କଟକ ସିରିଏଲ୍ ହତ୍ୟା ଘଟଣାରେ ଗୃହସଚିବଙ୍କୁ ନୋଟିସ:କ’ଣ ପଦକ୍ଷେପ ନେଇଛ ଜଣାଅ: ହାଇକୋର୍ଟ
କଟକ ଅଫିସ, ୨୪।୯: କଟକ ସିରିଏଲ୍ ହତ୍ୟା ଘଟଣାରେ ସୋମବାର ହାଇକୋର୍ଟ ରାଜ୍ୟ ଗୃହ ସଚିବଙ୍କୁ ନୋଟିସ୍ ଜାରି କରିଛନ୍ତି। ଏହି ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତ ନାରାୟଣ ସାହୁଙ୍କ ସ୍ତ୍ରୀ ଗୀତାଞ୍ଜଳିଙ୍କ ପକ୍ଷରୁ ସିସିଟିଭି ଫୁଟେଜ ଜବତ ପାଇଁ ଆବେଦନ…
ବିଜେପୁର ଉପନିର୍ବାଚନ ପାଇଁ ଭିତିରି ରଣନୀତି
ଭୁବନେଶ୍ୱର,୨୪।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଚୟନ ସବୁ ଦଳ ପାଇଁ ଚ୍ୟାଲେଞ୍ଜ। ବିଜେଡି କାହାକୁ ପ୍ରାର୍ଥୀ କରିବ ସେ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ଦଳ ପକ୍ଷରୁ ୪ ବରିଷ୍ଠ ନେତାଙ୍କୁ ନେଇ ଗଠିତ ସମନ୍ବୟ କମିଟି ହାତରେ ବିଜେପୁରର…
ଇସ୍ପାତ ଶିଳ୍ପର ଚିନ୍ତନ ଶିବିର କର୍ମଶାଳାରେ କେନ୍ଦ୍ରମନ୍ତ୍ରୀ: ପୂର୍ବ ଭାରତ ହେବ ଇସ୍ପାତ୍ ହବ୍: ଧର୍ମେନ୍ଦ୍ର
ଭୁବନେଶ୍ୱର,୨୪।।୯(ବ୍ୟୁରୋ): ଭାରତର ମୁଣ୍ଡ ପିଛା ଇସ୍ପାତ ବ୍ୟବହାର ଆଗାମୀ ଦିନରେ ଦ୍ରୁତଗତିରେ ଅଭିବୃଦ୍ଧି ହେବାକୁ ଯାଉଛି ା ଏହି ପୃଷ୍ଠଭୂମିରେ ଦେଶର ଇସ୍ପାତ ଶିଳ୍ପ ପାଇଁ ଏହା ଏକ ବଡ ସୁଯୋଗ ସୃଷ୍ଟି କରିବ। ସୋମବାର ନୂଆଦିଲ୍ଲୀଠାରେ ଇସ୍ପାତ ଶିଳ୍ପ ପକ୍ଷରୁ…
ନିର୍ମଳ ମିଶ୍ର ଷ୍ଟାଫ୍ ସିଲେକ୍ସନ କମିଶନ ଅଧ୍ୟକ୍ଷ ନିଯୁକ୍ତ
ଭୁବନେଶ୍ୱର,୨୪।୯(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍ ଅଫିସର ନିର୍ମଳ ଚନ୍ଦ୍ର ମିଶ୍ରଙ୍କୁ ଷ୍ଟାଫ୍ ସିଲେକ୍ସନ କମିଶନଙ୍କ ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି। ସୋମବାର ଏ ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ନିକଟରେ କମିଶନଙ୍କ ଅଧ୍ୟକ୍ଷ ଥିବା ମେଜର ଜେନେରାଲ ଭବାନୀ ଶଙ୍କର ଦାସଙ୍କ…
