ରାଜ୍ୟ

ଋଷିକୁଲ୍ୟା ମୁହାଣରେ କଇଁଛଙ୍କ ମିଳନ ଆରମ୍ଭ

ଗଞ୍ଜାମ,୨୦-୧୧(ଡି.ଏନ.ଏ.):ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ପୁରୁଣାବନ୍ଧ ଗ୍ରାମ ନିକଟ ଋଷିକୁଲ୍ୟା ମୁହାଣରେ ଅଲିଭ ରିଡ୍‌ଲେ କଇଁଛଙ୍କ ମିଳନ ପର୍ବ ଆରମ୍ଭ ହୋଇଛି। ପୂର୍ବବର୍ଷ ଅପେକ୍ଷା ଚଳିତ ବର୍ଷ ଏହି ପ୍ରକ୍ରିୟା ଶୀଘ୍ର ଆରମ୍ଭ ହୋଇଥିବା ପରିବେଶବିତ୍‌ମାନେ କହିଛନ୍ତି। ମଙ୍ଗଳବାର ଖଲ୍ଲିକୋଟ ରେଞ୍ଜର…

ମଙ୍ଗଳରେ ଜୀବନ ସନ୍ଧାନ ପ୍ରୟାସ

ବ୍ରହ୍ମପୁର ଅଫିସ୍‌,୨୦-୧୧:ମଙ୍ଗଳରେ ଜୀବନ ସନ୍ଧାନକୁ ନେଇ ବିଭିନ୍ନ ଦେଶର ବୈଜ୍ଞାନିକମାନେ ଗବେଷଣା ଚଳାଇଛନ୍ତି। ହେଲେ ବର୍ତ୍ତମାନ ସୁଦ୍ଧା କୌଣସି ସଫଳତା ମିଳିପାରି ନାହିଁ। ତେବେ ବ୍ରହ୍ମପୁରର ୨ଜଣ ଛାତ୍ର ଏଦିଗରେ ନିଜ ଉଦ୍ୟମରେ ପ୍ରୟାସ ଆରମ୍ଭ କରିଛନ୍ତି। ବ୍ରହ୍ମପୁର ଗୋଷାଣୀନୂଆଗଁା ଡିଏଭି…

ଖରିଫ ଧାନ ସଂଗ୍ରହ ୨୦୧୯-୨୦:ଆଗୁଆ ହେବ ଟୋକନ୍‌ ବ୍ୟବସ୍ଥା

ଭୁବନେଶ୍ୱର,୨୦-୧୧(ବ୍ୟୁରୋ):ଚଳିତ ଆର୍ଥିକ ବର୍ଷ(୨୦୧୮-୧୯)ରେ ଧାନ ସଂଗ୍ରହ ପାଇଁ ଆଗୁଆ ଟୋକନ୍‌ ବ୍ୟବସ୍ଥାକୁ ଗୁରୁତ୍ୱ ଦିଆଯାଇଛି। ଧାନ ସଂଗ୍ରହ କାର୍ଯ୍ୟକୁ ସ୍ବଚ୍ଛତା, ଶୃଙ୍ଖଳା ଓ ପାରଦର୍ଶିତା ସହ ସମ୍ପାଦନ କରିବା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ। ଏଥିପାଇଁ ସମ୍ପୃକ୍ତ ଜିଲା ପ୍ରଶାସନ…

ବନ୍ୟାର ୩ମାସ ପରେ ବି ସୁଧୁରିନି ସ୍ଥିତି

ବଲାଙ୍ଗୀର ଅଫିସ/ପୁଇଁତଲା, ୨୦ା୧୧ (ଡି.ଏନ୍‌.ଏ.)-ବଲାଙ୍ଗୀର ଜିଲାରେ ଗତ ଅଗଷ୍ଟ ମାସରେ ପ୍ରଳୟଙ୍କରୀ ବନ୍ୟା ବିତ୍ପାତ ଦେଖାଦେଇଥିଲା। ରାସ୍ତାଘାଟ ଧୋଇ ହୋଇଯିବା ସହ ଘରଦ୍ୱାର ଭାଙ୍ଗି ପ୍ରଭୁତ କ୍ଷୟକ୍ଷତି ହୋଇଥିଲା। ପୁଇଁତଲା ବ୍ଳକ ଭାଲେର ପଞ୍ଚାୟତ ଅନ୍ତର୍ଗତ ଫଟକରା (କ) ଗାଁରେ ବନ୍ୟା…

