ମରାମତି ହେଲାନି ଇନ୍ଦ୍ରଦ୍ୟୁମ୍ନ କଡ଼ ରାସ୍ତା: ପୁଣି ଦବିଲା, ଲୋକେ ଭୟଭୀତ
ପୁରୀ ଅଫିସ, ୨୪ା୯: ପୁଣି ଦବିଲା ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀ କଡ଼ ରାସ୍ତା। ଗତ ୧୫ ତାରିଖରେ ପୂର୍ବ ପାର୍ଶ୍ୱର ରାସ୍ତା ଭୁଶୁଡି ପଡିଥିଲା। ହେଲେ ଏହାର ମରାମତି ନ ହେବାରୁ ସୋମବାର ରାତିରେ ହୋଇଥିବା ପ୍ରବଳ ବର୍ଷାରେ ଏହି ସ୍ଥାନରୁ ମାଟି,…
ନୂଆ ପରିଚୟ ପାଇଲେ ଶ୍ରାବଣୀ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କଲେ ବିଦେଶୀ ଦମ୍ପତି
କଣାସ,୨୪ା୯(ସ୍ବ.ପ୍ର.)- ସମାଜରେ କାହାର ଭାଗ୍ୟ ଯେ କେତେବେଳେ ବଦଳିଯିବ ତାହା କେହି ମଧ୍ୟ କହିପାରିବେ ନାହିଁ। ଅଭାବ, ଅନଟନରେ ପଡ଼ିଥିବା ଜଣେ ନିରାଶ୍ରୟ ଶିଶୁଙ୍କ ଭାଗ୍ୟ ଆଜି ଏକ ବିଦେଶୀ ଦମ୍ପତିଙ୍କ ପୌଷ୍ୟ ସନ୍ତାନ ଭାବେ ପରିଚୟ ବଦଳି ଯାଇଛି। ସେ…
ପଥର କ୍ୱାରୀରେ ଚଢ଼ାଉ: ବିସ୍ଫୋରକ ଜବତ, ୩ ଗିରଫ
ଗୁଣପୁର,୨୪।୯(ଡି.ଏନ୍.ଏ.)- ପଥର ଫୁଟାଇବା ପାଇଁ ବେଆଇନଭାବେ ବିସ୍ଫୋରକ ବ୍ୟବହାର କରାଯାଉ ଥିଲା। ଗୁଣପୁର ପୋଲିସ ଖବର ପାଇ ସନ୍ନ୍ୟାସୀପୁରସ୍ଥିତ ଏକ ପଥର କ୍ୱାରୀରେ ଚଢ଼ାଉ କରି ବିପୁଳ ପରିମାଣର ବିସ୍ଫୋରକ ଜବତ କରିଛି। ଏହି ଘଟଣାରେ ୩ଜଣଙ୍କୁ ଗିରଫ କରାଯାଇଥିବା ନେଇ…
ବଡ଼ ଅପରାଧ ରୋକିବାକୁ ନୂଆ ପ୍ରସ୍ତୁତି: କମିଶନରେଟ ପୋଲିସରେ ହେବ ସ୍ପେଶାଲ କ୍ରାଇମ୍ ୟୁନିଟ୍
ଭୁବନେଶ୍ୱର,୨୪ା୯(ବ୍ୟୁରୋ): ଡ୍ରଗ୍ସ ମାଫିଆ, ଜମି ମାଫିଆ, ବନ୍ଧୁକ ବେପାରୀ ଓ ସଂଗଠିତ ଅପରାଧୀ ସାବାଡ଼ ହେବେ। ବଡ଼ ଅପରାଧ ରୋକିବା ସହ ସମ୍ପୃକ୍ତ ଅପରାଧୀଙ୍କୁ ଧରିବା ପାଇଁ କ୍ରାଇମବ୍ରାଞ୍ଚ ଭଳି କମିଶନରେଟ ପୋଲିସରେ ଗଠନ ହେବ ‘ସ୍ପେଶାଲ କ୍ରାଇମ୍ ୟୁନିଟ୍’। କର୍ମଚାରୀ…
ଦୁର୍ଗାପୂଜା ପାଇଁ ୧୦ ସ୍ବତନ୍ତ୍ର ଟ୍ରେନ: ନିୟମିତ ଟ୍ରେନ୍ରେ କୋଚ ସଂଖ୍ୟା ବୃଦ୍ଧି
ଭୁବନେଶ୍ୱର, ୨୪ା୯(ବ୍ୟୁରୋ): ଦୁର୍ଗାପୂଜା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ୧୦ ସ୍ବତନ୍ତ୍ର ଟ୍ରେନ ବ୍ୟବସ୍ଥା କରାଯାଇଛି। ଯାତ୍ରୀ ସଂଖ୍ୟା ବୃଦ୍ଧି ସମ୍ଭାବନା ଥିବାରୁ ଚଳାଚଳ କରୁଥିବା ଟ୍ରେନଗୁଡିକର ଅତିରିକ୍ତ କୋଚ୍ ବ୍ୟବସ୍ଥା କରାଯାଇଛି। ନିୟମିତ ଟ୍ରେନଗୁଡିକରେ ମାତ୍ରାଧିକ ଅପେକ୍ଷା ସୂଚୀ ଏଡାଇବାକୁ…
ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରୁ ମଦ ଦୋକାନ ଉଠାଇବା ଦାବି, ଧାରଣା ଚେତାବନୀ
ବାଲେଶ୍ୱର ଅଫିସ, ୨୪।୯-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଥିବା ସରକାରୀ ସ୍ବୀକୃତିପ୍ରାପ୍ତ ମଦ ଦୋକାନକୁ ଉଠାଇବା ପାଇଁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ବାରମ୍ବାର ଦାବି କରାଯାଇ ଆସୁଛି। ହେଲେ ପ୍ରଶାସନ ପକ୍ଷରୁ ଏଥିପ୍ରତି ଭ୍ରୁକ୍ଷେପ କରାଯାଉନାହଁି। ଫଳରେ ବହୁ ଯୁବକ…
ଭାଜପା ସହ ବୁଝାମଣା ପାଇଁ ସବୁ ଦଳ ପିଣ୍ଡାରେ ବସୁଛନ୍ତି: ବିଷ୍ଣୁ
ଭୁବନେଶ୍ୱର, ୨୪।୯(ବ୍ୟୁରୋ): ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କ ବିବାଦୀୟ ମନ୍ତବ୍ୟ। ମଙ୍ଗଳବାର ଭାଜପା ସହ ବୁଝାମଣା ପାଇଁ ସମସ୍ତେ ଆଗ୍ରହୀ କି ପ୍ରଶ୍ନରେ ବିଷ୍ଣୁ କହିଛନ୍ତି, ଭାଜପା ସହ ବୁଝାମଣା ପାଇଁ ସବୁ ଦଳ ପିଣ୍ଡାରେ ବସୁଛନ୍ତି। ମମତା ବାନାର୍ଜୀଙ୍କୁ…
କୋଲ୍ ଇଣ୍ଡିଆରେ ବିଦେଶୀ ପୁଞ୍ଜିନିବେଶକୁ ଟ୍ରେଡ୍ ୟୁନିୟନ୍ର ବିରୋଧ: କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁ କୋଇଲା ପରିବହନ ବାଧାପ୍ରାପ୍ତ
ଲଖନପୁର, ୨୪।୯(ଡି.ଏନ.ଏ.)- କେନ୍ଦ୍ର ସରକାର କୋଲ୍ ଇଣ୍ଡିଆରେ ଶତପ୍ରତିଶତ ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜିନିବେଶ କରିବାପାଇଁ କ୍ୟାବିନେଟରେ ନିଷ୍ପତ୍ତି ନେଇଛନ୍ତି। ଏହାକୁ ଏଆଇଟିୟୁସି, ଆଇଏନ୍ଟିୟୁସି, ସିଆଇଟିୟୁ, ଏଚ୍ଏମ୍ଏସ୍ ଆଦି ଟ୍ରେଡ ୟୁନିୟନ୍ମାନେ ବିରୋଧ କରିଛନ୍ତି। ଏହି ସବୁ ଯୁନିଅନଗୁଡ଼ିକର ନେତୃବୃନ୍ଦ ଓ କର୍ମଚାରୀମାନେ…
ବିଜେପୁର ଉପନିର୍ବାଚନ: ଖୁବ୍ଶୀଘ୍ର କଂଗ୍ରେସର ପ୍ରାର୍ଥୀ ଘୋଷଣା, ୨୬ରେ କରିପାରେ ବିଜେଡି
ଭୁବନେଶ୍ୱର,୨୪।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନକୁ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଦଳଗୁଡ଼ିକୁ ଏବେ ପ୍ରାର୍ଥୀ ଚୟନ ଚିନ୍ତା। ବିଜେଡି ପକ୍ଷରୁ ନବୀନ ନିବାସରେ ବୈଠକ ପରେ ବୈଠକ ବସୁଥିବା ବେଳେ କଂଗ୍ରେସ ଓ ଭାଜପା ମଧ୍ୟ ପଛରେ ନାହାନ୍ତି। ଆସନ୍ତା…
୭ ଜିଲାକୁ ପ୍ରବଳ ବର୍ଷା: ରାତି ସାଢ଼େ ୮ଟା ଯାଏ ସତର୍କ ସୂଚନା ଜାରି
ଭୁବନେଶ୍ୱର, ୨୪।୯(ବ୍ୟୁରୋ): ଆରବ ସାଗରରେ ଏକ ବାତ୍ୟା ସୃଷ୍ଟି ହୋଇଛି। ବଙ୍ଗୋପସାଗରରୁ ସ୍ଥଳଭାଗ ଆଡକୁ ବାୟୁ ପ୍ରବାହ ହେଉଛି ଏହାର ପ୍ରଭାବରେ ରାଜ୍ୟର ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ ଅଞ୍ଚଳର କେତେକ ସ୍ଥାନରେ ପ୍ରବଳ ବର୍ଷା ଲାଗିରହିଛି। ମଙ୍ଗଳବାର ରାତି ସାଢ଼େ…
ବ୍ଲକରେ ଖୋଲିବ ଡିଏଲ୍ କ୍ୟାମ୍ପ: ମନ୍ତ୍ରୀ
ଭୁବନେଶ୍ୱର,୨୪।୯(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପକ୍ଷରୁ ସଂଶୋଧିତ ମୋଟର ଯାନ ଆଇନ-୨୦୧୯ ଲାଗୁ ହେବା ପରେ ରାଜ୍ୟରେ ଏହାକୁ କଡ଼ାକଡ଼ି ଭାବେ ପାଳନ କରାଯାଉଛି। ହେଲେ ଗ୍ରାମାଞ୍ଚଳରେ ଚାଳକମାନେ ବିନା ଲାଇସେନ୍ସରେ ଗାଡ଼ି ଚଳାଉଥିବା ଦେଖିବାକୁ ମିଳୁଛି। ଏହାକୁ ଦୃଷ୍ଟିରେ ରଖି ପ୍ରତିଟି…
କୋର୍ଟରେ ଆତ୍ମସମର୍ପଣ କଲେ ସିସୋର ନିର୍ଦ୍ଦେଶକ ପ୍ରଶାନ୍ତ ଦାଶ
ଭୁବନେଶ୍ୱର, ୨୪।୯(ବ୍ୟୁରୋ): ସିସୋର ନିର୍ଦ୍ଦେଶକ ପ୍ରଶାନ୍ତ ଦାଶ ମଙ୍ଗଳବାର ରାଉରକେଲା ଏସ୍ଡିଜେଏମ୍ଙ୍କ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ରଘୁନାଥପଲ୍ଲୀ ଥାନାର ଏକ ଠକେଇ ମାମଲାରେ ସେ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ତଳ କୋର୍ଟରେ ଆତ୍ମସମର୍ପଣ କରିବାକୁ ହାଇକୋର୍ଟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା।
Archives


