ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରୁ ମଦ ଦୋକାନ ଉଠାଇବା ଦାବି, ଧାରଣା ଚେତାବନୀ
ବାଲେଶ୍ୱର ଅଫିସ, ୨୪।୯-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଥିବା ସରକାରୀ ସ୍ବୀକୃତିପ୍ରାପ୍ତ ମଦ ଦୋକାନକୁ ଉଠାଇବା ପାଇଁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ବାରମ୍ବାର ଦାବି କରାଯାଇ ଆସୁଛି। ହେଲେ ପ୍ରଶାସନ ପକ୍ଷରୁ ଏଥିପ୍ରତି ଭ୍ରୁକ୍ଷେପ କରାଯାଉନାହଁି। ଫଳରେ ବହୁ ଯୁବକ…
ଭାଜପା ସହ ବୁଝାମଣା ପାଇଁ ସବୁ ଦଳ ପିଣ୍ଡାରେ ବସୁଛନ୍ତି: ବିଷ୍ଣୁ
ଭୁବନେଶ୍ୱର, ୨୪।୯(ବ୍ୟୁରୋ): ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କ ବିବାଦୀୟ ମନ୍ତବ୍ୟ। ମଙ୍ଗଳବାର ଭାଜପା ସହ ବୁଝାମଣା ପାଇଁ ସମସ୍ତେ ଆଗ୍ରହୀ କି ପ୍ରଶ୍ନରେ ବିଷ୍ଣୁ କହିଛନ୍ତି, ଭାଜପା ସହ ବୁଝାମଣା ପାଇଁ ସବୁ ଦଳ ପିଣ୍ଡାରେ ବସୁଛନ୍ତି। ମମତା ବାନାର୍ଜୀଙ୍କୁ…
କୋଲ୍ ଇଣ୍ଡିଆରେ ବିଦେଶୀ ପୁଞ୍ଜିନିବେଶକୁ ଟ୍ରେଡ୍ ୟୁନିୟନ୍ର ବିରୋଧ: କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁ କୋଇଲା ପରିବହନ ବାଧାପ୍ରାପ୍ତ
ଲଖନପୁର, ୨୪।୯(ଡି.ଏନ.ଏ.)- କେନ୍ଦ୍ର ସରକାର କୋଲ୍ ଇଣ୍ଡିଆରେ ଶତପ୍ରତିଶତ ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜିନିବେଶ କରିବାପାଇଁ କ୍ୟାବିନେଟରେ ନିଷ୍ପତ୍ତି ନେଇଛନ୍ତି। ଏହାକୁ ଏଆଇଟିୟୁସି, ଆଇଏନ୍ଟିୟୁସି, ସିଆଇଟିୟୁ, ଏଚ୍ଏମ୍ଏସ୍ ଆଦି ଟ୍ରେଡ ୟୁନିୟନ୍ମାନେ ବିରୋଧ କରିଛନ୍ତି। ଏହି ସବୁ ଯୁନିଅନଗୁଡ଼ିକର ନେତୃବୃନ୍ଦ ଓ କର୍ମଚାରୀମାନେ…
ବିଜେପୁର ଉପନିର୍ବାଚନ: ଖୁବ୍ଶୀଘ୍ର କଂଗ୍ରେସର ପ୍ରାର୍ଥୀ ଘୋଷଣା, ୨୬ରେ କରିପାରେ ବିଜେଡି
ଭୁବନେଶ୍ୱର,୨୪।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନକୁ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଦଳଗୁଡ଼ିକୁ ଏବେ ପ୍ରାର୍ଥୀ ଚୟନ ଚିନ୍ତା। ବିଜେଡି ପକ୍ଷରୁ ନବୀନ ନିବାସରେ ବୈଠକ ପରେ ବୈଠକ ବସୁଥିବା ବେଳେ କଂଗ୍ରେସ ଓ ଭାଜପା ମଧ୍ୟ ପଛରେ ନାହାନ୍ତି। ଆସନ୍ତା…
