ଅନ୍ତର୍ଜାତୀୟ ପୁରୁଷ ଦିବସ: ପୁରୁଷ ‘ରୋଲ୍ ମଡେଲ’
ମାର୍ଚ୍ଚ ୮ରେ ବିଶ୍ୱ ମହିଳା ଦିବସ ପାଳନ କରାଯାଉଛି। ହେଲେ ପୁରୁଷଙ୍କ ପାଇଁ ଏଭଳି ଏକ ଦିବସ ରହିଛି, ତାହା ଅନେକଙ୍କୁ ଜଣାନାହିଁ। କିନ୍ତୁ ପ୍ରତିବର୍ଷ ୧୯ ନଭେମ୍ବରରେ ୭୦ରୁ ଊର୍ଦ୍ଧ୍ୱ ଦେଶରେ ପାଳନ ହୁଏ ଅନ୍ତର୍ଜାତୀୟ ପୁରୁଷ ଦିବସ। ସେହି…
୬,୮୧୭ ଜଣ ସରକାରୀ ଅଫିସରଙ୍କ ନାଁରେ ଭିଜିଲାନ୍ସ ମାମଲା: ବିଧାନସଭାରେ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୯ା୧୧(ବ୍ୟୁରୋ): ରାଜ୍ୟ ଭିଜିଲାନ୍ସ ବିଭାଗ ୬ ହଜାର ୮୧୭ ଜଣ ସରକାରୀ ଅଫିସରଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ନେଇ ମାମଲା ରୁଜୁ କରିଛି। ୨୦୧୯ ସେପ୍ଟେମ୍ବର ସୁଦ୍ଧା ରୁଜୁ ହୋଇଥିବା ଏହି ମାମଲାରେ ୮୯୫ଜଣ ପ୍ରଥମ ଶ୍ରେଣୀ କର୍ମଚାରୀ, ୭୯୮ଜଣ…
ସିବିଏସ୍ଇ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫି’ ବୃଦ୍ଧି ମାମଲା: ୪ସପ୍ତାହ ମଧ୍ୟରେ ନିଷ୍ପତ୍ତି ନେବାକୁ ସିବିଏସ୍ଇକୁ ନିର୍ଦ୍ଦେଶ
କଟକ ଅଫିସ,୧୯ା୧୧: ସେଣ୍ଟ୍ରାଲ ବୋର୍ଡ ଅଫ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍ଇ) ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫି’ ବୃଦ୍ଧି ମାମଲାର ଶୁଣାଣି ସୋମବାର ହାଇକୋର୍ଟରେ ହୋଇଥିଲା। ଏହି ମାମଲାରେ ୪ସପ୍ତାହ ମଧ୍ୟରେ ନିଷ୍ପତ୍ତି ନେବାକୁ ହାଇକୋର୍ଟ ସିବିଏସ୍ଇକୁ ନିର୍ଦ୍ଦେଶ…
ନବୀନଙ୍କୁ ଭେଟିଲେ କମଲ ହାସନ
ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ସାଉଥ୍ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ତଥା ଏମ୍ଏନ୍ଏମ୍(ମକ୍କଲ ନିଧି ମୟମର) ଦଳର ମୁଖ୍ୟ କମଲ ହାସନ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କମଲ ହାସନ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ସହ ବିଶେଷ ଆଲୋଚନା…
ଶଙ୍କରାଚାର୍ଯ୍ୟଙ୍କ ପ୍ରତି ନରସିଂହଙ୍କ ମନ୍ତବ୍ୟ ପ୍ରସଙ୍ଗ
ପୁରୀ ଅଫିସ,୧୯ା୧୧: ପୁରୀ ଗୋବର୍ଦ୍ଧନ ମଠାଧୀଶ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ପ୍ରତି ବିରୋଧୀ ଦଳ ନେତା ତଥା ବରିଷ୍ଠ କଂଗ୍ରେସ ବିଧାୟକ ନରସିଂହ ମିଶ୍ରଙ୍କ କଟୁ ମନ୍ତବ୍ୟର ଜବାବ ରଖିଛନ୍ତି ଗୋବର୍ଦ୍ଧନ ମଠର ମୁଖପାତ୍ର ମନୋଜ ରଥ। ସେ କହିଛନ୍ତି, ବିଧାୟକ…
ରାଜ୍ୟରେ ହେବ ଗଞ୍ଜେଇ ଚାଷ: ଆଜି ଉଚ୍ଚସ୍ତରୀୟ ବୈଠକ
କଟକ ଅଫିସ/ଭୁବନେଶ୍ୱର, ୧୯ା୧୧(ବ୍ୟୁରୋ): ରାଜ୍ୟରେ ଗଞ୍ଜେଇ ଚାଷ କରାଯିବ। ଅବକାରୀ ବିଭାଗ ଏ ନେଇ ତତ୍ପର ହୋଇଉଠିଛି। ଔଷଧୀୟ ବ୍ୟବହାର ପାଇଁ ଏହି ଚାଷ କରିବାକୁ ସରକାର ସ୍ଥିର କରିଛନ୍ତି। ଏ ସମ୍ପର୍କରେ ରାଜ୍ୟ ସରକାରଙ୍କ ଯୁଗ୍ମ ସଚିବ ଏସ୍.ବି.କେ. ପ୍ରଧାନ…
ରାଜ୍ୟ ମାନବାଧିକାର ଆୟୁକ୍ତ ପଦ ଖାଲି ପ୍ରସଙ୍ଗ: ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ
କଟକ ଅଫିସ,୧୯ା୧୧: ରାଜ୍ୟ ମାନବାଧିକାର ଆୟୁକ୍ତଙ୍କ ବିଭିନ୍ନ ପଦବୀ ପୂରଣ ନେଇ ହାଇକୋର୍ଟରେ ହୋଇଥିବା ମାମଲାର ଅନ୍ତ ଘଟିଛି। ରାଜ୍ୟ ସରକାର ମାନବାଧିକାର ଆୟୁକ୍ତ ପଦବୀ ଏବଂ ସଦସ୍ୟ ପଦବୀ ପୂରଣ କରିବା ପରେ ଏହି ମାମଲାର ଆଉ ଆବଶ୍ୟକତା ନାହିଁ…
ସ୍ମିତାରାଣୀ ପ୍ରସଙ୍ଗ:ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ଭାଜପା
ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ଯାଜପୁର ଜିଲା ହରିଦାଶପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ପ୍ରସଙ୍ଗ ଲଗାତର ୪ଦିନ ହେଲା ଭାଜପା ସଦସ୍ୟମାନେ ବିଧାନସଭାରେ ଉଠାଇ ଆସୁଛନ୍ତି। ମାତ୍ର ମୁଖ୍ୟ ବିରୋଧୀ ଦଳର ଏହି କଥାକୁ ବାଚସ୍ପତି ଶୁଣୁନାହାନ୍ତି। ବିରୋଧୀ ଦଳ ସଦସ୍ୟଙ୍କ…
ଇସିଜି ପାଇଁ ଜୀବନ ଗଲା
କଟକ ଅଫିସ, ୧୯ା୧୧: ଏସ୍ସିବି ମେଡିକାଲ ଦିଲ୍ଲୀ ଏମ୍ସର ସମକକ୍ଷ ହେବ। ଗତ ସପ୍ତାହରେ ଏଭଳି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। କିନ୍ତୁ ଏସ୍ସିବି ମେଡିକାଲର ପ୍ରକୃତ ଚିତ୍ର କେତେ ବିକଳ ତାହା ଜଣେ ମହିଳାଙ୍କ ଘଟଣାରୁ ସ୍ପଷ୍ଟ ହୋଇଯାଇଛି। ଘଟଣା ସମ୍ପର୍କରେ…
କୁନ୍ଦୁଲି ନାବାଳିକା ଗଣବଳାତ୍କାର, ଆତ୍ମହତ୍ୟା ମାମଲା:ଏସ୍ଆଇଟି ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
କଟକ ଅଫିସ,୧୯ା୧୧: କୁନ୍ଦୁଲି ନାବାଳିକା ଗଣବଳାତ୍କାର ଓ ଆତ୍ମହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ରିପୋର୍ଟକୁ ନେଇ ସୋମବାର ହାଇକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଆଗକୁ ଏହି ମାମଲାର ତଦନ୍ତ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍ (ଏସ୍ଆଇଟି) ଦ୍ୱାରା କରାଯିବା ପାଇଁ ସୋମବାର ହାଇକୋର୍ଟ…
ଟୋକନ ବ୍ୟବସ୍ଥାକୁ ଚାଷୀଙ୍କ ବିରୋଧ ପ୍ରସଙ୍ଗ: ଧାନକିଣା ନେଇ ଗୃହରେ ହୋହଲ୍ଲା
ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ଧାନ କିଣା ପାଇଁ ରାଜ୍ୟସ୍ତରୀୟ ଟୋକନ ବ୍ୟବସ୍ଥାକୁ ନେଇ ବରଗଡ଼, ସୋନପୁର, ସମ୍ବଲପୁର, ବଲାଙ୍ଗୀର ଆଦି ଜିଲାରେ ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଚାଷୀଙ୍କ ଠାରୁ ଧାନ କିଣା ଯାଉ ନାହିଁ। ନଭେମ୍ବର ୧୫ରୁ ଧାନ କିଣା ହେବା କଥା, ୩…
୧୦ ଖଣି ପାଇଁ ନିଲାମ ପ୍ରକ୍ରିୟା ଆରମ୍ଭ: ଭାଗନେଲେ ୧୭୬ ବିଡର
ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): ରାଜ୍ୟ ସରକାର ୧୦ଟି ଖଣି ନିଲାମ ପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ସେହି ଖଣିଗୁଡ଼ିକ ହେଲା ନୂଆଗଁା ଲୁହାପଥର ଖଣି, ଠାକୁରାଣୀ ଲୁହା ପଥର ଖଣି, ସିଲଜୋରା-କାଳିମାଟି ଲୁହାପଥର ଓ ମାଙ୍ଗାନିଜ୍, ଜିିଲିଂ-ଲଙ୍ଗଲୋଟା ଲୁହାପଥର, ଜରିବାହାଲ ଲୁହାପଥର, ରଏଡା-୨,…
Archives


