ରାଜ୍ୟ

ବାଉରୀ ନାଳରେ ପୋଲ ନିର୍ମାଣ ହେଉନି: ବର୍ଷା ହେଲେ ଯାତାୟାତ ଠପ୍‌

ଛେଣ୍ଡିପଦା,୨୮ା୬(ଡି.ଏନ.ଏ.)- ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡା-ପରା ପଥରପୁଞ୍ଜି ଗ୍ରାମ ରାସ୍ତାର ମଧ୍ୟଭାଗରେ ପ୍ରବାହିତ ବାଉରୀ ନାଳ ଉପରେ ଦୀର୍ଘଦିନର ଦାବି ସତ୍ତ୍ୱେ ସ୍ଥାୟୀ ପୋଲ ନିର୍ମାଣ ହେଉନି। ଫଳରେ ବର୍ଷା ଦିନେ ଅଞ୍ଚଳବାସୀ ହଇରାଣ ହେଉଛନ୍ତି। ସେଠାରେ ଥିବା...

ଚାଲିଛି ତାଲା ବନ୍ଦ, ଖୋଲା ଅଭିଯାନ: ଦ୍ୱନ୍ଦ୍ୱରେ ଘରୋଇ ଶିକ୍ଷାନୁଷ୍ଠାନ ଅଭିଭାବକ

ଭଞ୍ଜନଗର,୨୭।୬(ଡି.ଏନ.ଏ.)- ଘରୋଇ ଶିକ୍ଷାନୁଷ୍ଠାନଗୁଡିକ ଶିକ୍ଷା ଅଧିକାର ଆଇନ ଉଲ୍ଲଂଘନ କରି ବେନିୟମ ଭାବେ ଚଳାଇଥିବା ଦର୍ଶାଇ ପ୍ରଶାସନ ପକ୍ଷରୁ ଜଗନ୍ନାଥପ୍ରସାଦ, ଭଞ୍ଜନଗର, ବେଲଗୁଣ୍ଠା ସମେତ ପ୍ରମୁଖ ବ୍ଲକର କିଛି ଶିକ୍ଷାନୁଷ୍ଠାନକୁ ସୋମବାର ସିଲ୍‌ କରି ଦିଆଯାଇଥିଲା। କିନ୍ତୁ ଚଳିତମାସ ୩୦...

ସରକାରୀ ବସ୍‌ ଛାତ ଉପରେ ଯାତ୍ରୀ ପରିବହନ: ଓଏସ୍‌ଆର୍‌ଟିସି ଇନ୍‌ଚାର୍ଜଙ୍କୁ କାରଣ ଦର୍ଶାଅ ନୋଟିସ

ଦାରିଙ୍ଗବାଡି,୨୮ା୬(ଡି.ଏନ୍‌.ଏ.) – ହାତିମୁଣ୍ଡା ଠାରୁ ଫୁଲବାଣୀ ଯାତାୟତ କରୁଥିବା ସରକାରୀ ବସ୍‌ରେ ବେଆଇନ ଭାବେ ବିପଦସଙ୍କୁଳ ଅବସ୍ଥାରେ ଯାତ୍ରୀଙ୍କୁ ବୁହାଯାଉଛି। ଏହି ଘଟଣାରେ ଆଞ୍ଚଳିକ ପରିବହନ ବିଭାଗର ଏମ୍‌ଭିଆଇ ଗତିକୃଷ୍ଣ ସାମନ୍ତରାୟ ଓଏସ୍‌ଆରଟିସି ବିଭାଗର ଇନ୍‌ଚାର୍ଜଙ୍କୁ କାରଣ ଦର୍ଶାଅ ନୋଟିସ...

