ଓଡ଼ିଶା ଖଣି ନିଗମ କାର୍ଯ୍ୟାଳୟ: ପ୍ରତିଶ୍ରୁତି ପାଳନ ଦାବିରେ ବିସ୍ଥାପିତଙ୍କ ଧାରଣା
କାଳିଆପାଣି,୨୧|୬(ଡି.ଏନ୍.ଏ.)- ଓଡ଼ିଶା ଖଣି ନିଗମ ପକ୍ଷରୁ ବିସ୍ଥାପିତ ପୁରୁଣାପାଣି ଗ୍ରାମବାସୀ ମୌଳିକ ସୁବିଧାରୁ ବଞ୍ଚତ୍ତ ହେଉଛନ୍ତି। କାରଖାନା ପକ୍ଷରୁ ବିସ୍ଥାପିତଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପାଳନ କରିବାରେ କର୍ତ୍ତୃପକ୍ଷ ଟାଳଟୁଳନୀତି ଅବଲମ୍ବନ କରୁଛନ୍ତି। ଏହାର ପ୍ରତିବାଦରେ ଗୁରୁବାର ଗ୍ରାମର ଶତାଧିକ ମହିଳା...
ଫାଷ୍ଟ୍ କମ୍ ଫାଷ୍ଟ ଲୋଡିଂ ବ୍ୟବସ୍ଥାକୁ ନେଇ ବୈଠକ
କାଳିଆପାଣି,୨୧|୬(ଡି.ଏନ୍.ଏ.)- ସୁକିନ୍ଦା ଖଣି ଅଞ୍ଚଳରେ ଫାଷ୍ଟ କମ୍ ଫାଷ୍ଟ ଲୋଡିଂ ନିୟମକୁ ଅବମାନନା କରିବା ନେଇ ଗୁରୁବାର କାଳିଆପାଣି ଥାନା ପରିସରରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଡିସ୍ନାଲ ଏସ୍ପି ରାଜ୍କିଶୋର ଦୋରାଙ୍କ ସଭାପତିତ୍ୱରେ ଡୁବୁରୀ, ଚଣ୍ଡିଖୋଲ, ସୁକିନ୍ଦା ଅଞ୍ଚଳର...
ଘୋଷଣାରେ ସୀମିତ ଆଦର୍ଶ ଗାଁ: ମଉଲିକ୍ ସୁବିଧାରୁ ବଁଚିତ୍ ଗାଁବାସୀ
ପଦ୍ମପୁର, ୨୧।୬ (ଡି.ଏନ୍.ଏ): ବରଗଡ଼ ଜିଲା ପଦ୍ମପୁର ବ୍ଲକ ଦହିଗଁା ପଁଚେତ୍ର ବ୍ରାହ୍ମଣଡ଼ିହି ଗଁାକେ ୨ ବଛର ଆଗରୁ ମାଲ ମାଲ ଅଫିସରକଁର ଧାର ଲମିଥିଲା। ହଜାର ହଜାର ଲୁକ୍କର ଆଘେ ଘୋଷନା କରାଗଲା ଆଦର୍ଶ ଗଁା। ୧ ହଜାରରୁ...
ବ୍ରହ୍ମପୁର ଷ୍ଟାଡିୟମ୍ରେ ସର୍ବସାଧାରଣଙ୍କ ପ୍ରବେଶ: ପେସାଦାର ଖେଳାଳିଙ୍କ ବିରୋଧ
ବ୍ରହ୍ମପୁର ଅଫିସ୍,୨୧ା୬- ନେତା ବଦଳିଲେ, ନୀତି ବଦଳେ। ଏକଥା କୁହାଯାଏ। ହେଲେ ବ୍ରହ୍ମପୁର ସହରରେ ଏବେ ନେତା ବଦଳୁଥିବା ନୀତି ସମସ୍ୟା ସୃଷ୍ଟି କରୁଛି। ବ୍ରହ୍ମପୁର ଷ୍ଟାଡିୟମ୍ ବର୍ତ୍ତମାନ ଏହା ଭୋଗିବାକୁ ଯାଉଛି। ଷ୍ଟାଡିୟମ୍ରେ ସକାଳୁ ବ୍ୟାୟାମ କରିବା ପାଇଁ...
ଜିଲାପାଳଙ୍କୁ ଭେଟିଲେ ଠକେଇର ଶିକାର ଛାତ୍ରୀଛାତ୍ର
ଫୁଲବାଣୀ ଅଫିସ, ୨୧ା୬- ଭୁବନେଶ୍ୱରରେ ଏକ ଶିକ୍ଷା ଅନୁଷ୍ଠାନରେ ମାଗଣା ପଢ଼ିବା, ରହିବା, ଖାଇବା ଇତ୍ୟାଦି ପ୍ରଲୋଭନ ଦେଖାଇ କନ୍ଧମାଳର ଜଣେ ଯୁବକ ପାଖାପାଖି ୨୦ ଜଣ ଛାତ୍ରଙ୍କ ସାର୍ଟିଫିକେଟ ନେଇ ଯାଇଛନ୍ତି। ସେପଟେ ମିଥ୍ୟା ଆଡମିଶନ କରାଇ ପଢ଼ିବାକୁ...
ବିଭିନ୍ନ ଅବ୍ୟବସ୍ଥାରେ ଡାଏଲିସିସ ଓ୍ବାର୍ଡ
କେନ୍ଦୁଝର, ୨୧ା୬ (ସ୍ବ.ପ୍ର.)-କିଡନୀ ରୋଗୀଙ୍କୁ ମାଗଣା ଡାଇଲିସିସ ସୁବିଧା ଦେବା ସରକାର କେନ୍ଦୁଝର ଜିଲା ମୁଖ୍ୟାଳୟ ଡାକ୍ତରଖାନାରେ ଡାଇଲିସିସି ଓାର୍ଡ ଖୋଲିଛନ୍ତି। ୧୦ ବେଡ ବିଶିଷ୍ଟ ଏହି ଓ୍ବାର୍ଡରେ ବହୁ ସମସ୍ୟା ଲାଗିରହୁଥିବାରୁ ରୋଗୀ ସେବା ବାଧାପ୍ରାପ୍ତ ହେଉଛି ା...
