ପ୍ରେମିକାଙ୍କ ସହ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରି ପ୍ରେମିକ ଗିରଫ
ବାରିପଦା ଅଫିସ,୨୫।୯: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଞ୍ଚଳର ଜଣେ ଯୁବକ ତାଙ୍କ ପ୍ରେମିକାଙ୍କ ସହ ବିତାଇଥିବା ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ସଦର ଥାନା ପୋଲିସ ସମ୍ପୃକ୍ତ ଯୁବକ ଗୁଲସନ ମହାନ୍ତଙ୍କୁ…
ଲାଞ୍ଚ ନେଇ କ୍ୟାସିୟର ଗିରଫ
ବାରିପଦା ଅଫିସ,୨୫।୯: ମୟୂରଭଞ୍ଜ ଜିଲା ବାରିପଦା ଗ୍ରାମ୍ୟ ଉନ୍ନୟନ ବିଭାଜନ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କ୍ୟାସିୟର ଅଜୟ କୁମାର ସେଜପଡା ବୁଧବାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ବାରିପଦା ଜଗନ୍ନାଥ ମନ୍ଦିର ସେବାୟତ ତଥା ଠିକାଦାର…
ଝିଣ୍ଟିକାପଲ୍ଲୀରେ ବାର୍ହା ଆକ୍ରମଣରେ ୫ ଆହତ
ଖୋର୍ଦ୍ଧା ଅଫିସ,୨୫ା୯: ଖୋର୍ଦ୍ଧା ଜିଲା ବାଣପୁର ଥାନା ଝିଣ୍ଟିକାପଲ୍ଲୀ ଗଁ। ର ଏକ ନଡ଼ିଆ ବଗିଚାରେ ବୁଧବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ବାର୍ହା ଆକ୍ରମଣରେ ୫ ଜଣ ଆହତ ହୋଇଛନ୍ତି। ଆହତମାନେ ହେଲେ ସୁରଥ ପ୍ରଧାନ, ଅଜୟ ପରିଡା, ଲକ୍ଷ୍ମଣ ନରେନ୍ଦ୍ରସିଂହ…
ରେତଙ୍ଗ ଷ୍ଟେଶନର ମୁଖ୍ୟ ରାସ୍ତା ଜଳମଗ୍ନ
ଯାଁଳା, ୨୫। ୯(ଡି.ଏନ.ଏ.): ଖୋର୍ଦ୍ଧା- ଭୁବନେଶ୍ୱର ଜାତୀୟ ରାଜପଥ ନଂ. ୧୬ର ଯାଁଳାଠାରୁ ରେତଙ୍ଗ ରେଳ ଷ୍ଟେଶନକୁ ଯାଇଥିବା ମୁଖ୍ୟ ରାସ୍ତାଟି ଲଗାଣ ବର୍ଷା ଯୋଗୁ ଜଳମଗ୍ନ ହୋଇଛି। ଫଳରେ ୩ଟି ପଞ୍ଚାୟତରେ ଲୋକମାନେ ଜାତୀୟ ରାଜପଥ ନଂ. ୧୬କୁ ଆସିବା…
ପୁଣି ସ୍ପଷ୍ଟ କଲେ ମନ୍ତ୍ରୀ: ୩ ମାସ ଯାଏ ଯାଞ୍ଚ ହେବନି ପଲ୍ୟୁସନ, ଇନ୍ସୁରାନ୍ସ
ଭୁବନେଶ୍ୱର,୨୫।୯(ବ୍ୟୁରୋ): ପୁଣି ସ୍ପଷ୍ଟ କଲେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା। ଆସନ୍ତା ୩ ମାସ ଯାଏ ପଲ୍ୟୁସନ୍ ଏବଂ ଇନ୍ସୁରାନ୍ସ ଯାଞ୍ଚ ହେବ ନାହିଁ। ଅପରପକ୍ଷେ ଅକ୍ଟୋବର ପହିଲାରୁ ପଲ୍ୟୁସନ ସାର୍ଟିଫିକେଟ ଅନଲାଇନ୍ରେ ହେବ ବୋଲି ବୁଧବାର ସେ କହିଛନ୍ତି। ପ୍ରକାଶଯୋଗ୍ୟ,…
ବିଜେପୁର ଉପନିର୍ବାଚନ: କଂଗ୍ରେସର ୫ ଜଣିଆ ପ୍ରାର୍ଥୀ ତାଲିକା
ଭୁବନେଶ୍ୱର,୨୫।୯(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨୧ରେ ବିଜେପୁର ଉପନିର୍ବାଚନ। ତାରିଖ ଘୋଷଣା ହେବା ପରେ ରାଜ୍ୟର ୩ ରାଜନୈତିକ ଦଳ ପ୍ରାର୍ଥୀ ଚୟନରେ ବ୍ୟସ୍ତ। ଏପରିସ୍ଥଳେ ରାଜ୍ୟ କଂଗ୍ରେସ ପକ୍ଷରୁ ୫ ଜଣିଆ ପ୍ରାର୍ଥୀ ତାଲିକା ଏଆଇସିସିକୁ ପଠାଯାଇଛି। ତାଲିକାରେ ଅଭିଷେକ ସେଠ,…
କୁଶକିଳା ହତ୍ୟାକାଣ୍ଡ ଘଟଣା: ଅଭିଯୁକ୍ତ ଝସକେତନ ଦୋଷୀ ସାବ୍ୟସ୍ତ, ଗୁରୁବାର ପ୍ରକାଶ ପାଇବ ଚୂଡ଼ାନ୍ତ ରାୟ
ଅନୁଗୋଳ ଅଫିସ, ୨୫।୯: ଅନୁଗୋଳ ଜିଲା କୁଶକିଳାରେ ଘଟିଥିବା ବହୁଚର୍ଚ୍ଚିତ ଦୁଇଭାଇ ହତ୍ୟାକାଣ୍ଡ ଘଟଣାର ରାୟ ବୁଧବାର ପ୍ରକାଶ ପାଇଛି। ଅନୁଗୋଳ ଜିଲା ଓ ଦୈରାଜଜ୍ ଅଶାନ୍ତ କୁମାର ଦାସ ଅଭିଯୁକ୍ତ ଝସକେତନ ରାଉତଙ୍କ ବିରୋଧରେ ତଥ୍ୟ ପ୍ରମାଣକୁ ଭିତ୍ତିକରି ଦୋଷୀ…
ଭିଜିଲାନ୍ସ ଜାଲରେ ଜେଇ
ଭବାନୀପାଟଣା,୨୫।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସର୍ବଶିକ୍ଷା ଅଭିଯାନ ଅଫିସରେ କାର୍ଯ୍ୟରତ ଜେଇ ଅଭୟ ପତିଙ୍କ ଘରେ ବୁଧବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ଭଡ଼ାଘର ସମେତ ଢେଙ୍କାନାଳ, ଭୁବନେଶ୍ୱର, କଟକ, ପୁରୀ, ସୁକିନ୍ଦା…
ବାଲୁକାକଳାରେ ଅମିତାଭଙ୍କୁ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ
ଭୁବନେଶ୍ୱର,୨୫।୯(ବ୍ୟୁରୋ): ଚଳିତ ବର୍ଷ ଦାଦାସାହେବ ଫାଲ୍କେ ପୁରସ୍କାରରେ ସମ୍ମାନିତ ହେବେ ମେଗାଷ୍ଟାର ଅମିଚାଭ ବଚ୍ଚନ। ତେବେ ଏହି ଅବସରରେ ସୁଦର୍ଶନ ପଟ୍ଟନାୟକ ତାଙ୍କୁ ନିଜର ବାଲୁକାକଳାରେ ଶୁଭେଚ୍ଛା ଜଣାଇଛନ୍ତି। ଅମିତାଭ ଅଭିନୀତ ସୁପରହିଟ୍ ଚଳଚ୍ଚିତ୍ରଗୁଡ଼ିକର ନାମ ସହ ଅମିତାଭଙ୍କୁ ବାଲୁକାକଳାରେ ଦେଖିବାକୁ…
ବିଜେପୁର ଉପନିର୍ବାଚନରେ ଲଢ଼ିବାକୁ କଂଗ୍ରେସ ପାଖରେ ଟଙ୍କା ନାହିଁ, ବଦାନ୍ୟ ବ୍ୟକ୍ତି ଆର୍ଥିକ ସହାୟତା ଦିଅନ୍ତୁ: ନିରଞ୍ଜନ
ଭୁବନେଶ୍ୱର,୨୫।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ତାରିଖ ଘୋଷଣା ସରିଛି। ନିର୍ବାଚନକୁ ଓହ୍ଲାଇବା ଲାଗି ରାଜ୍ୟର ୩ ପ୍ରମୁଖ ଦଳ ପାଗ ଭିଡୁଥିବା ବେଳେ ଲଢ଼ିବା ପାଇଁ କଂଗ୍ରେସ ପାଖରେ ଟଙ୍କା ନାହିଁ। ବୁଧବାର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏପରି କଥା…
ବ୍ରହ୍ମପୁର ଏମ୍ପିଙ୍କୁ ନବୀନ ନିବାସରୁ ଡାକରା, ଚାପୁଡ଼ା ମାରିବାର ତର୍ଜମା ହେବା ନେଇ ଚର୍ଚ୍ଚା
ଭୁବନେଶ୍ୱର,୨୫।୯(ବ୍ୟୁରୋ): ବ୍ରହ୍ମପୁର ଏମ୍ପି ଚନ୍ଦ୍ରଶେଖର ବେହେରାଙ୍କୁ ନବୀନ ନିବାସରୁ ଡାକରା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଅପରାହ୍ନ ୪ଟାରେ ତାଙ୍କୁ ନବୀନ ନିବାସ ଡାକିଛନ୍ତି। ତେବେ କେଉଁ କାରଣ ଲାଗି ଏମ୍ପିଙ୍କୁ ଡକାଯାଇଛି ତାହା ସ୍ପଷ୍ଟ ହୋଇ ନ ଥିବା ବେଳେ…
ପ୍ରେମିକାଙ୍କ ସହ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରି ପ୍ରେମିକ ଗିରଫ
ବାରିପଦା ଅଫିସ,୨୫।୯- ମୟୁରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧିନ ଧନପୁର ଅଞ୍ଚଳର ଜଣେ ଯୁବକ ତାଙ୍କ ପ୍ରେମିକାଙ୍କ ସହ ବିତାଇଥିବା ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଉତ୍ତୋଳନ କରି ଭାଇରାଲ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ସଦର ଥାନା ପୋଲିସ…
Archives