କାଗଜକଲମରେ ସୀମିତ ବିଜୁ ପକ୍କାଘର: ଇନ୍ଦିରା ଆବାସ ଯୋଜନା ଦିଗହରା

ତେଲକୋଇ, ୨୮।୬(ଡି.ଏନ.ଏ.)- ତେଲକୋଇ ଅଞ୍ଚଳର ଆଦିବାସୀବହୁଳ ଅଞ୍ଚଳରେ ବିଜୁ ପକ୍କାଘର, ଇନ୍ଦିରା ଆବାସ ଯୋଜନା ଦିଗହରା ହୋଇପଡିଛି । ଏହି ଅଞ୍ଚଳରେ ଉକ୍ତ ଯୋଜନା କେବଳ କାଗଜପତ୍ରରେ ସଫଳତା ଲାଭ କରିଥିବା ବେଳେ ଅଧିକାଂଶ ଘର ଅଧାରେ ରହିଛି। ଜିଲା...

ପୃଥ୍ବୀ-୨ର ବ୍ୟବହାରିକ ପରୀକ୍ଷା

ବାଲେଶ୍ୱର ଅଫିସ, ୨୮ା୬- ବାଲେଶ୍ୱର ଜିଲା ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ରର ୩ ନମ୍ବର ଉତ୍‌କ୍ଷେପଣ କେନ୍ଦ୍ରରୁ ଗୁରୁବାର ରାତି ୮ଟା ୩୦ ମିନିଟ୍‌ରେ ପୃଥ୍ବୀ-୨ କ୍ଷେପଣାସ୍ତ୍ରର ବ୍ୟବହାରିକ ପରୀକ୍ଷା କରାଯାଇଛି। ରାତ୍ରକାଳୀନ ଏହି ପରୀକ୍ଷା ସଫଳ ହୋଇଥିବା ବିଭଗୀୟ...

‘ଭାରତୀୟ ସଂସ୍କୃତି ପ୍ରତି ବିଶ୍ୱ ଆକର୍ଷିତ

ଛତ୍ରପୁର,୨୭।୬(ଡି.ଏନ.ଏ.)-ଭାରତର ସଂସ୍କୃତି ଓ ଆଧ୍ୟାମତ୍ିକ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇ ପୂର୍ବରୁ ବିଭିନ୍ନ ଦେଶର ବିଦ୍ୱାନମାନେ ଆସି ନିଜକୁ ଏଥିରେ ସମର୍ପି ଦେଇଛନ୍ତି। ଭାରତର ସନ୍ଥ, ମୁନି ଋଷିମାନେ ବିଶ୍ୱରେ ଚୈତନ୍ୟ ଭରି ଦେଇଛନ୍ତି। ତେଣୁ ସମସ୍ତ ଭାରତୀୟ ଗର୍ବ...

ଓୟୁଏଟି ଯୁଗ୍ମ ନିର୍ଦ୍ଦେଶକଙ୍କ କେବିକେ ପରିଦର୍ଶନ

ଭଞ୍ଜନଗର,୨୭।୬(ଡି.ଏନ.ଏ.)- ଓୟୁଏଟି ଯୁଗ୍ମ ନିର୍ଦ୍ଦେଶକ (ସମ୍ପ୍ରସାରଣ ନିର୍ଦ୍ଦେଶାଳୟ) ଡ. ପ୍ରସନ୍ନଜିତ ମିଶ୍ର ଗୁରୁବାର ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ର (କେବିକେ) ପରିଦର୍ଶନ କରିଥିଲେ। କେନ୍ଦ୍ରର ବୈଜ୍ଞାନିକମାନଙ୍କ ସହ ଜଳବାୟୁକୁ ଦେଖି କିଭଳି ଚାଷ କରାଯିବ ସେ ବିଷୟରେ ଆଲୋଚନା କରିଥିଲେ।...

ଚାକିରି ନଁ।ରେ ଅର୍ଥ ଲୁଟ୍‌ ଘଟଣା:`ଯୁବକ କୋର୍ଟ ଚାଲାଣ

ଫୁଲବାଣୀ ଅଫିସ, ୨୭।୬-ଚାକିରି ଦେବା ନାମରେ କନ୍ଧମାଳର ଯୁବକଙ୍କଠାରୁ ବ୍ୟାପକ ପରିମାଣର ଅର୍ଥ ଲୁଟ୍‌ କରିବା ଅଭିଯୋଗରେ ଟାଉନ ଥାନା ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଅଟକ ରଖି ପଚରା ଉଚରା କରୁଥିଲା। ଗୁରୁବାର ତାଙ୍କୁ ଗିରଫ କରି କୋର୍ଟ ଚାଲାଣ...

