ପୁରୀକୁ ଆସୁଥିବା ଭକ୍ତ ଆମ ଅତିଥି: ମୁଖ୍ୟମନ୍ତ୍ରୀ
ପୁରୀ ଅଫିସ, ୨୮।୬: ମହାପ୍ରଭୁଙ୍କ ରଥଯାତ୍ରାକୁ ଭଲ ଭାବେ ପାଳନ କରିବା ଆମ ସମସ୍ତଙ୍କର ଦାୟିତ୍ୱ। ଏ ଦିଗରେ ସେବାୟତ ବନ୍ଧୁମାନେ ସବୁବେଳେ ସହଯୋଗ କରିଆସିଛନ୍ତି। ରଥଯାତ୍ରା ପାଇଁ ପୁରୀକୁ ଆସୁଥିବା ସବୁ ଭକ୍ତ ହେଉଛନ୍ତି ଆମର ଅତିଥି। ସେମାନେ...
ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପିତ
ଭୁବନେଶ୍ୱର.୨୮।୬(ବ୍ୟୁରୋ): ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ୨୦୧୯-୨୦ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି। ଏଥିରେ ବ୍ୟୟ ବରାଦ ରହିଛି ୧ଲକ୍ଷ ୩୯ ହଜାର କୋଟି ଟଙ୍କା। ଫୋନି ପ୍ରଭାବିତ ଅଞ୍ଚଳରେ ଅତିରିକ୍ତ ୫ ଲକ୍ଷ ପକ୍କା ଘର...
ବିଦ୍ୟୁତ୍ କାଟ୍କୁ ନେଇ ମନ୍ତ୍ରୀଙ୍କ ଉପରେ ବର୍ଷିଲେ ବିରୋଧୀ, ଶାସକ: ରଥଯାତ୍ରା ପୂର୍ବରୁ ପୁରୀକୁ ବିଦ୍ୟୁତ୍ ଯୋଗାଇଦେବାକୁ ମନ୍ତ୍ରୀଙ୍କ ପ୍ରତିଶ୍ରୁତି
ଭୁବନେଶ୍ୱର, ୨୮।୬(ବ୍ୟୁରୋ): ରାଜ୍ୟରେ ଘଣ୍ଟା ଘଣ୍ଟା ବିଦ୍ୟୁତ୍ କାଟ ହେଉଛି। ସାମାନ୍ୟ ପବନ ହେଲେ ମଧ୍ୟ ଗାଁ ଗଣ୍ଡାରେ ୨/୩ଘଣ୍ଟା ଯାଏ ବିଦ୍ୟୁତ୍ ଉଭାନ ହୋଇଯାଉଛି। ବାତ୍ୟା ଫନୀରେ ଖୋର୍ଦ୍ଧା ପୁରୀ ଜିଲାରେ ବିଦ୍ୟୁତ୍ ଭିତ୍ତିଭୂମି ଉଜୁଡି ଯାଇଛି। ମାସେ...
ଗତ ୫ ବର୍ଷରେ ପଛୁଆବର୍ଗଙ୍କ ଆତ୍ମନିଯୁକ୍ତି ପାଇଁ ଟଙ୍କାଟିଏ ଋଣ ଦେଇନି ଓଡ଼ିଶା ପଛୁଆ ବର୍ଗ ଅର୍ଥ ସମବାୟ ନିଗମ
ଭୁବନେଶ୍ୱର, ୨୮।୬(ବ୍ୟୁରୋ): ଗତ ୫ ବର୍ଷ ମଧ୍ୟରେ ଆତ୍ମନିଯୁକ୍ତି ପାଇଁ ଏସସି, ଏସ୍ଟି, ସଂଖାଲଘୁ ଏବଂ ପଛୁଆବର୍ଗ ଯୁବତୀଯୁବକଙ୍କୁ ଓଡ଼ିଶା ପଛୁଆ ବର୍ଗ ଅର୍ଥ ଓ ଉନ୍ନୟନ ସମବାୟ ନିଗମ ଋଣ ଦେଇନାହିଁ। ଜାତୀୟ ପଛୁଆ ବର୍ଗ ଅର୍ଥ ଉନ୍ନୟନ...
ପୋଲାଭରମ୍ ପ୍ରଳକ୍ପକୁ ନେଇ ବିଧାନସଭାରେ ଉଦ୍ବେଗ: ଗୃହ କମିଟି ଗଠନ କରିବାକୁ ଦାବି
ଭୁବନେଶ୍ୱର, ୨୮।୬(ବ୍ୟୁରୋ): ପୋଲାଭରମ୍ ପ୍ରକଳ୍ପ କାର୍ଯ୍ୟକୁ ନେଇ ବିଧାନସଭାରେ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ଉଦ୍ବେଗ ପ୍ରକାଶ କରିଛନ୍ତି। ପୋଲାଭରମ୍ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ମାଲକାନଗିରିର ବହୁ ଜଙ୍ଗଲ ଓ ଆଦିବାସୀ ଗାଁ ବୁଡିଯିବ। ତୁରନ୍ତ ଏହି ପ୍ରକଳ୍ପକୁ...
ଅର୍ଥନୈତିକ ସର୍ଭେ ରିପୋର୍ଟ ଗଣମାଧ୍ୟମରେ ପ୍ରକାଶକୁ ନେଇ ବିଧାନସଭାରେ ଉଦ୍ବେଗ: ସରକାରଙ୍କ କୈଫିୟତ ତଲବ କଲେ ବିରୋଧୀ
ଭୁବନେଶ୍ୱର, ୨୮।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅର୍ଥନୈତିକ ସର୍ଭେ ରିପୋର୍ଟ-୨୦୧୮ ସୋସିଆଲ ମିଡିଆରେ ବୁଲୁଛି, ଖବରକାଗଜରେ ପ୍ରକାଶ ପାଇଛି। ହେଲେ ବିଧାୟକମାନଙ୍କୁ ଏପର୍ଯ୍ୟନ୍ତ ଦିଆଗଲା ନାହିଁ। ସରକାରୀ ବିଭାଗର ଓ୍ବେବ୍ସାଇଟ୍, ଗଣମାଧ୍ୟମ ଏବଂ ସୋସିଆଲମିଡିଆକୁ ଅର୍ଥନୈତିକ ସର୍ଭେ ରିପୋର୍ଟ ଗଲା କେମେିତି?...
ରାଜ୍ୟ ସଭାକୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ୩ ନେତା
ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟ ସଭାକୁ ନିର୍ନ୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି ୩ ନେତା। ବିଜେଡିର ଅମର ପଟ୍ଟନାୟକ ଓ ସସ୍ମିତପାତ୍ର ଏବଂ ଭାଜପାର ଅଶ୍ୱିନୀ ବୈଷ୍ଣବଙ୍କୁ ରିଟର୍ଣ୍ଣିଂ ଅଫିସର ନିର୍ବାଚିତ ଘୋଷଣା କରିଛନ୍ତି। ୩ଟି ଆସନ ଲାଗି ତିନି ପ୍ରାର୍ଥୀ ଥିବାରୁ ସେମାନେ...
ରୋଗୀ ଆଣି ଆସୁଥିବା ବେଳେ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ: ଟ୍ରକ୍କୁ ଧକ୍କା ଦେଇ ବାଇକ୍କୁ ପିଟିଲା, ୭ ଗୁରୁତର
ସମ୍ବଲପୁର,୨୮।୬(ବ୍ୟୁରୋ): ସମ୍ବଲପୁର-ଅନୁଗୋଳ ଜାତୀୟ ରାଜପଥ ୫୫ ହାତୀବାରୀ ଛକଠାରେ ଶୁକ୍ରବାର ରୋଗୀ ଆଣି ଆସୁଥିବା ଏକ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୭ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଜିଲା ସଦର ଡାକ୍ତରଖାନାରେ ଚିକିତ୍ସା କରାଯାଉଥିବା ବେଳେ ଗୁରୁତର...
୪ ଜିଲାରେ ନିର୍ମାଣ ହେବ ସ୍ପୋଟର୍ସ କମ୍ପ୍ଲେକ୍ସ: ଅଲିମ୍ପିକ୍, ହକି ଯୋଗ୍ୟତାପର୍ଯ୍ୟାୟ ଖେଳ ପାଇଁ ୩୧ ଲକ୍ଷ ଟଙ୍କାର ଟିକେଟ ବିକ୍ରି ହୋଇଛି
ଭୁବନେଶ୍ୱର, ୨୮।୬(ବ୍ୟୁରୋ): ରାଜ୍ୟର ୪ଟି ଜିଲାରେ କ୍ରୀଡ଼ାର ବିକାଶ ପାଇଁ ସ୍ପୋଟର୍ସ କମ୍ପ୍ଲେକ୍ସ ନିର୍ମାଣ ହେବ। ଏହି ଜିଲାଗୁଡ଼ିକ ହେଲା ବରଗଡ଼, ଢେଙ୍କାନାଳ, ଝାରସୁଗୁଡ଼ା ଏବଂ ସମ୍ବଲପୁର। ଏ ନେଇ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ ସରିଛି। ଖୁବ୍ଶୀଘ୍ର କାର୍ଯ୍ୟ ଆରମ୍ଭ...
ମାଲକାନଗିରି ପରେ ଏବେ ଏସ୍ସିବି: ଟିକ୍ଟକ୍ରେ ମାତିଛନ୍ତି ଆଟେଣ୍ଡାଣ୍ଟ, ଭିଡିଓ ଭାଇରାଲ
କଟକ ଅଫିସ, ୨୮।୬: ମାଲକାନଗିରି ପରେ କଟକ ଏସ୍ସିବି ମେଡିକାଲରେ ସମାନ ଅବସ୍ଥା। ପୂର୍ବରୁ ଅସହାୟ ରୋଗୀମାନେ ବିିଭିନ୍ନ ସମୟରେ ଚିକିତ୍ସା ନ ପାଇଁ ମୃତ୍ୟୁବରଣ କରୁଥିବା ଖବର ଏସ୍ସିବି ମେଡିକାଲକୁ ଯଥେଷ୍ଟ ବଦନାମ କରିଛି। ଏବେ ଅସହାୟ ରୋଗୀଙ୍କ...
ରଥଯାତ୍ରା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା: ୩ ଦିନ ପିପିଲି ଟୋଲ୍ ଗେଟ୍ ଫ୍ରି, ସଜାଗ ରହିବ ଆମ୍ବୁଲାନ୍ସ
ପୁରୀ ଅଫିସ, ୨୮।୬: ଜୁଲାଇ ୪ରେ ରଥଯାତ୍ରା। ଏ ନେଇ ଜିଲାପ୍ରଶାସନର ପ୍ରସ୍ତୁତି ସମ୍ପର୍କରେ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ନୀଳାଦ୍ରି ନିବାସ ସମ୍ମିଳନୀ କକ୍ଷରେ ଶେଷ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ଯୋଗଦେଇ ବିଭିନ୍ନ...
ଜିଲା ପ୍ରଶାସନର ରଥଯାତ୍ରା ପ୍ରସ୍ତୁତି : ରହିବ ୩୦ ଆମ୍ବୁଲାନ୍ସ, ଖୋଲିବ ୩୧ ଫାଷ୍ଟଏଡ୍ ସେଣ୍ଟର
ପୁରୀ ଅଫିସ, ୨୮।୬ : ଆସନ୍ତା ରଥଯାତ୍ରାକୁ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରିବା ଲାଗି ପୁରୀ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଚାଲିଛି। ରଥଯାତ୍ରାଠାରୁ ବାହୁଡ଼ାଯାତ୍ରା, ସୁନାବେଶ, ଅଧରପଣା ଓ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ପୁରୀରେ ଯାତ୍ରୀ, ପର୍ଯ୍ୟଟକଙ୍କ ଗହଳି...
Archives


