ବଢୁଛି କଙ୍ଗାରୁକୋର୍ଟ, ହଇରାଣ ହେଉଛନ୍ତି ଅସହାୟ ପରିବାର
ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ): ଜାଣତରେ ହେଉ କିମ୍ବା ଅଜାଣତରେ କିଛି ଭୁଲ ହେଇଯାଏ। ତା’ହେଲେ ସଙ୍ଗେ ସଙ୍ଗେ ଗ୍ରାମ ସଭା ବସେ। ତା’ପରେ ଆରମ୍ଭ ହୁଏ ନିର୍ଯାତନା। ରମ୍ଭା ଓ ଗଞ୍ଜାମ ଥାନା ଅଞ୍ଚଳରେ ଏବେ କଙ୍ଗାରୁ କୋର୍ଟ ବସୁଛି। ପୋଲିସ ଅଛି,…
ମାଫିଆ ସକ୍ରିୟ, ସାରର କୃତ୍ରିମ ସଙ୍କଟ, ଚାଷୀ ହଟହଟା
ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍ ଚାଷକାର୍ଯ୍ୟକୁ ୨ମାସ ବିତି ଯାଇଛି। ଏହାସତ୍ତ୍ୱେ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲା କୃଷି ବିଭାଗ ଜିଲାରେ ପର୍ଯ୍ୟାପ୍ତ ସାର ମହଜୁଦ ରହିଥିବା କହୁଛି। ଅନ୍ୟପଟେ ସାର ପାଇଁ ଚାଷୀଙ୍କୁ ନାହିଁ ନ…
ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ
ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା ହାତୀନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ରବିବାର ମଙ୍ଗଳପୁର ଇନ୍ଦ୍ରାବତୀ ଜଳ ଭଣ୍ଡାରର…
୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍ ପ୍ରଦାନ କରି ଅବସରପ୍ରାପ୍ତ ଏସ୍ବିଆଇ ଅଧିକାରୀ କହିଲେ…
କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ବରିଷ୍ଠ ନାଗରିକ ତଥା ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ଅଫ୍…
ରାଜ୍ୟରୁ ୨୪ ହଜାର ଶିଶୁ ନିଖୋଜ: ୨୦୨୪ରେ ସର୍ବାଧିକ ୬,୨୨୩ ନିଖୋଜ, ୮୭% ଝିଅ
ଭୁବନେଶ୍ୱର,୨୪।୮(ତ୍ରିନାଥ ମହାନ୍ତି ): ଯାଜପୁର ଜିଲାର ପିହୁ ହେଉ ଅବା ନୟାଗଡ଼ର ପରୀ। ରାଜ୍ୟର ବିଭିନ୍ନ ଜିଲାରୁ କୋମଳମତି ଶିଶୁ ନିଖୋଜ ହୋଇଯାଉଛନ୍ତି। ସେମାନଙ୍କୁ ଖୋଜିବା ପାଇଁ ରାଜ୍ୟ ସରକାର ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରୁଥିଲେ ମଧ୍ୟ ପୋଲିସ କିମ୍ବା କ୍ରାଇମବ୍ରାଞ୍ଚ…
ବେଆଇନ ଗଛକଟା, ଲଘୁ ଖଣିଜ ସମ୍ପଦ ଲୁଟ୍, ମାସକ ମଧ୍ୟରେ ରିପୋର୍ଟ ଲୋଡ଼ିଲେ ଏନ୍ଜିଟି
ଭୁବନେଶ୍ୱର,୨୪।୮(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିଜ ସମ୍ପଦ ମନଇଚ୍ଛା ଖୋଳା ଚାଲିଛି। ସରକାରୀ ନୀତି ଗୋଟିଏ କଥା କହୁଥିବାବେଳେ ଲିଜ୍ଧାରୀମାନେ ସେସବୁକୁ ଭ୍ରୂକ୍ଷେପ ନ କରି ଯେଉଁଠି ପାଇଲେ ସେଠାରେ ଖୋଳି ଚାଲିଛନ୍ତି। କେତେକ କ୍ଷେତ୍ରରେ ଲିଜ୍ଧାରୀମାନେ ନିର୍ଦ୍ଧାରିତ ସ୍ଥାନ ଛାଡ଼ି…
ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ଆସନ୍ତା ୩ ଘଣ୍ଟାରେ…
ଭୁବନେଶ୍ୱର,୨୪ା୮: ବଙ୍ଗୋପସାଗରରେ ରବିବାର ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ସନ୍ଧ୍ୟା ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ସଂଲଗ୍ନ ଗାଙ୍ଗେଟିକ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପରେ ସକ୍ରିୟ ରହିଛି। ଏଥିସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ପ୍ରବାହ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬…
ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….
ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ ଚାଷୀ ହନ୍ତସନ୍ତ ହେଉଛନ୍ତି । ବହୁ ସଂଖ୍ୟକ ଚାଷୀ ଅନଲାଇନ୍ ପେମେଣ୍ଟ ସମ୍ପର୍କରେ…
ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର
ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ ସ୍ଥାନୀୟ ଅଞ୍ଚଳରେ ବନ୍ୟା ପାଣି ପଶିବାରୁ ପ୍ରଶାସନ ପକ୍ଷରୁ ଲୋକଙ୍କୁ ବନ୍ୟା ଆଶ୍ରୟସ୍ଥଳୀକୁ…
ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା
କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ ସଭ୍ୟା ମନ୍ଦିରା ନାଏକ ଜିଲା ଉପସଭାପତି ଭାବେ ନିଯୁକ୍ତି ପାଇଛନ୍ତି । ଏହାପରେ…
ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ
କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ ଅର୍ଚ୍ଚନା ପରିଡ଼ା। ସେ ହେଉଛନ୍ତି ଉକ୍ତ ଦୋକାନ ମାଲିକଙ୍କ ସ୍ତ୍ରୀ। ତାଙ୍କୁ ହତ୍ୟା…
ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….
ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ ସ୍କୁଲ ଛୁଟି ହେବା ପରେ ଜଣେ ଛାତ୍ରୀ ସ୍କୁଲ ଭିତରେ ଥିବା ବେଳେ…

