ଟ୍ରାଫିକ ନିୟମ ଉଲ୍ଲଂଘନ: ଦୁଇ ମାସରେ ଆଦାୟ ହୋଇଛି ଦେଢ଼ କୋଟି ଟଙ୍କା
ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ରାଜ୍ୟରେ ଦେଢ଼ କୋଟିରୁ ଅଧିକ ଜରିମାନା ଆଦାୟ ହୋଇଛି। ସେପ୍ଟେମ୍ବର ୧ରୁ ନଭେମ୍ବର ୧ ମଧ୍ୟରେ ମୋଟ ୧ କୋଟି ୫୩ ଲକ୍ଷ ୩୪ ହଜାର ୭୬୦ କୋଟି ଟଙ୍କା…
ଭୋଗଦୋକାନୀଙ୍କ ସାଧୁତା: ସାକ୍ଷୀଗୋପାଳ ମନ୍ଦିରକୁ ଆସି ଛାଡ଼ିଯାଇଥିବା ପର୍ସ ଫେରିପାଇଲେ ଗୁଜରାଟର ତୀର୍ଥଯାତ୍ରୀ
ସାକ୍ଷୀଗୋପାଳ,୧୪।୧୧(ଡି.ଏନ୍.ଏ.): ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିରକୁ ଠାକୁରଙ୍କ ଦର୍ଶନ ନିମନ୍ତେ ଯାଇଥିବା ଜଣେ ତୀର୍ଥ ଯାତ୍ରୀ ଭୋଗ ଦୋକାନରେ ଛାଡ଼ି ଯାଇଥିବା ତାଙ୍କ ପର୍ସ ଫେରିପାଇଛନ୍ତି। ଭୋଗ ଦୋକାନୀ ଅର୍ଜୁନ ବାରିକ ଓ ମନ୍ଦିର ଫାଣ୍ଡି ପୋଲିସ କର୍ମଚାରୀ ଲିଙ୍ଗରାଜ ଜେନାଙ୍କ…
ଜେଲ ଗଲେ ଗ୍ୟାଙ୍ଗ୍ଷ୍ଟର ରାଜା ଆଚାର୍ଯ୍ୟ
କଟକ ଅଫିସ/ଭୁବନେଶ୍ୱର, ୧୪।୧୧(ବ୍ୟୁରୋ): ଜେଲ ଗଲେ ଗ୍ୟାଙ୍ଗ୍ଷ୍ଟର ସନ୍ଦୀପ ଆଚାର୍ଯ୍ୟ ଓରଫ ରାଜା। କଟକ ସିଜେଏମ୍ କୋର୍ଟରେ ଗୁରୁବାର ହାଜର କରାଯିବା ପରେ ତାଙ୍କୁ ଜେଲ ପଠାଯାଇଛି। ସୂଚନାଯୋଗ୍ୟ, ୨୦୦୪ରେ ଏକ ହତ୍ୟା ଉଦ୍ୟମ ଅଭିଯୋଗ ନେଇ ରାଜାଙ୍କ ନାମରେ ମାଲଗୋଦାମ…
ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରେ ଗ୍ୟାସ୍ ଲିକ୍ ଘଟଣା: ୭ ଗିରଫ, କମ୍ପାନୀକୁ ସିଲ୍ କଲା ଜିଲା ପ୍ରଶାସନ
ବାଲେଶ୍ୱର ଅଫିସ/ବାହାନଗା,୧୪।୧୧(ଡି.ଏନ୍.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ପଣପଣାସ୍ଥିତ ଫାଲ୍କନ କମ୍ପାନୀର ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରେ କ୍ଲୋରିନ୍ ଗ୍ୟାସ୍ ଲିକ୍ ଘଟଣାରେ ୭ଜଣ ଅଧିକାରୀଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ କମ୍ପାନୀର ଜେନେରାଲ ମ୍ୟାନେଜର ପ୍ରଭିକ ପିଲାଇ(୩୪), ପ୍ରଡକ୍ସନ ମ୍ୟାନେଜର…