ଆସୁଛି ରଥଯାତ୍ରା, ଭାଙ୍ଗିଛି ମଠବାଡ଼ି: ହୀନସ୍ତା ହେବେ ସାଧୁସନ୍ଥ, ଶ୍ରଦ୍ଧାଳୁ

ପୁରୀ ଅଫିସ, ୨୭ା୬: ଜୁଲାଇ ୪ରେ ରଥଯାତ୍ରା। ଏଥିପାଇଁ ପୁରୀରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମେତ ବହୁ ସାଧୁସନ୍ଥ ଆସିବେ। ହେଲେ ଚଳିତବର୍ଷ ଏମାନେ ଆଶ୍ରୟ ନେବାକୁ ହୀନସ୍ତା ହେବା ଜଳ ଜଳ ଦିଶୁଛି। ବାତ୍ୟାରେ ଭାଙ୍ଗିଯାଇଥିବା ପୁରୀର ମଠବାଡ଼ି...

‘ମୋ ବସ’ରୁ ପାଇଥିବା ଟଙ୍କା ଫେରାଇଲେ ଡ୍ରାଇଭର: ସମ୍ବର୍ଦ୍ଧିତ କଲା କ୍ରୁଟ

ଭୁବନେଶ୍ୱର, ୨୭ା୬(ବ୍ୟୁରୋ)- ରାଜଧାନୀ ରାସ୍ତାରେ ଟଙ୍କା ଲୁଟିବାକୁ ଲୁଟେରା ଚାହିଁ ରହିଛନ୍ତି। କିଛି ଲୋଭି ମଣିଷ ଅଛନ୍ତି ରାତାରାତି ଧନୀ ହେବାକୁ ଭଗବାନଙ୍କୁ ଡାକିଥାନ୍ତି। ରାସ୍ତାରେ ଟଙ୍କା ଥଳି ମିଳିଯାଆନ୍ତା କି, କାହା ପକେଟରୁ ପର୍ସ ଗଳିପଡ଼ନ୍ତା କି, ଏମିତି...

ଭଦ୍ରକ ହେବ ସ୍ମାର୍ଟସିଟି: ଆରମ୍ଭ ହେଲା ଜବରଦଖଲ ଉଚ୍ଛେଦ

ଭଦ୍ରକ ଅଫିସ, ୨୭।୬- ଭଦ୍ରକ ସହରକୁ ସ୍ମାର୍ଟସିଟି କରାଯିବା ପାଇଁ ନବନିର୍ବାଚିତ ବିଧାୟକ ସଞ୍ଜୀବ ମଲ୍ଲିକ ଭୋଟରଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ସହର ସାରା ଅଧିକାଂଶ ରାସ୍ତାକଡ଼ ଜବରଦଖଲକାରୀଙ୍କ କବ୍‌ଜାରେ ରହିଥିବାରୁ ତାହା ସମସ୍ୟା ସୃଷ୍ଟି କରୁଥିଲା। ପ୍ରଥମ ପର୍ଯ୍ୟାୟରେ ଗୁରୁବାର...

ଦାୟିତ୍ୱ ନେଲେ ନୂଆ ବିଏମ୍‌ସି କମିଶନର: ପ୍ରେମଚନ୍ଦ୍ର ଚୌଧୁରୀ

ଭୁବନେଶ୍ୱର, ୨୭ା୬(ବ୍ୟୁରୋ)- ରାଜ୍ୟର ବୃହତମ ସ୍ବାୟତ ସଂସ୍ଥା ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ରେ ନୂଆ କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ଯୋଗ ଦେଇଛନ୍ତି। ଗୁରୁବାର ସକାଳ ୯ଟା ୩୦ରେ କାର୍ଯ୍ୟରେ ଯୋଗ ଦେବାପରେ କର୍ମଚାରୀଙ୍କ ସହ ଆଲୋଚନ କରି ସେ କହିଛନ୍ତି, ସବୁବର୍ଗର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri