ସରକାରୀ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ଅଶାନ୍ତି
ବାରିପଦା ଅଫିସ,୧୯ା୧୧- ମୟୂରଭଞ୍ଜ ଜିଲା ବାରିପଦା ବଡ଼ବଜାରସ୍ଥିତ ସରକାରୀ ମହିଳା ମହାବିଦ୍ୟାଳୟରେ ସୋମବାର ଛାତ୍ରୀ ଅଶାନ୍ତି ଦେଖା ଦେଇଛି। ମହାବିଦ୍ୟାଳୟରେ ସାଂସ୍କୃତିକ ଓ କ୍ରୀଡ଼ା କାର୍ଯ୍ୟକ୍ରମ ଦାବିରେ ଛାତ୍ରୀମାନେ ଆନ୍ଦୋଳନ ଓ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଛାତ୍ରୀ ନେତ୍ରୀ ବର୍ଷାରାଣୀ ପାତ୍ରଙ୍କ…
ରଖେ ହରି ମାରେ କିଏ: ପ୍ଲାଟଫର୍ମ -ଟ୍ରେନ ମଝିରେ ଫସି ରହିଲେ ଯୁବତୀ
ବାରିପଦା ଅଫିସ,୧୯ା୧୧- କଥାରେ ଅଛି ରଖେ ହରି ମାରେ କିଏ। ମୟୂରଭଞ୍ଜ ଜିଲା ବାରିପଦା ସହର ଭଞ୍ଜପୁର ରେଳଷ୍ଟେଶନରେ ସୋମବାର ଘଟିଥିବା ଏକ ଘଟଣା ଉପରୋକ୍ତ ଉକ୍ତିକୁ ପ୍ରମାଣିତ କରିଛି। ପ୍ଲାଟଫର୍ମ ଓ ରେଳ ମଝିରେ ଜଣେ ଯୁବତୀ ଦୀର୍ଘ ସମୟ…
‘ଶିଳ୍ପ ସଂସ୍ଥାରେ ସୁରକ୍ଷା ବ୍ୟବସ୍ଥାର ନିୟମିତ ଯାଞ୍ଚ ହେଉ’: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ
ବାଲେଶ୍ୱର ଅଫିସ,୧୯।୧୧-ରାଜ୍ୟର ଶିଳ୍ପସଂସ୍ଥାରେ ଦିନକୁ ଦିନ ଦୁର୍ଘଟଣା ବୃଦ୍ଧି ପାଇ ଚାଲିଛି। ଏହାର ପ୍ରତିରୋଧ କରିବା ପାଇଁ କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ…
ବାତ୍ୟା କ୍ଷତିଗ୍ରସ୍ତଙ୍କ ଚୂଡ଼ାନ୍ତ ତାଲିକାରେ ବିଳମ୍ବ
ଚାନ୍ଦବାଲି,୧୯।୧୧(ଡି.ଏନ.ଏ.)- ବାତ୍ୟା ବୁଲବୁଲ୍ ପ୍ରଭାବରେ ଭଦ୍ରକ ଜିଲାର ଚାନ୍ଦବାଲି ଓ ଧାମରା ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। କେନ୍ଦ୍ରାଞ୍ଚଳ ଆର୍ଡିସି ଚାନ୍ଦବାଲି ଗସ୍ତ କରି ବିଭିନ୍ନ ବାତ୍ୟା ବିଧ୍ୱସ୍ତ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କରିବା ସହ ଏହି ବାତ୍ୟାରେ ବ୍ଲକର…
କାଗଜକଲମରେ ସୀମିତ ଶୌଚାଳୟ ନିର୍ମାଣ
ନୟାଗଡ଼ ଅଫିସ,୧୯।୧୧- ମଙ୍ଗଳବାର ବିଶ୍ୱ ଶୌଚାଳୟ (ପାଇଖାନା) ଦିବସ। ଚଳିତ ବର୍ଷର ବାର୍ତ୍ତା ରହିଛି ‘ଲିଭିଂ ନୋ ୱାନ୍ ବିହାଇଣ୍ଡ’। କେହି ଯେମିତି ଶୌଚାଳୟରୁ ବଞ୍ଚତ୍ତ ରହିବେ ନାହିଁ ସେହି ଲକ୍ଷ୍ୟରେ ଜିଲାର ସମସ୍ତଙ୍କ ଘରେ ଶୌଚାଳୟ ଥିବା ନେଇ ନିର୍ଦ୍ଦେଶ…
ନକଲି ସାର୍ଟିଫିକେଟ୍ରେ ଶିକ୍ଷକତା
ଭଦ୍ରକ ଅଫିସ, ୧୯।୧୧- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଅଁା ନିକଟସ୍ଥ ସୁଦର୍ଶନପୁର ଅଞ୍ଚଳର ଜଣେ ଯୁବକ ନକଲି ସାର୍ଟିଫିକେଟ ଦେଇ ୮ ବର୍ଷ ଧରି ଶିକ୍ଷକତା କରିଆସୁଥିଲେ। ନିକଟରେ ଶିକ୍ଷା ବିଭାଗ ଦ୍ୱାରା ଧରାପଡ଼ିବାରୁ ତାଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି।…
ବିଦେଶୀ ମଦ ଦୋକାନକୁ ବିରୋଧ କଲା କୁଇ ସମାଜ: ୨୫ ସୁଦ୍ଧା ବନ୍ଦ ନ ହେଲେ ଆନ୍ଦୋଳନ