ବିରୋଧୀଙ୍କ ହଟ୍ଟଗୋଳ ପରେ ବିଧାନସଭାରେ ଉତ୍ତର ରଖିଲେ ମନ୍ତ୍ରୀ: ଆତ୍ମହତ୍ୟା କରିଛନ୍ତି ସ୍ମିତାରାଣୀ
ଭୁବନେଶ୍ୱର, ୧୪।୧୧(ବ୍ୟୁରୋ): ଷୋଡ଼ଶ ବିଧାନସଭାର ଦ୍ୱିତୀୟ ଦିନ ଗୁରୁବାର ପୁଣି ଥରେ ବିଧାନସଭାରେ ବିରେଧୀମାନେ ହଟ୍ଟଗୋଳ କରିଛନ୍ତି। ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧୀମାନେ ଗୃହ ମଧ୍ୟଭାଗରେ ପ୍ଲାକାର୍ଡ ଦେଖାଇ ଯାଜପୁର ଜିଲା ହରିଦାସପୁରର ପିଇଓ ସ୍ମିତାରାଣୀ ବିଶ୍ୱାଳ ମୃତ୍ୟୁ ଘଟଣାର…
ବିଜେଡି ବିଧାୟକ ଦଳ ବୈଠକରେ ନବୀନଙ୍କ ନିର୍ଦ୍ଦେଶ: ଅଧିବେଶନ ସମୟରେ ଶୃଙ୍ଖଳିତ, ସମୟାନୁବର୍ତ୍ତୀ ହୁଅ
ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ଅଧିବେଶନରେ ବିଧାୟକମାନଙ୍କ ସକାରାତ୍ମକ ଉପସ୍ଥିତି ନେଇ ମତ ରଖିଛନ୍ତି। ଏନେଇ ନିଜର ଆଭିମୁଖ୍ୟକୁ ଅଧିକ ସ୍ପଷ୍ଟ କରିବା ସହ ତାହାର ଅନୁପାଳନ ପାଇଁ ବିଧାୟକମାନଙ୍କୁ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ବିଧାନସଭାର…
ଆପଣମାନେ ଖୁସି ତ, ମୁଁ ବି ଖୁସି
ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ଆପଣମାନେ ଖୁସି ତ। ମୁଁ ବି ଖୁସି। କଂଗ୍ରେସ ଦଳ ନେତା ତାରାପ୍ରସାଦ ବାହିନୀପତିଙ୍କ ଏହି ଡାଇଲଗ୍କୁ ନେଇ ବୁଧବାର ଗୃହକାର୍ଯ୍ୟ ଆରମ୍ଭ ହେବା ପୂର୍ବରୁ ବିଧାନସଭାରେ ଏକ ହାସ୍ୟରୋଳ ପରିସ୍ଥିତି ସୃଷ୍ଟି ହୋଇଥିଲା। ଷୋଡ଼ଶ ବିଧାନସଭା ଦ୍ୱିତୀୟ ଅଧିବେଶନ…
ନିୟମକୁ ଫୁ
ସରକାରୀ ହେଉ ବା ବେସରକାରୀ ସ୍କୁଲ, ଏହାର ପରିସରରେ କିମ୍ବା ନିକଟବର୍ତ୍ତୀ ଅଞ୍ଚଳରେ ଖୋଲି ପାରିବନି ବାହାର ଖାଦ୍ୟ ଓ ଜଙ୍କଫୁଡ୍ର ପସରା। ଛାତ୍ରୀଛାତ୍ରଙ୍କୁ ଜଙ୍କଫୁଡ୍ ଖାଇବାକୁ ଦିଆଯିବା ଦ୍ୱାରା ଭବିଷ୍ୟତରେ ସେମାନେ ମଧୁମେହ, ଉଚ୍ଚ ରକ୍ତଚାପ, ଡାଇସ୍ଲିପିଡେମିଆ ପରି ରୋଗରେ…