ବଢ଼ିଚାଲିଛି ସାପ କାମୁଡ଼ାଜନିତ ମୃତ୍ୟୁସଂଖ୍ୟା: ଗୋଟିଏ ଦିନରେ ଗଲା ୭ ଜୀବନ
ଭୁବନେଶ୍ୱର, ୨୪।୯(ବ୍ୟୁରୋ): ରାଜ୍ୟରେ ସାପ କାମୁଡ଼ାଜନିତ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି। ପ୍ରତିଦିନ ରାଜ୍ୟର କେଉଁଠି ନା କେଉଁଠି ଲୋକେ ସର୍ପାଘାତର ଶିକାର ହେଉଛନ୍ତି। ବିଷଧର ସାପ କାମୁଡ଼ାରେ ଅନେକ ଘଟଣାସ୍ଥଳରେ ପ୍ରାଣ ହାରୁଥିବାବେଳେ ଅନେକ ଡାକ୍ତରଖାନାରେ ଆଖି ବୁଜୁଛନ୍ତି। ସୋମବାର ରାଜ୍ୟର…
ପ୍ରଦୂଷଣ ସାର୍ଟିଫିକେଟ ନ ଦେଖାଇଲେ ଜରିମାନା: ୧ରୁ ଆଉ ଛାଡ଼ ନାହିଁ
ଭୁବନେଶ୍ୱର,୨୪।୯(ବ୍ୟୁରୋ): ଆଉ ଛାଡ ନାହିଁ। ପ୍ରଦୂଷଣ ନିୟନ୍ତ୍ରଣାଧୀନ (ପିୟୁସି) ସାର୍ଟିଫିକେଟ ନ ଥିଲେ ଗଣିବାକୁ ପଡିବ ଜରିମାନା। ଆସନ୍ତା ଅକ୍ଟୋବର ପହିଲାରୁ ଏହାକୁ କଡାକଡି ଲାଗୁ କରାଯିବ। ଏ ନେଇ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ସୋମବାର ବିଜ୍ଞପ୍ତି ଜରିଆରେ…
ଚାଉଳ ନ ପାଇ ତାତିଲେ ହିତାଧିକାରୀ
କପ୍ତିପଦା,୨୪ା୯(ଡି.ଏନ୍.ଏ.)- ରାସନକାର୍ଡ ସହ ଆଧାର ଲିଙ୍କ୍ରେ ବିଳମ୍ବ ଯୋଗୁ ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ ଲାବଣ୍ୟଦେଇପୁର ପଞ୍ଚାୟତର ଶତାଧିକ ଗ୍ରାମବାସୀ ରାସନ ସାମଗ୍ରୀ ପାଇବାରୁ ବଞ୍ଚିତ ହୋଇଛନ୍ତି। ଏହାର ପ୍ରତିବାଦରେ ସୋମବାର ଶତାଧିକ ହିିତାଧିକାରୀ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ହୋହଲ୍ଲା କରିଥିଲେ।…
ଶାରିଶୂଆରେ ବେଆଇନ ଖଣି ଖନନ
ଖଇରା, ୨୪।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ଓ ମୟୂରଭଞ୍ଜ ଜିଲା କପ୍ତିପଦା ତହସିଲ ଅଧୀନରେ ଥିବା ଶାରିଶୂଆ ପାହାଡ଼ରେ ବେଆଇନ ଖଣି କାରବାର ଚରମ ସୀମାରେ ପହଞ୍ଚିଛି। ଖଇରା ତହସିଲ ଅଧୀନରେ ୯୭ଖଣି ମଧ୍ୟରୁ ୩୫ ଖଣି ଲିଜ୍ ନେଇଥିବା ବ୍ୟକ୍ତି…
ବିନା ଲାଇସେନ୍ସରେ ଚାଲିଛି କରତକଳ :ଧ୍ୱଂସପାଉଛି ଗ୍ରାମ୍ୟ ଜଙ୍ଗଲ
