ଡକ୍ୟୁମେଣ୍ଟାରି ନିର୍ମାଣରେ ଓଡ଼ିଶା ପଛରେ
ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ଓଡ଼ିଆ ଭାଷାରେ ପ୍ରାମାଣିକ ବା ଡକ୍ୟୁମେଣ୍ଟାରି ଚଳଚ୍ଚିତ୍ର ନିର୍ମାଣ କ୍ଷେତ୍ରରେ ରାଜ୍ୟ ବହୁପଛରେ ରହିଛି। କେତେଜଣ ପ୍ରଯୋଜକ ଏଭଳି ଚଳଚ୍ଚିତ୍ର ନିର୍ମାଣ ଲାଗି ଆନ୍ତରିକତା ଦେଖାଉଥିଲେ ବି ପ୍ରୋତ୍ସାହନ ଅଭାବ ଓ ଫିଲ୍ମରେ ଲଗାଉଥିବା ଟଙ୍କା ଫେରସ୍ତ ପାଉ ନଥିବାରୁ…
ମୋ ସରକାର କାର୍ଯ୍ୟକ୍ରମରେ ସାମିଲ ହେବ ୬ ବିଭାଗ
ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ପୋଲିସ ପ୍ରଶାସନ ଏବଂ ସ୍ବାସ୍ଥ୍ୟ ବିଭାଗରେ ମୋ ସରକାର କାର୍ଯ୍ୟକ୍ରମ ହାତକୁ ନିଆଯିବା ପରେ ଅନେକ ସୁଫଳ ମିଳିଛି। ତେଣୁ ସରକାର ନିୟମିତ ବ୍ୟବଧାନରେ ସମସ୍ତ ବିଭାଗକୁ ମୋ ସରକାର ଅଧୀନକୁ ନେବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଆସନ୍ତା…
ପାର୍ଲାମେଣ୍ଟ ଶୀତ ଅଧିବେଶନ ପାଇଁ ବିଜେଡିର ରଣନୀତି: କେନ୍ଦ୍ରୀୟ ଅନୁଦାନ, ପର୍ଯ୍ୟଟନ ଭିତ୍ତିଭୂମି ବିକାଶକୁ ଗୁରୁତ୍ୱ
ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ସୋମବାରଠାରୁ ଆରମ୍ଭ ହେଉଛି। ଏହି ଅଧିବେଶନରେ ଦଳ କେଉଁ କେଉଁ ପ୍ରସଙ୍ଗ ଉପସ୍ଥାପନ କରିବ, ସେନେଇ ବିଜେଡି ପକ୍ଷରୁ ରବିବାର ସୂଚନା ଦିଆଯାଇଛି। ରାଜ୍ୟ ସଭା ସଦସ୍ୟ ତଥା ବିଜେଡି ଗଣମାଧ୍ୟମ ସଂଯୋଜକ ସସ୍ମିତ୍ ପାତ୍ର…
ବିଜେଡି ଫୋକସ୍ରେ ବିଧାନ ପରିଷଦ
ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ରାଜ୍ୟରେ ବିଧାନ ପରିଷଦ ଗଠନ ନେଇ ଓଡ଼ିଶା ବିଧାନସଭାରେ ପୂର୍ବରୁ ସର୍ବସମ୍ମତ ପ୍ରସ୍ତାବ ଗୃହୀତ ହୋଇଛି। ହେଲେ ଏଥିପାଇଁ ପାର୍ଲାମେଣ୍ଟରେ ବିଧେୟକ ଆସି ଗୃହୀତ ହେବା ସହ ରାଷ୍ଟ୍ରପତିଙ୍କ ଅନୁମୋଦନର ଆବଶ୍ୟକତା ରହିଛି। ତେଣୁ ଚଳିତ ଶୀତ ଅଧିବେଶନର ସଂସଦୀୟ…
ବାଙ୍ଗାଲୋରରେ ଓଡ଼ିଆ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ
ବାଲିଆପାଳ, ୧୭।୧୧(ସ୍ବ.ପ୍ର.)-ବାଙ୍ଗାଲୋରରେ ଏକ ଘରୋଇ କମ୍ପାନୀରେ ଚାକିରି କରୁଥିବା ବାଲିଆପାଳର ଜଣେ ଯୁବକ ଜଗତଜ୍ୟୋତି ପଟ୍ଟନାୟକ(୨୫)ଙ୍କର ରବିବାର ସନ୍ଦେହଜନକ ମୃତ୍ୟୁ ହୋଇଛି ା ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ବାଲିଆପାଳ ବ୍ଲକର ପାରୁଳିଆ ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ…
ଚୋରା ପଥର ଚାଲାଣରେ ଦୁଇ ପୋଲିସ ଅଧିକାରୀ: ଇନ୍ସପେକ୍ଟର ବିକ୍ରମ ଜେନା ନିଲମ୍ବିତ
ଭୁବନେଶ୍ୱର, ୧୭।୧୧(ବ୍ୟୁରୋ)/ ଖୋର୍ଦ୍ଧା(ଡି.ଏନ୍.ଏ.): ଚୋରା ପଥର ଚାଲାଣ ର଼୍ୟାକେଟରେ ପୋଲିସ ଅଧିକାରୀ। କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍ ସ୍କାନରରେ ଥିବା ଦୁଇ ଥାନା ଇନ୍ସପେକ୍ଟର ବିକ୍ରମ କେଶରୀ ଜେନା ଓ ରଞ୍ଜିତ ସାହୁଙ୍କ ଉପରେ ଆରମ୍ଭ ହୋଇଛି ପଦକ୍ଷେପ। ଉଭୟଙ୍କୁ ଖୋର୍ଦ୍ଧାରେ ବେଆଇନ ପଥର…
ବିଏସ୍ସିଏଲ୍ ଦ୍ୱାରା ଦୁଇଦିନିଆ ‘ସିଟି ଲାବ ସେଣ୍ଟର’: ୯ କଲେଜର ୨୦ ମଡେଲ ପ୍ରଦର୍ଶିତ
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଭୁବନେଶ୍ୱରର ସୌନ୍ଦର୍ଯ୍ୟ ବଜାୟ ରଖିବା ସହ ବିକାଶର ନୂଆ ଢାଞ୍ଚା ପାଇଁ ନକ୍ସା ଦେଖାଇଛନ୍ତି ଛାତ୍ରୀଛାତ୍ର। ଭୁବନେଶ୍ୱରର ୯ଟି କଲେଜ ଯଥା କଲେଜ ଅଫ୍ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି (ସିଇଟି), ସେଣ୍ଟ୍ରାଲ ଟୁଲ୍ ରୁମ୍ ଟ୍ରେନିଂ ସେଣ୍ଟର (ସିଟିଟିସି), ସିଲିକନ୍…
ବ୍ରାଉନସୁଗାର କାରବାର: ଖୁବ୍ଶୀଘ୍ର ଚାକିରିରୁ ବିଦା ହେବେ କନଷ୍ଟେବଳ
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ପୋଲିସ ବିଭାଗରେ ଥାଇ କରୁଥିଲେ ବ୍ରାଉନସୁଗାର ବେପାର। କ୍ୟୁଏଟି ଓ ନୟାପଲ୍ଲୀ ଥାନା ପୋଲିସ ଦ୍ୱାରା ଏହା ଧରାପଡ଼ିବା ପରେ ଗିରଫ ହୋଇଛନ୍ତି ଭୁବନେଶ୍ୱର ରିଜର୍ଭ ପୋଲିସରେ କାର୍ଯ୍ୟରତ କନଷ୍ଟେବଳ ଜେ. ଭାରିମଲ। ଏହାପରେ ତାଙ୍କ ଆପରାଧିକ ପେଡି ଖୋଲିଛି।…
‘ଗଣତନ୍ତ୍ରକୁ ସୁଦୃଢ଼ କରିଛି ଖବରଦାତାଙ୍କ ନିରପେକ୍ଷତା’
