ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ ଦେଖିଲେ ଭକ୍ତ
ପୁରୀ ଅଫିସ,୧୨ା୧୧: କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ସୋମବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହୋଇଛି। ଏହି ବେଶ ଦର୍ଶନ ଲାଗି ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼ ଜମିଥିଲା। ପ୍ରାତଃରେ ଠାକୁରଙ୍କ ଅବକାଶ ନୀତି ପରେ ଏହି ବେଶ କରାଯାଇଥିଲା। ମଙ୍ଗଳବାର…
ବୁଲ୍ବୁଲ୍ କ୍ଷତିଗ୍ରସ୍ତ ଅଞ୍ଚଳ ବୁଲିଲା ଭାଜପା ପ୍ରତିନିଧିମଣ୍ଡଳୀ:
ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ବାତ୍ୟା ବୁଲ୍ବୁଲ୍ ପ୍ରଭାବରେ କେନ୍ଦ୍ରାପଡା, ବାଲେଶ୍ୱର, ଭଦ୍ରକ, ଜଗତ୍ସିଂହପୁର, ଯାଜପୁର, ମୟୂରଭଞ୍ଜ ଆଦି ୬ ଜିଲା ପ୍ରଭାବିତ ହୋଇଛି। ପ୍ରାଥମିକ ଆକଳନ ଅନୁଯାୟୀ ଏହି ସବୁ ଜିଲାରେ ପ୍ରାୟ ୩ ଲକ୍ଷ ହେକ୍ଟର ଚାଷ ଜମି କ୍ଷତିଗ୍ରସ୍ତ ହୋଇଛି। ମୁଖ୍ୟତଃ…
ମିସ୍ ଇଣ୍ଡିଆ’ ଇଣ୍ଟରନ୍ୟାଶନାଲ ପ୍ରତିଯୋଗିତା: ଫାଇନାଲରେ ଓଡ଼ିଆ ଝିଅ ପ୍ରତୀକ୍ଷା
ଭୁବନେଶ୍ୱର, ୧୨ା୧୧(ବ୍ୟୁରୋ): ‘ମିସ୍ ଇଣ୍ଡିଆ’ ଇଣ୍ଟରନ୍ୟାଶନାଲ ପ୍ରତିଯୋଗିତା ଗ୍ରାଣ୍ଡ୍ ଫିନାଲେରେ ରହିଛନ୍ତି ଓଡ଼ିଆ ଝିଅ। ଇଣ୍ଡୋନେସିଆର ଜାକର୍ତ୍ତାଠାରେ ହେଉଥିବା ଏହି ପ୍ରତିଯୋଗିତାର ଫାଇନାଲିଷ୍ଟ ହୋଇପାରିଛନ୍ତି ପ୍ରତୀକ୍ଷା ମିଶ୍ର। ଇଣ୍ଡିଆନ୍ ଫ୍ୟାଶନ୍ ଫିଏଷ୍ଟା ପକ୍ଷରୁ ଆୟୋଜିତ ଏହି ପ୍ରତିଯୋଗିତାରେ ପ୍ରତୀକ୍ଷା ଭିନ୍ନ ଭିନ୍ନ…
ଆଜି କାର୍ତ୍ତିକ ପୂର୍ଣ୍ଣିମା
ପୁରୀ ଅଫିସ, ୧୨ା୧୧: ମଙ୍ଗଳବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଶ୍ରୀକ୍ଷେତ୍ରର ବିଭିନ୍ନ ତୀର୍ଥ ପୁଷ୍କରିଣୀ ଓ ମହୋଦଧିରେ ଲକ୍ଷାଧିକ ଶ୍ରଦ୍ଧାଳୁ ସ୍ନାନ ଓ ବୋଇତ ବନ୍ଦାଣ କରିବା ପରେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ରତ୍ନସିଂହାସନରେ ଠାକୁରମାନଙ୍କ ଦୁଲର୍ଲଭ ସୁନାବେଶ ଦର୍ଶନ ଲାଗି…
ପୁଅ ଅଙ୍ଗ ଦାନକରି ଉଦାହରଣ ପାଲଟିଲେ ମାତାପିତା: ମୁଖ୍ୟମନ୍ତ୍ରୀ ଘୋଷଣା କଲେ ୫ ଲକ୍ଷ
ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ମାତାପିତାଙ୍କ ପାଇଁ ସେମାନଙ୍କ ପିଲା ସବୁକିଛି। ଜୀବନର ସମସ୍ତ ଦୁଃଖକଷ୍ଟ ସହି ନିଜ ସନ୍ତାନସନ୍ତତିଙ୍କୁ ବଢ଼ାଇବା ସହ ସେମାନଙ୍କ ପାଇଁ ଏକ ଉଜ୍ଜ୍ୱଳ ଭବିଷ୍ୟତର ସ୍ବପ୍ନ ଦେଖିଥାଆନ୍ତି। ଯଦି ମାତାପିତାଙ୍କ ଆଗରେ ପିଲାର ମୃତ୍ୟୁ ହୁଏ, ତେବେ ଏହାଠୁ ବଡ଼…
ସାପକୁ ମାରି ମାଲିକଙ୍କ ପରିବାରକୁ ବଞ୍ଚାଇଲା ଡଗି
ଜୟପୁର,୧୨ା୧୧ (ନି.ପ୍ର/ଡ଼ି.ଏନ.ଏ): ନିଜ ଜୀବନକୁ ବାଜି ଲଗାଇ ୬ ପ୍ରାଣୀଙ୍କ ଜୀବନ ବଞ୍ଚାଇଛି ଘରର ପୋଷା କୁକୁର ଡଗି। ଏକ ବିଷଧର ନାଗ ସାପ ସହ ଅଧଘଣ୍ଟା ଧରି ଲଢେଇ କରି ଶେଷରେ ସାପକୁ ଦୁଇଖଣ୍ଡ କରି ଦେଇଛି ଡଗି। ଏପରି…
ଓଡ଼ିଶାକୁ ଆଇଏମ୍ଏଫ୍ ଟିମ୍ର ପ୍ରଶଂସା: ‘ରାଜ୍ୟର ଆର୍ଥିକ ସଂସ୍କାର ବିକାଶମୂଳକ’
ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ଓଡ଼ିଶାର ଆର୍ଥିକ ସଂସ୍କାର ଦିଗ ଠିକ୍ ଏବଂ ବିକାଶମୂଳକ ବୋଲି ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି(ଆଇଏମ୍ଏଫ୍) ଟିମ୍ ମତ ରଖିଛନ୍ତି। ସୋମବାର ରାଜ୍ୟ ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସରକାରୀ ପାଣ୍ଠି ପରିଚାଳନା(ପିଏଫ୍ଏମ୍) ସମ୍ବନ୍ଧିତ…
ଆକାଶମାର୍ଗରୁ ବୁଲ୍ବୁଲ୍ ପ୍ରଭାବିତ ଅଞ୍ଚଳ ଦେଖିଲେ ମୁଖ୍ୟମନ୍ତ୍ରୀ: କ୍ଷତିପୂରଣ ପ୍ୟାକେଜ୍ ଘୋଷିତ
ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ବାତ୍ୟା ‘ବୁଲ୍ବୁଲ’ ପ୍ରଭାବରେ ଉପକୂଳ ଓଡ଼ିଶାର ୬ ଜିଲାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଘରଦ୍ୱାର ଭାଙ୍ଗିବା ସହ ଲକ୍ଷ ଲକ୍ଷ ହେକ୍ଟର ଜମିରେ ଫସଲ ଉଜୁଡ଼ି ଯାଇଛି। ଧାନ, ବିରି, ମୁଗ ଓ ପରିବା ଫସଲ ନଷ୍ଟ ହୋଇଛି। ମୁଖ୍ୟମନ୍ତ୍ରୀ…
ଅଙ୍ଗନଓ୍ବାଡ଼ି କେନ୍ଦ୍ର ପରିଦର୍ଶନ କଲେ ମନ୍ତ୍ରୀ
ସାକ୍ଷୀଗୋପାଳ,୧୧।୧୧(ଡି.ଏନ.ଏ): ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ ସୋମବାର ସତ୍ୟବାଦୀ ବ୍ଲକ ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କରିଛନ୍ତି। ମହିଳା ଓ ଶିଶୁ କଲ୍ୟାଣ ବିଭାଗର ଯୋଜନା କିଭଳି କର୍ଯ୍ୟକାରୀ ହେଉଛି ସେ ନେଇ ଶିଶୁ, ଅଭିଭାବକ, ଯାଞ୍ଚ ଓ…
ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କୁ ଦୁର୍ବ୍ୟବହାର ଅଭିଯୋଗ
ଖପା୍ରଖୋଲ, ୧୨ା୧୧(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ପଞ୍ଚାୟତ ସମିତି ଅଧ୍ୟକ୍ଷା ପୂର୍ଣ୍ଣମାସୀ ବରିହାଙ୍କୁ ସୋମବାର ନିଜ କାର୍ଯ୍ୟାଳୟରେ ଥିବାବେଳେ ଦୁର୍ବ୍ୟବହାର କରାଯାଇଥିବା ଖପ୍ରାଖୋଲ ଥାନାରେ ଅଭିଯୋଗ ହୋଇଛି। ଅଧ୍ୟକ୍ଷା ବରିହା ତାଙ୍କ ଏତଲାରେ ହରିଶଙ୍କର ଗେଟ ନିର୍ମାଣ କାମକୁ ନେଇ ଦୁର୍ବ୍ୟବହାର,…
ଖୁବ୍ଶୀଘ୍ର ବିଏମ୍ସି ବାଣ୍ଟିବ ସ୍ମାର୍ଟ କିଓସ୍କୋ
ଭୁବନେଶ୍ୱର, ୧୨ା୧୧(ବ୍ୟୁରୋ) ସ୍ମାର୍ଟସିଟି ଲିମିଟେଡ୍ ପକ୍ଷରୁ ରାଜମହଲରୁ ମାଷ୍ଟରକ୍ୟାଣ୍ଟିନ ଯାଏ ନିର୍ମାଣ ହୋଇଥିବା ସ୍ମାର୍ଟ ଭେଣ୍ଡିଂ ଜୋନ୍ ବିଏମ୍ସିକୁ ହସ୍ତାନ୍ତର ହୋଇସାରିଛି। ସେଥିରେ ଥିବା ୧୫୦ଟି ସ୍ମାର୍ଟ କିଓସ୍କୋକୁ ଖୁବ୍ଶୀଘ୍ର ବ୍ୟବସାୟୀମାନଙ୍କୁ ବଣ୍ଟାଯିବ। ଏନେଇ ବିଏମ୍ସି ପକ୍ଷରୁ ସୋମବାର ପ୍ରକୃତ ହିତାଧିକାରୀ…
ନାଉଗଁ। ବ୍ଲକରେ ଜିଲାପାଳଙ୍କ ଜନଶୁଣାଣି ଶିବିର
ନାଉଗଁ।,୧୨ା୧୧(ସ୍ବ.ପ୍ର.): ନାଉଗଁା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଜିଲାପାଳଙ୍କ ଯୁଗ୍ମ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସଂଗ୍ରାମକେଶରୀ ମହାପାତ୍ର ଯୋଗଦେଇ ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। ଶିବିରରେ ମୋଟ୍ ୨୫୭ ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିରୁ ଗ୍ରାମ୍ୟ…
Archives