ବାଲିଆପାଳ, ୨୪ା୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ସମେତ ଗ୍ରାମାଞ୍ଚଳରେ ଛତୁ ଫୁଟିଲା ଭଳି ବିନା ଲାଇସେନ୍ସରେ ଏବେ କରତକଳମାନ ଚାଲୁଛି। ଫଳରେ ଗ୍ରାମ୍ୟଜଙ୍ଗଲ ଦିନକୁ ଦିନ ଧ୍ୱଂସ ହେବା ସହ ସମୁଦ୍ରକୂଳ ଝାଉଁ ଜଙ୍ଗଲ ଶେଷ ହେବାକୁ ବସିଲାଣି। କରତକଳଗୁଡିକୁ ବନ୍ଦ…
ଖଲ୍ଲିକୋଟ କଲେଜରେ ଆର୍ଟିଓ କ୍ୟାମ୍ପ ଅଫିସ୍
ବ୍ରହ୍ମପୁର ଅଫିସ୍,୨୪ା୯-ଖଲ୍ଲିକୋଟ ସ୍ବୟଂଶାସିତ ମହାବିଦ୍ୟାଳୟ ଠାରେ ସୋମବାର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍ଟିଓ)ର ଏକ କ୍ୟାମ୍ପ ଅଫିସ୍ ଖୋଲିଛି । ବୁଧବାର ପର୍ଯ୍ୟନ୍ତ ଚାଲିିବାକୁ ଥିବା ଏହି କ୍ୟାମ୍ପ ଅଫିସ୍କୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଉଦ୍ଘାଟନ କରିଥିଲେ। ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ…
ଶିଶୁ ଅପହରଣ କରି ବିକ୍ରି ଘଟଣା: ୨ ମହିଳାଙ୍କ ସମେତ ୬ କୋର୍ଟ ଚାଲାଣ
ବ୍ରହ୍ମପୁର ଅଫିସ,୨୪ା୯-ବ୍ରହ୍ମପୁର ସହରରେ ଶିଶୁ ଅପହରଣ ଓ ପରେ ବିକ୍ରି ଘଟଣାର ପର୍ଦ୍ଦାଫାଶ କରିଛି ଗୋଷାଣି ନୂଆଗାଁ ପୋଲିସ। ପୂରା ଘଟଣାକ୍ରମରେ ସମ୍ପୃକ୍ତ ଥିବା ୨ ମହିଳାଙ୍କ ସମେତ ୬ ଜଣଙ୍କୁ ପୋଲିସ ସୋମବାର ଗିରଫ କରିଛି। ସେମାନେ ହେଲେ ଲାଞ୍ଜିପଲ୍ଲୀ…
ଆରଟିଓଙ୍କ କାର୍ଯ୍ୟାଳୟରେ ଦୁର୍ନୀତି ଅଭିଯୋଗ:ଏମ୍ଭିଆଇଙ୍କୁ ବଦଳି ଦାବିରେ ବିକ୍ଷୋଭ
ଢେଙ୍କାନାଳ ଅଫିସ,୨୪ା୯ ଢେଙ୍କାନାଳ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ବେଆଇନ କାର୍ଯ୍ୟକଳାପ ଓ ଦୁର୍ନୀତି ଅଭିଯୋଗ ଆଣିଛନ୍ତି ୫ଟି ଟ୍ରକ ମାଲିକ ସଂଘର କର୍ମକର୍ତ୍ତା। ଆଞ୍ଚଳିକ ପରିବହନ ଅଧିକାରୀଙ୍କ ଦାୟିତ୍ୱରେ ଥିବା ଏମ୍ଭିଆଇଙ୍କ ବଦଳି ଦାବିରେ ସଂଘଗୁଡିକର କର୍ମକର୍ତ୍ତାମାନେ ସୋମବାର ଜିଲା କାର୍ଯ୍ୟାଳୟ…
Archives