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଖବରଦାତାମାନେ ଗଣତନ୍ତ୍ରରେ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗ୍ରହଣ କରିଛନ୍ତି। ସେମାନଙ୍କର ଆଲୋଚନା, ସମାଲୋଚନା ଏବଂ ନିନ୍ଦା ରାଜନୀତି ପାଇଁ ଆଶାବାଡ଼ି ସଦୃଶ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଶନିବାର ସୂଚନାଭବନଠାରେ ଜାତୀୟ ସାମ୍ବାଦିକ କଲ୍ୟାଣ ବୋର୍ଡ ଆନୁକୂଲ୍ୟରେ ଜାତୀୟ ସାମ୍ବାଦିକ…
ବାଦାମବାଡ଼ି ଥାନା ଅଧିକାରୀଙ୍କ ଅନୁଭୂତି: ଆଖି ସାମ୍ନାରେ ମାଓବାଦୀଙ୍କ ଗୁଳିରେ ଟଳିଥିଲେ ସାଥୀ
ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ପୋଲିସର ପ୍ରମୁଖ ଦାୟିତ୍ୱ। ଏହି ଦାୟିତ୍ୱ ସମ୍ପାଦନରେ ଅନେକ ପୋଲିସ କର୍ମଚାରୀ ନିଜ ଜୀବନ ଉତ୍ସର୍ଗ କରିଥିବା ନଜିର ରହିଛି। ଅନେକେ ନିଜର କର୍ତ୍ତବ୍ୟ ସମ୍ପାଦନା କରୁଥିବାବେଳେ ମୃତ୍ୟୁକୁ ଅତି ନିକଟରୁ ଦେଖିଛନ୍ତି। ଚାକିରି ଜୀବନରେ ଏଭଳି…
ବିଶାଖାପାଟଣା-ସୁବେଦାରଗଞ୍ଜ ସୁବିଧା ସ୍ପେଶାଲ ଭାୟା ଭୁବନେଶ୍ୱର
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ପୂର୍ବତଟ ରେଳପଥ ପକ୍ଷରୁ ଆସନ୍ତା ୨୬ରୁ ଡିସେମ୍ବର ୧୨ ପର୍ଯ୍ୟନ୍ତ ବିଶାଖାପାଟଣା-ସୁବେଦାରଗଞ୍ଜ(ଆଲ୍ଲାହାବାଦ) ସୁବିଧା ସ୍ପେଶାଲ ଟ୍ରେନ୍ ଚଳାଚଳ କରିବ। ଯାତ୍ରୀ ଗହଳି କମାଇବା ଲାଗି ଏହି ଟ୍ରେନ ଭୁବନେଶ୍ୱର, ଭଦ୍ରକ ଓ ଗୟା ଦେଇ ଚଳାଚଳ କରିବ। ବିଶାଖାପାଟଣା-ସୁବେଦାରଗଞ୍ଜ(୮୨୮୫୧-୮୨୮୫୨) ୧୦…
ରାଜ୍ୟର ୨,୦୬୩ ଅଙ୍ଗନଓ୍ବାଡି କେନ୍ଦ୍ର ବିପଦସଙ୍କୁଳ
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ୭୨ହଜାର ୫୮୭ଟି ଅଙ୍ଗନଓ୍ବାଡ଼ି ଓ ମିନି ଅଙ୍ଗନବାଡ଼ି କେନ୍ଦ୍ର ଚାଲୁଛି। ଏଥିମଧ୍ୟରେ ୪୦ହଜାର ୭୮୮ କେନ୍ଦ୍ର ନିଜସ୍ବ ଘରେ ଓ ୪ ହଜାର ୭୦୨ଟି ଭଡ଼ା ଘରେ ଚାଲୁଛି। ବର୍ତ୍ତମାନ ୧୦ହଜାର ୫୦୭ ଅଙ୍ଗନଓ୍ବାଡ଼ି କେନ୍ଦ୍ରର ନିର୍ମାଣ…
Archives