ବୁଲ୍ବୁଲ୍ କ୍ଷୟକ୍ଷତି ଆକଳନ: ଆଜି ଆସୁଛନ୍ତି କେନ୍ଦ୍ରୀୟ ଟିମ୍
ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ସାମୁଦ୍ରିକ ଝଡ଼ ବୁଲ୍ବୁଲ ଯୋଗୁ କେତେ କ୍ଷୟକ୍ଷତି ହୋଇଛି ତା’ର ଆକଳନ କରିବା ଲାଗି କେନ୍ଦ୍ର ସରକାରଙ୍କ ଆନ୍ତଃ-ମନ୍ତ୍ରଣାଳୟର ଏକ ପ୍ରତିନିଧି ଦଳ ଆସନ୍ତା ୧୪ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା…
୩ ପିଏଲ୍ଏଫ୍ଆଇ ସଦସ୍ୟ ଗିରଫ
ରାଉରକେଲା ଅଫିସ,୧୪ା୧୧: ଛତିଶଗଡ଼, ଝାଡ଼ଖଣ୍ଡ ଏବଂ ଓଡ଼ିଶାର ସୁନ୍ଦରଗଡ଼ ସୀମାନ୍ତରେ ଦୀର୍ଘଦିନ ଧରି ପିଏଲ୍ଏଫ୍ଆଇ ନଁ।ରେ ଆତଙ୍କ ସୃଷ୍ଟି କରୁଥିବା ୩ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ରାଉରକେଲା ପୋଲିସ ଗିରଫ କରିଛି। ସେମାନେ ହେଲେ ଝାଡ଼ଖଣ୍ଡ ପଶ୍ଚିମ ସିଂଭୂମ ଜିଲା ବନ୍ଦଗଁ। ଅଞ୍ଚଳର ପୱାନ…
ଗାନ୍ଧିଜୀଙ୍କ ହତ୍ୟା ତଥ୍ୟ ପିଲାଙ୍କୁ ଲୁଚା ନ ଯାଉ
ଭୁବନେଶ୍ୱର, ୧୪ା୧୧(ବ୍ୟୁରୋ): ରାଜ୍ୟର ସମସ୍ତ ସ୍କୁଲରେ ପିଲାଙ୍କୁ ଦିଆଯାଇଥିବା ଦୁଇ ପୃଷ୍ଠାର ଏକ ଲିଫ୍ଲେଟରେ ଗାନ୍ଧିଜୀଙ୍କ ବର୍ବର ହତ୍ୟାକୁ ଉଲ୍ଲେଖ ନ କରି ମିଥ୍ୟା ତଥ୍ୟ ଦିଆଯାଇଛି। ଗାନ୍ଧିଜୀଙ୍କୁ ନାଥୁରାମ ଗଡ୍ସେ ପ୍ରାର୍ଥନା ସଭାରେ ଗୁଳିକରି ହତ୍ୟା କରିଥିବା ଇତିହାସରେ ଲିଖିତ…
ଗ୍ୟାଙ୍ଗ୍ଷ୍ଟର ରାଜା ଆଚାର୍ଯ୍ୟ ଗିରଫ
କଟକ ଅଫିସ/ ଭୁବନେଶ୍ୱର (ବ୍ୟୁରୋ), ୧୪ା୧୧: ଗ୍ୟାଙ୍ଗ୍ଷ୍ଟର ସନ୍ଦୀପ ଆଚାର୍ଯ୍ୟ ଓରଫ ରାଜାଙ୍କୁ ବୁଧବାର ମଧ୍ୟାହ୍ନରେ କଟକ ମାଲଗୋଦାମ ଥାନା ପୋଲିସ ଭୁବନେଶ୍ୱରର ବରଗଡ଼ ଅଞ୍ଚଳରୁ ଗିରଫ କରିଛି। ୨୦୦୪ ମସିହାରେ ଏକ ହତ୍ୟା ଉଦ୍ୟମ ଅଭିଯୋଗ ନେଇ ରାଜାଙ୍କ ନାମରେ…
Archives