ଧାନ କିଣାରେ ମଧ୍ୟସ୍ଥ ଉଚ୍ଛେଦ

ଭୁବନେଶ୍ୱର,୨୦-୧୧(ବ୍ୟୁରୋ):ପଶ୍ଚିମ ଓଡ଼ିଶାର ୭ଟି ଜିଲାର ୮୫୧ ପ୍ୟାଡି ପ୍ରୋକ୍ୟୁରମେଣ୍ଟ ସେଣ୍ଟର(ପିପିସି) ମଧ୍ୟରୁ ୩୪୭ଟି କେନ୍ଦ୍ରରୁ ଧାନ କ୍ରୟ ପାଇଁ ଟୋକନ୍‌ ଦିଆଯାଇସାରିଛି। ଏହିପରି ଭାବେ ଚଳିତ ମାସ ୧୯(ମଙ୍ଗଳବାର) ସୁଦ୍ଧା ଚାଷୀଙ୍କୁ ୨୬,୫୪୩ ଟୋକନ୍‌ ଦିଆଯାଇସାରିଛି। ୧୫,୫୪,୦୧୭ କୁଇଣ୍ଟାଲ ଧାନ କ୍ରୟ…

ରାଜ୍ୟରେ ୧୯ଟି ନଦୀ ପ୍ରଦୂଷିତ

ଭୁବନେଶ୍ୱର,୨୦-୧୧(ବ୍ୟୁରୋ):ରାଜ୍ୟରେ ପ୍ରବାହିତ ନଦୀଗୁଡିକ ମଧ୍ୟରୁ ୧୯ଟି ନଦୀରେ ସହରାଞ୍ଚଳର ନାଳନର୍ଦ୍ଦମା ପାଣି ମିଶିବା ଯୋଗୁ ଏହା ପ୍ରଦୂଷିତ ହୋଇଥିବା ସରକାରଙ୍କ ପକ୍ଷରୁ ଚିହ୍ନଟ କରାଯାଇଛି। ଭୁବନେଶ୍ୱରର ଗଙ୍ଗୁଆ ଓ ଦୟା ନଦୀ, ରାଉରକେଲାରୁ ବିରିତୋଲ ଯାଇଥିବା ବ୍ରାହ୍ମଣୀ ନଦୀ, ଗୁରାଡିହ ନଳା,…

ସ୍କୁଲରେ ପଢ଼ାଇଲେ ଜିଲାପାଳ

ଫୁଲବାଣୀ ଅଫିସ, ୨୦ା୧୧- ଫୁଲବାଣୀ ବ୍ଲକ ଅଧୀନରେ ଚାଲିଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ତଦାରଖ ଜିଲାପାଳ ଡା. ବୃନ୍ଦା ଡି ମଙ୍ଗଳବାର କରିଛନ୍ତି। ଦୁର୍ଗମ ପଞ୍ଚାୟତ ଦୁଡୁକି ଓ କଟ୍ରିଙ୍ଗିଆ ଗସ୍ତକରି ବିଜୁ କନ୍ଧମାଳ ଯୋଜନାରେ ନିର୍ମାଣାଧୀନ କଲଭର୍ଟ, ଏମ୍‌ଜିଏନ୍‌ଆରଇଜିଏସ୍‌ରେ…

ବ୍ରହ୍ମପୁରର ୨ ଛାତ୍ରଙ୍କ ଉଦ୍ୟମ: ମଙ୍ଗଳରେ ଜୀବନ ସନ୍ଧାନ ପ୍ରୟାସ

ବ୍ରହ୍ମପୁର ଅଫିସ୍‌,୨୦ା୧୧- ମଙ୍ଗଳରେ ଜୀବନ ସନ୍ଧାନକୁ ନେଇ ବିଭିନ୍ନ ଦେଶର ବୈଜ୍ଞାନିକମାନେ ଗବେଷଣା ଚଳାଇଛନ୍ତି। ହେଲେ ବର୍ତ୍ତମାନ ସୁଦ୍ଧା କୌଣସି ସଫଳତା ମିଳିପାରି ନାହିଁ। ତେବେ ବ୍ରହ୍ମପୁରର ୨ଜଣ ଛାତ୍ର ଏଦିଗରେ ନିଜ ଉଦ୍ୟମରେ ପ୍ରୟାସ ଆରମ୍ଭ କରିଛନ୍ତି। ବ୍ରହ୍ମପୁର ଗୋଷାଣୀନୂଆଗଁା…

