ରାଜ୍ୟ

ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ: ରାତିରେ ମିଳୁନି ସ୍ବାସ୍ଥ୍ୟସେବା

ନୟାଗଡ଼ ଅଫିସ,୨୬।୯: ଜରୁରିକାଳୀନ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଜିଲା ସଦର ମହକୁମାରେ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ରହିଛି। ୨୪ ଘଣ୍ଟା ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ଚିକିତ୍ସାଳୟ ଥିବା ବେଳେ ରାତିରେ କିନ୍ତୁ ଠିକ୍‌ ଭାବେ ରୋଗୀଙ୍କୁ…

ମହାବିଦ୍ୟାଳୟ ପରିସରରେ ଅର୍ଦ୍ଧନିର୍ମିତ ସୁଇମିଂ ପୁଲ୍‌: ନାହିଁ ସୁରକ୍ଷା ପ୍ରାଚୀର

ନିରାକାରପୁର,୨୬ା୯(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ଥିବା ସର୍ବପୁରାତନ କ୍ଷେତ୍ରବାସୀ ଡିଏଭି ମହାବିଦ୍ୟାଳୟ ପରିସରରେ ଦୀର୍ଘଦିନ ହେଲା ଏକ ସୁଇମିଂପୁଲ୍‌ ଅର୍ଦ୍ଧନିର୍ମିତ ଅବସ୍ଥାରେ ରହିଛି। ବର୍ଷା ପାଣି ପୂର୍ଣ୍ଣହୋଇ ରହିଥିବା ସୁଇମିଂ ପୁଲ୍‌ରେ ସୁରକ୍ଷା ପ୍ରାଚୀର ନ ଥିବାରୁ ଏହା ସର୍ବଦା…

ସ୍ବଚ୍ଛ ସାଥୀ ଚୟନରେ ଅନିୟମିତତା: ଆବେଦନକାରୀଙ୍କୁ ଅଣଦେଖା

ରଣପୁର,୨୬ା୯(ସ୍ବ.ପ୍ର.): ରଣପୁର ଏନ୍‌ଏସିରେ ସ୍ବଚ୍ଛ ସାଥୀ ଚୟନରେ ଅନିୟମିତତା ନେଇ ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ଏଥିରେ ଆବେଦନକାରୀଙ୍କୁ ଅଣଦେଖା କରାଯାଇ ଅଣଆବେଦନକାରୀଙ୍କୁ ଅନୁକମ୍ପା ଦେଖାଇ ନିଯୁକ୍ତି ମିଳିଛି ବୋଲି ଦର୍ଶାଯାଇଛି। ସ୍ବଚ୍ଛ ଭାରତ ମିଶନ ପକ୍ଷରୁ ରଣପୁର ଏନ୍‌ଏସିରେ ୩…

୧୬ନଂ. ଜାତୀୟ ରାଜପଥର ବାଇପାସ୍‌ ରୋଡ୍‌: ବାରମ୍ବାର ଆନ୍ଦୋଳନ ପରେ ନିର୍ମାଣ ଚାଲିଛି ୬ଲେନ ରାସ୍ତା

ରଣପୁର,୨୬।୯(ସ୍ବ.ପ୍ର.): କୋଲକତା-ଚେନ୍ନାଇ ୧୬ନଂ. ଜାତୀୟ ରାଜପଥର ନୟାଗଡ଼ ଜିଲା ଚାନ୍ଦପୁରଠାରେ ବାଇପାସ୍‌ ନିର୍ମାଣ ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ବାରମ୍ବାର ଦାବି, ଆପତ୍ତି, ଅଭିଯୋଗ ଓ ଆନ୍ଦୋଳନ ପରେ ୬ଲେନ ରାସ୍ତା ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ହେଲେ ଓଭରବ୍ରିଜ କରା ନ…

ବିଜେପୁର: କଂଗ୍ରେସର ପ୍ରାର୍ଥୀ ହେଲେ ଦିଲ୍ଲୀପ ପଣ୍ଡା

ଭୁବନେଶ୍ୱର,୨୫।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇସାରିଛି। ଆସନ୍ତା ୨୧ତାରିଖରେ ବିଜେପୁର ଆସନ ପାଇଁ ଭୋଟ ଗ୍ରହଣ ହେବ। ଏନେଇ ସବୁ ଦଳ ପକ୍ଷରୁ ଜୋର୍‌ଦାର ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ବୁଧବାର କଂଗ୍ରେସ ନିଜ ପ୍ରାର୍ଥୀ…

୪୮୦ ବସ୍ତା ୟୁରିଆ ସାର ବାଟରୁ ଉଭାନ ଧରାପଡିଲା

ବଡ଼ଗାଁ, ୨୫।୯ (ଡି.ଏନ.ଏ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମସ୍ଥିତ ସମବାୟ ସମିତି (ଲ୍ୟାମ୍ପ୍ସ)ର କର୍ମଚାରୀମାନେ ଚଞ୍ଚକତା କରି ଲକ୍ଷ ଲକ୍ଷ ଟଙ୍କା ହଡପ କରିଥିବା ଘଟଣା ଗୋଟିଏ ପରେ ଗୋଟିଏ ଲୋକ ଲୋଚନକୁ ଆସୁଛି। ଭୂତ କର୍ମଚାରୀ…