୭ ଜିଲାକୁ ପ୍ରବଳ ବର୍ଷା: ରାତି ସାଢ଼େ ୮ଟା ଯାଏ ସତର୍କ ସୂଚନା ଜାରି
ଭୁବନେଶ୍ୱର, ୨୪।୯(ବ୍ୟୁରୋ): ଆରବ ସାଗରରେ ଏକ ବାତ୍ୟା ସୃଷ୍ଟି ହୋଇଛି। ବଙ୍ଗୋପସାଗରରୁ ସ୍ଥଳଭାଗ ଆଡକୁ ବାୟୁ ପ୍ରବାହ ହେଉଛି ଏହାର ପ୍ରଭାବରେ ରାଜ୍ୟର ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ ଅଞ୍ଚଳର କେତେକ ସ୍ଥାନରେ ପ୍ରବଳ ବର୍ଷା ଲାଗିରହିଛି। ମଙ୍ଗଳବାର ରାତି ସାଢ଼େ…
ବ୍ଲକରେ ଖୋଲିବ ଡିଏଲ୍ କ୍ୟାମ୍ପ: ମନ୍ତ୍ରୀ
ଭୁବନେଶ୍ୱର,୨୪।୯(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପକ୍ଷରୁ ସଂଶୋଧିତ ମୋଟର ଯାନ ଆଇନ-୨୦୧୯ ଲାଗୁ ହେବା ପରେ ରାଜ୍ୟରେ ଏହାକୁ କଡ଼ାକଡ଼ି ଭାବେ ପାଳନ କରାଯାଉଛି। ହେଲେ ଗ୍ରାମାଞ୍ଚଳରେ ଚାଳକମାନେ ବିନା ଲାଇସେନ୍ସରେ ଗାଡ଼ି ଚଳାଉଥିବା ଦେଖିବାକୁ ମିଳୁଛି। ଏହାକୁ ଦୃଷ୍ଟିରେ ରଖି ପ୍ରତିଟି…
କୋର୍ଟରେ ଆତ୍ମସମର୍ପଣ କଲେ ସିସୋର ନିର୍ଦ୍ଦେଶକ ପ୍ରଶାନ୍ତ ଦାଶ
ଭୁବନେଶ୍ୱର, ୨୪।୯(ବ୍ୟୁରୋ): ସିସୋର ନିର୍ଦ୍ଦେଶକ ପ୍ରଶାନ୍ତ ଦାଶ ମଙ୍ଗଳବାର ରାଉରକେଲା ଏସ୍ଡିଜେଏମ୍ଙ୍କ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ରଘୁନାଥପଲ୍ଲୀ ଥାନାର ଏକ ଠକେଇ ମାମଲାରେ ସେ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ତଳ କୋର୍ଟରେ ଆତ୍ମସମର୍ପଣ କରିବାକୁ ହାଇକୋର୍ଟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା।
ନର୍ସିଂ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା: ପୀଡ଼ିତାଙ୍କୁ ଭେଟିଲେ ରାଜ୍ୟ ମହିଳା କମିଶନ
ଜୁନାଗଡ଼, ୨୪।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜାରିଙ୍ଗ ଜଙ୍ଗଲ ଗଣ ବଳାତ୍କାର ଘଟଣାରେ ପୋଲିସ ୪ଜଣ ଅଭିଯୁକ୍ତଙ୍କୁ ଅଟକ ରଖିଛି। ଘଟଣାକୁ ନେଇ ସୋମବାର ରାଜ୍ୟ ମହିଳା କମିଶନଙ୍କ ୩ ଜଣିଆ କମିଟି କଳାହାଣ୍ଡି ଗସ୍ତ କରିଛନ୍ତି। ରାଜ୍ୟ ମହିଳା କମିଶନ ପୋଲିସ…
ଉଚ୍ଚଶିକ୍ଷା ବିଭାଗ କର୍ମଚାରୀ ଦେବେ ବାୟୋମେଟ୍ରିକ ଆଟେଣ୍ଡାନ୍ସ
ଭୁବନେଶ୍ୱର, ୨୪।୯(ବ୍ୟୁରୋ): ରାଜ୍ୟରେ ଉଚ୍ଚଶିକ୍ଷା ବିଭାଗ କର୍ମଚାରୀଙ୍କ ପାଇଁ ଲାଗୁ ହେବ ବାୟୋମେଟ୍ରିକ୍ ଆଟେଣ୍ଡାନ୍ସ ରେଜିଷ୍ଟର ସିଷ୍ଟମ୍। ଏ ନେଇ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଫଳରେ କର୍ମଚାରୀମାନେ କାର୍ଯ୍ୟାଳୟରେ ଲାଗିଥିବା ବାୟୋମେଟ୍ରିକ ଆଟେଣ୍ଡାନ୍ସ ରେଜିଷ୍ଟ୍ରି…
୨ଜଣଙ୍କୁ ହାଣିଦେଲେ
ସମ୍ବଲପୁର/ପଡ଼ିଆବାହାଲ, ୨୪ା୯ (ବ୍ୟୁରୋ/ଡି.ଏନ.ଏ.): ସମ୍ବଲପୁର ଜିଲା ଜୁଜୁମୁରା ଥାନା ଅଧୀନ ଭଣ୍ଡାରିମାଲ ଗାଁରେ ସୋମବାର ରାତ୍ରି ପ୍ରାୟ ୯ଟାରେ ଦୁଇଜଣ ବ୍ୟକ୍ତିଙ୍କୁ ବିଭତ୍ସ ଭାବରେ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ଏହି ଦୁଇ ମୃତକ ହେଲେ ଗାଁର ଜିତୁ କୁମୁରା ଓ…
ସାପ କାମୁଡ଼ାରେ ମା’, ପୁଅ ମୃତ
କ.ନୂଆଗାଁ, ୨୪।୯(ଡି.ଏନ୍.ଏ.): କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକର କଞ୍ଜାମେଣ୍ଡି ପଞ୍ଚାୟତ ଡପର ଗାଁରେ ସାପ କାମୁଡ଼ାରେ ମଙ୍ଗଳବାର ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ୩ୟ ଶ୍ରେଣୀରେ ପଢ଼ୁଥିବା ପୁଅ ଆଦିତ୍ୟ ପ୍ରଧାନ ଓ ମା’ଅଙ୍ଗନଓ୍ବାଡି କର୍ମୀ ରାଜଲକ୍ଷ୍ମୀ…
ପଦାକୁ ଆସୁଛି ବ୍ରାଉନ୍ସୁଗାର ଡିଲରଙ୍କ କଳାସମ୍ପତ୍ତି: ରାଜାଙ୍କ ବିଳାସପୂର୍ଣ୍ଣ ଫ୍ଲାଟ୍ ସିଲ
ଭୁବନେଶ୍ୱର/ ବାଲେଶ୍ୱର ଅଫିସ, ୨୪।୯(ବ୍ୟୁରୋ): ଡ୍ରଗ୍ସ ଡିଲର ତଥା ବ୍ରାଉନସୁଗାର ଚୋରା ଚାଲାଣ ର଼୍ୟାକେଟର କିଙ୍ଗ୍ପିନ୍ ସେକ୍ ରାଜାଙ୍କ କଳାସାମ୍ରାଜ୍ୟର ଗୁମର ଧୀରେ ଧୀରେ ଖୋଲିବାରେ ଲାଗିଛି। ବ୍ରାଉନସୁଗାରରୁ କିପରି ବିପୁଳ ସମ୍ପତ୍ତିର ମାଲିକ ହେଲେ ତାହାକୁ ନେଇ ଖୋଳତାଡ଼ ଜାରି…
Archives