ଧାମରାରୁ ଧରାହେଲେ ୧୦ ବିରଳ ମାଛ: କିଲୋ ପ୍ରତି ୫ରୁ ୬ ହଜାର ଟଙ୍କା
ଚାନ୍ଦବାଲି, ୨୦।୬ (ଡି.ଏନ.ଏ) – ଭଦ୍ରକ ଜିଲା ଧାମରା ମାଛଧରା ବନ୍ଦର ଅଧୀନ ଚନ୍ଦନୀପାଳ ମାଛଧରା କେନ୍ଦ୍ର(ବେସ୍)ରେ ଏକପ୍ରକାର ବିରଳ ପ୍ରଜାତିର ୧୦ଟି ମାଛ ଗୁରୁବାର ମଧ୍ୟାହ୍ନରେ ସମୁଦ୍ରରୁ ଧରାଯାଇଛି। ଏହି ମାଛର ନଁା ତେଲିଆଶିଳା ବୋଲି ଜଣାପଡ଼ିଛି। ସ୍ଥାନୀୟ...
୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ
ଭୁବନେଶ୍ୱର, ୨୦।୬(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ। ପ୍ରାଥମିକ ପର୍ଯ୍ୟାୟରେ ଏହା ଦକ୍ଷିଣ ଓଡ଼ିଶାରେ ସକ୍ରିୟ ହେବା ପରେ ସାରା ଓଡ଼ିଶାକୁ ଛୁଇଁବ। ତେବେ ମୌସୁମୀ ଲଘୁଚାପ ନେଇ ଆସିବ ବୋଲି ପାଣିପାଗ କେନ୍ଦ୍ର...
ପ୍ରକାଶ ପାଇଲା ଯୁକ୍ତ ୩ ନାମଲେଖା ବିଜ୍ଞପ୍ତି: ଆବେଦନର ଶେଷ ତାରିଖ ଜୁଲାଇ ୮
ଭୁବନେଶ୍ୱର,୨୦।୬(ବ୍ୟୁରୋ): ଯୁକ୍ତ ୩ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ତଦନୁଯାୟୀ ଛାତ୍ରୀଛାତ୍ରମାନେ ଆସନ୍ତା ୨୪ ତାରିଖରୁ ଅନ୍ଲାଇନ୍ରେ ଆବେଦନ କରିପାରିବେ। ଆବେଦନର ଶେଷ ତାରିଖ ହେଉଛି ଜୁଲାଇ ୮। ସେହିଭଳି ଜୁଲାଇ ୧୮ରେ ପ୍ରଥମ ମେରିଟ୍ ଲିଷ୍ଟ ପ୍ରକାଶ...
ବଢ଼ିବ ଚୁକ୍ତିଭିତ୍ତିକ ଡାକ୍ତରଙ୍କ କାର୍ଯ୍ୟକାଳ: ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର,୨୦।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଦୁଇ ଦିନିଆ ସିଡିଏମ୍ଓ ସମ୍ମିଳନୀ ଚାଲିଛି। ଏହି ସମ୍ମିଳନୀର ଦ୍ୱିତୀୟ ଦିନରେ ଚୁକ୍ତିଭିତ୍ତିକ ଡାକ୍ତରଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯିବା ନେଇ ଘୋଷଣା କରାଯାଇଛି। ପୂର୍ବରୁ ଏହା ୬୮ ବର୍ଷ ରହିଥିବା ବେଳେ ଏବେ ଏହାକୁ ବୃଦ୍ଧି...
ଭୁବନେଶ୍ୱରେ ପହଞ୍ଚିଲା ଶହୀଦ ଅଜିତ୍ଙ୍କ ମରଶରୀର: ଶେଷଦର୍ଶନ କରି ଶ୍ରଦ୍ଧାଞ୍ଜଳି ଦେଲେ ରାଜ୍ୟପାଳ, ଜନ୍ମମାଟିରେ ହେବ ଶେଷକୃତ୍ୟ
ଭୁବନେଶ୍ୱର,୨୦।୬(ବ୍ୟୁରୋ): ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ଓଡ଼ିଆ ଯବାନ ଅଜିତ୍ ସାହୁଙ୍କ ମରଶରୀର ଭୁବନେଶ୍ୱରରେ ପହଞ୍ଚିଛି। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ମରଶରୀର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ପ୍ରାର୍ଥୀବ ଶରୀରକୁ ସ୍ଥାନୀୟ ୧୨୦...
ବଦଳିଲା ନିଷ୍ପତ୍ତି, ଶୁକ୍ରବାର ଖୋଲିବ ସ୍କୁଲ
ଭୁବନେଶ୍ୱର,୨୦।୬(ବ୍ୟୁରୋ): ଶୁକ୍ରବାର ଖୋଲିବ ରାଜ୍ୟର ସମସ୍ତ ସ୍କୁଲ। ପାଗରେ ପରିବର୍ତ୍ତନ ତଥା ଖରା କମିଯିବାରୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ପ୍ରଥମେ ଜୁନ ୧୯ ତାରିଖରେ ସ୍କୁଲ ଖୋଲିବାର ଥିଲା। ମାତ୍ର ରାଜ୍ୟରେ ଅସହ୍ୟ...
Archives