ଫୁଲବାଣୀ ଅଫିସ, ୧୯ା୧୧- ଫିରିଙ୍ଗିଆ ବ୍ଲକ କେଳାପଡା ପଞ୍ଚାୟତ ବୈରୀକୂମ୍ପାଠାରେ ଖୋଲିଥିବା ସରକାରୀ ବିଦେଶୀ ମଦ ଦେକାନକୁ ସ୍ଥାନୀୟ ଅଞ୍ଚଳବାସୀ ବିରୋଧ କରୁଛନ୍ତି। ତୁରନ୍ତ ଉକ୍ତ ଦୋକାନ ବନ୍ଦ କରିବାକୁ ଦାବି ହୋଇ ଆସୁଛି। ଏପରିକି କିଛିଦିନ ତଳେ ଲୋକେ ଏ…
ମିଶନ ରାଣୀ ପର୍ବ ଆରମ୍ଭ
ବ୍ରହ୍ମପୁର ଅଫିସ,୧୯ା୧୧- ବ୍ରହ୍ମପୁର କୁଇନ ମିଶନ କ୍ୟାଥଲିକ ଚର୍ଚ୍ଚରେ ଯୀଶୁଙ୍କ ମା’ ମେରିଆଙ୍କ ନବଦିନ ବ୍ୟାପୀ ମିଶନ ରାଣୀ ପର୍ବ ସୋମବାରରୁ ଆରମ୍ଭ ହୋଇଛି। ଅନ୍ତିମ ଉତ୍ସବ ଆସନ୍ତା ୨୭ ତାରିଖରେ ସମୁହ କ୍ୟାଣ୍ଡେଲ ଡେ ପାଳନ କରାଯିବାର କାର୍ଯ୍ୟକ୍ରମ ଚୂଡ଼ାନ୍ତ…
ଗ୍ୟାସ୍ ଲିକ୍ରୁ ଅଗ୍ନିକାଣ୍ଡ
ଚିକିଟି,୧୯ା୧୧(ଡି.ଏନ୍.ଏ.)- ଚିକିଟି ବ୍ଲକ ଗିରିସୋଲା ପଞ୍ଚାୟତ କୃଷ୍ଣନଗର ଗ୍ରାମରେ ସୋମବାର ଗ୍ୟାସ ଲିକ୍ରୁ ଅଗ୍ନିକାଣ୍ଡ ଘଟି ୨ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଛି। ପର୍ଶୁ ଦାସଙ୍କ ସ୍ତ୍ରୀ ବାସନ୍ତି ରୋଷେଇ କରୁଥିବାବେଳେ ଗ୍ୟାସ ସିଲିଣ୍ଡରରେ ନିଅଁା ଲାଗି…
ମଦ ଦୋକାନ ବନ୍ଦ ଦାବିରେ ମହିଳାଙ୍କ ରାସ୍ତାରୋକୋ
ପୁରୁଷୋତ୍ତମପୁର(ଡି.ଏନ୍ଏ.)/ କବିସୂର୍ଯ୍ୟନଗର,୧୯ା୧୧- ପୁରୁଷୋତ୍ତମପୁର ବ୍ଲକ ତଥା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ବଡ ଖରିଡା ପଞ୍ଚାୟତ ବାଣନଈ ଗ୍ରାମ ନିକଟରେ ଥିବା ଦେଶୀ ମଦ ଦୋକାନକୁ ସମ୍ପୂର୍ଣ୍ଣ ବନ୍ଦ କରିବା ଦାବିନେଇ ସୋମବାର ମହିଳାମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ। ମହିଳାମାନେ ପୁରୁଷୋତ୍ତମପୁର-କବିସୂର୍ଯ୍ୟନଗର ମୁଖ୍ୟରାସ୍ତାକୁ ଅବରୋଧ…
ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ
ବୁଗୁଡ଼ା,୧୯ା୧୧(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ବେଲପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବଦଳି ଦାବି ନେଇ ସୋମବାର ଉକ୍ତ ଗ୍ରାମବାସୀ, ବିଦ୍ୟାଳୟ ପରିଚାଳନା କମିଟି ସ୍କୁଲରେ ତାଲା ପକାଇବା ସହ ଏହାକୁ ସମର୍ଥନ କରି ଛାତ୍ରୀଛାତ୍ରମାନେ ମଧ୍ୟ ଧାରଣା…
ଖଡ଼ଗପ୍ରସାଦରେ କୁମ୍ଭୀର ଆତଙ୍କ
ଓଡାପଡା,୧୯ା୧୧(ଡି.ଏନ.ଏ) ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଖଡଗପ୍ରସାଦ ଗ୍ରାମ ବାଲିଘାଟ ନିକଟରେ କୁମ୍ଭୀର ଦେଖିଥିବା ନେଇ ଅଞ୍ଚଳବାସୀ ପ୍ରକାଶ କରିବା ପରେ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ପ୍ରାୟ ୬ ଫୁଟ ଲମ୍ବର କୁମ୍ଭୀରଟି ସୋମବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ବାଲିଘାଟରେ ଏକ…
Archives