ଦୁଇ ଦୁର୍ଦ୍ଦାନ୍ତ ହାଇୱେ ଲୁଟେରା ଗିରଫ

ବଲାଙ୍ଗୀର ଅଫିସ, ୨୫ା୯: ବଲାଙ୍ଗୀର ଜିଲା ପୁଇଁତଲା ଥାନା ପୋଲିସ ଦୁଇ ଦୁର୍ଦ୍ଦାନ୍ତ ହାଇୱେ ଲୁଟେରାଙ୍କୁ ବୁଧବାର ଗିରଫ କରି କୋର୍ଟଚାଲାଣ କରିଛି । ଗିରଫ ଦୁଇ ଲୁଟେରା ହେଲେ ଲୋଇସିଂହା ଥାନା ସାଲେଭଟା ଗଁ।ର ନରେନ୍ଦ୍ର ସୁନା ଓରଫ୍‌ ନରେନ୍‌…

ମହିଳାଙ୍କୁ ନିର୍ଯାତନା, ବଳାତ୍କାର ଅଭିଯୋଗ: ସ୍ବାମୀ, ଦିଅର ଗଲେ ଜେଲ

ଜଗନ୍ନାଥପ୍ରସାଦ,୨୫ା୯(ଡି.ଏନ.ଏ.): ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ଜଣେ ମହିଳାଙ୍କୁ ନିର୍ଯାତନା ଓ ବଳାତ୍କାର ଅଭିଯୋଗରେ ମଙ୍ଗଳବାର ପୋଲିସ ସ୍ବାମୀ, ଦିଅରଙ୍କୁ କୋର୍ଟ ଚାଲାଣ କରିଛି। ଗିରଫ ଦିଅର ହେଲେ ବାପୁଜି ବେହେରା ଓ ସ୍ବାମୀ ସୂର୍ଯ୍ୟ ନାରାୟଣ ବେହେରା। ମହିଳା ଏତାଲା ପ୍ରକାରେ,…

ବାଘୁଆ ଜଳ ଭଣ୍ଡାର: ଜଳ ନିଷ୍କାସନ ପାଇଁ ସତର୍କ ସୂଚନା ଜାରି

ବୁଗୁଡ଼ା,୨୫ା୯(ଡି.ଏନ.ଏ.): ବୁଗୁଡ଼ା ବ୍ଲକ ବାଘୁଆ ଜଳ ଭଣ୍ଡାରରୁ ନଦୀରେ ଜଳ ନିଷ୍କାସନ ପାଇଁ ମଙ୍ଗଳବାର ସନ୍ଧ୍ୟାରେ ଜଳ ସମ୍ପଦ କାର୍ଯ୍ୟାଳୟ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଜଳ ଭଣ୍ଡାରର ସୁରକ୍ଷା ଦୃଷ୍ଟିରୁ ବାଘୁଆ ଜଳସେଚନ ଉପଖଣ୍ଡ ସହକାରୀ ନିର୍ବାହୀ…

ଧାମରାରେ ଧରା ହେଲା ହ୍ବେଲସାର୍କ

ଚାନ୍ଦବାଲି, ୨୫।୯ (ଡି.ଏନ.ଏ.): ଭଦ୍ରକ ଜିଲା ଧାମରା ମତ୍ସ୍ୟ ପୋତାଶ୍ରୟ ଅଧୀନରେ ଥିବା ଚନ୍ଦନିପାଳ ମାଛଧରା ବେସ୍‌ରୁ ବୁଧବାର ଏକ ବିରଳ ମାଛ ଧରା ହୋଇଛି। ଏହାର ନାମ ହ୍ବେଲସାର୍କ ହୋଇଥିବା ବେଳେ ଓଜନ ୧ କୁଇଣ୍ଟାଲରୁ ଅଧିକ। ଏହାକୁ ଲକ୍ଷାଧିକ…

ଭଉଣୀ ହତ୍ୟାକାରୀକୁ ଆଜୀବନ: ଭିଣୋଇ ନିର୍ଦ୍ଦୋଶରେ ଖଲାସ

ଆନନ୍ଦପୁର,୨୫। ୯(ସ୍ବ.ପ୍ର.): ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍‌ ରାଜେଶ ଦାଶ ବୁଧବାର ଏକ ହତ୍ୟା ଘଟଣାର ରାୟ ପ୍ରକାଶ କରି ଭିଣୋଇକୁ ନିର୍ଦ୍ଦୋଶରେ ଖଲାସ ଏବଂ ଶାଳୀକୁ ଆଜୀବନ କାରାଦଣ୍ଡା ଦେଶ ଶୁଣାଇଛନ୍ତି। ଖଲାସ ହୋଇଥିବା ଭିଣୋଇ ହେଉଛନ୍ତି ଆନନ୍ଦପୁର ଥାନା…

ବାଲ୍ୟ ବିବାହକୁ ବିରୋଧ କରି ଚର୍ଚ୍ଚାରେ ନାବାଳିକା

ବାରିପଦା ଅଫିସ,୨୫।୯: ବାରିପଦା ବ୍ଲକ ଅଞ୍ଚଳର ଜଣେ ୧୩ ବର୍ଷର ନାବାଳିକା ବାଲ୍ୟ ବିବାହକୁ ବିରୋଧ କରି ଚର୍ଚ୍ଚାକୁ ଆସିଛନ୍ତି। ପରିବାର ଲୋକେ ତାଙ୍କ ବିବାହ ପାଇଁ ଯୋଜନା କରୁଥିଲେ। ମାତ୍ର କମ୍‌ ବୟସରେ ବିବାହ କରିବେ ନାହିଁ ବୋଲି ନିଷ୍ପତ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri