ଗେଷ୍ଟ ହାଉସ୍ରେ ଯୁବତୀଙ୍କୁ ବଳାତ୍କାର: ଅଭିଯୁକ୍ତ ଗିରଫ
ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ବରମୁଣ୍ଡା ଅଞ୍ଚଳର ଏକ ଗେଷ୍ଟ ହାଉସ୍ରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ କଟକ ଜିଲା ଗୋବିନ୍ଦପୁର ଅଞ୍ଚଳର ବାବୁଲି ସାହୁଙ୍କୁ ଖଣ୍ଡଗିରି ଥାନା ପୋଲିସ ଗିରଫ କରିଛି। ଶୁକ୍ରବାର ତାଙ୍କୁ…
ଭାଜପା ଭୁବନେଶ୍ୱର ଜିଲା ସଭାପତିଙ୍କୁ ସଂଘବଦ୍ଧ ଆକ୍ରମଣ
ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଭାଜପାର ଭୁବନେଶ୍ୱର ସାଙ୍ଗଠନିକ ଜିଲା ସଭାପତି ତଥା କୋ-ଅପରେଟିଭ ସୋସାଇଟି ସଦସ୍ୟ ହରେକୃଷ୍ଣ ଖୁଣ୍ଟିଆଙ୍କୁ ଶୁକ୍ରବାର ମଧ୍ୟାହ୍ନରେ ସଂଘବଦ୍ଧ ଭାବେ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ। ଏକାମ୍ର ହାଟ ନିକଟ କାର୍ଯ୍ୟାଳୟରେ ହରେକୃଷ୍ଣ ଥିବାବେଳେ ୯ଜଣ ଯୁବକ ମୁହଁରେ କପଡ଼ା…
୭ ଦେଶର ବିପର୍ଯ୍ୟୟ ପ୍ରଶମନ ପ୍ରାଧିକରଣ: ପ୍ରତିନିଧି ମଣ୍ଡଳୀଙ୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ
କୋଣାର୍କ,୧୬।୧୧(ଡି.ଏନ୍.ଏ.): ଜାତୀୟ ବିପର୍ଯ୍ୟୟ ପ୍ରଶମନ ପ୍ରାଧିକରଣର ସଭ୍ୟ ଲ୍ୟୁଟନାଣ୍ଟ ଜେନେରାଲ ଏନ୍ସି ମାରୁଆଙ୍କ ନେତୃତ୍ୱରେ ଆସିଥିବା ୭ଦେଶର ବିପର୍ଯ୍ୟୟ ପ୍ରଶମନ ପ୍ରାଧିକରଣ ପ୍ରତିନିଧି ଶୁକ୍ରବାର ପ୍ରଥମେ ରାମଚଣ୍ଡିଠାରେ ଫନୀରେ କ୍ଷତିଗ୍ରସ୍ତ ଅଞ୍ଚଳରେ ବୃକ୍ଷରୋପଣ କରିଛନ୍ତି। ପରେ ଜେନେରାଲ ମାରୁଆଙ୍କ ନେତୃତ୍ୱରେ ଭାରତ,…
ଆରମ୍ଭ ହେଲା ‘୧୦୪ ହେଲ୍ଥ ହେଲ୍ପଲାଇନ୍’
ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ସ୍ବାସ୍ଥ୍ୟ ସମ୍ପର୍କିତ ସୂଚନା ଏବଂ ପରାମର୍ଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ‘୧୦୪ ହେଲ୍ଥ ହେଲ୍ପଲାଇନ’ ସେବା ଶୁଭାରମ୍ଭ କରାଯାଇଛି। ରାଜ୍ୟରେ ପ୍ରଥମଥର ପାଇଁ ଆରମ୍ଭ ହୋଇଥିବା ଏହି ସେବା ମାଧ୍ୟମରେ ହିତାଧିକାରୀମାନେ ଦେୟମୁକ୍ତ ୧୦୪ ନମ୍ବରକୁ ଫୋନ୍…
ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ: ୮୦ ହଜାର ମେଟ୍ରିକ୍ ଟନ୍ ଧାନ ସଂଗ୍ରହ ଲକ୍ଷ୍ୟ
ଜଗତ୍ସିଂହପୁର ଅଫିସ,୧୬ା୧୧: ଡିସେମ୍ବର ୨୭ରୁ ଧାନ ସଂଗ୍ରହ ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ତେଣୁ ଏଥର ଜଗତ୍ସିଂହପୁର ଜିଲାରୁ ୮୦,୧୪୯.୨୫ ମେଟ୍ରିକ୍ ଟନ୍ (ଏମ୍ଟି) ଧାନ ସଂଗ୍ରହ ପାଇଁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ଗତଥର ଅପେକ୍ଷା ଏଥର ୨ଟି ଅଧିକ ଅର୍ଥାତ୍ ମୋଟ…
ଭିଜିଲାନ୍ସ ଜାଲରେ ବୈଧମାପ, ଓଜନ ବିଭାଗ ବରିଷ୍ଠ ନିରୀକ୍ଷକ
ଜଗତ୍ସିଂହପୁର ଅଫିସ,୧୬ା୧୧: ଭିଜିଲାନ୍ସ ଜାଲରେ ପଡିଛନ୍ତି ବୈଧମାପ ଏବଂ ଓଜନ ବିଭାଗ ଜଗତ୍ସିଂହପୁର କାର୍ଯ୍ୟାଳୟ ସହକାରୀ ନିୟନ୍ତ୍ରକ ତଥା ପାରାଦୀପସ୍ଥିତ ବିଭାଗୀୟ ବରିଷ୍ଠ ନିରୀକ୍ଷକ ବିଶ୍ରାନ୍ତ କୁମାର ସେଠୀ। ଭିଜିଲାନ୍ସ ସୂଚନା ଅନୁଯାୟୀ କିରୋସିନ ତୈଳ ଟ୍ୟାଙ୍କର, ଡିଜେଲ ଓ ପେଟ୍ରୋଲ…
ଶିଶୁ ରାଇଜର ୪୭ ତମ ବାର୍ଷିକ ଉତ୍ସବ
ନୟାଗଡ଼ ଅଫିସ,୧୬ା୧୧: ନୟାଗଡ଼ ଜିଲା ଓଡ଼ଗାଁ ବ୍ଳକ ବଡ଼ପୁଟସ୍ଥିତ ଚାଚା ନେହେରୁ ଶିଶୁ ରାଇଜର ୪୭ତମ ବାର୍ଷିକ ଉତ୍ସବ ଗୁରୁବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥିଭାବେ ରଣପୁର ବିଧାୟକ ସତ୍ୟ ନାରୟଣ ପ୍ରଧାନ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ…
ପ୍ରୋଗ୍ରାମ ଅଧିକାରୀ ବହିଷ୍କୃତ
ନୟାଗଡ଼ ଅଫିସ,୧୬।୧୧: ନୟାଗଡ଼ ଜିଲା ସମାଜ ମଙ୍ଗଳ କାର୍ଯ୍ୟାଳୟରେ କାର୍ଯ୍ୟରତ ପ୍ରୋଗ୍ରାମ ଅଧିକାରୀ ଚୂଡ଼ାମଣି ମୁର୍ମୁଙ୍କୁ ବିଭାଗୀୟ ପ୍ରମୁଖ ସଚିବ ବହିଷ୍କୃତ କରିଛନ୍ତି। ଗତ ୬ ତାରିଖରେ ବହିଷ୍କୃତ କରାଯାଇଥିବା ନେଇ ଜିଲା ସମାଜ ମଙ୍ଗଳ ଅଧିକାରୀ ଭୁଲେଶ୍ୱର କଅଁର ସୂଚନା…
ପଲିଥିନ୍ ଧରପଗଡ଼: ୧୦କେ.ଜି. ଜବତ, ୫ହଜାର ଜରିମାନା ଆଦାୟ
ଖଣ୍ଡପଡା,୧୬।୧୧(ସ୍ବ.ପ୍ର.): ଖଣ୍ଡପଡା ସହରାଞ୍ଚଳର ମୁଖ୍ୟ ବଜାର ଓ ଗଳିକନ୍ଦିରେ ଥିବା ବ୍ୟବସାୟ ପ୍ରତିଷ୍ଠାନଗୁଡିକରେ ପଲିଥିନ୍ ବହୁଳ ବ୍ୟବହାର ହେଉଥିବା ନେଇ ବାରମ୍ବାର ଅଭିଯୋଗ ହେଉଥିଲା। ଏ ନେଇ ଏନଏସି କର୍ତ୍ତୃପକ୍ଷ ଶୁକ୍ରବାର ଖଣ୍ଡପଡା ସହରାଞ୍ଚଳସ୍ଥିତ ବିଭିନ୍ନ ଦୋକାନରେ ଅଚାନକ ଚଢାଉ କରିଥିଲେ।…
ଡିସେମ୍ବର ପହିଲାରୁ ପୁଣି କଡ଼ାକଡ଼ି ହେବ ନୂତନ ମୋଟର ଯାନ ଆଇନ: ମନ୍ତ୍ରୀ
ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ଡିସେମ୍ବର ୧ ତାରିଖରୁ ପୁଣିଥରେ କଡ଼ାକଡ଼ି ହେବ ନୂତନ ମୋଟର ଯାନ ଆଇନ। ଓଡ଼ିଶାରେ କିଛି ଦିନ ଧରି ଏହାକୁ କୋହଳ କରାଯାଇଥିବା ବେଳେ ପୁଣିଥରେ ଏହାକୁ କଡ଼ାକଡ଼ି ପାଳନ କରାଯିବ ବୋଲି ଶୁକ୍ରବାର ବାଣିଜ୍ୟ ଓ ପରିବହନ ମନ୍ତ୍ରୀ…
ଭାଜପା ଜିଲା ସଭାପତିଙ୍କୁ ମରାଣାନ୍ତକ ଆକ୍ରମଣ, ଖାରବେଳ ଥାନାରେ ମାମଲା ରୁଜୁ
ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ଭୁବନେଶ୍ୱର ଜିଲା ସଂଗଠନ ସଭାପତି ହରେକୃଷ୍ଣ ଖୁଣ୍ଟିଆଙ୍କୁ ଶୁକ୍ରବାର ଅପରାହ୍ନ ୧ଟା ସମୟରେ ରାମ ମନ୍ଦିରସ୍ଥିତ ଏକାମ୍ର ହାଟ ସମ୍ମୁଖରେ ମରଣାନ୍ତକ ଆକ୍ରମଣ ହୋଇଛି। ଏକ କାର୍ରେ ଆଠଜଣ ଦୁର୍ବୃତ୍ତ ମୁହଁରେ କପଡ଼ା ବାନ୍ଧି ଆସି ଲୁହା ପାଇପ୍ରେ ତାଙ୍କୁ…
ଚନ୍ଦକା ଥାନା ଅଞ୍ଚଳରେ ଅବକାରୀ ବିଭାଗର ଚଢ଼ାଉ: ୪ଶହ ଲିଟର ରନ୍ଧାମଦ ଜବତ, ୨ ଗିରଫ
କଟକ ରୋଡ, ୧୫।୧୧(ଡି.ଏନ୍.ଏ.): ଭୁବନେଶ୍ୱର ଅବକାରୀ ଓ ମୋବାଇଲ ସ୍କ୍ବାର୍ଡ ଶୁକ୍ରବାର ରାଜଧାନୀର ଚନ୍ଦକା ଥାନା ଅଞ୍ଚଳରେ ଚଢ଼ାଉ କରି ଜଣେ ମହିଳାଙ୍କ ସମେତ ୨ ଚୋରା ମଦ ବ୍ୟବସାୟୀଙ୍କୁ ଗିରଫ କରିଛି। ସେମାନେ ହେଲେ ଛବି ଦେହୁରୀ ଏବଂ ଅଭି…
Archives