ମଧ୍ୟାହ୍ନ ଭୋଜନ ପରିବର୍ତ୍ତେ ଚକୋଲେଟ୍‌

ଆରଡି, ୨୦ା୧୧(ଡି.ଏନ.ଏ.)-ଗତ ଶିଶୁ ଦିବସ ଉତ୍ସବ ପାଳନ ବେଳେ ଭଦ୍ରକ ଜିଲା ତିହିଡି ବ୍ଲକର ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅନ୍ତର୍ଗତ ତଳଦୁମୁକା ଉନ୍ନୀତ ଉପ୍ରା ବିଦ୍ୟାଳୟରେ ପିଲାଙ୍କୁ ମଧ୍ୟାହ୍ଣ ଭୋଜନ ଦିଆ ନ ଯାଇ କେବଳ ଚକୋଲେଟ ବଣ୍ଟା ଯାଇଥିଲା। କିନ୍ତୁ ଶିକ୍ଷାନୁଷ୍ଠାନ…

ମହାପ୍ରଭୁଙ୍କ ପାଇଁ ଆସିଲା ପୋଢୁଆଁ ଭାର

ପୁରୀ ଅଫିସ, ୧୯ା୧୧: ବୁଧବାର ପ୍ରଥମାଷ୍ଟମୀ। ପୋଢୁଆଁ ହେବେ ମହାପ୍ରଭୁ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି। ଅନ୍ୟପକ୍ଷେ ମଙ୍ଗଳବାର ସନ୍ଧ୍ୟାରେ ନିଆଳି ମାଧବ ମନ୍ଦିରରୁ ଆସିଛି ପୋଢୁଆଁ ଭାର। ତେବେ ଏହାକୁ ନେଇ ଏବେ ଦ୍ୱିମତ ପ୍ରକାଶ…

ଅବ୍ୟବସ୍ଥା ଦେଇ ଗତି କରୁଛି ବାରିପଦା ଜଗନ୍ନାଥ ମନ୍ଦିର: ଡିସେମ୍ବର ପହିଲାରୁ ସମୂହ ଇସ୍ତଫା ଦେବେ ସେବାୟତ

ବାରିପଦା ଅଫିସ,୧୯ା୧୧- ବାରିପଦା ସ୍ଥିତ ଜଗନ୍ନାଥ ମନ୍ଦିରର ସ୍ବାତନ୍ତ୍ର୍ୟ ରହିଛି। ଦେବୋତ୍ତର ବିଭାଗ ଦ୍ୱାରା ଏହା ପରିଚାଳିତ ହେଉଥିବା ବେଳେ ସବୁବେଳେ ବିଭିନ୍ନ ଅବ୍ୟବସ୍ଥା ଦେଇ ଗତି କରୁଛି। ଏ ନେଇ ସେବାୟତମାନେ ଅନେକ ଥର ଆନ୍ଦୋଳନ କରିଥିଲେ ମଧ୍ୟ ସରକାର…

‘ବୁଲ୍‌ବୁଲ୍‌’ କ୍ଷତିଗ୍ରସ୍ତଙ୍କୁ ସହାୟତା ଦାବି ତେଜିଲା: ଆର୍‌ଆଇ ଅଫିସ୍‌ ସମ୍ମୁଖରେ ଭାଜପାର ଆନ୍ଦୋଳନ

ରୂପ୍‌ସା, ୧୯।୧୧(ଡି.ଏନ.ଏ.)- ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଆର୍‌ଆଇ ଅଫିସ ସମ୍ମୁଖରେ ଭାଜପା ପକ୍ଷରୁ ମଙ୍ଗଳବାର ଆନ୍ଦୋଳନ କରାଯାଇଛି। କସିପଦା, ରୂପ୍‌ସା, ଆଙ୍କୋ ପଞ୍ଚାୟତରେ ‘ବୁଲ୍‌ବୁଲ୍‌’ ବାତ୍ୟା ଓ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri