ବର୍ଷା ପରେ ଥରାଇବ ଶୀତ
ଭୁବନେଶ୍ୱର,୧୦।୨(ବ୍ୟୁରୋ): ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାରେ ଗତ ୩ଦିନ ଧରି ବର୍ଷା ଲାଗିରହିଛି। ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବାବେଳେ କେନ୍ଦୁଝରରେ ସର୍ବାଧିକ ୨୨.୪ ମିମି ବର୍ଷା ରେକର୍ଡ କରାଯାଇଛି। ସେହିଭଳି ବୌଦ୍ଧ ୧୫.୩, ଦାରିଙ୍ଗବାଡ଼ି…
ଆରମ୍ଭ ହେଲା ମା’ ହିଙ୍ଗୁଳାଙ୍କ ବାର୍ଷିକ ପୂଜା
ବଡ଼ସାହି,୧୦ା୨(ସ୍ବ.ପ୍ର)- ଉତ୍ତର ଓଡିଶାର ପ୍ରସିଦ୍ଧ ମା’ ହିଙ୍ଗୁଳାଙ୍କ ବାର୍ଷିକ ପୂଜା ଶନିବାରଠାରୁ ଆରମ୍ଭ ହୋଇଛି। ୪ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ପୂଜା ୧୧ତାରିଖରେ ଉଦ୍ଯାପିତ ହେବ ା ପ୍ରତିକୂଳ ପାଗ ସତ୍ତ୍ୱେ ଏହି ପୀଠରେ ହଜାର ହଜାର…
ବସ୍ରେ ବିଦ୍ୟୁତ୍ ତାର ଲାଗି ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଶୋକ, ମୃତକଙ୍କ ପରିବାର ପିଛା ମିଳିବ ୨ ଲକ୍ଷ ଟଙ୍କା ଅନୁକମ୍ପା
ଭୁବନେଶ୍ୱର,୯।୨(ବ୍ୟୁରୋ)- ଗଞ୍ଜାମ ଜିଲାରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଘଟିଥିବା ବସ୍ ଦୁର୍ଘଟଣାରେ ମୃତକଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ପ୍ରତି ସମବେଦନା ମଧ୍ୟ ଜ୍ଞାପନ କରିଛନ୍ତି। ଏଥିସହିତ ମୃତକଙ୍କ ପରିବାର…
୧୧କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଲା ଯାତ୍ରୀବାହୀ ବସ୍ : ୯ ମୃତ, ୩୦ରୁ ଊର୍ଦ୍ଧ୍ୱ ଗୁରୁତର
ଗୋପାଳପୁର, ୯।୨(ଡି.ଏନ୍.ଏ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ମେଣ୍ଡରାଜପୁର ଗ୍ରାମ ନିକଟରେ ରବିବାର ମଧ୍ୟାହ୍ନରେ ଏକ ଯାତ୍ରୀବାହୀ ବସ୍ ୧୧କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦୁର୍ଘଟଣା ଘଟିଛି। ଏଥିରେ ୯ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୩୦ରୁ…
ଦ୍ବିତୀୟ ଦିନରେ ପଥରଖୋଲରୁ ବାହୁରୁନି ଡିଜେଲ; ଟାଙ୍କିକୁ ବଦନାମ କରିବାକୁ ଉଦ୍ୟମ: ମାଲିକ
ଦାରିଙ୍ଗବାଡ଼ି,୯।୨(ଡି.ଏନ୍.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଲଦପାଙ୍ଗା ଅଞ୍ଚଳରେ ଏକ ପଥରଖୋଲ ଭିତରୁ ଶନିବାର ଡିଜେଲ ବାହାରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଥିଲା। ମାତ୍ର ଏହି ଘଟଣାର ଦ୍ବିତୀୟ ଦିନ ଅର୍ଥାତ୍ ରବିବାର ଉକ୍ତ ସ୍ଥାନରୁ ଆଉ ଡିଜେଲ ବାହାରୁନଥିବା ନେଇ ପୁଣି…
ମାଧପୁରରେ ହାତୀ ଉପଦ୍ରବ: ଘଉଡ଼ାଇବାକୁ ଦାବି
ମାଧପୁର,୯।୨: ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ମାଧପୁର ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ରବିବାର ଭୋର ପର୍ଯ୍ୟନ୍ତ ଅଞ୍ଚଳର ବିଭିନ୍ନ ସ୍ଥାନରେ ହାତୀ ଉପଦ୍ରବ କରୁଥିବା ଦେଖିବାକୁ ମିଳିଛି। ଏ ନେଇ ଅଞ୍ଚଳବାସୀ ଆତଙ୍କିତ ହୋଇପଡ଼ିଛନ୍ତି । ସୂଚନାନୁଯାୟୀ, ଶନିବାର…
ଟ୍ରେନ୍ ଆଗକୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା: ମେସ୍ ମାଲିକ ଗିରଫ
ଭଦ୍ରକ ଅଫିସ,୯।୨: ଗତ କିଛିଦିନ ତଳେ ବାସୁଦେବପୁର ଅଞ୍ଚଳର ଜଣେ କଲେଜ ଛାତ୍ରୀ ଭଦ୍ରକ ଷ୍ଟେଶନରେ ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କରିଥିଲେ। ଏହି ଘଟଣାରେ ବାସୁଦେବପୁର ପୋଲିସ ମେସ୍ ମାଲିକ ପ୍ରତାପ ଡାଙ୍ଗୁଆଙ୍କୁ ରବିବାର ଗିରଫ କରିଛି। ସୂଚନାଯୋଗ୍ୟ, ଛାତ୍ରୀଙ୍କ…
ଟ୍ରକ୍ ପଛରୁ ପିଟିଲା ବୋଲେରୋ: ୩ ମୃତ, ୪ ଗୁରୁତର
ବଲାଙ୍ଗୀର ଅଫିସ/ ପୁଇଁତଲା,୯।୨(ଡି.ଏନ୍.ଏ.): ବଲାଙ୍ଗୀର-ସୋନପୁର ୫୭ ନଂ. ଜାତୀୟ ରାଜପଥର ବନବାହାଲ ନିକଟରେ ରବିବାର ଭୋର ସମୟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତାରେ ଛିଡା ହୋଇଥିବା ଟ୍ରକ୍ ପଛରୁ ବୋଲେରୋ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା…
ମନୋଜ ଦାସଙ୍କୁ କଳିଙ୍ଗ ସାହିତ୍ୟ ସମ୍ମାନ
ଭୁବନେଶ୍ୱର, ୯ା୨(ବ୍ୟୁରୋ): ମିଷ୍ଟିକ୍ କଳିଙ୍ଗ ସାହିତ୍ୟ ମହୋତ୍ସବର ଚତୁର୍ଥ ସଂସ୍କରଣ ଶନିବାର ସ୍ଥାନୀୟ ଏକ ହୋଟେଲରେ ଉଦ୍ଘାଟିତ ହୋଇଛି। ଦୁଇଦିନ ଧରି ହେବାକୁ ଥିବା ଏହି ମହୋତ୍ସବର ପ୍ରଥମ ଦିବସରେ କଥାକାର ତଥା ବିଶିଷ୍ଟ ସାହିତ୍ୟ ଲେଖକ ମନୋଜ ଦାସ ଯୋଗଦେଇ…
ଭଙ୍ଗା ଆମ୍ବୁଲାନ୍ସରେ ରୋଗୀ ସେବା
ଗୋପ, ୯ା୨(ଡିି.ଏନ୍.ଏ): ସ୍ବାସ୍ଥ୍ୟସେବା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଥିବାବେଳେ ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ତା’ର ବ୍ୟତିକ୍ରମ ଘଟିଛି। ଏପରି କି ଭଙ୍ଗା ଦଦରା ୧୦୮ ଆମ୍ବୁଲାନ୍ସରେ ରୋଗୀଙ୍କୁ ନିଆଯାଉଛି। ଏଥିଯୋଗୁ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଖୁବ୍ଶୀଘ୍ର ନୂତନ…
ଖଣ୍ଡଗିରି ଯାତ୍ରା: ନଗ୍ନନୃତ୍ୟ ବିରୋଧରେ ତେଜିଲା ସ୍ବର; ଥାନାରେ ଅଭିଯୋଗ କଲା ଓଡ଼ିଶା ନାରୀ ସଚେତନ ମଞ୍ଚ
ଭୁବନେଶ୍ୱର, ୯ା୨(ବ୍ୟୁରେ): ଖଣ୍ଡଗିରି ଯାତ୍ରାରେ ନଗ୍ନନୃତ୍ୟ ପ୍ରଦର୍ଶନକୁ ଓଡ଼ିଶା ନାରୀ ସଚେତନ ମଞ୍ଚ ପକ୍ଷରୁ ଜୋରଦାର ବିରୋଧ କରାଯାଇଛି। ମଞ୍ଚ ସଭାପତି ଡଲି ରଥଙ୍କ ନେତୃତ୍ୱରେ ଏକ ଦଳ ପୋଲିସ କମିଶନର(ସିପି) ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଦାବିପତ୍ର ଦେବାକୁ ଯାଇଥିଲେ। ସିପି ନ…
୧୩ ତାରିଖ ଅପରାହ୍ନରେ ସାମାଜିକ ଗଣମାଧ୍ୟମରେ ଉତ୍ତର ରଖିବେ ସମବାୟ ମନ୍ତ୍ରୀ
ଭୁବନେଶ୍ୱର,୯ା୨(ବ୍ୟୁରୋ): ଓଡ଼ିଶା ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଚଳିତ ମାସ ୧୩ ତାରିଖ(ଗୁରୁବାର) ଅପରାହ୍ନ ୪ଟାରେ ସାମାଜିକ ଗଣମାଧ୍ୟମରେ ଲାଇଭ୍ (ସିଧାପ୍ରସାରଣ)ରେ ଆସିବେ। ବିଭାଗ ସମ୍ବନ୍ଧୀୟ ବିଭିନ୍ନ ପ୍ରଶ୍ନର ସେ…

