତର ପ୍ରକୋପ କମିବା ସହିତ ଏବେ ତାପମାତ୍ରା ଧୀରେ ଧୀରେ ବଢି ଚାଲିଛି। ତେବେ ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି…

ରାସ୍ତାରେ ଓଲଟି ପଡ଼ିଲା ଟ୍ୟାଙ୍କର, ଗାଡ଼ି ଭିତରୁ…

ଆନନ୍ଦପୁର,୨୩ା୧(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ୨୦ ନମ୍ବର ରାଜପଥ କୋଳିମାଟି ନିକଟରେ ଶୁକ୍ରବାର ଏକ ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡ଼ିଛି। କେନ୍ଦୁଝରରୁ ବାଲେଶ୍ୱର ଯାଉଥିବା ଏହି ଟ୍ୟାଙ୍କରଟି କୋଳିମାଟି ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିବାବେଳେ ଡ୍ରାଇଭରଙ୍କୁ ସ୍ଥାନୀୟ ଲୋକେ…

ଓଡ଼ିଶାରେ ଚାଞ୍ଚଲ୍ୟ: ଝିଅ ଜନ୍ମ ଦେବାରୁ ବୋହୂକୁ ଜୀଅନ୍ତା ଜାଳିଦେବାକୁ ଶ୍ୱଶୁରଙ୍କ ଉଦ୍ୟମ

କେନ୍ଦ୍ରାପଡା,୨୩।୧: କନ୍ୟା ସନ୍ତାନ ଜନ୍ମ ହେଲା ବୋଲି ବୋହୂକୁ ଜୀଅନ୍ତା ଜାଳି ମାରିଦେବାକୁ ଉଦ୍ୟମ। ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲାରେ। ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ଦାମରପୁର ଗ୍ରାମରେ ଶ୍ୱଶୁର ବୋହୂ ଓ ନବଜାତ କନ୍ୟା ସନ୍ତାନ ଶୋଇଥିବା…

ଏହି ନେତାଙ୍କୁ ରାଜ୍ୟ ସଭା ପଠାଇବ କଂଗ୍ରେସ! ଦ୍ୱନ୍ଦ୍ୱରେ ପଡ଼ିଲେ ବିଜେଡି-ଭାଜପା

ଭୁବନେଶ୍ୱର,୨୩।୧: ରାଜ୍ୟ ସଭା ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଦେବ। ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ଭକ୍ତ କହିଛନ୍ତି, ହାର୍‌ ଜିତ୍‌କୁ ଭୟ ନାହିଁ, ରାଜ୍ୟସଭା ନିର୍ବାଚନରେ ପ୍ରାର୍ଥୀ ଦେବୁ। ଆବଶ୍ୟକ ସଂଖ୍ୟା ନ ଥିବା ସତ୍ତ୍ବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?